ସରକାରଙ୍କ ଆର୍ଥିକ ଟିକା: ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା ପାଇଁ ୬୪ ହଜାର ୧୮୦ କୋଟି ଟଙ୍କାର ପ୍ରାବଧାନ
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶବାସୀଙ୍କ ପାଇଁ ସରକାର ଆର୍ଥିକ ଟିକା ଆଣିଛନ୍ତି। ସ୍ବାସ୍ଥ୍ୟ ବଜେଟରେ ୧୩୭ ପ୍ରତିଶତ ବୃଦ୍ଧି କରାଯାଇଛି। ସ୍ବସ୍ଥ୍ୟା କ୍ଷେତ୍ରକୁ ୨.୨୩ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିର୍ଭର ସ୍ବସ୍ଥ ଭାରତ…
କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ନିଜର ବକ୍ତବ୍ୟରେ କହିଛନ୍ତି ଯେ, ଗତବର୍ଷ ଦେଶର ଅର୍ଥନୀତି ପାଇଁ ସମୟ ଆହ୍ବାନମୂଳକ ଥିଲା। କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି। ଦେଶରେ ଆର୍ଥିକ ସୁଧାର…
ବଜେଟ୍ ପୂର୍ବରୁ ସେନସେକ୍ସ୍ ୪୦୦ ପଏଣ୍ଟ୍ ବୃଦ୍ଧି
ମୁମ୍ବାଇ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ସେନସେକ୍ସ୍ରେ ୪୦୦ ପଏଣ୍ଟ୍ ବୃଦ୍ଧି ଘଟିଛି। ସୋମବାର ଏହା ୪୬,୭୭୭.୫୬ ପଏଣ୍ଟ୍ ଛୁଇଁଛି। ସେନସେକ୍ସ୍ ୪୬,୨୮୫.୭୭ରେ ବନ୍ଦ ହୋଇଥିଲା। ସୋମବାର ଏଥିରେ ଅଚାନକ ବୃଦ୍ଧି ଦେଖିବାକୁ ମିଳିଛି। ବଜେଟ…
ହସ୍ତତନ୍ତ ମେଳା ବେପାର ୩ କୋଟି ଛୁଇଁଲା
ଭୁବନେଶ୍ୱର,୧ା୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀୟ ପଡ଼ିଆରେ ଚାଲିଥିବା ଜାତୀୟ ହସ୍ତତନ୍ତ ମେଳାର ରବିବାର ଥିଲା ଦ୍ବାଦଶ ଦିବସ। ଦିନକୁ ଦିନ ମେଳାରେ ଗ୍ରାହକଙ୍କ ଭିଡ଼ ବଢ଼ିବା ସହ ବେପାର ଜମୁଛି। ବିଶେଷକରି ସାଧାରଣତନ୍ତ୍ର ଦିବସ, ଶନିବାର ଓ ରବିବାର ଛୁଟି ଦିନରେ…
ସାଧାରଣ ବଜେଟ-୨୦୨୧: ନଜରରେ ୫ ପ୍ରମୁଖ କ୍ଷେତ୍ର
ନୂଆଦିଲ୍ଲୀ,୧ା୨: ବଜେଟ ୨୦୨୧ ଅର୍ଥ ବ୍ୟବସ୍ଥା ଲାଗି ଅନେକ ଗୁରୁତ୍ୱ ବହନ କରେ। ପୂର୍ବର ବଜେଟଗୁଡ଼ିକ ତୁଳନାରେ ୨୦୨୧-୨୨ ଆର୍ଥତ୍କ ବର୍ଷର ବଜେଟ ଭିନ୍ନ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପୂର୍ବରୁ କହିସାରିଛନ୍ତି। ଭାରତକୁ ଏକ ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ…
ଡିଜିଟାଲ୍ ମୁଦ୍ରା ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ସରକାର
ନୂଆଦିଲ୍ଲୀ,୩୧।୧: ଚଳିତ ବର୍ଷର ପ୍ରଥମ ବଜେଟ ଅଧିବେଶନରେ ଅନେକ ପ୍ରକାରର ନିୟମ ଓ କଟକଣା ଆଣିପାରନ୍ତି ସରକାର। ସେହିଭଳି ବିଭିନ୍ନ ଉପାୟରେ ପ୍ରସ୍ତୁତ ଏହି ଇ-ବଜେଟ ସ୍ବତନ୍ତ୍ର ହେବାକୁ ଯାଉଛି। ଗୋଟିଏ ପଟେ ଦେଶର ସାଧାରଣ ବଜେଟ ଉପସ୍ଥାପିତ ହୋଇଥିବା ବେଳେ…
