ଆଇଏମ୍ଓ କାଉନ୍ସିଲକୁ ଭାରତ ପୁନଃନିର୍ବାଚିତ
ଲଣ୍ଡନ,୧୨|୧୨: ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ (ଆଇଏମ୍ଓ)ର ୨୦୨୨-୨୩ ଦ୍ୱିବାର୍ଷିକ କାଉନ୍ସିଲକୁ ଭାରତ ସଦସ୍ୟ ଭାବେ ପୁନଃନିର୍ବାଚିତ ହୋଇଛି। ଆଇଏମ୍ଓ ମୁଖ୍ୟାଳୟ ଲଣ୍ଡନଠାରେ ଗତ ୬ ତାରିଖରୁ ୧୫ ତାରିଖ ଯାଏ ଏହାର ୩୨ତମ ଆସେମ୍ଭ୍ଲି ଜାରି ରହିଛି। ଏହି ଅବସରରେ ଆଇଏମ୍ଓର…
ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…
ନୂଆଦିଲ୍ଲୀ,୧୧।୧୨: ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି ୬୩୭.୬୮୭…
ଓଡ଼ିଶାର ବିକାଶ ପାଇଁ ତ୍ରିସ୍ତରୀୟ ବୁଝାମଣାପତ୍ର
ଭୁବନେଶ୍ୱର,୯।୧୨: ରାଜ୍ୟର ସଡ଼କ, ରେଳପଥ, ଆଭ୍ୟନ୍ତରୀଣ ଜଳପଥ, ସ୍ଲରି ପରିବହନ, ସାଧାରଣ ପରିବହନ, ବନ୍ଦର ଏବଂ ବିମାନ ଯୋଗାଯୋଗ ଭଳି ସମସ୍ତ ପ୍ରକାର ଲଜିଷ୍ଟିକ୍ସ ଭିତ୍ତିଭୂମିକୁ ନେଇ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ (ଆଇସିସି) ପକ୍ଷରୁ ଏକ ସର୍ବେକ୍ଷଣ କରିବାକୁ ନିଷ୍ପତ୍ତି…
ସେନ୍ସେକ୍ସରେ ୧୦୧୬ ପଏଣ୍ଟ ବୃଦ୍ଧି
ମୁମ୍ବାଇ,୯।୧୨: ଓମିକ୍ରନ୍ର ଭୟ ମଧ୍ୟରେ ବୁଧବାର ଦାଲଲ ଷ୍ଟ୍ରିଟ୍ରେ ବେଶ୍ ଉସତ୍ାହ ଦେଖିବାକୁ ମିଳିଛି। ଗୋଟିଏ ପଟରେ ଭାରତୀୟ ରିର୍ଜଭ ବ୍ୟାଙ୍କ (ଆର୍ବିଆଇ) ର ନୂତନ ମୁଦ୍ରାନୀତିକୁ ନେଇ ନିବେଶକମାନେ ଆଶା ଓ ଆଶଙ୍କା ମଧ୍ୟରେ ରହିଛନ୍ତି। ଏହାରି ମଧ୍ୟରେ ମଧ୍ୟ…
ଆରବିଆଇ ମନିଟାରୀ ପଲିସି ଘୋଷଣା, ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ…
ନୂଆଦିଲ୍ଳୀ,୮।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏହାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ନୀତିଗତ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରେପୋ ରେଟ୍ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ ରେଟ୍କୁ ୩.୩୫ ପ୍ରତିଶତ ରଖାଯାଇଛି।…
୨୦୨୧-୨୨ରେ ୩ କୋଟିରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇଟିଆର୍ରେ ସାମିଲ
ଦେଶର ବିକାଶ ପାଇଁ ଦେଶବାସୀ ପ୍ରତ୍ୟକ୍ଷ ଭାବେ ସହଯୋଗ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ପ୍ରତିବର୍ଷ କରଦାତାଙ୍କ ସଂଖ୍ୟା ବୃଦ୍ଧି ପାଉଛି, ଯାହା ଏକ ବିକାଶଶୀଳ…
ମହିଳାଙ୍କୁ ସୁରକ୍ଷା ଦେବ ଫେସ୍ବୁକ ମେଟା
