ବାଣିଜ୍ୟ

ଅଧ୍ୟୟନ ପରୀକ୍ଷା କୈନ୍ଦ୍ରିିକ ନ ହେଉ

ହାତଗଣତି ଶିକ୍ଷକ ନିଆରା ତଥା ଅଭିନବ ଚିନ୍ତାଧାରା ନେଇ ଆଗେଇ ଆସିଲେ ଶିକ୍ଷା ବ୍ୟବସ୍ଥାରେ ବିପ୍ଳବ ଆସିପାରେ। ଏ କ୍ଷେତ୍ରରେ ବିଶ୍ୱଜିତ ପଟ୍ଟନାୟକ ଏକ ଉଲ୍ଲେଖନୀୟ ନାମ। ଆଇଆଇଏମ୍‌ର ଗୁରୁଗମ୍ଭୀର ଶ୍ରେଣୀକକ୍ଷ ଏବଂ କର୍ପୋରେଟ ବୋର୍ଡ ରୁମ୍‌ଗୁଡ଼ିକରେ ‘ଲଗାନ୍‌’ ଭଳି ବ୍ୟବସାୟିକ…

ଚାହିଦା ବଢ଼ାଇବ ସ୍କ୍ରାପେଜ୍‌ ପଲିସି

ସଫଳତାର ଅର୍ଥ ବ୍ୟକ୍ତିଠୁ ବ୍ୟକ୍ତି ଭିନ୍ନ ହୋଇଥାଏ। ଏହା ରାତାରାତି ଆସେ ନାହିଁ। ଏଥିପାଇଁ ସ୍ବପ୍ନ ଲୋଡ଼ା, ଯାହା ରାତିରେ ଶୋଇବାକୁ ଦେବ ନାହିଁ। ଏକ ସ୍ପଷ୍ଟ ଦୃଷ୍ଟିଭଙ୍ଗୀ ଉପରେ ଧ୍ୟାନ ଦେବାକୁ ହେବ। ଥକି ପଡ଼ିଲେ ବି କଠିନ ପରିଶ୍ରମ…

ଶିକ୍ଷା ହିଁ ସମାଜର ମେରୁଦଣ୍ଡ

ଜୀବନରେ ଶିକ୍ଷାର ଭୂମିକାକୁ କିଭଳି ଦେଖୁଛନ୍ତି? ଶିକ୍ଷା ସମସ୍ତଙ୍କ ପାଇଁ ସବୁକିଛି କହିଲେ ଅତ୍ୟୁକ୍ତି ହେବନି। ବ୍ୟକ୍ତି ପାଇଁ ଶିକ୍ଷାର ଭୂମିକା ଏତେ ଗୁରୁତ୍ୱପୂର୍ଣ୍ଣ ଯେ ତାକୁ କଥାରେ ବର୍ଣ୍ଣନା କରାଯାଇ ନ ପାରେ। ଜଣେ ଶିଶୁ ଲାଗି ଶିକ୍ଷା ତୃତୀୟ…

ପୁରୁଣା ଟେଲିଫୋନ ତାରରୁ ଲକ୍ଷ ଲକ୍ଷ ରୋଜଗାର, ଆପଣ ବି ଏମିତି…

ଫ୍ୟାଶନ ନାମରେ ଲୋକମାନେ କିଛି ବି କିଣିଥାନ୍ତି। ବେଳେବେଳେ ବଜାରରେ ମଇଳା ଜୋତା ବିକ୍ରି ହେଉଥିବା ବେଳେ ଆଉ କେତେବେଳେ ମଇଳା ଜିନ୍ସ ମଧ୍ୟ ଚାହିଦାରେ ରହିଥାଏ। ଫ୍ୟାଶନ ପ୍ରେମୀମାନେ ଏହାକୁ ବହୁତ ମୂଲ୍ୟ ଦେଇ କିଣିଥାନ୍ତି । ଏବେ ଏହି…

ନିବେଶକଙ୍କ କ୍ଷତି ୫.୫୫ ଲକ୍ଷ କୋଟି

ମୁମ୍ବାଇ,୧୮ା୩: ଗତ ୪ ଦିନ ହେବ ଭାରତୀୟ ପୁଞ୍ଜିବଜାର ପ୍ରଭାବିତ ସ୍ଥିତିରେ ରହିଛି। ଫଳରେ ନିବେଶକଙ୍କ ସମ୍ପତ୍ତି ୫.୫୫ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଛି। କୋଭିଡ୍‌-୧୯ ମାମଲା ବଢିବାରୁ ଏହାର ପ୍ରଭାବ ଷ୍ଟକ୍‌ ବଜାର ଉପରେ ପଡିଛି। ୩୦ ଶେୟାର…

ରାମମନ୍ଦିର ଲାଗି ଏମ୍‌ଡିଏଚ୍‌ ଦେଲା ୧ କୋଟି

ନୂଆଦିଲ୍ଲୀ,୧୮ା୩: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣରେ ଏମ୍‌ଡିଏଚ୍‌ ପ୍ରାଇଭେଟ ଲିମିଟେଡ୍‌ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଛି। କମ୍ପାନୀର ଅଧ୍ୟକ୍ଷ ରାଜୀବ ଗୁଲାଟି ଉପସ୍ଥିତ ରହି ଏହି ରାଶି ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ବାପା ଧର୍ମପାଲ…