ବ୍ୟାଙ୍କିଙ୍ଗ୍ ଉଦ୍ୟୋଗର ମହଙ୍ଗା ଭତ୍ତା ୮୫.୨ ପ୍ରତିଶତ
ଭୁବନେଶ୍ୱର,୩୧।୧: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅନୁସାରେ ଗତ ନଭେମ୍ବରରେ ୧୧୯.୯ ପଏଣ୍ଟ ରହିଥିଲା। ଏହା ଗତ ଡିିସେମ୍ବରରେ ୧.୧ ପଏଣ୍ଟ ହ୍ରାସ ପାଇ ସେହି ସମୟରେ ୧୧୮.୮ ପଏଣ୍ଟରେ ରହିଛି। ସେହିଭଳି ନଭେମ୍ବରରେ…
ଆଲାପ୍ ଆପ୍ ଲୋକାର୍ପଣ
ଭୁବନେଶ୍ୱର,୩୧।୧: ଭାରତୀୟ ଟେକ୍ନୋଲୋଜିରେ ନିର୍ମିତ ସୋସିଆଲ ମିଡିଆ ଆପ୍ ‘ଆଲାପ୍’ର ଲୋକାର୍ପଣ ଉତ୍ସବ ସ୍ଥାନୀୟ ଝାରପଡା ଅଞ୍ଚଳର ଏକ ହୋଟେଲ ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ‘ଆଲାପ୍’ର ସିଇଓ ଲୋକନାଥ ରେଡ୍ଡୀ, କୋ-ଫାଉଣ୍ଡର ଅମିତ କୁମାର ମିଶ୍ର ଏବଂ…
କ୍ରମାଗତ ହ୍ରାସ ପାଉଛି ସୁନା, ରୁପା ଦର
ଭୁବନେଶ୍ୱର,୩୧।୧: ଗତ ଏକ ସପ୍ତାହ ହେବ କ୍ରମାଗତ ଭାବେ ଦେଶରେ ସୁନା ଓ ରୁପା ଦର ହ୍ରାସ ପାଉଛି। ଏମ୍ସିଏକ୍ସରେ ସୁନା ଦର ଶନିବାର ୦.୩୩ % ହ୍ରାସ ଘଟି ୧୦ ଗ୍ରାମ ସୁନା ପିଛା ୪୮,୭୦୨ ଟଙ୍କା ଦେବାକୁ ପଡୁଛି।…
୫୭ ବର୍ଷରେ ବି ଫିଟ୍ ଅଛନ୍ତି ନୀତା ଅମ୍ବାନୀ: ଜାଣନ୍ତୁ କିପରି…
ବର୍ତ୍ତମାନ ସମୟରେ ଯୁବର୍ଗଙ୍କ ପାଇଁ ମୋଟାପଣ ଏକ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ବୟସ୍କ ଲୋକମାନଙ୍କ ମେଦ ବୃଦ୍ଧ ଘଟିଲେ ସେମାନେ ଓଜନ କମ୍ କରିବାକୁ ଚେଷ୍ଟା କରନ୍ତି ନାହିଁ। ମାତ୍ର ଏମିତି କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ ୪୦ ବର୍ଷ…
ଏହି ପ୍ଲାନରେ ୫୦ ଜିବି ବୋନସ୍ ଡାଟା ଦେଉଛି ଭୋଡାଫୋନ୍-ଆଇଡିଆ, ତା’ ସହ ରହିଛି…
ନୂଆଦିଲ୍ଲୀ,୨୯।୧: ଟେଲିକମ୍ କମ୍ପାନୀ ଭୋଡାଫୋନ୍ ଆଇଡିଆ(ଭିଆଇ) ଏହାର ୨୫୯୫ ଟଙ୍କା ପ୍ରିପେଡ ପ୍ଲାନରେ ଉପଭୋକ୍ତମାନଙ୍କୁ ବୋନସ୍ ଡାଟା ଦେଉଛି। କିନ୍ତୁ ଏହା କେବଳ କମ୍ପାନୀର ମୋବାଇଲ୍ ଆପ୍ ମାଧ୍ୟମରେ ରିଚାର୍ଜ କରୁଥିବା ଗ୍ରାହକଙ୍କ ପାଇଁ ଏହି ଅଫର ଉପଲବ୍ଧ। ଏହି ପ୍ଲାନର…
ଏଚ୍-୧ବି ଭିଜାଧାରୀଙ୍କ ଲାଗି ଆଶ୍ୱସ୍ତି
ନୂଆଦିଲ୍ଲୀ: ଏଚ୍-୧ବି ଭିଜାଧାରୀଙ୍କ ଲାଗି ଖୁସି ଖବର। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିକଟରେ ଏହି ବର୍ଗରେ ଭିଜା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କ ଲାଗି ବଡ଼ ଘୋଷଣା କରିଛନ୍ତି। ଶପଥ ଗ୍ରହଣ ପରେ ବାଇଡେନ୍ ପୂରା ଆକ୍ସନ ମୁଡ୍ରେ ରହିଛନ୍ତି। ନିଜ…

