ବାଣିଜ୍ୟ

ରିୟଲ ଜିଡିପି ୧୧% ବଢ଼ିବ

ମୁମ୍ବାଇ: ଆର୍ଥିକ ବର୍ଷ ୨୦୨୧-୨୨ରେ ଭାରତର ରିୟଲ ଜିଡିପି ପ୍ରାୟ ୧୧% ବଢ଼ିପାରେ। ଆର୍ଥିକ ସୁଧାର ତ୍ୱରାନ୍ବିତ ହେଉଥିବାରୁ ଅଭିବୃଦ୍ଧି ମଧ୍ୟ ଫେରିବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ବ୍ରିକ୍‌ଓ୍ବାର୍କ ରେଟିଂ ପକ୍ଷରୁ କୁହାଯାଇଛି ଯେ, ଲକ୍‌ଡାଉନ କଟକଣା କୋହଳ…

ଟପ୍‌-୫୦୦ ଗ୍ଲୋବାଲ କମ୍ପାନୀ ମଧ୍ୟରେ ଭାରତର ୧୧

ମୁମ୍ବାଇ: ବିଶ୍ୱର ୫୦୦ ମୂଲ୍ୟବାନ୍‌ କମ୍ପାନୀ ମଧ୍ୟରେ ଭାରତର ୧୧ ଘରୋଇ କମ୍ପାନୀ ସ୍ଥାନିତ ହୋଇଛନ୍ତି। ତାଲିକାରେ ଭାରତ ୧୦ମ ସ୍ଥାନରେ ରହିଛି। ତାଲିକାରେ ରହିଥିବା ଏହି ୧୧ କମ୍ପାନୀ ୧୪% ଅଭିବୃଦ୍ଧି ହାସଲ କରିଛନ୍ତି,ଯାହା ଭାରତର ମୋଟ ଜିଡିପିର ପ୍ରାୟ…

ବଢ଼ିବନି ଆଇଟି ରିଟର୍ନ ଅବଧି

ନୂଆଦିଲ୍ଲୀ: ଫେବୃୟାରୀ ୧୫ର ଆୟକର ରଟର୍ନ ଅବଧିକୁ ସରକାର ଆଉ ବଢ଼ାଇବେ ନାହିଁ। ଏହି ରିଟର୍ନ ଫାଇଲିଂ ତାରିଖକୁ ବଢାଇବା ଲାଗି କେତେକ ମହଲରୁ ଦାବି ହୋଇ ଆସୁଥିଲା। ମାତ୍ର ଏହି ଦାବିକୁ ଅର୍ଥ ମନ୍ତ୍ରଣାଳୟ ମଙ୍ଗଳବାର ଅଗ୍ରାହ୍ୟ କରି ଦେଇଥିବା…

ଫ୍ୟାକ୍ଟ୍ରି ଉତ୍ପାଦନ ୧.୯% କମିଲା

ନୂଆଦିଲ୍ଲୀ: କରୋନାର ପ୍ରଭାବ ବଜାରରୁ ବର୍ତ୍ତମାନ ଯାଏ ଯାଇନାହିଁ। ଫଳରେ ଦେଶର ଫ୍ୟାକ୍ଟ୍ରିଗୁଡିକର ଉତ୍ପାଦନ ନଭେମ୍ବରରେ ୧.୯% ହ୍ରାସ ପାଇଛି। ସେହିଭଳି ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୪.୫୯% ସ୍ତରକୁ ବଢିଛି। ପନିପରିବା ଦର ହ୍ରାସ ଯୋଗୁ ଏଭଳି ସ୍ଥିତି ଉପୁଜିଛି। ମୁଦ୍ରାସ୍ଫୀତିକୁ…

ନୂଆ ରେକର୍ଡ ସ୍ତରରେ ସେନ୍‌ସେକ୍ସ

ମୁମ୍ବାଇ: ଭାରତୀୟ ଶେୟାର ବଜାରର ବୃଦ୍ଧି ଧାରା ଜାରି ରହିଛି। ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ସର୍ବକାଳୀନ ରେକର୍ଡ ସ୍ତରରେ ରହିଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏବଂ ଭାରତୀ ଏୟାରଟେଲ ଭଳି କମ୍ପାନୀର ଶେୟାର କାରବାର ଏହି ସମୟରେ…

ବଜେଟରେ ଆସିପାରେ ଭାକ୍ସିିନ ସେସ୍‌

ନୂଆଦିଲ୍ଲୀ: କରୋନା ଭାକ୍ସିନ କାର୍ଯ୍ୟକାରୀ କରାଇବା ଲାଗି ବଜେଟରେ ନୂଆ ସେସ୍‌ ଲାଗୁ ହୋଇପାରେ। ଏ ନେଇ ବର୍ତ୍ତମାନ ଜୋର୍‌ଦାର ଚର୍ଚ୍ଚା ଆରମ୍ଭ ହୋଇଛି। ବର୍ତ୍ତମାନ ସରକାରଙ୍କ ରାଜସ୍ବ କ୍ଷତିଗ୍ରସ୍ତ ହୋଇ ରହିଛି। ରାଜକୋଷକୁ ଅଧିକ ପାଣ୍ଠି ଆବଶ୍ୟକ ପଡୁଛି। ସେହିଭଳି…

