ବାଣିଜ୍ୟ

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ…

୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ ସୃଷ୍ଟି ହୋଇଛି। କୌଣସି ଗୁଜବ ଉପରେ ବିଶ୍ୱାସ ନ କରିବାକୁ ଟେଲିକମ୍‌ ଶିଳ୍ପ ସଂଘ…

ପ୍ରଭାବିତ ହେବନି କୃଷି କ୍ଷେତ୍ର

ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ ଚାନ୍ଦ ରବିବାର କହିଛନ୍ତି। ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି, ମେ ମାସରେ ଦେଶର ଗ୍ରାମାଞ୍ଚଳଗୁଡିକରେ…

ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି

ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍‌ ଓ ଆମାଜନ ଭଳି ବହୁ ଦେଶୀୟ କମ୍ପାନୀଗୁଡିକ ଉପରେ ଟିକସ ଲାଗୁ କରିବା ଲାଗି ଉକ୍ତ ବୈଠକରେ…

ଏଫ୍‌ପିଆଇଙ୍କ ନିବେଶ ୮ ହଜାର କୋଟି

ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ ହୋଇଛି। କୋଭିଡ୍‌ ମାମଲା କମିବା ଏବଂ କର୍ପୋରେଟଗୁଡିକର ଲାଭ ଉନ୍ନତ ହେବା ଯୋଗୁ ଏହି…

କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍‌

ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍‌ ବିଲ୍‌ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର ପ୍ରସ୍ତୁତିର ଚୂଡାନ୍ତ ପର୍ଯ୍ୟାୟରେ ରହିଛନ୍ତି। ଏହା ଆସିଲେ କର୍ମଚାରୀଙ୍କ ହାତକୁ ଆସୁଥିବା ଅର୍ଥ…

ଭାରତୀୟ କର୍ତ୍ତୃପକ୍ଷଙ୍କୁ ଚୋକ୍‌ସୀଙ୍କ ଖୋଲା ଆମନ୍ତ୍ରଣ

ନୂଆଦିଲ୍ଲୀ,୬।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଖୋଲା ଆମନ୍ତ୍ରଣ କରିଛନ୍ତି। ଯାହା ପଚାରିବାର ଅଛି ଆସି ପଚାରିପାରିବ ବୋଲି ଚୋକ୍‌ସୀ କହିଛନ୍ତି। ଚିକିତ୍ସା ପାଇଁ ଭାରତ ଛାଡିଛି। ମୁଁ ଜଣେ ନିୟମ ପାଳନ କରୁଥିବା ନାଗରିକ ବୋଲି…

ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ

ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ସାରା ବିଶ୍ୱ ବର୍ତ୍ତମାନ ସମୟରେ ପରିବେଶ ପାଇଁ ଚିନ୍ତିତ। ଏହି…

ମେ’ରେ କମିଲା ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍‌ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି) ସଂଗ୍ରହ ପ୍ରାୟ ୧.୦୩ ଲକ୍ଷ କୋଟି ଟଙ୍କା ରହିଛି। ଏ ନେଇ ଶନିବାର…

୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩% ଖସିଛି। ୨୦୨୫ ଯାଏ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ(ଲକ୍ଷ କୋଟି) ଡଲାର…

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା ଛୁଇଁଛି। ଆଗାମୀ ଦିନରେ ମଧ୍ୟ ଲୋକମାନେ ତେଲ ଦର ବୃଦ୍ଧିରୁ ଆଶ୍ୱସ୍ତି ପାଇବେନାହିଁ ବୋଲି…

ଆର୍‌ବିଆଇ ଏମ୍‌ପିସି ବୈଠକ ଆରମ୍ଭ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ବୁଧବାରଠାରୁ ଆରମ୍ଭ ହୋଇଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ୪ ଜୁନ୍‌ରେ ଏହାର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିବ। ଚଳିତ ଥର ରିଜର୍ଭ ବ୍ୟାଙ୍କ ରେପୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?