ବାଣିଜ୍ୟ

ଏପ୍ରିଲରେ ୧୫ ଦିନ ବ୍ୟାଙ୍କ ବନ୍ଦ ! ଜରୁରୀ କାମ ଥିଲେ ଶୀଘ୍ର ସାରିଦିଅନ୍ତୁ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ପହିଲାରୁ ଆରମ୍ଭ ହେବାକୁ ଯାଉଛି ନୂଆ ଆର୍ଥିକ ବର୍ଷ। ଏହାପରଠାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ହେଲେ ଆସନ୍ତା ମାସର ୩୦ ଦିନରୁ ପ୍ରାୟ ୧୫ ଦିନ ବ୍ୟାଙ୍କ ବନ୍ଦ ରହିପାରେ। ଏଥିଯୋଗୁ ଯଦି ଏପ୍ରିଲରେ ବ୍ୟାଙ୍କିଂ ସହ…

ପେଟ୍ରୋଲ ୨୨, ଡିଜେଲ ୨୬ ପଇସା ହ୍ରାସ

ଭୁବନେଶ୍ୱର,୩୧।୩: ଗୋଟିଏ ସପ୍ତାହ ମଧ୍ୟରେ ଲଗାତର ତୃତୀୟ ଥର ଲାଗି ତେଲ ଦର ହ୍ରାସ ହୋଇଛି। ମଙ୍ଗଳବାର ପେଟ୍ରୋଲ ୨୨ ପଇସା ଏବଂ ଡିଜେଲ ଦର ୨୬ ପଇସା କମିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୯୧.୨୮ ଟଙ୍କା…

ବିଟ୍‌ କଏନ କାରବାର ସମ୍ପର୍କରେ ସରକାରଙ୍କୁ ଅବଗତ କରାଇବେ ନିବେଶକ କମ୍ପାନୀ

ନୂଆଦିଲ୍ଲୀ,୨୮। ୩: ସାରା ବିଶ୍ୱରେ ବିଟ୍‌ କଏନର କାରବାର କାୟାବିସ୍ତାର କରିଚାଲିଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାର ମଧ୍ୟ ଶେଷରେ ବିଟ୍‌ କଏନ (କ୍ରିପ୍ଟୋ କରେନ୍ସି)ର କାରବାରକୁ ଦେଶରେ ନିୟନ୍ତ୍ରଣ ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ର…

ଏପ୍ରିଲରୁ ମହଙ୍ଗା ହେବ ଗାଡ଼ି

ନୂଆଦିଲ୍ଲୀ,୨୮। ୩: କରୋନା ମହାମାରୀ ଯୋଗୁ ଅଟୋମୋବାଇଲ ଶିଳ୍ପ ବ୍ୟାପକ ଭାବରେ ପ୍ରଭାବିତ ହୋଇଛନ୍ତି। ମହାମାରୀ କାରଣରୁ ଉତ୍ପାଦନ ଏବଂ ଆବଶ୍ୟକ ସାମଗ୍ରୀର ଘୋର ସଙ୍କଟ ମଧ୍ୟ ଦେଖାଦେଇଛି। ସେହିଭଳି ସରକାରଙ୍କ ପରିବହନ ପ୍ରତିବନ୍ଧକ ଯୋଗୁ ବିଦେଶରୁ କୌଣସି ସାମଗ୍ରୀ ଠିକ୍‌…

ଏବେ ପେଟ୍ରୋଲ,ଡିଜେଲରେ ଜିଏସ୍‌ଟି ସମ୍ଭବ ନୁହେଁ

ମୁମ୍ବାଇ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲକୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ ଟି) ପରିସରକୁ ଆଣିବା ସମ୍ଭବ ନୁହେଁ। ଏଥିପାଇଁ ୧୦ ବର୍ଷ ସମୟ ଲାଗିଯିବ ବୋଲି ଭାଜପା ନେତା ସୁଶୀଲ କୁମାର ମୋଦି ବୁଧବାର କହିଛନ୍ତି। ଯଦି ତେଲରେ ବର୍ତ୍ତମାନ…

