ବାଣିଜ୍ୟ

ହ୍ବାଟ୍ସଆପ୍‌ରେ କିଏ କରିଛି ବ୍ଲକ୍‌? ଏପରି ଜାଣନ୍ତୁ…

ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ଅନେକ ଫିଚର ରହିଛି। ସେଥିରୁ ଗୋଟିଏ ହେଲା ବ୍ଲକ ଅପ୍‌ଶନ। ଏହାକୁ ବ୍ୟବହାର କରି ବ୍ୟବହାରକାରୀ ଯେକୌଣସି ବ୍ୟବହାରକାରୀଙ୍କୁ ବ୍ଲକ କରିପାରିଥାଉ। ଏହାପରେ ସେ ଆମକୁ ମେସେଜ ପଠାଇପାରନ୍ତି ନାହିଁ। ଏହାଛଡ଼ା ସେ ଆମର ପ୍ରୋଫାଇଲ ଫଟୋ ଏବଂ…

ସ୍ବାଭାବିକ ହେଉଛି ପେଟ୍ରୋଲ ବିକ୍ରି

ନୂଆଦିଲ୍ଲୀ, ୨।୮: କୋଭିଡ୍‌ କଟକଣା କୋହଳ ହେଉଥିବାରୁ ବଜାର ବର୍ତ୍ତମାନ ପୁଣିଥରେ ଚଳଚଞ୍ଚଳ ହେଉଛି। ଜୁଲାଇରେ ତେଲ ଚାହିଦା ବଢ଼ିଛି। ଫଳରେ ପେଟ୍ରୋଲ ବ୍ୟବହାର କୋଭିଡ୍‌ ପୂର୍ବ ସ୍ଥିତିକୁ ଫେରିଥିବା ରବିବାର ପ୍ରକାଶିତ ପ୍ରାଥମିକ ବିକ୍ରି ଡାଟାରୁ ସାମ୍ନାକୁ ଆସିଛି। ଜୁଲାଇ…

ଭୁବନେଶ୍ୱରକୁ ଆଲାଏନ୍ସର ବିମାନ ସେବା

ଭୁବନେଶ୍ୱର, ୨।୮: ଆଲାଏନ୍ସ ଏୟାର ପକ୍ଷରୁ କୋଲକାତାରୁ ଭୁବନେଶ୍ୱରକୁ ବିମାନ ସେବା ଯୋଗାଣ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷ ଅଗଷ୍ଟ ୧୧ରୁ ଭାୟା ରାଞ୍ଚି ଦେଇ ଏହି ନୂଆ ବିମାନ ସେବା ଉପଲବ୍ଧ ହେବ। ଏହି ସହରଗୁଡିକୁ ସଂଯୋଗ କରିବାକୁ…

ନିବେଶକଙ୍କୁ ୩୧ ଲକ୍ଷ କୋଟି ଲାଭ

ମୁମ୍ବାଇ, ୨।୮: ଚଳିତ ଆର୍ଥତ୍କବର୍ଷରେ ଭାରତୀୟ ପୁଞ୍ଜି ବଜାରର ପ୍ରଦର୍ଶନ ବେଶ୍‌ ଭଲ ରହିଛି। ମାତ୍ର ୪ ମାସରେ ନିବେଶକ ୩୧ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି ଯୋଡ଼ିବାକୁ ସକ୍ଷମ ହୋଇଛନ୍ତି। ବଜାର ଊର୍ଦ୍ଧ୍ୱଗାମୀ ଧାରା ଜାରି ରଖିଥିବାରୁ ଏଭଳି ସ୍ଥିତି…

ଗ୍ରାହକଙ୍କ ବିଶ୍ୱାସ ଲୋକପ୍ରିୟ ବ୍ରାଣ୍ଡ୍‌ କରିଛି

ଏଲ୍‌ଜି ପାଇଁ ଓଡ଼ିଶା ବଜାର କିଭଳି ଗୁରୁତ୍ୱ ରଖୁଛି? ସାରା ଦେଶରେ ଆମର କାରବାର ବେଶ୍‌ ଭଲ ରହିଛି। ପ୍ରମୁଖ ବ୍ୟବସାୟ କ୍ଷେତ୍ର ମଧ୍ୟରେ ଓଡ଼ିଶା ବଜାର ଅନ୍ୟତମ। ଏଠାରେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବ୍ୟବସାୟ ନେଟଓ୍ବର୍କ ଦୃଢ଼ କରିଛୁ।…

‘ଓୟୋ’ ଅଂଶଧନ କିଣିବ ମାଇକ୍ରୋସଫ୍ଟ

ନୂଆଦିଲ୍ଲୀ,୧।୮: ବିଶ୍ୱର ଅଗ୍ରଣୀ ସଫ୍ଟଓ୍ବେର କମ୍ପାନୀ ‘ମାଇକ୍ରୋସଫ୍ଟ’ ଖୁବ୍‌ଶୀଘ୍ର ସହଜ ଓ ସୁଲଭ ମୂଲ୍ୟରେ ଆତିଥେୟତା ଯୋଗାଇ ଦେଉଥିବା ଭାରତୀୟ କମ୍ପାନୀ ଓୟୋକୁ ଅଧିଗ୍ରହଣ କରିପାରେ ବୋଲି ସୂଚନା ମିଳିଛି। ଏ ନେଇ ଓୟୋ କର୍ତ୍ତୃପକ୍ଷଙ୍କ ସହ ମାଇକ୍ରୋସଫ୍ଟର ଆଲୋଚନା ଅନ୍ତିମ…

