ବାଣିଜ୍ୟ

ଦୀପ୍ତିଙ୍କୁ ୨ କୋଟିର ପ୍ୟାକେଜ

ହାଇଦ୍ରାବାଦ: ହାଇଦ୍ରାବାଦର ମେଧାବୀ ଛାତ୍ରୀ ଦୀପ୍ତି ନାରକୁଟୀ ଆମେରିକାର ଅଗ୍ରଣୀ ସଫ୍ଟଓ୍ବେୟାର କମ୍ପାନୀ ମାଇକ୍ରୋସଫ୍ଟ ପକ୍ଷରୁ ଗ୍ରେଡ୍‌-୨ ପୋଷ୍ଟ ପାଇଁ ମନୋନୀତ ହୋଇଛନ୍ତି। ସେ ବାର୍ଷିକ ୨ କୋଟି ଟଙ୍କା ବେତନ ପାଇବେ ବୋଲି ସୂଚନା ମିଳିଛି। ସେ କମ୍ପାନୀର ଜଣେ…

ଇପିଏଫ୍‌ଓରେ ଯୋଡ଼ିହେଲେ ୧୧.୨୨ ଲକ୍ଷ ନୂଆ ସଦସ୍ୟ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଚଳିତ ମାସ ପ୍ରାୟ ୧୧.୨୨ ଲକ୍ଷ ନୂଆ ସଦସ୍ୟ କର୍ମଚାରୀ ଭବିଷ୍ୟନିଧି ସଂଗଠନ( ଇପିଏଫ୍‌ଓ)ରେ ଯୋଡ଼ିହୋଇଥିବା ଜଣାପଡ଼ିଛି। ଏହି ସଂଖ୍ୟା ଗତ ମାସ ଅପେକ୍ଷା କିଛି ମାତ୍ରାରେ ହ୍ରାସ ପାଇଥିଲେ ମଧ୍ୟ ସଂସ୍ଥା ସହ ଯୋଡ଼ିହେବା…

୮୦% ରିଟେଲ ଷ୍ଟୋର ବନ୍ଦ

ନୂଆଦିଲ୍ଲୀ: କରୋନା ମହାମାରୀ ଦେଶର ଅର୍ଥ ବ୍ୟବସ୍ଥାକୁ ସଙ୍କଟ ସ୍ଥିତିକୁ ଠେଲି ଦେଇଛି। ଏହାର ପ୍ରଭାବ ମଧ୍ୟ ଦେଶର ରିଟେଲ ଶିଳ୍ପ ଉପରେ ପଡ଼ିଛି। ଫଳରେ ଏହି ଶିଳ୍ପ ଆର୍ଥତ୍କ ସଙ୍କଟ ଦେଇ ଗତି କରୁଛି। ସମସ୍ୟାରେ ଥିବା ଏହି ଶିଳ୍ପ…

ଏବେ ବାଇକ୍‌-କାର୍‌ ପାଇଁ କରିହେବ ନୋମିନି…

ନୂଆଦିଲ୍ଲୀ,୨୦।୫: ବ୍ୟାଙ୍କରେ ଖାତା ଖୋଲିବା ସମୟରେ ନୋମିନିର ଆବଶ୍ୟକତା ପଡ଼ିଥାଏ। ଏଭଳି ନିୟମ ଏବେ ବାଇକ୍‌ ଅବା କାର୍‌ ପାଇଁ ମଧ୍ୟ କରାଯାଇପାରିବ। କେନ୍ଦ୍ରୀୟ ମୋଟର ଭେହିକିଲ ଆଇନରେ କେତେକ ପରିବର୍ତ୍ତନ କରାଯାଇ ଥିବାରୁ ଏଭଳି ସୁବିଧା ଏବେ ଗାନି ମାଲିକଙ୍କୁ…

‘ଆର୍‌ବିଆଇ ପଦକ୍ଷେପ ଶୀଘ୍ର କାର୍ଯ୍ୟକାରୀ କରାଯାଉ’

ମୁମ୍ବାଇ: ନିକଟରେ ଘୋଷଣା କରାଯାଇଥିବା ପଦକ୍ଷେପ ସବୁକୁ ବ୍ୟାଙ୍କଗୁଡିକ ଶୀଘ୍ର କାର୍ଯ୍ୟକାରୀ କରାଇବାକୁ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର କହିଛନ୍ତି। ସେହିଭଳି ବ୍ୟାଙ୍କଗୁଡ଼ିକର ବାଲାନ୍ସ ଶିଟ୍‌ରେ ରହିଥିବା ସମସ୍ୟାକୁ ମଧ୍ୟ ନଜର ରଖିବାକୁ ସେ ପରାମର୍ଶ ଦେଇଥିବା ଜଣାପଡିଛି। ଶକ୍ତିକାନ୍ତ…

