ବାଣିଜ୍ୟ

୧୨,୩୫୧ କୋଟିର ଆର୍‌ଏଲ୍‌ବି ଅନୁଦାନ ଦେଲା କେନ୍ଦ୍ର

ନୂଆଦିଲ୍ଲୀ: ରୁରାଲ ଲୋକାଲ ବଡି ବା ଗ୍ରାମାଞ୍ଚଳ ଶାସନ ବ୍ୟବସ୍ଥା ଅନୁଦାନ ବାବଦ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ବୁଧବାର ୧୨,୩୫୧ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି। ୧୮ ରାଜ୍ୟକୁ ଏହି ରାଶି ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ…

୧.୮୧ ଲକ୍ଷ କୋଟିର ରିଫଣ୍ଡ ଜାରିକଲା ଆୟକର ବିଭାଗ

ନୂଆଦିଲ୍ଲୀ: ଆୟକର(ଆଇଟି) ବିଭାଗ ପକ୍ଷରୁ ୧.୮୧ ଲକ୍ଷ କୋଟି ଟଙ୍କାର ଆୟକର ରିଫଣ୍ଡ ଜାରି କରାଯାଇଛି। ଚଳିତ ଆର୍ଥତ୍କ ବର୍ଷରେ ୧.୭୪ ଲକ୍ଷରୁ ଊର୍ଦ୍ଧ୍ୱ ଟିକସଦାତାଙ୍କୁ ରିଫଣ୍ଡ କରାଯାଇଥିବା ବୁଧବାର ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହା ମଧ୍ୟରେ ୧.୭୪ କୋଟି…

ଭାରତରେ କାରବାର ବନ୍ଦ କଲା ଟିକ୍‌ଟକ୍‌

ନୂଆଦିଲ୍ଲୀ: ଟିକ୍‌ଟକ୍‌ର ମୂଳ କମ୍ପାନୀ ବାଇଟ୍‌ ଡାନ୍ସ ଭାରତରେ ଏହାର କାରବାର ବନ୍ଦ କରିଛି। ସେହିଭଳି ଘରୋଇ ବଜାରରେ କାମ କରୁଥିବା ପ୍ରାୟ ୨ ହଜାର କର୍ମଚାରୀଙ୍କୁ ଏହି କମ୍ପାନୀ ଛଟେଇ କରିଛି। ଭାରତ ସରକାର ଚାଇନା ଭିତ୍ତିକ ଉକ୍ତ କମ୍ପାନୀ…

ନିବେଶକଙ୍କ କ୍ଷତି ୮ ଲକ୍ଷ କୋଟି

ମୁମ୍ବାଇ: ଗତ ୪ ସେସନ ହେବ ଭାରତୀୟ ପୁଞ୍ଜିବଜାରରେ କାରବାର ପ୍ରଭାବିତ ହୋଇ ରହିଛି। ଫଳରେ ନିବେଶକଙ୍କ କ୍ଷତି ୮ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନସେକ୍ସ ୯୩୭.୬୬ ପଏଣ୍ଟ (୧.୯୪%) ହ୍ରାସ ହୋଇ ୪୭,୪୦୯.୯୩…

ରେକର୍ଡ ଭାଙ୍ଗି ଚାଲିଛି ତେଲ ଦର

ଭୁବନେଶ୍ୱର: ତେଲ ଦରରେ ଲଗାତର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇ ଚାଲିଛି। ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଗତ ସପ୍ତାହରେ ଇନ୍ଧନ ଦର ୪ଥର ବଢ଼ିଥିଲା। ସେହିଭଳି ଜାନୁୟାରୀରେ ତେଲ ଦର ମୋଟ ୯ଥର ବୃଦ୍ଧି ପାଇବା ଅସହ୍ୟ…

ରାଣା କପୁରଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କର ସହ ପ୍ରମୋଟର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଗିରଫ କରିଛି। ମହାରାଷ୍ଟ୍ର ଭିତ୍ତିକ ପିଏମ୍‌ସି ବ୍ୟାଙ୍କରୁ ୪,୩୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ତାଙ୍କ ବିରୋଧରେ ରହିଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ମାର୍ଚ୍ଚରେ…

