ବାଣିଜ୍ୟ

ଏୟାରଟେଲରେ ୭.୪ ହଜାର କୋଟି ନିବେଶ କରିବ ଗୁଗଲ

ନୂଆଦିଲ୍ଲୀ,୨୮।୧: ଦେଶର ଅନ୍ୟତମ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲରେ ବିଶ୍ୱର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ ଗୁଗୁଲ ୭,୪୦୦ କୋଟି ଟଙ୍କା ନିବେଶ କରିବାକୁ ଯାଉଛି। ଭାରତର ଡିଜିଟାଲ ଇକୋସିଷ୍ଟମକୁ ଆଗେଇ ନେବା ପାଇଁ ଏହି ବହୁ ବର୍ଷୀୟ ଚୁକ୍ତି କରାଯାଇଛି।…

ଚାକିରି ନାହିଁ, ଦେଶ ଛାଡ଼ିବାକୁ ଚାହୁଁଛନ୍ତି ହତାଶ ଯୁବବର୍ଗ…

ନୂଆଦିଲ୍ଲୀ, ୨୭।୧ : ଭାରତରେ ବେକାରୀ ପରିସ୍ଥିତି ଉତ୍କଟ ହେବାରେ ଲାଗିଛି। ଚାକିରି ନ ଥିବାରୁ ଯୁବବର୍ଗ ହତାଶ ହୋଇ ଦେଶ ଛାଡି ବିଦେଶ ଯିବାକୁ ଚାହୁଁଛନ୍ତି। କ୍ରମାଗତ ଏଭଳି ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସରକାରୀ ନୀତି ବିଫଳ ହେଉଥିବାରୁ…

ମିତ୍‌ସୁବିଶିି ଇଲେକ୍ଟ୍ରିକ୍‌ ଇଣ୍ଡିଆ ‘ସିଏନ୍‌ସି-ଅନ୍‌-ହୁଇଲ’ର ଶୁଭାରମ୍ଭ

ବେଙ୍ଗାଲୁରୁ,୨୫।୧ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମିତ୍‌ସୁବିଶି ଇଲେକ୍ଟ୍ରିକ୍‌ ପକ୍ଷରୁ କମ୍ପ୍ୟୁଟରୀକରଣ ସଂଖ୍ୟାଗତ ନିୟନ୍ତ୍ରକ(ସିଏନ୍‌ସି) ଜରିଆରେ ଏକ ପ୍ରଶିକ୍ଷଣ ଏବଂ ପ୍ରଦର୍ଶନ କାରାଭାନ୍‌ ‘ସିଏନ୍‌ସି-ଅନ୍‌-ହୁଇଲ୍ସ’ର ଶୁଭାରମ୍ଭ କରାଯାଇଛି। କମ୍ପାନୀର ଉକ୍ତ ଗାଡ଼ିକୁ ମିତ୍‌ସୁବିଶି ଇଲେକ୍ଟ୍ରିକ୍‌, ସିଏନ୍‌ସି ବୈଷୟିକ କେନ୍ଦ୍ର ପେନ୍ୟା ଶିଳ୍ପାଞ୍ଚଳ…

ସେନ୍‌ସେକ୍ସରେ ୧୫୪୬ ପଏଣ୍ଟ ହ୍ରାସ

ମୁମ୍ବାଇ,୨୫।୧ କୋଭିଡ୍‌ ଏବଂ ଓମିକ୍ରନ୍‌ ସାଙ୍ଗକୁ ଚଳିତ ଆର୍ଥକ ବର୍ଷର ବଜେଟ ବ୍ୟବସ୍ଥାକୁ ନେଇ ଆଶଙ୍କାରେ ରହିଥିବା ବ୍ୟବସାୟୀ ବର୍ତ୍ତମାନ ଦିଗହରା ଅବସ୍ଥାରେ ରହିଛନ୍ତି। ଦଲାଲ ଷ୍ଟ୍ରିଟ୍‌ରେ ଭାରତୀୟ ଅଂଶଧନ କ୍ରମାଗତ ପଞ୍ଚମ ଦିନ ପାଇଁ ହ୍ରାସ ପାଇଛି। ଫଳରେ ଗତ…

ବଜେଟ ପୂର୍ବରୁ ସର୍ଭେ ଆକଳନ

ନୂଆଦିଲ୍ଲୀ,୨୩|୧: ଚଳିତ ବର୍ଷ(୨୦୨୨-୨୩)ର ବଜେଟ ଖୁବ୍‌ଶୀଘ୍ର ସଂସଦରେ ଉପସ୍ଥାପନ ହେବାକୁ ଯାଉଛି। ଏ ବର୍ଷର ବଜେଟରେ ଭାରତୀୟ ଉତ୍ପାଦକୁ ଅନ୍ତର୍ଜାତୀୟ ସ୍ତରରେ ଆଦୃତ କରାଇବା ପାଇଁ ସରକାରୀ ସ୍ତରରେ ଯୋଜନା କରାଯାଉଛି। ହେଲେ ଗତ କିଛି ମାସ ହେବ ଦେଶ ଦେଶ…

