ନଭେମ୍ବରରେ ଦ୍ୱିତୀୟ ସର୍ବାଧିକ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ, ୨।୧୨: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ନଭେମ୍ବର ମାସରେ ୨୫ ପ୍ରତିଶତ ବୃ୍ଦ୍ଧି ପାଇ ୧.୩୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଦେଶରେ ଜିଏସ୍ଟି କାର୍ଯ୍ୟକାରୀ ହେବା ଦିନଠାରୁ ଏହା ଦ୍ୱିତୀୟ ସର୍ବାଧିକ ଟିକସ ସଂଗ୍ରହ। ଏହା…
ଦିଲ୍ଲୀରେ ପେଟ୍ରୋଲ ୮ ଟଙ୍କା କମିଲା
ନୂଆଦିଲ୍ଲୀ,୨।୧୨: ୨୬ ଦିନ ପରେ ଦିଲ୍ଲୀର କ୍ଷମତାସୀନ କେଜ୍ରିୱାଲ ସରକାର ବୁଧବାର ପେଟ୍ରୋଲ ଉପରେ ଲାଗୁ ହେଉଥିବା ଭାଟ୍କୁ ଏକା ଥରକେ ୮ ଟଙ୍କା ହ୍ରାସ କରିଛନ୍ତି। ଫଳରେ ପେଟ୍ରୋଲର ଲିଟର ପିଛା ଦାମ ପ୍ରାୟ ୯୬ ଟଙ୍କାରେ ପହଞ୍ଚତ୍ଛି ବୋଲି…
୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ…
ନୂଆଦିଲ୍ଲୀ ,୧।୧୨: କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ କରାଯାଇଛି। ପୂର୍ବରୁ…
ମାସ ଆରମ୍ଭରୁ ମହଙ୍ଗା ମାଡ଼, ୧୦୦ ଟଙ୍କା ବଢ଼ିଲା ଗ୍ୟାସ୍ ସିଲିଣ୍ଡର…
ନୂଆଦିଲ୍ଲୀ,୧।୧୨: ସାଧାରଣ ଜନତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଛି। ୨୦୨୧ ଡିସେମ୍ବର ୧ଠାରୁ ସରକାରୀ ତୈଳ କମ୍ପାନୀଗୁଡିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ ୧୦୦ ଟଙ୍କା ବଢ଼ିଛି। ଏଥି ସହିତ, ଗତ ମାସରେ…
ଗ୍ରାହକଙ୍କୁ ଝଟ୍କା ଦେଲା ଜିଓ
ନୂଆଦିଲ୍ଲୀ,୨୯।୧୧: ରିଲାଏନ୍ସ ଜିଓ ଗ୍ରାହକଙ୍କ ଝଟ୍କା ଦେଇଛି। ଜିଓ ନିଜର ପ୍ଲାନ୍ର ମୂଲ୍ୟ ବୃଦ୍ଧି ହୋଇଛି। ପ୍ଲାନ ଗୁଡିକ ପ୍ରାୟ ୨୦ ରୁ ୨୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛି। ଏଥିରେ ଡାଟା ପ୍ଲାନ, ଅନଲିମିଟେଡ ପ୍ଲାନ ସହ ଜିଓଫୋନ୍…
ସେମି କଣ୍ଡକ୍ଟର ୟୁନିଟ ବସାଇବ ଟାଟା
ମୁମ୍ବାଇ, ୨୭।୧୧: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ ଟାଟା ଘରୋଇ ବଜାରରେ ସେମି କଣ୍ଡକ୍ଟର ୟୁନିଟ ବସାଇବା ଯୋଜନା ରଖିଛି। ପ୍ରକ୍ରିୟା ସହ ଜଡ଼ିତ ୨ ଜଣ ଅଧିକାରୀ ଏ ସମ୍ପର୍କରେ ସୁଚନା ଦେଇଛନ୍ତି। ୩୦୦ ନିୟୁତ ଡଲାର ପୁଞ୍ଜି ବିନିଯୋଗରେ…
ଏସ୍ବିଆଇ ଉପରେ ୧ କୋଟିର ଜରିମାନା
ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ଉପରେ ରିଜର୍ଭ ବ୍ୟାଙ୍କ ୧ କୋଟି ଟଙ୍କାର ଜରିମାନା ଲଗାଇଛି। ବ୍ୟାଙ୍କରୁ ଋଣ ନେଇଥିବା କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ କରିଥିବାରୁ ଏଭଳି କାର୍ଯ୍ୟାନୁଷ୍ଟାନ ବ୍ୟାଙ୍କ ବିରୋଧରେ ଗ୍ରହଣ କରାଯାଇଛି। ଏହି କମ୍ପାନୀଗୁଡ଼ିକରେ ବ୍ୟାଙ୍କର ପେଡ୍-ଅପ୍…
୬ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ଆଦାୟ
ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାର ଅକ୍ଟୋବର ସୁଦ୍ଧା ୬ ଲକ୍ଷ କୋଟି ଟଙ୍କାର ନେଟ୍ ପ୍ରତ୍ୟକ୍ଷ ଟିକସ ଆଦାୟ କରିବାକୁ ସକ୍ଷମ ହୋଇଛନ୍ତି। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ହାରାହାରି ମାସିକ ଜିଏସ୍ଟି ଆଦାୟ ପ୍ରାୟ ୧.୫ ଲକ୍ଷ କୋଟି ଟଙ୍କା ରହିବ।…
ଡିଜେଲ କାର୍ ତିଆରି ବନ୍ଦ କରିବ ମାରୁତି ସୁଜୁକି
ନୂଆଦିଲ୍ଲୀ,୨୨।୧୧: ମାରୁତି ସୁଜୁକି ଇଣ୍ଡିଆ ଡିଜେଲ କାର ପ୍ରସ୍ତୁତିକୁ ବନ୍ଦ କରିବାକୁ ଯାଉଛି। ୨୦୨୩ରେ ପରବର୍ତ୍ତୀ ପର୍ଯ୍ୟାୟ ନୂଆ ନିର୍ଗମନ ନିୟମ ଲାଗୁ ହେବାକୁ ଯାଉଥିବା ବେଳେ ଡିଜେଲ ବର୍ଗରେ ଯାନ ବିକ୍ରି ହ୍ରାସ ଘଟିବ। ଏହି ଯାନଗୁଡିକ ମହଙ୍ଗା ହେବାକୁ…
୧୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର କଳାଧନ ଠାବ
ନୂଆଦିଲ୍ଲୀ,୨୨।୧୧: ଆୟକର ବିଭାଗ ପକ୍ଷରୁ ଗୁଜରାଟର ଏକ କମ୍ପାନୀ ଉପରେ ଚଢ଼ାଉ କରାଯାଇ ପ୍ରାୟ ୧୦୦ କୋଟି ଟଙ୍କାର କଳାଧନ ଠାବ କରାଯାଇଛି। ଏହା ରିୟଲ ଇଷ୍ଟେଟ ଏବଂ କେମିକାଲ ମାନୁଫାକଚରିଂ ଭଳି ବିଜନେସ ସହ ଜଡିତ ବୋଲି କେନ୍ଦ୍ରୀୟ ପ୍ରତ୍ୟକ୍ଷ…
ଆରମ୍ଭରୁ ଖସିଲା ପେଟିଏମ୍ ଶେୟାର
ମୁମ୍ବାଇ, ୧୯।୧୧: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ୍ର ଇନିସିଆଲ ପବ୍ଲିକ ଅଫରିଂ(ଆଇପିଓ)ର ଶୁଭାରମ୍ଭ ପ୍ରଭାବିତ ରହିଛି। କମ୍ପାନୀ ଶେୟାର ବଜାରରେ ପ୍ରବେଶ କରିବା ପରଠାରୁ ଏହାର ଷ୍ଟକ୍ ପ୍ରାୟ ୨୭% ଖସିଛି। କମ୍ପାନୀ ୧୮,୩୦୦ କୋଟି ଟଙ୍କାର ଆଇପିଓ ଆଣିଥିଲା। ଏହା…
ଆହୁରି ଖସିବ ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ,୧୮।୧୧: ଲୋକଙ୍କ ସମସ୍ୟାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଉପରେ ୧୦ ଟଙ୍କାର ଉତ୍ପାଦ ଟିକସ କମ୍ କରିଛନ୍ତି। ଏହା ପରେ ରାଜ୍ୟଗୁଡ଼ିକ ମଧ୍ୟ କିଛି କିଛି ପରିମାଣରେ ଭାଟ୍ କମାଇଛନ୍ତି।…

