ବାଣିଜ୍ୟ

ଅଫିସ ଜବ୍‌ ଠାରୁ ବି ମୋଟାଅଙ୍କର ଟଙ୍କା କମାନ୍ତି ଡେଲିଭରି ପାର୍ଟନର, ଘଣ୍ଟାକୁ ଏତେ ଟଙ୍କା..

ନୂଆଦିଲ୍ଲୀ,୩।୧: ଆଜିକାଲି, ଦେଶର ପ୍ରତ୍ୟେକ ସହରର ରାସ୍ତାରେ ଡେଲିଭରି ପାର୍ଟନରମାନେ ଲାଲ, ହଳଦିଆ ଏବଂ ସବୁଜ ରଙ୍ଗର ଟି-ସାର୍ଟ ପିନ୍ଧି କାମ କରୁଥିବା ଦେଖଇବାକୁ ପାଉଥିବେ। ସେମାନେ ବର୍ତ୍ତମାନ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟି ଯାଇଛନ୍ତି। ସେମାନେ ଡ୍ରେସ…

ନୂଆବର୍ଷରେ BSNLର ଦମଦାର୍‌ ଅଫର୍‌, ଟଙ୍କାଟେ ବି ଦବାକୁ ପଡିବନି ମାଗଣା ମିଳିବ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୩।୧: ନୂତନ ବର୍ଷ ଆରମ୍ଭରେ ସରକାରୀ ଟେଲିକମ କମ୍ପାନୀ BSNL ତାର ଗ୍ରାହକମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇଛି। ଜାନୁଆରୀ 1, 2026 ଠାରୁ, BSNL ଦେଶବ୍ୟାପୀ ଭଏସ ଓଭର ୱାଇଫାଇ (VoWiFi) ସେବା ଆରମ୍ଭ କରିଛି। ଏହି ନୂଆ ଫିଚର…

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ ସଞ୍ଚୟ ଉଠାଇବାରେ ଅସୁବିଧା ହୋଇପାରେ। EPFO ଏକ ନୂତନ ସତର୍କତା ଜାରି କରିଛି, ସ୍ପଷ୍ଟ…

୧.୫ କୋଟି କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୮ମ ବେତନ କମିଶନ ପୂର୍ବରୁ ବଦଳିଲା ନିୟମ

ନୂଆଦିଲ୍ଲୀ,୩।୧: ୭ମ କେନ୍ଦ୍ରୀୟ ବେତନ କମିଶନର ୧୦ ବର୍ଷର କାର୍ଯ୍ୟକାଳ ଆନୁଷ୍ଠାନିକ ଭାବରେ ଡିସେମ୍ବର ୩୧, ୨୦୨୫ ରେ ଶେଷ ହୋଇଥିଲା, ଯାହା ପରେ ୮ମ ବେତନ କମିଶନ ସାରା ଦେଶରେ ଲାଗୁ ହୋଇଯାଇଛି। ଜାନୁଆରୀ ୨୦୧୬ ରେ କାର୍ଯ୍ୟକାରୀ ହୋଇଥିବା…

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶରେ ଇଲେକ୍ଟ୍ରୋନିକ୍ସ ଉପକରଣର ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ…

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ ନବୀକରଣ ପ୍ରକ୍ରିୟା ବହୁତ ସହଜ ହୋଇଗଲାଣି, ଏବଂ ଅଧିକାଂଶ କାର୍ଯ୍ୟ ଆପଣଙ୍କ ଘରେ…

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ ଘରେ ବ୍ୟବହୃତ ପାଇପ ପ୍ରାକୃତିକ ଗ୍ୟାସ (PNG) ଏବଂ ଯାନରେ ବ୍ୟବହୃତ ସଙ୍କୁଚିତ ପ୍ରାକୃତିକ…

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ସିମେଣ୍ଟ କମ୍ପାନୀଗୁଡ଼ିକ ଦକ୍ଷିଣ ଭାରତରେ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବେ। ଏଥିରେ ଆନ୍ଧ୍ର ପ୍ରଦେଶ…

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ ଯେ ITC ଏକ FMCG କମ୍ପାନୀ ଯାହା ସିଗାରେଟ ମଧ୍ୟ ଉତ୍ପାଦନ କରେ। ସରକାରଙ୍କ…

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ ଡିସେମ୍ବରରେ ମୋଟ GST ସଂଗ୍ରହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହା ଗତ…

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ। କାରଣ ଆପଣଙ୍କର ଏହି ଅଭ୍ୟାସ ଆଗାମୀ କିଛି ସପ୍ତାହ…

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା ୩୦ରେ, BSE ସେନସେକ୍ସ ୧୯୦ ପଏଣ୍ଟ ବୃଦ୍ଧି ପାଇ ୮୫,୪୧୦.୭୪ ରେ ପହଞ୍ଚିଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?