ଲକ୍ଷ୍ୟ ହାସଲ ପାଇଁ ମାର୍ଗଦର୍ଶନ ଲୋଡ଼ା
କରୋନା ମହାମାରୀ ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣିଛି। ଡିଜିଟାଲ ଉପାୟରେ ଶିକ୍ଷା ପଦ୍ଧତି ବିକଶିତ ହେବା ସହ ଉଭୟ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିଜକୁ ପ୍ରସ୍ତୁତ କରିନେଇଛନ୍ତି। ସବୁ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ଥିବାବେଳେ…
ଅରୁନ୍ଧତୀ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଭୁବନେଶ୍ୱର,୯ । ୩: ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ସୋମବାର ଆନ୍ତର୍ଜାତୀୟ ମହିଳା ଦିବସ ସ୍ଥାନୀୟ ସତ୍ୟନଗର ସ୍ଥିତ ସଂସ୍ଥାର ଫ୍ଲାଗସିସ ଶୋ’ରୁମ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଦୌଡରାଣୀ ଦୂତୀ ଚାନ୍ଦ, ଯୁବ ପ୍ରତିଭା ଅନୁଷ୍କା ଅନ୍ୟନ୍ୟା ଏବଂ ଅରୁନ୍ଧତୀ…
୭ ବର୍ଷରେ ଏଲ୍ପିଜି ଦର ୨ ଗୁଣା
ନୂଆଦିଲ୍ଲୀ,୯।୩ ଗତ ୭ ବର୍ଷରେ ରନ୍ଧନ ଗ୍ୟାସ ବା ଏଲ୍ପିଜି ଦର ୨ ଗୁଣ ବୃଦ୍ଧି ପାଇଛି। ସେହିଭଳି ପେଟ୍ରୋଲ ଏବଂ ଡିଜେଲରୁ ଟିକସ ସଂଗ୍ରହ ୪୫୯% ବଢିଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଲୋକସଭାକୁ…
ଭେଇକିଲ ସ୍କ୍ରାପିଂରେ ମିଳିବ ରିହାତି
ନୂଆଦିଲ୍ଲୀ: ପୁରୁଣା ଯାନ ସ୍କ୍ରାପିଂ କରି ନୂଆ ଯାନ କିଣିବାକୁ ଥିବା ଗ୍ରାହକଙ୍କୁ ରିହାତି ମିଳିବ। ନୂଆ ଭେଇକିଲ ସ୍କ୍ରାପିଂ ନୀତି ଅନୁସାରେ ପୁରୁଣା ଯାନ ବାଦ ଦେଇ ନୂଆ ଯାନ କ୍ରୟ କ୍ଷେତ୍ରରେ ଅଟୋମୋବାଇଲ କମ୍ପାନୀଗୁଡିକ ୫% ରିହାତି ପ୍ରଦାନ…
ରୂପେ ସଫ୍ଟପିଓଏସ୍ ସମାଧାନ ଉନ୍ମୋଚନ
ନୂଆଦିଲ୍ଲୀ: ନ୍ୟାଶନାଲ୍ ପେମେଣ୍ଟ କର୍ପୋରେଶନ୍ ଅଫ୍ ଇଣ୍ଡିଆ (ଏନ୍ପିସିଆଇ) ପକ୍ଷରୁ ଏସ୍ବିଆଇ ପେମେଣ୍ଟସ ସହଯୋଗରେ ଭାରତର ନିୟୁତାଧିକ ମର୍ଚ୍ଚାଣ୍ଟଙ୍କ ପାଇଁ ରୂପେ ସଫ୍ଟପିଓଏସ୍କୁ ଉନ୍ମୋଚନ କରାଯାଇଛି। ଏହି ଅଭିନବ ସମାଧାନରେ ଏନ୍ଏଫ୍ସି ସୁବିଧା ଥିବା ସ୍ମାର୍ଟଫୋନ୍କୁ ପଏଣ୍ଟ ଅଫ୍ ସେଲ୍ (ପିଓଏସ୍)…
ଆମାଜନ ଲୋକାଲ ସପ୍ସରେ ୫୦ ହଜାର ଷ୍ଟୋର
ନୂଆଦିଲ୍ଲୀ: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ପକ୍ଷରୁ ଆରମ୍ଭ ହୋଇଥିବା ଲୋକାଲ ଶପ୍ସ କାର୍ଯ୍ୟକ୍ରମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଅଫଲାଇନ ରିଟେଲ ଷ୍ଟୋର ଯୋଡି ହୋଇଛନ୍ତି। ଦେଶର ୪୫୦ ସହରରୁ କିରାନା ଏବଂ ରିଟେଲ ଏଥିରେ ସାମିଲ ହୋଇଥିବା କମ୍ପାନୀ ପକ୍ଷରୁ…
