ଭାରତ ବିରୋଧରେ ମାମଲା ପ୍ରତ୍ୟାହାର କଲା କେୟର୍ନ
ନୂଆଦିଲ୍ଲୀ, ୬।୧: ବ୍ରିଟିଶ କମ୍ପାନୀ କେୟର୍ନ ଏନର୍ଜୀ ଭାରତ ସରକାର ଓ ଏହାର ବିଭିନ୍ନ ସଂସ୍ଥା ବିରୋଧରେ ଆମେରିକାରୁ ଫ୍ରାନ୍ସ ଓ ସିଙ୍ଗାପୁର ଅଦାଲତରେ ଦାଏର କରିଥିବା ସମସ୍ତ ମାମଲା ପ୍ରତ୍ୟାହାର କରିନେଇଛି। ଫଳରେ ଏହି କମ୍ପାନୀଠାରୁ ପିଛିଲା ଭାବେ ସଂଗୃହୀତ…
ସେନ୍ସେକ୍ସ ୩୬୭ ପଏଣ୍ଟ ବୃଦ୍ଧି
ମୁମ୍ବାଇ: ଚଳିତ ସପ୍ତାହର କ୍ରମାଗତ ୩ୟ ଦିନ ଲାଗି ଶେୟାର ବଜାରରେ ଉସତ୍ାହ ବୃଦ୍ଧି ପାଉଛି। କୋଭିଡ କଟକଣା ଓ ଓମିକ୍ରନର ଭୟ ମଧ୍ୟରେ ଷ୍ଟକ ବଜାର କାରବାର ଆଶାନୁରୂପ ଭାବେ ବୃଦ୍ଧି ଘଟିଛି। ବୁଧବାର ଶେୟାର ବଜାରର ସୂଚନା ଅନୁସାରେ…
ରଙ୍ଗ ବଦଳାଉଥିବା ନୂଆ ସ୍ମାଟ୍ଫୋନ୍ ଲଞ୍ଚ କଲା ଭିଭୋ; ଦାମ ସାଙ୍ଗକୁ ସୁବିଧା ବି ମନଲୋଭା
ନୂଆଦିଲ୍ଲୀ,୫।୧: ଅଗ୍ରଣୀ ମୋବାଇଲ୍ କମ୍ପାନୀ ଭିଭୋ ତାର ସ୍ମାଟ୍ଫୋନ୍ ଭିଭୋ ଭି ୨୩ ୫ଜି ଏବଂ ଭିଭୋ ଭି ୨୩ ପ୍ରୋ ୫ଜିକୁ ଭାରତରେ ଲଞ୍ଚ କରିଛି। ଉଭୟ ସ୍ମାର୍ଟଫୋନର ପଛ ଭାଗରେ ଫ୍ଲୋରାଇଟ୍ ଏଜି ଗ୍ଲାସ ଦିଆଯାଇଛ। ଏହା ସୂର୍ଯ୍ୟ…
ସର୍ବନିମ୍ନ ଇପିଏଫ୍ ପେନସନ ୯,୦୦୦ କରିବାକୁ ଯୋଜନା…
ନୂଆଦିଲ୍ଲୀ, ୫।୧ : କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫଓ) ଏହାର ଧାରକମାନଙ୍କ ପାଇଁ ଖୁବ୍ ଶୀଘ୍ର ଖୁସି ଖବର ନେଇ ଆସିବାର ଆଶା ରହିଛି। ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଆଗାମୀ ଦିନରେ ଇପିଏଫ୍ ହିତାଧିକାରୀଙ୍କ ସର୍ବନିମ୍ନ ପେନସନରେ…
ବାର୍ଷିକ ବିକ୍ରିରେ ମର୍ସିଡିଜକୁ ପଛରେ ପକାଇଲା ବିଏମ୍ଡବ୍ଲ୍ୟୁ
ମ୍ୟୁନିକ(ଜର୍ମାନୀ),୪।୧: ୨୦୨୧ରେ ବର୍ଷକୁ ପ୍ରିମିୟମ କାର ବିକ୍ରିରେ ମର୍ସିଡିଜ-ବେଞ୍ଜକୁ ପଛରେ ପକାଇ ଦେଇଛି ବିଏମ୍ଡବ୍ଲ୍ୟୁ। ୨୦୧୫ ପରେ ପ୍ରଥମ ଥର ପାଇଁ ବାର୍ଷିକ ବିକ୍ରିରେ ବିଏମ୍ଡବଲ୍ୟୁ ଏହି ବିଜୟ ହାସଲ କରିଛି। “ଗର୍ବର ସହ ଘୋଷଣା କରୁଛି ଯେ, ୨୦୨୧ରେ ଅନ୍ତର୍ଜାତୀୟ…
ଓମିକ୍ରନ୍ ଯୋଗୁ ବେକାରୀ ହାର ୭.୯ ପ୍ରତିଶତ…
ନୂଆଦିଲ୍ଲୀ, ୩।୧ : ଦେଶରେ ବେକାରୀ ହାର ୨୦୨୧ ଡିସେମ୍ବରରେ ୭.୯ ପ୍ରତିଶତ ଛୁଇଁଛି। ଏନେଇ ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମି (ସିଏମଆଇଇ) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେତେକ ରାଜ୍ୟରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ର…
ଜାନୁୟାରୀରେ ୬ ନୂଆ ଗାଡ଼ି ବଜାରକୁ ଆସିବ
