ବାଣିଜ୍ୟ

ଜୁଲାଇରେ ୧୫ ଦିନ ବ୍ୟାଙ୍କ ବନ୍ଦ: ଅବଶିଷ୍ଟ ଦିନଗୁଡ଼ିକରେ କାର୍ଯ୍ୟ କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୭।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ବିଭିନ୍ନ କଟକଣା ଜାରି କରିଛନ୍ତି। ଏହାସତ୍ତ୍ୱେ ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗାଇଡ୍‌ଲାଇନ ଅନୁସାରେ ବ୍ୟାଙ୍କଗୁଡ଼ିକ ସ୍ବଳ୍ପ ସମୟ ପାଇଁ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛନ୍ତି। ଇତିମଧ୍ୟରେ ଆସନ୍ତା ଜୁଲାଇରେ ସାରା…

୫୪ ଦିନରେ ବଢ଼ିଲାଣି ୩୦ ଥର

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଗତ ମେ’୪ ପରଠାରୁ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭.୭୭ ଟଙ୍କା ଏବଂ ଡିଜେଲ ୮.୬୪ ଟଙ୍କା ମହଙ୍ଗା ହେଲାଣି। ୫ ରାଜ୍ୟର ନିର୍ବାଚନ ଫଳ…

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍‌ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା…

ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ ଡିଜେଲରେ…

ଏମ୍‌ଏସ୍‌ଏମ୍‌ଇକୁ କଞ୍ଚାମାଲ ଚିନ୍ତା

ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ ଅଫ୍‌ ଆସୋସିଏଶନ ଅଫ୍‌ ଏମ୍‌ଏସ୍‌ଏମ୍‌ଇ (ଏଆଇସିଏ) ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡ଼ିଛି।…

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍‌ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍‌ ଏବେଠାରୁ କେବଳ…

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ ଚର୍ଚ୍ଚା ଜୋର ଧରିଥିଲା। ରବିବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ଏକ…

ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମ ପ୍ରତିବନ୍ଧକ ହେଉଛି। ଏହି ସମସ୍ୟାକୁ ଦୂର କରିବା ଲାଗି ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ…

ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ

ନୂଆଦିଲ୍ଲୀ: ରିଲାଏନ୍ସ ବୋର୍ଡରେ ସାଉଦି ଆରାମକୋର ଅଧ୍ୟକ୍ଷ ସାମିଲ ହୋଇପାରନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବଂ ସାଉଦି ଆରାମକୋ ମଧ୍ୟରେ ୧୫ ବିଲିୟନ ଡଲାରର ମେଗାଡିଲକୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ରିପୋର୍ଟ ମୁତାବକ, ସାଉଦି ଆରାମକୋ ଅଧ୍ୟକ୍ଷ ଏବଂ ସାଉଦି…

ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଅଧିକ ପଦକ୍ଷେପ ଆସି ପାରେ। ଏ କ୍ଷେତ୍ରରେ ସରକାର…

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ) ଜାରି କରୁଛି। ଏହି ଅନନ୍ୟ ପଦକ୍ଷେପ ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସକୁ ସ୍ମରଣୀୟ କରିବ।…

ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି। ସେହିଭଳି ଗ୍ରେଟ୍‌ ପ୍ଲେସ୍‌ ଟୁ ୱାର୍କ ଇନ୍‌ଷ୍ଟିଚ୍ୟୁଟ୍‌ ଦ୍ୱାରା କ୍ରମାଗତ ୧୫ ବର୍ଷ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?