ବାଣିଜ୍ୟ

୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବିମାନ କଟକଣା

ନୂଆଦିଲ୍ଲୀ: ଆନ୍ତର୍ଜାତିକ ଯାତ୍ରୀବାହୀ ବିମାନ ଉପରେ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଥିବା ସମ୍ପର୍କରେ ଡାଇରେକ୍ଟୋରେଟ୍‌ ଜେନେରାଲ ଅଫ୍‌ ସିଭିଲ ଆଭିଏସନ (ଡିଜିସିଏ) ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସବିଶେଷ ସୂଚନା ଦିଆଯାଇଛି। ୨୦୨୧ ମାର୍ଚ୍ଚ ୩୧ ତାରିଖ ରାତି…

ବିଟ୍‌ କଏନ୍‌ ମୂଲ୍ୟ ହ୍ରାସର ସମ୍ମୁଖୀନ

ନୂଆଦିଲ୍ଲୀ: ବିଶ୍ୱର ସବୁଠୁ ମୂଲ୍ୟବାନ ଡିଜିଟାଲ ମୁଦ୍ରା କୁହାଯାଉଥିବା କ୍ରିପ୍ଟୋ କରେନ୍ସି ବା ବିଟ୍‌ କଏନ୍‌ ବର୍ତ୍ତମାନ ସମୟରେ ମୂଲ୍ୟ ହ୍ରାସର ସମ୍ମୁଖୀନ ହୋଇଛି। ଗତ କିଛି ଦିନ ହେବ ଏହା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ୨ଦିନ ହେଲା ସେଥିରେ…

ସଙ୍କଟରେ ରିଲାଏନ୍ସ ହୋମ୍‌ ଫାଇନାନ୍ସ

ନୂଆଦିଲ୍ଲୀ: ଅନୀଲ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ହୋମ୍‌ ଫାଇନାନ୍ସ ବର୍ତ୍ତମାନ ସମୟରେ ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଛି। କମ୍ପାନୀ ଡିସେମ୍ବର ୨୦୨୦ରେ ୧୦୦କୋଟି ଟଙ୍କାର ଋଣ ପରିଶୋଧରେ ଖିଲାପ କରିଥିବା ଜଣାପଡିଛି। ଦେଶର ପ୍ରମୁଖ ବ୍ୟାଙ୍କ ଯଥା ବ୍ୟାଙ୍କ ଅଫ୍‌…

ଖେଳନା ଶିଳ୍ପରେ ଦେଶର ଶକ୍ତି ଲୁଚି ରହିଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଭିଡିଓ କନଫେରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦଘାଟନ କରିଛନ୍ତି। ଏହି ମେଳାର ଉଦଘାଟନୀ ଉସତ୍ବରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମ ଦେଶର ଖେଳନା ଶିଳ୍ପ ମଧ୍ୟରେ ଅନେକ କାହାଣୀ ସହିତ ଏକ ବିରାଟ…

ଭାରତ ବନ୍ଦକୁ ଟ୍ରାନ୍ସପୋର୍ଟରଙ୍କ ସମର୍ଥନ

ନୂଆଦିଲ୍ଲୀ: ସଡ଼କ ପରିବହନ କ୍ଷେତ୍ରର ପ୍ରମୁଖ ସଂଘ ଅଲ୍‌ ଇଣ୍ଡିଆ ଟ୍ରାନ୍ସପୋଟର୍ସ ଓ୍ବେଲ୍‌ଫେୟାର ଆସୋସିଏଶନ (ଏଆଇଟିଡବ୍ଲ୍ୟୁଏ) ଚଳିତ ମାସ ୨୬ର ଭାରତ ବନ୍ଦ ଡାକରାକୁ ସମର୍ଥନ ଜଣାଇଛି। ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଏଭଳି ଧର୍ମଘଟ ଡାକରା ଦିଆଯାଇଛି। ଏହିଦିନ ସାରା…

ବିକାଶରେ ସମଭାଗୀ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ: ଦେଶର ଅର୍ଥନୈତିକ ବିକାଶରେ ବର୍ତ୍ତମାନଠାରୁ ଘରୋଇ ବ୍ୟାଙ୍କଗୁଡ଼ିକ ସମାନ ଭାବେ ଭାଗୀଦାରି ହେବେ। ଘରୋଇ ବ୍ୟାଙ୍କ ପାଇଁ ରହିଥିବା ବିଭିନ୍ନ କଟକଣାକୁ ସରକାର ଉଠାଇଦେଇଛନ୍ତି। ସରକାରଙ୍କ ସମସ୍ତ ବିକାଶମୂଳକ କାର୍ଯ୍ୟରେ ଏହି ବ୍ୟାଙ୍କଗୁଡିକ ନିଜର ଯୋଗଦାନ ରଖିପାରିବେ। ଦେଶର ବିକାଶରେ…

ବ୍ରିଟେନରେ ନୀରବ ମୋଦି ମାମଲାର ଶୁଣାଣି ଆଜି

ନୂଆଦିଲ୍ଲୀ,୨୫।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ପ୍ରାୟ ୧୩ ହଜାର କୋଟି ଟଙ୍କା ଠକେଇ କରି ଲଣ୍ଡନ ଜେଲରେ ଥିବା ପଳାତକ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି ଗୁରୁବାର ହେବ। ବ୍ରିଟେନ ଅଦାଲତ ଏହି ମାମଲାର ଶୁଣାଣି କରିବେ ବୋଲି ଜଣାପଡ଼ିଛି।…