ଚଳିତ ବର୍ଷରେ ଅନେକ ୪ ଚକିଆ ଯାନ ବଜାରକୁ ଆସିବାର ସୂଚନା ରହିଛି। ସେଗୁଡ଼ିକର ଶୁଭାରମ୍ଭ ସମୟ ମଧ୍ୟ ନିର୍ଦ୍ଧାରିତ ହୋଇଛି। ସେଥିମଧ୍ୟରୁ ଜାନୁୟାରୀରେ ଆସିବାକୁ ଥିବା ଗାଡ଼ିଗୁଡିକର ଏକ ତାଲିକା ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହୋଇଛି। ଉକ୍ତ ତାଲିକାରେ ଥିବା…
୧୭.୫ଲକ୍ଷ ହ୍ବାଟ୍ସଆପ୍ ଆକାଉଣ୍ଟ ବନ୍ଦ
ଭୁବନେଶ୍ୱର,୩ା୧: ସାରା ବିଶ୍ୱରେ ଲୋକପ୍ରିୟ ସୋସିଆଲ ମିଡିଆ ଆପ୍ ‘ହ୍ବାଟ୍ସଆପ୍’ ବିଭିନ୍ନ କାରଣ ପାଇଁ ଅନେକ ଆକାଉଣ୍ଟକୁ ବନ୍ଦ କରିଦେଇଛି। ପ୍ଲାଟଫର୍ମର ସୁରକ୍ଷା ମାନଦଣ୍ଡକୁ ଦୃଷ୍ଟିରେ ରଖି କମ୍ପାନୀ ଏଭଳି ପଦକ୍ଷେପ ନେଇଛି ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ୨୦୨୧ନଭେମ୍ବରରେ…
ଓଡ଼ିଶାର ଜିଏସ୍ଟି ସଂଗ୍ରହରେ ୪୩% ଅଭିବୃଦ୍ଧି
ଭୁବନେଶ୍ୱର,୩ା୧: ଦେଶର ବିକାଶ ପାଇଁ ଅର୍ଥନୀତିର ଭିତ୍ତିଭୂମି ସଜାଡିବା ସହ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍ଟି) ସଂଗ୍ରହ କ୍ଷେତ୍ରରେ ଓଡ଼ିଶାର ଆୟ ୪୩% ଅଭିବୃଦ୍ଧି ଘଟିଛି। ୨୦୨୧ ଡିସେମ୍ବର ଶେଷ ସୁଦ୍ଧା ମୋଟ ୪୦୮୦.୧୪ କୋଟି ଟଙ୍କାର ଶୁଳ୍କ ଆଦାୟ…
କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ ଉପରେ ଡିଜିଜିଆଇର ଚଢ଼ାଉ
ନୂଆଦିଲ୍ଲୀ,୨।୧: ଭାରତରେ ନିଷିଦ୍ଧ ହୋଇଥିବା କ୍ରିପ୍ଟୋ ମୁଦ୍ରାକୁ ବେଆଇନ ଭାବେ କାରବାର କରୁଥିବା ସଂସ୍ଥା ଉପରେ ଶନିବାର ଜିଏସ୍ଟି ଇଣ୍ଟେଲିଜେନ୍ସ ମହାନିର୍ଦ୍ଦେଶାଳୟ (ଡିଜିଜିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ କରୁଥିବା ସଂସ୍ଥା ୱାଜିର ଏକ୍ସ ବିପୁଳ ପରିମାଣରେ ଟିକସ ଠକେଇ…
ଡିସେମ୍ବରରେ ଏମ୍ଏସ୍ଆଇର ୧୫୩୧୪୯ ୟୁନିଟ୍ ଗାଡ଼ି ବିକ୍ରି
ନୂଆଦିଲ୍ଲୀ,୨।୧: ଦେଶର ପ୍ରମୁଖ କାର୍ ନିର୍ମାଣକାରୀ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ (ଏମ୍ଏସ୍ଆଇ) ପକ୍ଷରୁ ଡିସେମ୍ବର ମାସ ଗାଡ଼ି ବିକ୍ରି ସମ୍ପର୍କରେ ଏକ ରିର୍ପୋଟ ପ୍ରକାଶ କରାଯାଇଛି। ଶନିବାର ୨୦୨୧ ଡିସେମ୍ବରରେ ମୋଟ ହୋଲ୍ସେଲ୍ରେ ୧,୫୩,୧୪୯ ୟୁନିଟ ଗାଡ଼ି ବିକ୍ରି କରାଯାଇଛି।…
୫.୮୯ କୋଟି ଆଇଟିଆର୍ ଫାଇଲ
ନୂଆଦିଲ୍ଲୀ,୨।୧: ଭାରତର ବିକାଶ ପାଇଁ ଦେଶବାସୀ ଧୀରେ ଧୀରେ ଆଗଭର ହେଉଛନ୍ତି। ଫଳସ୍ବରୂପ ୨୦୨୦-୨୧ ଆର୍ଥିକ (ମାର୍ଚ୍ଚ ୨୦୨୧ ଶେଷ ହୋଇଥିବା) ବର୍ଷ ପାଇଁ ମୋଟ ୫.୮୯ କୋଟିର ଆୟକର ରିଟର୍ନ (ଆଇଟିଆର୍) ଫାଇଲ କରାଯାଇଛି। ବିଭାଗର ନୂତନ ଇ-ଫାଇଲ୍ ପୋର୍ଟାଲରେ…

