ବାଣିଜ୍ୟ

ସଙ୍ଗଠିତ କ୍ଷେତ୍ରରେ ନିଯୁକ୍ତି ୪% ବଢ଼ିଛି

ନୂଆଦିଲ୍ଲୀ,୨୮ା୯: ଦେଶର ସଙ୍ଗଠିତ କ୍ଷେତ୍ରର ନିଯୁକ୍ତି ଗତ ୭ ବର୍ଷରୁ ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସ ସୁଦ୍ଧା ୪% ହାରରେ ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋମବାର ନୂତନ ଭାବେ ପ୍ରକାଶିତ ତ୍ରୈମାସିକ ନିଯୁକ୍ତି ସର୍ଭେ (କ୍ୟୁଇଏସ୍‌)ରେ ନିଯୁକ୍ତି…

କୋଚି-ଲକ୍ଷ୍ମୀଦ୍ୱୀପ ଦ୍ୱୀପପୁଞ୍ଜ ଅପ୍ଟିକ ଫାଇବର ପ୍ରକଳ୍ପରେ ଭାରତୀୟ ସଂସ୍ଥାଗୁଡ଼ିକ ପାଇଁ ବାଧାସୃଷ୍ଟି: ନୀତି ଆୟୋଗ ସଦସ୍ୟ…

ନୂଆଦିଲ୍ଲୀ,୨୭।୯: କୋଚି-ଲକ୍ଷ୍ମୀଦ୍ୱୀପ ଦ୍ୱୀପପୁଞ୍ଜ (କେଏଲ୍‌ଆଇ) ଅପ୍ଟିକ ଫାଇବର ପ୍ରକଳ୍ପ ପାଇଁ ଟେଣ୍ଡର ଡକା ଯାଇଛି। ତେବେ ୧,୦୭୨ କୋଟି ଟଙ୍କାର ଏହି ପ୍ରକଳ୍ପ ଭାରତୀୟ ସଂସ୍ଥାଗୁଡ଼ିକ ପ୍ରତି ବାଧା ସୃଷ୍ଟି କରିବା ପାଇଁ ଡିଜାଇନ ହୋଇଥିବା ବୈଜ୍ଞାନିକ ତଥା ନୀତି ଆୟୋଗ…

କେୟର୍ନ ମାମଲା ଉପରେ ୟୁଏସ୍‌ କୋର୍ଟଙ୍କ ରୋକ୍‌

ନୂଆଦିଲ୍ଲୀ,୨୭।୯: କେୟର୍ନ ଏନର୍ଜି ମାମଲା ଉପରେ ନ୍ୟୁୟର୍କର ଏକ କୋର୍ଟ ରୋକ୍‌ ଲଗାଇବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାମଲାର ସମାଧାନ ଲାଗି କମ୍ପାନୀ ଭାରତ ସରକାରଙ୍କ ସହ ଆଲୋଚନା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ୧୮ ନଭେମ୍ବର ଯାଏ…

କ୍ରିପ୍ଟୋ କରେନ୍ସି କାରବାର ଉପରେ ଚାଇନାର କଟକଣା

ନୂଆଦିଲ୍ଲୀ,୨୭।୯: ଚାଇନାର କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର କ୍ରିପ୍ଟୋ କରେନ୍ସି କାରବାର ଉପରେ କଟକଣା ଲାଗୁ କରିଛି। ଫଳରେ ଡିଜିଟାଲ କରେନ୍ସି ମୂଲ୍ୟରେ ହ୍ରାସ ଦେଖାଯାଇଛି। କ୍ରିପ୍ଟୋକରେନ୍ସି ସହ ଜଡ଼ିତ ସମସ୍ତ କାର୍ଯ୍ୟକଳାପକୁ ପିପୁଲ୍ସ ବ୍ୟାଙ୍କ ଅଫ୍‌ ଚାଇନା ଅବୈଧ ଘୋଷଣା କରିଛି।…

‘ଦେଶକୁ ଲୋଡ଼ା ୪-୫ ବଡ଼ ବ୍ୟାଙ୍କ’

ନୂଆଦିଲ୍ଲୀ,୨୭।୯: ଭାରତକୁ ୪ରୁ ୫ ବୃହତ୍‌ ବ୍ୟାଙ୍କର ଆବଶ୍ୟକତା ରହିଛି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ ସୁଧାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଏହା ଯୋଗଦାନ ରଖିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା…

