ବାଣିଜ୍ୟ

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ ପରିବାଠାରୁ ଆରମ୍ଭକରି ସାଧାରଣ ଜୀବନରେ ଆବଶ୍ୟକ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦର ମଧ୍ୟ…

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏସ୍‌ସିଏଆଇ) ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି। ଏଭଳି ଏକ ଗୁରୁତ୍ୱର…

ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା

ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍‌ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବୃଦ୍ଧି ଘଟି ୧.୮୫ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହା ଗତ ବର୍ଷ…

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ରାଜକୋଷ ଉପରେ ଅତିରିକ୍ତ ୧୪,୭୭୫ କୋଟି ଟଙ୍କାର…

ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି

ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍‌ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ। ଏହି ଯୋଜନାରେ କମ୍ପାନୀ ଗୁଡିକ ଦ୍ୱାରା ନୂଆ ହସ୍ପିଟାଲ ସ୍ଥାପନ କରିବା, ଏହାର ବିସ୍ତାର…

ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ ଧନୀ ଏବଂ ଗରିବଙ୍କ ମଧ୍ୟରେ ଏକ ବୃହତ୍‌ ତାରତମ୍ୟ ସୃଷ୍ଟି ହୋଇଛି। କରୋନା ସଂକ୍ରମଣକୁ…

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଛନ୍ତି। ଏନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର…

କୋଲ୍‌ ଇଣ୍ଡିଆ ଦେଇପାରେ ଅତିରିକ୍ତ ଡିଭିଡେଣ୍ଡ

ନୂଆଦିଲ୍ଲୀ: କୋଲ୍‌ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ ଘୋଷଣା ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ…

ମେ’ରେ ବ୍ୟବହାର ହୋଇଛି ୧୭% ଟିକା

ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍‌ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍‌ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି। ହେଲେ ଏହି ସମୟରେ କିଛି ରୋଚକ ତଥ୍ୟ ସମ୍ନାକୁ ଆସିଛି। ମେ ମାସରେ ଘରୋଇ…

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ (ନିର୍ଦ୍ଦେଶକ) ଗୁଜରାଟର କଚ୍ଛ ଅଞ୍ଚଳର ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ରୁ ୧୩୪…

ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ ଦ୍ୱାରା ଭାରତୀୟ ରେଳପଥ ଏହାର ଯୋଗାଯୋଗ ଏବଂ ସିଗ୍‌ନାଲ ସିଷ୍ଟମକୁ ଉନ୍ନତୀକରଣ କରିବା…

ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ

ଭୁବନେଶ୍ୱର: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍‌ ଗତବର୍ଷଠାରୁ କୋଇଲା ଉତ୍ପାଦନ କରିଆସୁଛି। କିନ୍ତୁ ରେଳ ଯୋଗାଯୋଗର ସୁବିଧା ନ ଥିବାରୁ ଓପିଜିସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?