୧୨ ଘଣ୍ଟା ଚପଲ ପିନ୍ଧିଲେ କମ୍ପାନୀ ଦେବ ୪ ଲକ୍ଷ ଟଙ୍କା

ମହାମାରୀ କରୋନା ଯୋଗୁ ବେରୋଜଗାର ବୃଦ୍ଧି ପାଇଛି। ଅନେକ ଲୋକ ନିଜର ଚାକିରି ହରାଇଛନ୍ତି। ମାତ୍ର ଏବେ ଘରେ ବସିରହି ଲକ୍ଷ ଲକ୍ଷ ଟଙ୍କା ଆୟ କରିବାର ଅଫର ଆସିଛି। ଏଥିପାଇଁ ବେଶୀ କିଛି ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ।…

ବଢୁଛି ବିଟ୍‌କଏନ୍‌ ବ୍ୟବହାର: ୨୦୩୦ ବେଳକୁ ୧କୋଟି ଛୁଇଁବ ମୂଲ୍ୟ

ନୂଆଦିଲ୍ଲୀ,୧୧।୧: ବର୍ତ୍ତମାନ ସମୟରେ ବିଟ୍‌ କଏନର ବ୍ୟବହାର ଓ ଚାହିଦା ମାତ୍ରାଧିକ ବୃଦ୍ଧି ପାଉଛି। ଫଳରେ ଦେଶ ବିଦେଶରେ ପ୍ରଚଳିତ ବିଭିନ୍ନ ମୁଦ୍ରାର ଏକ ବିକଳ୍ପ ହୋଇଛି ଏହି ବିଟ୍‌ କଏନ୍‌। ଭାରତରେ ଟଙ୍କା, ଆମେରିକାରେ ଡଲାର, ବ୍ରିଟେନରେ ପାଉଣ୍ଡ୍‌, ଜାପାନର ୟେନ୍‌…

୨୧ ଶହ କୋଟିର ଋଣ ଦେବ ଜାପାନ, କୋଭିଡ୍‌ ପରିଚାଳନା ପାଇଁ ହେବ ଖର୍ଚ୍ଚ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ସମୟରେ ସାଧାରଣ ଜନତା ନାନା ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ଏଭଳି ଏକ କଠିନ ସମୟରେ ପୁଣି ଥରେ ସହଯୋଗର ହାତ ବଢ଼ାଇବା ପାଇଁ ଉଭୟ ଦେଶ ଆଗକୁ ଆସିଛନ୍ତି। କରୋନା ମହାମାରୀ ଭଳି ଏକ ଅସମୟରେ ଦୁଇ ଦେଶ…

ସରିଲା ଡେଡ୍‌ଲାଇନ, କଟିବ ଫାଇନ

ନୂଆଦିଲ୍ଲୀ,୧୧।୧:  ଗତ ରବିବାର ଥିଲା ୨୦୧୯-୨୦ ଆର୍ଥିକ ବର୍ଷର ଆୟକର ରିଟର୍ନ ଦାଖଲ କରିବାର ଶେଷ ଦିନ। ଏହା ପୂର୍ବରୁ ଆଇଟିଆର ଫାଇଲ କରିବାର ଶେଷ ତାରିଖ ଡିସେମ୍ବର ୩୧ ରହିଥିଲା। ବିଭାଗୀୟ ତ୍ରୁଟି ଓ କରଦାତାଙ୍କ ନିବେଦନକୁ ସମ୍ମାନ ଜଣାଇ ସରକାର…

ମୋଟା କାରବାରରେ ୨୦ ଅଙ୍କ ନମ୍ବର ବ୍ୟବହାର ହେବ

ନୂଆଦିଲ୍ଲୀ,୧୧।୧: ସରକାରୀ ଓ ବେସରକାରୀ ଭାବରେ କାରବାର ହେଉଥିବା ମୋଟା ଅଙ୍କର ଅର୍ଥ ରାଶି ପାଇଁ ନୂଆ ବ୍ୟବସ୍ଥା ଲାଗୁ ହେବ। ଫଳରେ ପ୍ରତି କାରବାର ବିଶେଷ କରି ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର କାରବାର କରୁଥିବା ସଂସ୍ଥାଗୁଡ଼ିକୁ ଏକ ସୁରକ୍ଷିତ…

ଟୁଇଟରରେ ମୋଦି ଏକ ନମ୍ବର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟରେ ସର୍ବାଧିକ ଫଲୋଅର୍ସ ରହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri