ବ୍ୟାଙ୍କ ବୁଡିଗଲେ ଆପଣ ଟଙ୍କା ଫେରସ୍ତ ପାଇବେ କି, ଜାଣନ୍ତୁ କ’ଣ ଅଛି ନିୟମ
ନୂଆଦିଲ୍ଲୀ,୧୮।୧୧: ଡିସେମ୍ବର ୧୬ ଯାଏ ଆରବିଆଇ ଦି ଲକ୍ଷ୍ମୀ ବିଲାସ ବ୍ୟାଙ୍କ ଉପରେ କଟକଣା ଲଗାଇଛି। କ୍ରମାଗତ ୩ ବର୍ଷ ଧରି ଲକ୍ଷ୍ମୀ ବିଲାସ ବ୍ୟାଙ୍କର ଆର୍ଥିକ କାରବାର ହ୍ରାସ ପାଉଥିବାରୁ ଆରବିଆଇ ଏହାର ଟଙ୍କା ଉଠାଣ ସୀମା ଉପରେ...
୨୬ରେ ଶ୍ରମିକ ସଙ୍ଗଠନଗୁଡିକର ଧର୍ମଘଟ
ନୂଆଦିଲ୍ଲୀ: ଦେଶର ୧୦ ଶ୍ରମିକ ସଙ୍ଗଠନଗୁଡିକ ପକ୍ଷରୁ ଚଳିତ ମାସ ୨୬ରେ ଧର୍ମଘଟ ଡାକରା ଦିଆଯାଇଛି। ଏ ନେଇ ସଙ୍ଗଠନଗୁଡିକ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେହିଭଳି ଆସନ୍ତା ସପ୍ତାହରେ କୃଷକମାନେ ୨ ଦିନିଆ ଧର୍ମଘଟକୁ ଓହ୍ଲାଇବେ। ଏହି ଧର୍ମଘଟକୁ...
କ୍ରୀସ୍ ଗୋପାଳକ୍ରିଷ୍ଣନ ଆର୍ବିଆଇ ଇନୋଭେଶନ ହବ୍ ଅଧ୍ୟକ୍ଷ
ମୁମ୍ବାଇ:ସେନାପଥୀ(କ୍ରିସ) ଗୋପାଳକ୍ରିଷ୍ଣନ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) ଇନୋଭେଶନ ହବ୍ର ପ୍ରଥମ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଇନଫୋସିସର ସହ ପ୍ରତିଷ୍ଠାତା ଥିବା ବେଳେ ସହ ଅଧ୍ୟକ୍ଷ ଭାର ମଧ୍ୟ ତୁଲାଇଛନ୍ତି। ଅଗଷ୍ଟରେ କେନ୍ଦ୍ରୀୟ ବ୍ୟାଙ୍କ ଇନୋଭେଣନ...
ସୀତାରାମନଙ୍କୁ ରିପୋର୍ଟ ଦେଲେ ଅର୍ଥ ଆୟୋଗ
ନୂଆଦିଲ୍ଲୀ: ପଞ୍ଚଦଶ ଅର୍ଥ କମିଶନ ଏହାର ରିପୋର୍ଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ମଙ୍ଗଳବାର ପ୍ରଦାନ କରିଛନ୍ତି। ଚଳିତ ମାସ ୪ରେ କମିଶନ ଉକ୍ତ ରିପୋର୍ଟକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ୧୬ ତାରିଖରେ ପ୍ରଧାମନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଛନ୍ତି।...
ଚଳିତ ଆର୍ଥିକ ଜିଡିପି ୧୦.୩% ଖସିବ: ଗୋଲ୍ଡମ୍ୟାନ ସ୍ୟାଚ୍
ମୁମ୍ବାଇ: ବିଦେଶୀ ବ୍ରୋକ୍ରେଜ କମ୍ପାନୀ ଗୋଲ୍ଡମ୍ୟାନ ସ୍ୟାଚ୍ ଭାରତ ଲାଗି ପୂର୍ବରୁ କରିଥିବା ଅଭିବୃଦ୍ଧ ଆକଳନକୁ ବଦଳାଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ଅଭିବୃଦ୍ଧି ୧୦.୩% ହ୍ରାସ ହେବ ବୋଲି ଏହି ଏଜେନ୍ସି କହିଛି। ଏହି ଅବଧିରେ ଭାରତର ଜିଡିପି...
ଭାରତ ଛାଡିପାରେ ଏୟାର ଏସିଆ ଗ୍ରୁପ
କୁଆଲାଲମ୍ପୂର: ସୁଲଭ ମୂଲ୍ୟରେ ବିମାନ ସେବା ଯୋଗାଣକାରୀ ମାଲେସିଆ ଭିତ୍ତିକ କମ୍ପାନୀ ଏୟାର ଏସିଆ ଗ୍ରୁପ ଭାରତ ନିବେଶ ପ୍ରସ୍ତାବ ଉପରେ ବର୍ତ୍ତମାନ ବିଚାର କରୁଛି। ଭାରତରେ ଟାଟା ସହ ମିଳିତ ହୋଇ ଏହି କମ୍ପାନୀ ସେବା ଯୋଗାଣ କରୁଥିବା...
