କମିବ ପେଟ୍ରୋଲ-ଡିଜେଲ ଦାମ !
ନୂଆଦିଲ୍ଲୀ,୨।୩: ଦେଶରେ ପେଟ୍ରୋଲ-ଡିଜେଲ ଦାମ ଦିନକୁ ଦିନ ବୃଦ୍ଧି ପାଉଥିବାର ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡ଼ିଛି। ବିଭିନ୍ନ ସମାଗ୍ରୀର ମୂଲ ବୃଦ୍ଧି ଯୋଗୁ ଖାଉଟି ହନ୍ତସନ୍ତ ହେଉଛନ୍ତି। ଏପରିସ୍ଥଳେ କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ପାଇଁ…
ପୁଣି ମହଙ୍ଗା ହେଲା ଏଲ୍ପିଜି, ଜାଣନ୍ତୁ ସିଲିଣ୍ଡର ପିଛା ନୂଆ ଦାମ୍…
ନୂଆଦିଲ୍ଲୀ,୧।୩: ସାଧାରଣ ଜନତାଙ୍କ ଉପରେ ମହଙ୍ଗା ମାଡ଼। ପୁଣି ଥରେ ୪ ମେଟ୍ରୋ ସହରରେ ଅଣ-ସବ୍ସିଡିଯୁକ୍ତ ଏଲ୍ପିଜିର ଦର ସୋମବାର ୨୫ ଟଙ୍କା ବୃଦ୍ଧି ପାଇଛି। ଇଣ୍ଡିଆନ୍ ଅଏଲ୍ କର୍ପୋରେଶନ୍ ଅନୁଯାୟୀ ଦିଲ୍ଲୀରେ ରୋଷେଇ ଗ୍ୟାସ ସିଲିଣ୍ଡର(୧୪.୨ କିଗ୍ରା) ପିଛା ମୂଲ୍ୟ…
ଫୋକସ୍ରେ ଗ୍ରାହକକୈନ୍ଦ୍ରିକ ସେବା
ମହାମାରୀ କରୋନା ସାରା ବିଶ୍ୱର ଅର୍ଥନୀତିକୁ ଉଜାଡ଼ିଦେଇଛି। କୋଭିଡ୍ ମୁକାବିଲା ପାଇଁ ଜାରି କଟକଣା ଯୋଗୁ ପ୍ରାୟ ସବୁ ଇଣ୍ଡଷ୍ଟ୍ରିର ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଲୋକଙ୍କ କ୍ରୟଶକ୍ତି ହ୍ରାସ ପାଇଥିବାରୁ ଅଟୋମୋବାଇଲ୍ ଶିଳ୍ପ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏହାସତ୍ତ୍ୱେ ଗ୍ରାହକଙ୍କ…
ଜିଏସ୍ଟି ରିଟର୍ନ ଫାଇଲ୍ ଅବଧି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ,୧।୩: କେନ୍ଦ୍ର ସରକାର ରବିବାର ଦେଶର ଟିକସଦାତାଙ୍କ ସୁବିଧାକୁ ନଜରରେ ରଖି ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବାର୍ଷିକ ରିଟର୍ନ ଫାଇଲ୍ ଅବଧିକୁ ବୃଦ୍ଧି କରିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜିଏସ୍ଟି ରିଟର୍ନ ଫାଇଲିଂର…
ଦ୍ୱିତୀୟ ମାସ ଲାଗି ବଢ଼ିଲା ଏଫ୍ପିଆଇ ନିବେଶ
ନୂଆଦିଲ୍ଲୀ,୧।୩: ଭାରତୀୟ ପୁଞ୍ଜି ବଜାରରେ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ)ଙ୍କ ନିବେଶ ଲଗାତର ଦ୍ୱିତୀୟ ମାସ ଲାଗି ବୃଦ୍ଧି ଘଟିଛି। ଫେବୃୟାରୀରେ ଏହି ନିବେଶକମାନେ ୨୩,୬୬୩ କୋଟି ଟଙ୍କା ନିବେଶ କରିଥିବା ଶେୟାର ବଜାର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ଆର୍ଥତ୍କ ବର୍ଷ…
ଭାକ୍ସିନ୍ ମୂଲ୍ୟ ସୀମା ନେଇ ବାୟୋକନ୍ ମୁଖ୍ୟଙ୍କ ଉଦ୍ବେଗ
ନୂଆଦିଲ୍ଲୀ,୧।୩: କୋଭିଡ-୧୯ ଭାକ୍ସିନ କ୍ଷେତ୍ରରେ ଘରୋଇ ହସ୍ପିଟାଲଗୁଡିକ ଲାଗି ସରକାର ୨୫୦ ଟଙ୍କା ସୀମା ଧାର୍ଯ୍ୟ କରିଛନ୍ତି। ଏହାକୁ ନେଇ ବାୟୋକନ୍ ମୁଖ୍ୟ କିରନ ମଜୁମଦାର ସ’ ଉଦ୍ବେଗ ପ୍ରକାଶ କରିଛନ୍ତି। ଏହି ମୂଲ୍ୟ ଯୁକ୍ତିଯୁକ୍ତ ହୋଇଥିବା ସେ ମତ ପ୍ରକାଶ…
କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୨.୨ ଲକ୍ଷ କୋଟି କମିଲା
ନୂଆଦିଲ୍ଲୀ,୧।୩: ଭାରତୀୟ ପୁଞ୍ଜି ବଜାରର ସବୁଠାରୁ ୧୦ ମୂଲ୍ୟବାନ କମ୍ପାନୀ ମଧ୍ୟରୁ ୯ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୨.୨ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଛି। ସେନ୍ସେକ୍ସ ୩% ଖସିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି। ୧୦ କମ୍ପାନୀ ମଧ୍ୟରେ…
ବିତରଣ କମ୍ପାନୀଙ୍କ ଉପରେ ବାକି ୧.୩୬ ଲକ୍ଷ କୋଟି
ନୂଆଦିଲ୍ଲୀ,୧।୩: ବିଦ୍ୟୁତ୍ ବିତରଣ କମ୍ପାନୀଗୁଡିକ ଉପରେ ଉତ୍ପାଦନ କମ୍ପାନୀଗୁଡିକର ବାକି ୧.୩୬ ଲକ୍ଷ କୋଟି ଟଙ୍କା ଛୁଇଁଛି। ୨୦୨୦ ଡିସେମ୍ବର ସୁଦ୍ଧା ଏହି ବାକିରେ ୨୪% ବଢିଛି। ଗତ ବର୍ଷ ଡିସେମ୍ବର ସୁଦ୍ଧା ଏହି ବାକି ୧.୧୦ ଲକ୍ଷ କୋଟି ଟଙ୍କା…
ଅଧିକ ୧ କୋଟିଙ୍କୁ ମାଗଣା ଏଲ୍ପିଜି ସଂଯୋଗ
ନୂଆଦିଲ୍ଲୀ: ଆଗାମୀ ୨ ବର୍ଷରେ ଆଉ ୧ କୋଟି ଲୋକଙ୍କୁ ମାଗଣା ଏଲ୍ପିଜି ସଂଯୋଗ ଦେବା ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ଲୋକଙ୍କୁ ସହଜରେ ଏଭଳି ସଂଯୋଗ ସୁବିଧା ଯୋଗାଇ ଦେବା ଲାଗି ଯୋଜନା କରାଯାଉଥିବା ତୈଳ ସଚିବ ତରୁନ…
କୋଭିଡ୍ ପରେ ତେଲ ୩୦% ମହଙ୍ଗା
ନୂଆଦିଲ୍ଲୀ,୧।୩: ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିବା ପରେ କମ୍ପାନୀଙ୍କ ମାନୁଫାକଚରିଂ କଷ୍ଟ ବଢ଼ିଚାଲିଛି। ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡୁଛି। ତେଲ ଦର ବଢ଼ିଥିବାରୁ ଏହାର ପ୍ରଭାବ ବଜାର ଉପରେ ପଡିବ ବୋଲି ନିକଟରେ ରିଜର୍ଭ ବ୍ୟାଙ୍କ ଗଭର୍ନର…
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୯.୯୨%
ଭୁବନେଶ୍ୱର: ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ପ୍ରକାଶ ପାଇଛି। ଏହି ସୂଚୀ ଅନୁସାରେ ୨୦୨୦ ଡିସେମ୍ବରରେ ୧୧୮.୮ ପଏଣ୍ଟ ରହିଥିଲା, ଯାହା ୨୦୨୧ ଜାନୁୟାରୀରେ ୦.୬ ପଏଣ୍ଟ ହ୍ରାସ ପାଇ ୧୧୮.୨ ପଏଣ୍ଟରେ ରହିଛି। ସେହିଭଳି ତାଳଚେର ଓ…
ଭାରତଠାରୁ ଋଣ ନେଲା ଆମେରିକା
ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ବିକାଶଶୀଳ ଓ ଧନୀ ରାଷ୍ଟ୍ର ଆମେରିକା ବର୍ତ୍ତମାନ ସମସ୍ୟା ଘେରରେ ରହିଛି। ଫଳରେ ବିଶ୍ୱର ବଡ଼ ଅର୍ଥବ୍ୟବସ୍ଥା କୁହାଯାଉଥିବା ଆମେରିକାର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଛି। ଏହି ଅର୍ଥବ୍ୟବସ୍ଥାର ଋଣ ଭାର ବର୍ତ୍ତମାନ ସମୟରେ ବ୍ୟାପକ ଭାବରେ ବୃଦ୍ଧି…