ଏହି ମୁଦ୍ରା ପାଖରେ ଅଛି କି? ହୋଇଯିବେ ଲକ୍ଷପତି

ମା’ ବୈଷ୍ଣୋ ଦେବୀଙ୍କ ମୁଦ୍ରା ଥିବା ବ୍ୟକ୍ତି ଏବେ ହୋଇପାରିବେ ଲକ୍ଷପତି। କିନ୍ତୁ ଏ କଥା ଖୁବ୍‌ କମ୍‌ ଲୋକ ଜାଣିଥିବେ। ଏହି ମୁଦ୍ରା ଦେଲେ ୧୦ ଲକ୍ଷ ପର୍ଯ୍ୟନ୍ତ ରୋଜଗାର କରିପାରିବେ। ଏହିପରି ମୁଦ୍ରାକୁ ଆଣ୍ଟିକ୍‌ ଭାବେ ବିବେଚନା କରାଯାଏ।…

ତେଲରେ ନିଆଁ

ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଚଳିତ ସପ୍ତାହରେ ଇନ୍ଧନ ଦର ୪ଥର ବଢିଲାଣି। ସେହିଭଳି ଜାନୁୟାରୀରେ ତେଲ ଦର ୮ଥର ବୃଦ୍ଧି ପାଇବା ଅସହ୍ୟ ହେଲାଣି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ ଶନିବାର ଲଗାତର…

ଆରମ୍ଭ ହୋଇପାରେ ରେଗୁଲାର ଟ୍ରେନ୍‌

ନୂଆଦିଲ୍ଲୀ,୨୫ା୧: କରୋନା ପାଇଁ ରେଲଓ୍ବେ ଏହାର ନିୟମିତ ରେଳ ସେବାକୁ ବନ୍ଦ କରିବାକୁ ପଡିଥିଲା। ଇତିହାସରେ ପ୍ରଥମ ଥର ଲାଗି ରେଲଓ୍ବେର ଚକା ଗଡି ନ ଥିଲା। କରୋନା ସଂକ୍ରମଣ ମାମଲା ହ୍ରାସ ଏବଂ ଭ୍ୟାକସିନ ପ୍ରୋଗ୍ରାମ ଆରମ୍ଭ ହୋଇଥିବାରୁ ରେଲଓ୍ବେ…

ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ୪ ଗୁଣ ବଢ଼ିବ

ନୂଆଦିଲ୍ଲୀ,୨୫ା୧: କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟଗୁଡିକର ଟିକସ ସଂଗ୍ରହରେ ହ୍ରାସ ଘଟିଛି। ଏହାକୁ ଦେଖିଲେ ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକର ରାଜସ୍ବ ନିଅଣ୍ଟ ପ୍ରାୟ ୪ ଗୁଣକୁ…

ଯାନ ଦର ବଢ଼ାଇଲା ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୫ା୧: ଟାଟା ମୋଟର୍ସ ପକ୍ଷରୁ ଯାତ୍ରୀବାହୀ ଯାନ ବର୍ଗରେ ଦର ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଇନ୍‌ପୁଟ ଖର୍ଚ୍ଚ ଏବଂ ସେମି କଣ୍ଡକ୍ଟର ମୂଲ୍ୟ ବଢ଼ିବା ଯୋଗୁ କମ୍ପାନୀର ଯାନଗୁଡିକ ପ୍ରାୟ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମୂଲ୍ୟ ବଢିବ…

ପୁରୁଣା ନୋଟ୍‌ ବନ୍ଦ ପାଇଁ ଆର୍‌ବିଆଇର ଯୋଜନା!

ନୂଆଦିଲ୍ଲୀ,୨୪ା୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ମଧ୍ୟ ଆର୍‌ବିଆଇର ଜଣେ ବରିଷ୍ଠ ପଦାଧିକାରୀ ସୂଚନା ଦେଇଛନ୍ତି। ଦେଶରୁ ଖୁବ୍‌ ଶୀଘ୍ର ପୁରୁଣା ୫ ଟଙ୍କିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?