ଇ-ଯାନ ନିର୍ମାଣକୁ ଟାଟାର ଗୁରୁତ୍ୱ
ନୂଆଦିଲ୍ଲୀ: ଟାଟା ଗ୍ରୁପ ଭାରତରେ ଇ-ଯାନ (ବିଦ୍ୟୁତ) ଯାନବାହନ ନିର୍ମାଣ କରିବା ସପକ୍ଷରେ ରହିଛି ବୋଲି ବିଭିନ୍ନ ଜାତୀୟ ଗଣମାଧ୍ୟମରେ ବ୍ୟାପକ ଚର୍ଚ୍ଚା ହେଉଛି। ବିଦ୍ୟୁତ ଯାନ ନିର୍ମାଣ ପାଇଁ ଭାରତର ଟାଟା ମୋଟର୍ସ ଆମେରିକାର ଟେସ୍ଲା ସହିତ ମିଳିତ ହୋଇ…
ବୟସ୍କଙ୍କୁ ଉବରର ସହାୟତା
ନୂଆଦିଲ୍ଲୀ: ବିଶ୍ୱର ସର୍ବବୃହତ୍ ଟିକାକରଣ ଅଭିଯାନର ୨ୟ ପର୍ଯ୍ୟାୟରେ ସହଯୋଗ କରିବା ପାଇଁ ଉବର ପକ୍ଷରୁ ୧୦କୋଟି ଟଙ୍କା ମୂଲ୍ୟର ମାଗଣା ରାଇଡ୍ ପ୍ରଦାନ କରୁଛି। ଏଥିପାଇଁ କମ୍ପାନୀ ପକ୍ଷରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ , ରାଜ୍ୟ ସରକାର…
ଉପଯୋଗିତାରୁ ଅର୍ଥନୈତିକ ସୁଧାର
ନୂଆଦିଲ୍ଲୀ: ବର୍ତ୍ତମାନ କରୋନା ସ୍ଥିତିରେ ପରିବର୍ତ୍ତନ ଆସୁଥିବାରୁ ବଜାରରେ ଅର୍ଥନୈତିକ ସୁଧାର ପରିଲକ୍ଷିତ ହେଉଛି। ଲୋକମାନେ ସାମଗ୍ରୀ ବ୍ୟବହାର ବଢାଇବାରୁ ଅର୍ଥ ବ୍ୟବସ୍ଥାରେ ସୁଧାର ତ୍ୱରାନ୍ବିତ ହୋଇଛି। ଗୁଜରାଟ, ରାଜସ୍ଥାନ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବଜାର ବେଶ୍ ଉତ୍ସାହିତ…
୧ ହଜାର କୋଟିର କଳାଧନ ଠାବ କଲା ଆଇଟି
ନୂଆଦିଲ୍ଲୀ: ଆୟକର ବିଭାଗ (ଆଇଟି) ପକ୍ଷରୁ ୧ ହଜାର କୋଟି ଟଙ୍କାର ଅଘୋଷିତ ଆୟ ଠାବ କରିବାକୁ ସକ୍ଷମ ହୋଇଛି। ଦକ୍ଷିଣ ଭାରତର ଜଣେ ପ୍ରମୁଖ ଜୁଏଲର୍ସଙ୍କଠାରୁ ଏହି କଳା ସମ୍ପତ୍ତି ଠାବ କରାଯାଇଥିବା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ…
୭୫୦୦ତମ ଜନଔଷଧି କେନ୍ଦ୍ର ଶୁଭାରମ୍ଭ
ନୂଆଦିଲ୍ଲୀ: ଦେଶବାସୀଙ୍କୁ ସୁଲଭ ମୂଲ୍ୟରେ ଔଷଧ ଯୋଗାଇ ଦେବା ଲକ୍ଷ୍ୟରେ ଜନଔଷଧୀ କେନ୍ଦ୍ରର ସ୍ଥାପନ କରାଯାଇଥିଲା। ପ୍ରତିବର୍ଷ ମାର୍ଚ୍ଚ ୧ରୁ ୭ ସାରା ଦେଶରେ ଜନଔଷଧୀ ସପ୍ତାହ ପାଳନ କରାଯାଉଛି। ରବିବାର ସିଲଙ୍ଗ ସ୍ଥିତ ନର୍ଥ ଇଷ୍ଟର୍ଣ୍ଣ ଇନ୍ଧିରାଗାନ୍ଧୀ ରିଓଜନାଲ ଇନଷ୍ଟିଚ୍ୟୁଟି…
ଟ୍ରାକ୍କୁ ଫେରୁଛି ଯାନ ଉଦ୍ୟୋଗ: ରାଜୀବ ଦୁବେ
ମହାମାରୀ କରୋନା ପ୍ରତ୍ୟେକ ଅର୍ଥନୈତିକ କାର୍ଯ୍ୟକଳାପକୁ ଠପ୍ କରି ସମସ୍ତ କ୍ଷେତ୍ରର କ୍ଷତି ସାଧନ କରିଥିଲା। ଏପରି ସଙ୍କଟ ସମୟରେ ଯାନବାହନ ଉଦ୍ୟୋଗର ଭବିଷ୍ୟତ ସମ୍ପର୍କରେ ଧରିତ୍ରୀ ସହ ଆଲୋଚନା କରିଛନ୍ତି ରୋହନ ଅଟୋରାଇଡର୍ସ ପ୍ରାଇଭେଟ୍ ଲିମିଟେଡ୍ର ସିଇଓ ରାଜୀବ ଦୁବେ।…