ସାର ସବ୍‌ସିଡି ବୃଦ୍ଧିକଲେ ସରକାର

ନୂଆଦିଲ୍ଲୀ: ସାର ଦର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସାର ଦର ଉପରେ ଏକ ବିସ୍ତୃତ ଉପସ୍ଥାପନା ତାଙ୍କ ସମ୍ମୁଖରେ ରଖାଯାଇଥିଲା। ବୈଠକରେ ଚାଷୀଙ୍କ ହିତ ଲାଗି ସରକାର ସାର ସବ୍‌ସିଡି ବୃଦ୍ଧି…

ଜିଏସ୍‌ଟି ରିଫଣ୍ଡ ଲାଗି ସିବିଆଇସିର ପଦକ୍ଷେପ

ମୁମ୍ବାଇ: କ୍ଲିୟର ହୋଇ ପାରି ନ ଥିବା ଜିଏସ୍‌ଟି ରିଫଣ୍ଡକୁ ତ୍ୱରିତ ଭାବେ ପ୍ରଦାନ କରିବା ଲାଗି କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ (ସିବିଆଇସି) ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ହାତକୁ ନିଆଯାଇଛି। ମାସ ଶେଷ ସୁଦ୍ଧା ଟିକସଦାତାଙ୍କୁ…

ଏୟାରଟେଲ୍‌ର ମାଗଣା ପ୍ୟାକ୍‌

ମୁମ୍ବାଇ: ଏୟାରଟେଲ୍‌ ପକ୍ଷରୁ ଗ୍ରାହକଙ୍କ ପାଇଁ ବିଶେଷ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ୫୫ ନିୟୁତରୁ ଅଧିକ ନିମ୍ନ ଆୟବର୍ଗର ଗ୍ରାହକଙ୍କୁ ଏହାର ୪୯ ଟଙ୍କାର ପ୍ୟାକ୍‌ ମାଗଣାରେ ଯୋଗାଇଦେବ। ଏହା ୨୮ ଦିନର ବୈଧତା ସହିତ ୩୮ ଟଙ୍କାର…

ଜିଡିପି ୯% ରହିବ: କେୟାର ରେଟିଂ

ଭୁବନେଶ୍ୱର: କରୋନା ମହାମାରୀର ୨ୟ ଲହର ଭାରତ ବଜାର ଉପରେ ଗଭୀର ପ୍ରଭାବ ପକାଇଛି। ସଂକ୍ରମଣକୁ ରୋକିବା ପାଇଁ ଦେଶ ମଧ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ହୋଇଛି। ଏଭଳି ସ୍ଥିତିରେ ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଦେଶର ଜିଡିପି ପ୍ରାୟ ୯%…

ଛିଡ଼ା ହୋଇ ରହିଛି ୯୫ ଲକ୍ଷ ଟ୍ରକ୍‌

ମୁମ୍ବାଇ: ଲକଡାଉନ୍‌ ଯୋଗୁ ଦେଶର ପ୍ରାୟ ୬୫% ଟ୍ରକ୍‌ ବର୍ତ୍ତମାନ ବନ୍ଦ ହୋଇ ପଡିଛି। ବିଭିନ୍ନ ରାଜ୍ୟରେ ଏହି କ୍ଷେତ୍ରକୁ ୪୨ ହଜାର କୋଟି ଟଙ୍କା କ୍ଷତି ସହିବାକୁ ପଡିଛି ବୋଲି ଅଲ୍‌ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସ (ଏଆଇଏମ୍‌ଟିସି) ପକ୍ଷରୁ…

ଟିକସ ଅର୍ଥ ଅସୁଲ କରିବ କେୟର୍ନ

ମୁମ୍ବାଇ: ଭାରତ ସରକାରଙ୍କଠାରୁ ପାଇବାକୁ ଥିବା ଟିକସ ଫେରସ୍ତ ବାବଦ ଅର୍ଥ ଅସୁଲ କରିବା ଲାଗି ବ୍ରିଟେନର କେୟର୍ନ ଏନର୍ଜି ବର୍ତ୍ତମାନ ଅଗ୍ରସର ହୋଇଛି। ନିଜ ଅର୍ଥ ପାଇବା ଲାଗି ଏହି କମ୍ପାନୀ ବିଦେଶରେ ପ୍ରାୟ ୭୦ ବିଲିୟନ ଡଲାରର ଭାରତୀୟ…

ହୋଟେଲ ଶିଳ୍ପର କ୍ଷତି ୧.୩୦ ଲକ୍ଷ କୋଟି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ହୋଟେଲ ଶିଳ୍ପ ୧.୩୦ ଲକ୍ଷ କୋଟି ଟଙ୍କାର ରାଜସ୍ବ କ୍ଷତି ସହିଛି। ଏହି ଶିଳ୍ପ ବର୍ତ୍ତମାନ ସଙ୍କଟ ସମୟ ଦେଇ ଗତି କରୁଥିବା ଫେଡେରେଶନ ଅଫ୍‌ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?