ନିବେଶକଙ୍କ କ୍ଷତି ୩.୨୭ ଲକ୍ଷ କୋଟି

ମୁମ୍ବାଇ: କରୋନା ସଂକ୍ରମଣ ମାମଲା ବଢ଼ିବାରୁ ଏହାର ପ୍ରଭାବ ପୁଣି ଥରେ ଶେୟାର ବଜାର ଉପରେ ପଡିଛି। ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୮୭୧.୧୩ ପଏଣ୍ଟ ବା ୧.୭୪% ହ୍ରାସ ହେବା ଯୋଗୁ ନିବେଶକ ୩.୨୭ ଲକ୍ଷ କୋଟି ଟଙ୍କା…

୭ ଦିନ ବନ୍ଦ ରହିବ ବ୍ୟାଙ୍କ୍‌, ଶୀଘ୍ର ସାରନ୍ତୁ କାମ

ନୂଆଦିଲ୍ଲୀ,୨୪।୩: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ତୁରନ୍ତ ଏହାକୁ ଶେଷ କରନ୍ତୁ । କାରଣ ମାର୍ଚ୍ଚ ୨୭ରୁ ଏପ୍ରିଲ ୪ ମଧ୍ୟରେ ବ୍ୟାଙ୍କଗୁଡ଼ିକ କେବଳ ଦୁଇ ଦିନ ପାଇଁ ଖୋଲା ରହିବ। ମାର୍ଚ୍ଚ ୨୭ରେ…

ମହାମାରୀ ଯୋଗୁ ସୁଧ ଛାଡ୍‌ ମାମଲା: ଆର୍ଥିକ ନୀତିରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା

ନୂଆଦିଲ୍ଲୀ,୨୩।୩: ମୋରେଟୋରିୟମ୍‌ ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଋଣ ନେଇଥିବା ବ୍ୟକ୍ତି ବିଶେଷ ଅବା ସଂସ୍ଥାଙ୍କ ସୁଧକୁ କରୋନା ମହାମାରୀ ଯୋଗୁ ସମ୍ପୂର୍ଣ୍ଣ ଛାଡ କରାଯାଇ ପାରିବ ନାହିଁ। ମହାମାରୀ ଯୋଗୁ କେବଳ…

ଭାରତରେ ଲଞ୍ଚ କରିବ ଜାଗୁଆରର ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌, ସିଙ୍ଗଲ ଚାର୍ଜରେ ଗଡ଼ିବ ୪୮୦ କିଲୋମିଟର

ନୂଆଦିଲ୍ଲୀ,୨୨।୩: ଭାରତରେ ବର୍ତ୍ତମାନ ବିଳାସପୂର୍ଣ୍ଣ ଇଲେକ୍ଟ୍ରିିକ୍‌ ଯାନ ସେଗମେଣ୍ଟ ଚାଲିଛି। ବହୁ ପ୍ରତୀକ୍ଷିତ ଜାଗୁଆରର ଇଲେକ୍ଟ୍ରିକ୍‌ କାର୍‌ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଭାରତରେ ଲଞ୍ଚ୍‌ କରିବ। ଯାହା ଭାରତୀୟ ବଜାରରେ କମ୍ପାନୀର ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌ ଭାବେ ପରିଗଣିତ ହେବ। ଏହି…

ଶେଷ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଆୟୋଜିତ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କରୋନା ସମୟରେ…

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି…

ଅଧ୍ୟୟନ ପରୀକ୍ଷା କୈନ୍ଦ୍ରିିକ ନ ହେଉ

ହାତଗଣତି ଶିକ୍ଷକ ନିଆରା ତଥା ଅଭିନବ ଚିନ୍ତାଧାରା ନେଇ ଆଗେଇ ଆସିଲେ ଶିକ୍ଷା ବ୍ୟବସ୍ଥାରେ ବିପ୍ଳବ ଆସିପାରେ। ଏ କ୍ଷେତ୍ରରେ ବିଶ୍ୱଜିତ ପଟ୍ଟନାୟକ ଏକ ଉଲ୍ଲେଖନୀୟ ନାମ। ଆଇଆଇଏମ୍‌ର ଗୁରୁଗମ୍ଭୀର ଶ୍ରେଣୀକକ୍ଷ ଏବଂ କର୍ପୋରେଟ ବୋର୍ଡ ରୁମ୍‌ଗୁଡ଼ିକରେ ‘ଲଗାନ୍‌’ ଭଳି ବ୍ୟବସାୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?