ଲାପ୍‌ଟପ୍‌, ପିସି ମାନୁଫାକ୍‌ଚରିଂ ପାଇଁ ପ୍ରୋତ୍ସାହନ

ଘରୋଇ ବଜାରରେ ଇଲେକ୍‌ଟ୍ରୋନିକ୍ସ ମାନୁଫାକଚରିଂ ପାଇଁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ)କୁ ସରକାର ମଞ୍ଜୁରୀ ଦେଇଛନ୍ତି। ଲାପ୍‌ଟପ୍‌,ଟାବ୍‌ଲେଟ, ପିସି ଏବଂ ସର୍ଭର ପ୍ରସ୍ତୁତିକୁ ଉତ୍ସାହିତ କରିବା ଲାଗି ସରକାର ୭,୩୫୦ କୋଟି ଟଙ୍କାର ପ୍ରୋତ୍ସାହନ ଯୋଗାଇଦେବେ। ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ…

ସର୍ଭିସ୍‌ ଓ ଫିଡ୍‌ବ୍ୟାକ୍‌ ପରିପୂରକ: ‘ସ୍କୁଲ ବ୍ୟାଗ୍‌ ନେଇଥିବା ପିଲା ବାହାଘର ବେଳେ ପୁଣି କିଣାକିଣି କରିବାକୁ ଆସନ୍ତି।’

ସମୟ ଗଡ଼ିଯାଏ ଜୁଆର ଫେରିଯାଏ, ରହିଯାଏ ଅଲିଭା ସନ୍ତକ। ୧୯୭୬ରେ ଭୁବନେଶ୍ୱର ପୁରୁଣା ବସ୍‌ଷ୍ଟାଣ୍ଡରେ ଗଢ଼ିଉଠିଥିବା ‘ପଣ୍ଡା ଏଣ୍ଟରପ୍ରାଇଜେସ୍‌’ର ପରିବର୍ତ୍ତିତ ସଂସ୍କରଣ ‘ପଣ୍ଡା ଟ୍ରାଭେଲ ମାର୍ଟ’ ଏହାର ବଳିଷ୍ଠ ଦୃଷ୍ଟାନ୍ତ। ସ୍ବର୍ଗତ ଗତିକୃଷ୍ଣ ପଣ୍ଡା ଆରମ୍ଭ କରିଥିବା ଏହି ପ୍ରତିଷ୍ଠାନ ୪୪…

ଜିଇଏମ୍‌ ଦ୍ୱାରା କିଣାହେବ ଲକ୍ଷେ କୋଟିର ସାମଗ୍ରୀ

ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରାୟତ୍ତ ପ୍ରୋକ୍ୟୁଅରମେଣ୍ଟ ପୋର୍ଟାଲ ଗଭର୍ନମେଣ୍ଟ ଇ-ମାର୍କେଟ(ଜିଇଏମ୍‌) ଦ୍ୱାରା ଆର୍ଥତ୍କବର୍ଷ ୨୦୨୧-୨୨ରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ସାମଗ୍ରୀ କିଣାଯିବ। ପ୍ରତିରକ୍ଷା ଏବଂ ପିଏସ୍‌ୟୁଗୁଡିକରୁ କ୍ରୟ ବଢିବାରୁ ଏଭଳି ହେବା ନେଇ ଆକଳନ କରାଯାଇଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ…

ରାଜ୍ୟଗୁଡ଼ିକର ଜିଏସ୍‌ଟି କ୍ଷତି କମିବ

ନୂଆଦିଲ୍ଲୀ,୨୨।୨: ରାଜ୍ୟଗୁଡ଼ିକର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଜନିତ ରାଜସ୍ବ କ୍ଷତି ଚଳିତ ଆର୍ଥତ୍କ ବର୍ଷରେ ୪୦ ହଜାର କୋଟି କମିପାରେ। ଗତ ୪ ମାସରେ ଜିଏସ୍‌ଟି ସଂଗ୍ରହ ଉନ୍ନତ ହେଉଥିବାରୁ କ୍ଷତି ପରିମାଣ ହ୍ରାସ ପାଇବ ବୋଲି ଜଣେ ସରକାରୀ…

ନଜରରେ ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ ଇଣ୍ଡିଆ

ନୂଆଦିଲ୍ଲୀ,୨୨।୨: ଓରିଏଣ୍ଟାଲ ଇନ୍‌ସ୍ୟୁରାନ୍ସ କିମ୍ବା ୟୁନାଇଟେଡ୍‌ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀର ଘରୋଇକରଣକୁ ସରକାର ବିଚାର କରିପାରନ୍ତି। ଏହି କମ୍ପାନୀଗୁଡ଼ିକୁ ପୁଞ୍ଜି ଯୋଗାଣ କରାଯାଇଛି। ବର୍ତ୍ତମାନ ଏହି କମ୍ପାନୀଗୁଡ଼ିକର ଆର୍ଥତ୍କ ସ୍ଥିତିରେ ପୂର୍ବାପେକ୍ଷା ଉନ୍ନତି ଆସିଛି। କମ୍ପାନୀଗୁଡ଼ିକର ଆର୍ଥତ୍କ ସ୍ଥିତିକୁ ଉନ୍ନତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?