୧୦ ମିନିଟ୍‌ରେ ହେବ ଚାର୍ଜ: ଥରକେ ୧୦୦୦ କିଲୋମିଟର ଗଡ଼ିବ ଏହି ଇଲେକ୍ଟ୍ରିକ୍‌ କାର୍‌

ଚାଇନାର ଅଟୋ କମ୍ପାନୀ GAC ନିଜର ନୂଆ ଏକ ଇଲେକ୍ଟ୍ରିକ୍‌ କାର୍‌ ଲଞ୍ଚ୍‌ କରିବାକୁ ଯାଉଛି। ଏହି କାର୍‌ ମାତ୍ର ୧୦ ମିନିଟ୍‌ରେ ପୂରା ଚାର୍ଜ ହେବ। ଆଉ ଥରକେ ୧୦୦୦ କିଲୋମିଟର ଗଡ଼ିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସାଧାରଣତଃ…

ମୋରାଟୋରିୟମ ବେଳେ ଜମାକାରୀଙ୍କ ସମସ୍ୟା ରହିବନି

ନୂଆଦିଲ୍ଲୀ,୨୯।୭: ବ୍ୟାଙ୍କ ଉପରେ କୌଣସି କାରଣବଶତଃ ଯଦି ମୋରାଟୋରିୟମ ଲାଗେ ତେବେ ନିଜ ଜମା ଅର୍ଥ ରାଶି ଉଠାଣ ନେଇ ଜମାକାରୀଙ୍କୁ ବେଶି ସମସ୍ୟା ସାମ୍ନା କରିବାକୁ ପଡ଼ିବ ନାହିଁ। ଡିପୋଜିଟ୍‌ ଇନ୍‌ସ୍ୟୁରାନ୍ସ ଆଣ୍ଡ କ୍ରେଡିଟ୍‌ ଗ୍ୟାରେଣ୍ଟି କର୍ପୋରେଶନ (ଡିଆଇସିଜିସି) ଆଇନରେ…

ପର୍ଯ୍ୟାପ୍ତ ନୁହେଁ ପ୍ରୋତ୍ସାହନ ପ୍ୟାକେଜ

ନୂଆଦିଲ୍ଲୀ, ୨୯।୭: ଅର୍ଥ ବ୍ୟବସ୍ଥା କରୋନା ମହାମାରୀ ଯୋଗୁ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଗତ ଆର୍ଥତ୍କ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)-୭.୩% ରହିଛି। ଅର୍ଥ ବ୍ୟବସ୍ଥାକୁ ସୁଧାର ପଥରେ ଆଣିବା ଲାଗି ସରକାର ଆତ୍ମ ନିର୍ଭର…

ମୋବାଇଲ ବ୍ୟବହାରରେ ଭାରତ ତୃତୀୟ

ନୂଆଦିଲ୍ଲୀ, ୨୬।୭: ବର୍ତ୍ତମାନ ମୋବାଇଲ ଫୋନ ଲୋକଙ୍କ ଜୀବନରେ ଏକ ଅଭିନ୍ନ ଅଙ୍ଗ ପାଲଟିଛି। ଏମିତି ମଧ୍ୟ କିଛି କାମ ରହିଛି, ଯାହା ବିନା ମୋବାଇଲରେ ହେବା ଅସମ୍ଭବ। ମୋବାଇଲ ବ୍ୟବହାର କଥା ବିଚାରକୁ ନେଲେ ଭାରତ ତୃତୀୟ ସ୍ଥାନରେ ରହିଛି।…

୨୨.୨ ଲକ୍ଷ କୋଟିର ଟିକସ ଆଦାୟ ଲକ୍ଷ୍ୟ

ନୂଆଦିଲ୍ଲୀ, ୨୬।୭: କେନ୍ଦ୍ର ସରକାର ଚଳିତ ଆର୍ଥତ୍କବର୍ଷରେ ଅଧିକ ଟିକସ ଆଦାୟ କରିପାରନ୍ତି। ଏହି ଅବଧିରେ ୨୨.୨ ଲକ୍ଷ କୋଟି ଟଙ୍କାର ଟିକସ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ୨୦୨୧-୨୨ ପ୍ରଥମ ତ୍ରୈମାସରେ ସରକାର ୫.୪ ଲକ୍ଷ କୋଟି ଟଙ୍କାର ଟିକସ ଆଦାୟ…

୨୦୪୭ ବେଳକୁ ଭାରତ ହେବ ଧନୀ ରାଷ୍ଟ୍ର

ଭୁବନେଶ୍ୱର,୨୬।୭: ଭାରତରେ ଗତ ୩ ଦଶକ ମଧ୍ୟରେ ହୋଇଥିବା ଆର୍ଥିକ ସୁଧାରର ଲାଭ ଦେଶର ସବୁ ନାଗରିକଙ୍କୁ ସମାନ ଭାବେ ମିଳିନାହିଁ ବୋଲି ଆଶଙ୍କା କରିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ। ଦେଶର ସମସ୍ତ ନାଗରିକଙ୍କର ବିକାଶ ପାଇଁ ସମାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?