ଲକ୍ଷ୍ମୀବିଳାସ ବ୍ୟାଙ୍କ ଉଠାଣରେ ଲାଗିଲା କଟକଣା;ମାସିକ ୨୫ ହଜାର ଉଠାଇ ପାରିବେ ଜମାକାରୀ
ନୂଆଦିଲ୍ଲୀ: ତାମିଲନାଡୁର ଘରୋଇ କ୍ଷେତ୍ର ଲକ୍ଷ୍ମୀବିଳାସ ବ୍ୟାଙ୍କରୁ ଉଠାଣ ଉପରେ କେନ୍ଦ୍ର ସରକାର କଟକଣା ଲଗାଇଛନ୍ତି। ସରକାର ଏବେ ଏହି ବ୍ୟାଙ୍କକୁ ମୋରାଟୋରିୟମ ପରିସରରେ ରଖିଛନ୍ତି। ଏହାର ଗ୍ରାହକ ଡିସେମ୍ବର ୧୬ ଯାଏ ମାସିକ ୨୫ ହଜାର ଟଙ୍କା ଉଠାଣ...
ବ୍ଲୁୂମବର୍ଗ ନ୍ୟୁ ଇକୋନୋମିକ ଫୋରମ୍କୁ ସମ୍ବୋଧିତ କଲେ ମୋଦି
ନୂଆଦିଲ୍ଲୀ: ଅଭିବୃଦ୍ଧିର ଇଞ୍ଜିନ ହୋଇଥିବା ସାରା ବିଶ୍ୱର ସହରଗୁଡିକ ବିପଦଠାରୁ ଦୂରରେ ନାହିଁ। କୋଭିଡ୍-୧୯ ଏହା ପ୍ରମାଣିତ କରିଛି ବୋଲି ମଙ୍ଗଳବାର ବ୍ଲୁମବର୍ଗ ନିୟୁ ଇକୋନୋମିକ ଭର୍ଚୁଆଲ ଫୋରମ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା କହିଛନ୍ତି। ପୁଣି...
ଭାକ୍ସିନ ଆଶା: ଶେୟାର ବଜାରରେ ଉତ୍ସାହ
ନୂଆଦିଲ୍ଲୀ: ଭାକ୍ସିନ ଆଶାରେ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍ଏସ୍ଇ) କାରବାର ଏହି ସମୟରେ ଉନ୍ନତ ରହିଛି। ମଙ୍ଗଳବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍ସେକ୍ସ ୩୧୫ ପଏଣ୍ଟ...
ପାଇକାରୀ ମୁଦ୍ରାସ୍ଫୀତି ୧.୪୮%
ନୂଆଦିଲ୍ଲୀ: ଲଗାତର ତୃତୀୟ ମାସ ଲାଗି ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧି ପାଇ ଅକ୍ଟୋବରରେ ଏହା ୧.୪୮% ସ୍ତରରେ ରହିଛି। ଏହା ସେପ୍ଟେମ୍ବରରେ ୧.୩୨% ରହିଥିଲା । ଅକ୍ଟୋବର ପାଇକାରୀ ମୁଦ୍ରାସ୍ଫୀତି ୮ ମାସର ସର୍ବୋଚ୍ଚ ସ୍ତର ବୋଲି ବାଣିଜ୍ୟ ଏବଂ...
ବନ୍ଦ ହେଲା ବିପିସିଏଲ୍ ପ୍ରାରମ୍ଭିକ ବିଡ୍
ନୂଆଦିଲ୍ଲୀ: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍(ବିପିସିଏଲ୍)ର ଘରୋଇକରଣ ଲାଗି ପ୍ରାରମ୍ଭିକ ବିଡ୍ ସୋମବାର ବନ୍ଦ ହୋଇଛି। ବ୍ରିଟେନର ବିପି, ଫ୍ରାନ୍ସର ଟୋଟାଲ, ସାଉଦି ଆରବର ଆରାମ୍କୋ ଏବଂ ରିଲାଏନ୍ସ ଭଳି କମ୍ପାନୀ ଏହି ବିଡ୍ରେ ସାମିଲ ହୋଇ ନ ଥିବା...
‘ଭୋକାଲ ଫର୍ ଲୋକାଲ’ ଲାଗି ମୋଦିଙ୍କ ଆହ୍ବାନ
ନୂଆଦିଲ୍ଲୀ: ସ୍ଥାନୀୟ ଅର୍ଥ ବ୍ୟବସ୍ଥାର ବିକାଶ ଲାଗି ଯୋଗଦାନ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଦିଓ୍ବାଲିରେ ଲୋକମାନେ ସ୍ଥାନୀୟ ସାମଗ୍ରୀକୁ ବ୍ୟବହାର କରିଥିବାରୁ ଏହାକୁ ନେଇ ମୋଦି ଖୁସି ବ୍ୟକ୍ତ କରିଛନ୍ତି। ‘ଭୋକାଲ ଫର୍ ଲୋକାଲ’...
Archives