ନକଲି ସାମଗ୍ରୀ ନିର୍ମାଣ ଅଭିଯୋଗରେ କମ୍ପାନୀ ସିଲ୍‌

ନୂଆଦିଲ୍ଲୀ,୨୩|୧: ଦିଲ୍ଲୀର ଏକ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ଥାନୀୟ କମିଶନର (ଦିଲ୍ଲୀ କୋର୍ଟ) ଶିଖର କୁଣ୍ଡୁଙ୍କ ଦ୍ୱାରା ଗଣେଶ ଗୌରୀ ଇଣ୍ଡଷ୍ଟ୍ରିଜ୍‌ (ଗୌରୀ ଆକ୍ୱା ପ୍ଲାଷ୍ଟ) ଉପରେ ଚଢ଼ାଉ କରାଯାଇଥିଲା। ଉକ୍ତ ଇଣ୍ଡଷ୍ଟ୍ରିଜ୍‌ ଉପରେ ୨୦ତାରିଖରେ ନାଗପୁରର ଲିହିଗାଓଁ, ଭଣ୍ଡାରା ରୋଡ୍‌ର…

ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ନେଟ୍‌ ଲାଭ ୩୨୫ କୋଟି

ଭୁବନେଶ୍ୱର,୨୨।୧ ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ପ୍ରକାଶ ପାଇଛି। ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସ ସୁଦ୍ଧା ବ୍ୟାଙ୍କ ୩୨୫ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହକରି ଶତକଡ଼ା ୧୧୦.୭୦% ଅଭିବୃଦ୍ଧି ହାର ହାସଲ କରିପାରିଛି। ବ୍ୟାଙ୍କର…

ଦେଶର ସର୍ବବୃହତ୍‌ ଇଲେକ୍‌ଟ୍ରୋନିକ୍ସ ସେଲ୍‌

ଭୁବନେଶ୍ୱର,୨୩|୧: ଚଳିତ ସାଧାରଣତନ୍ତ୍ର ଦିବସକୁ ଆଖି ଆଗରେ ରଖି ରିଲାଏନ୍ସ ଡିଜିଟାଲ୍‌ ପକ୍ଷରୁ ଦେଶର ସର୍ବବୃହତ୍‌ ଇଲେକ୍‌ଟ୍ରୋନିକ୍ସ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହା କମ୍ପାନୀର ଡିଜିଟାଲ ଇଣ୍ଡିଆ ସେଲ୍‌ ଭାବେ ମଧ୍ୟ ପରିଚିତ। ରିଲାଏନ୍ସ ଡିଜିଟାଲ୍‌ ଷ୍ଟୋର, ମାଇଁ ଜିଓ…

୨ଚକିଆ ଯାନରେ ଜିଏସ୍‌ଟି ହ୍ରାସ କରାଯାଉ: ଫାଡା

ନୂଆଦିଲ୍ଲୀ,୨୦।୧: ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୨-୨୩ର ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ଦେଶର ପ୍ରମୁଖ ଅଟୋଶିଳ୍ପ ଓ ବିଭିନ୍ନ ସଂଘ ପକ୍ଷରୁ ୨ଚକିଆ ଯାନ କାରବାର ସମ୍ପର୍କରେ ବିଭିନ୍ନ ଦାବି ଓ ପ୍ରସ୍ତାବ ଉପସ୍ଥାପନ କରାଯାଇଛି। ସରକାର…

ସ୍ପେକ୍ଟ୍ରମ ଦେୟ ପ୍ରଦାନ କଲା ରିଲାଏନ୍ସ ଜିଓ

ମୁମ୍ବାଇ,୨୦।୧: ଦେଶର ଅଗ୍ରଣୀ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆର୍‌ଜେଆଇଏଲ୍‌) ପକ୍ଷରୁ ବୁଧବାର ଘୋଷଣା କରାଯାଇଛି ଯେ ଏହା ୨୦୧୪,୨୦୧୫, ୨୦୧୬ ବର୍ଷରେ ହୋଇଥିବା ନିଲାମରେ ହାସଲ କରିଥିବା ସ୍ପେକ୍ଟ୍ରମ୍‌ ଏବଂ ୨୦୨୧ ବର୍ଷରେ ଭାରତୀ ଏୟାରଟେଲ୍‌ ସହିତ…

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଛୁଟିରେ ରହିବେ ଆସ୍ନେର

ଭାରତ ପେ’ର ସହ ପ୍ରତିଷ୍ଠାତା ଆସ୍ନେର୍‌ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ସ୍ବେଚ୍ଛାକୃତ ଛୁଟିନେବାକୁ ନିଷ୍ପତ୍ତି ନେଇଥିବା ନିକଟରେ ବୋର୍ଡକୁ ସୂଚନା ଦେଇଛନ୍ତି। ଅପରପକ୍ଷରେ ବର୍ତ୍ତମାନ ପାଇଁ ବୋର୍ଡ ଆସ୍ନେରଙ୍କ ନିଷ୍ପତ୍ତିକୁ ଗ୍ରହଣ କରିଛି, ସୋସିଆଲ ମିଡିଆରେ ଏକ ଅଡିଓ କ୍ଲିପ୍‌ ଆସିବା…

୧୦୦୦ ତଳକୁ ଖସିଲା ପେଟିଏମ୍‌ ଶେୟାର

ମୁମ୍ବାଇ,୨୦।୧: ଦେଶର ଅଗ୍ରଣୀ ଡିଜିଟାଲ ପେମେଣ୍ଟ ସେବା ପ୍ରଦାନକାରୀ ସଂସ୍ଥା ପେଟିଏମ୍‌ ନିବେଶକଙ୍କୁ ପୁଣି ଥରେ ନିରାଶ ହେବାକୁ ପଡ଼ିଛି। ବୁଧବାର ଏହାର ଶେୟାର ୫% ଖସି ଥିବାବେଳେ ଗତ ୩ ସପ୍ତାହରେ ୨୬% ଶେୟାର ହ୍ରାସ ପାଇଛି। ଏପରିକି ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?