ସ୍କ୍ରାପେଜ୍‌ ପଲିସି କାର୍‌ ବିକ୍ରି ବଢ଼ାଇବ

କରୋନା ମହାମାରୀର ପ୍ରଭାବ ସାଙ୍ଗକୁ ବର୍ଦ୍ଧିତ ତେଲ ଦର ଯାନ ବିକ୍ରି ବୃଦ୍ଧିରେ ବାଧକ ସାଜି ଅଟୋ ସେକ୍ଟର ପାଇଁ ଆଉ ଏକ ଚିନ୍ତାର କାରଣ ପାଲଟିଛିି। ତେଲ ଦର ବୃଦ୍ଧିଜନିତ ଚିନ୍ତା କମାଇବା ଲାଗି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସମ୍ପର୍କରେ…

ସଫଳତା ଦିଏ ଆହ୍ବାନ

ବିଶ୍ୱାସ କରାଯାଏ ଯେ ସର୍ବୋତ୍ତମ ଉଦ୍ୟୋଗୀମାନେ ଜନ୍ମ ହୋଇଥାନ୍ତି, ସେମାନଙ୍କୁ ତିଆରି କରାଯାଇ ପାରେନାହିଁ। ସେମାନେ ସବୁବେଳେ ଆବେଗପ୍ରବଣ ଏବଂ ଉଦ୍ଭାବନପ୍ରିୟ ହୋଇଥାଆନ୍ତି। ଫଳରେ ବ୍ୟବସାୟରେ ନୂଆ ମୋଡ଼ ଆଣିବା କ୍ଷେତ୍ରରେ କେବେ ପଛଘୁଞ୍ଚା ଦେଇ ନ ଥାନ୍ତି। ଲାଲଚନ୍ଦ ଗ୍ରୁପ୍‌…

କଠିନ ଅଧ୍ୟବସାୟରୁ ସଫଳତା

ପାଞ୍ଚ ଦଶନ୍ଧି ତଳେ ଭୁବନେଶ୍ୱର କହିଲେ ହାତଗଣତି କିଛି ବଜାର ଓ ଅଞ୍ଚଳକୁ ବୁଝାଉଥିଲା। ୧୯୭୦ ମସିହାରେ ଜଣେ ସଫଳ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବର୍ଗତ ସୁକାନ୍ତ ଚନ୍ଦ୍ର ସାମନ୍ତରାୟ। ସେତେବେଳେ ସେ ଆରମ୍ଭ କରିଥିବା ତୃପ୍ତି ପେଟ୍ରୋଲ…

ଜିଏସ୍‌ଟି କମିଲେ କାର୍‌ ବିକ୍ରି ବଢ଼ିବ

କୋଭିଡ୍‌-୧୯ ଅଟୋ ଉଦ୍ୟୋଗ ସମେତ ପ୍ରାୟ ପ୍ରତ୍ୟେକ କ୍ଷେତ୍ରକୁ ପ୍ରଭାବିତ କରିଛି। ମହାମାରୀ ଆସିବାର ବର୍ଷକ ପରେ ଏବେ ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରୁଥିବା ମନେହୁଏ। ଯାନବାହନ କ୍ଷେତ୍ରରେ ଲୋକଙ୍କ ଚାହିଦା ମଧ୍ୟ ବଢ଼ିଲାଣି। ଅଟୋ ଉଦ୍ୟୋଗର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ…

୨ ବର୍ଷ ହେଲା ପ୍ରିଣ୍ଟ ହୋଇନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୬ ।୩ କେନ୍ଦ୍ର ସରକାର ନଭେମ୍ବର ୨୦୧୬ ରେ ନୂଆ ବିମୁଦ୍ରୀକରଣ ନିୟମ ଲାଗୁ କରିଥିଲେ। ଫଳରେ ଦେଶରେ ଆଉ ପୁରୁଣା ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ହୋଇପାରିବ ନାହିଁ ବୋଲି ସରକାର ଘୋଷଣା କରିଥିଲେ। ବିମୁଦ୍ରୀକରଣ ପରେ…

ରାଜ୍ୟରେ ୩ ଶହ କୋଟିର କାରବାର ପ୍ରଭାବିତ

ଭୁବନେଶ୍ୱର,୧୬ ।୩ ଗତ ମାସରେ ଉପସ୍ଥାପିତ ହୋଇଥିବା କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ସରକାରଙ୍କ ବିନିଯୋଗ ଯୋଜନାର ଏକ ଅଂଶ ଭାବରେ ଦୁଇଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ (ପିଏସ୍‌ବି)ର ଘରୋଇକରଣ କରିବାକୁ ଘୋଷଣା କରିଥିଲେ। ଦେଶର ପ୍ରମୁଖ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?