ଫୋନ୍‌ରେ ରହିବ ସମାନ ଚାର୍ଜର

ସାର୍ବଜନୀନ ଚାର୍ଜର ନିୟମ ଲାଗୁ କରିବା ନେଇ ୟୁରୋପିଆନ ୟୁନିୟନ ନିଷ୍ପତ୍ତି ଗ୍ରହଣ କରିଛି। ସ୍ମାର୍ଟଫୋନ ଲାଗି ୟୁଏସ୍‌ବି ସି-ଟାଇପ କେବଲକୁ ଷ୍ଟାଣ୍ଡାର୍ଡ ବନାଇବା ପାଇଁ ଏହା ନିୟମ ଲାଗୁ କରିବ। ଏଭଳି ନିୟମ ଆସିଲେ ଲୋକଙ୍କୁ ସିଧାସଳଖ ଫାଇଦା ହେବ।…

୩ ବର୍ଷର ରେକର୍ଡ ସ୍ତରରେ ଅଶୋଧିତ ତୈଳ

ନୂଆଦିଲ୍ଲୀ,୨୭।୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ପୁଣି ଥରେ ବଢ଼ିଚାଲିଛି। ଶନିବାର ବ୍ୟାରେଲ ପିଛା ଏହାର ଦର ୭୮.୯୫ ଡଲାର ଛୁଇଁଛି। ଏହା ୩ ବର୍ଷର ରେକର୍ଡ ଉଚ୍ଚ ସ୍ତର। ଏହା ପୂର୍ବରୁ ଅକ୍ଟୋବର ୨୦୧୮ରେ ଅଶୋଧିତ ତେଲ ଦର…

ଡିଜେଲ୨୮ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୭।୯: ଦିନକର ବିରତି ପରେ ପୁଣି ଥରେ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ଡିଜେଲ ୨୮ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲ ମୂଲ୍ୟ…

ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ…

ପୁଣି ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୨୪।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୬୦ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୩୨୫.୭୧ ପଏଣ୍ଟ ବୃଦ୍ଧି ପାଇ ୬୦୨୧୧,୦୭ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୯୩.୩୦ ପଏଣ୍ଟ ବୃଦ୍ଧି…

ଭାରତୀୟ ଆଇଟି କମ୍ପାନୀର ବଦଳିଲା ଭାଗ୍ୟ, କ୍ଷଣିକ ମଧ୍ୟରେ ୫୦୦ ପାଲଟିଲେ କୋଟିପତି…

ଓ୍ବାଶିଂଟନ,୨୩।୯: ଭାରତୀୟ ଆଇଟି କମ୍ପାନୀ ଫ୍ରେଶ୍‌ଓ୍ବାର୍କ ଆମେରିକାର ନାସଡାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ତାଲିକାଭୁକ୍ତ ହୋଇଛି। ଏହାଦ୍ୱାରା କ୍ଷଣିକ ମଧ୍ୟରେ ୫୦୦ ଲୋକ କୋଟିପତି ପାଲଟି ଯାଇଛନ୍ତି। ଫ୍ରେଶ୍‌ଓ୍ବାର୍କ ଆମେରିକା ବଜାରରେ ସୂଚୀବଦ୍ଧ ହୋଇଥିବା ପ୍ରଥମ ସଫ୍ଟଓ୍ବେର ଏଜ୍‌ ଏ ସର୍ଭିସ୍‌ (ଏସ୍‌ଏଏଏସ୍‌)କମ୍ପାନୀର…

ମାଷ୍ଟରକାର୍ଡ ବ୍ୟାନ୍‌କୁ ୟୁଏସ୍‌ର ସମାଲୋଚନା

ନୂଆଦିଲ୍ଲୀ,୨୧।୯ ଭାରତରେ ନୂଆ କାର୍ଡ ଜାରି କରିବା ନେଇ ମାଷ୍ଟରକାର୍ଡ ଉପରେ ରିଜର୍ଭ ବ୍ୟାଙ୍କ ଜୁଲାଇରେ କଟକଣା ଲଗାଇଛି। ଏଭଳି ପଦକ୍ଷେପକୁ ଅତ୍ୟନ୍ତ କଠୋର ବୋଲି ଆମେରିକାର ଜଣେ ବାଣିଜି୍ୟକ ପ୍ରତିନିଧି ସମାଲୋଚନା କରିଛନ୍ତି। ଏଭଳି କାର୍ଯ୍ୟାନୁଷ୍ଠାନ ଦ୍ୱାରା ଅନେକ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?