ଭୁବନେଶ୍ୱର,୬।୧୨: ୟୁଜରଙ୍କ ନିରାପତ୍ତାକୁ ବଢ଼ାଇବା ପାଇଁ ଏହାର ପ୍ରୟାସକୁ ଆଗକୁ ବଢାଇ ଫେସବୁକ ମେଟା ନିକଟରେ ତା’ର ପ୍ଲାଟଫର୍ମରେ ମହିଳାଙ୍କ ଅନଲାଇନ ନିରାପତ୍ତା ଦିଗରେ ଅନେକ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛି। ଏହା ସମ୍ମତି ବିହୀନ ଅନ୍ତରଙ୍ଗ ଫଟୋର ପ୍ରସାରକୁ ରୋକିବା…
ଅପରିବର୍ତ୍ତିତ ରହିପାରେ ମୁଦ୍ରାନୀତି
ମୁମ୍ବାଇ, ୬।୧୨(ପି.ଟି.) କରୋନା ଭାଇରସ୍ର ନୂତନ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ବିଶ୍ୱ ଏବେ ଭୟାବହତା ଦେଇ ଗତି କରୁଛି। ଏପରି କି ଆମ ଦେଶର ବିଭିନ୍ନ ରାଜ୍ୟରେ ମଧ୍ୟ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ଅଫ୍…
ମହଙ୍ଗା ହେବ ଏଟିଏମ୍ ବ୍ୟବହାର, ଦେବାକୁ ପଡ଼ିବ…
ନୂଆଦିଲ୍ଲୀ,୩ା୧୨: ନୂଆବର୍ଷରୁ ଏଟିଏମ୍ ବ୍ୟବହାର ମହଙ୍ଗା ହେବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ୨୦୨୨ ଜାନୁୟାରୀ ୧ରୁ ଏଟିଏମ୍ କାରବାରର ଚାର୍ଜ ବଢ଼ାଇବା ପାଇଁ ଅନୁମତି ଦେଇଛି। ବ୍ୟାଙ୍କ ପକ୍ଷରୁ ଦିଆଯାଉଥିବା ମାଗଣା କାରବାର ବ୍ୟବହାର ପରେ ଆଉ ଅଧିକ…
ଆଇଏମ୍ଏଫ୍ର ଫାଷ୍ଟ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ହେବେ ଗୀତା ଗୋପିନାଥ
ନୂଆଦିଲ୍ଲୀ,୩ ।୧୨: ଅନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମ୍ଏଫ୍)ର ପ୍ରଥମ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର(ଏଫ୍ଡିଏମ୍ଡି) ଜିୟୋଫ୍ରୋ ଓକାମୋଟୋ ଆସନ୍ତା ବର୍ଷ ଆରମ୍ଭରେ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି । ସେ ଇସ୍ତଫା ଦେବା ପରେ ଏହି ପଦରେ ବିଶିଷ୍ଟ ଅର୍ଥଶାସ୍ତ୍ରୀ ଗୀତା…
ଓୟୋର ପରାମର୍ଶଦାତା ପଦରେ ଏସ୍ବିଆଇର ପୂର୍ବତନ ଚେୟାରମ୍ୟାନ
ମୁମ୍ବାଇ,୩।୧୨: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ)ର ପୂର୍ବତନ ଚେୟାରମ୍ୟାନ ରଜନିଶ କୁମାରଙ୍କୁ ଗୁରୁବାର ଷ୍ଟ୍ରାଟେଜିକ୍ ଗ୍ରୁପ ଆଡଭାଇଜର ଭାବେ ନିଯୁକ୍ତ କରିଛି ଟ୍ରାଭେଲ ଟେକନୋଲୋଜି ପ୍ଲାଟଫର୍ମ ଓୟୋ। ଫାଇନାନସିଆଲ କ୍ଷେତ୍ରରେ ତାଙ୍କର ୪୦ ବର୍ଷର ଅଭିଜ୍ଞତା ରହିଛି। ସେ ଓୟୋର…
ପୁଣି ୧୦୩ ଟଙ୍କା ବଢ଼ିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ,୨।୧୨: ଡିସେମ୍ବର ପହିଲାରେ ନୂଆ ଗ୍ୟାସ ଦର ପ୍ରକାଶ ପାଇଛି। ଦେଶର ପ୍ରମୁଖ ଗ୍ୟାସ ବିତରଣ କମ୍ପାନୀର ସୂଚନା ଅନୁସାରେ ବୁଧବାର ଭୁବନେଶ୍ୱରରେ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୦୩ ଟଙ୍କା ବୃଦ୍ଧି ପାଇଛି। ସେହିଭଳି ଘରୋଇ ଗ୍ୟାସ ସିଲିଣ୍ଡରର ଦର…

