ଇପିଏଫ୍ଓରେ ୩.୧୮ ଲକ୍ଷ ନୂଆ ଉପଭୋକ୍ତା
ନୂଆଦିଲ୍ଲୀ,୨୪।୭: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫ୍ଓ) ମେ ମାସରେ ୩.୧୮ ଲକ୍ଷ ନୂଆ ଉପଭୋକ୍ତା ଯୋଡିପାରିଛି। ଦେଶବ୍ୟାପି ଲକ୍ଡାଉନ ଥିବା ସତ୍ତ୍ୱେ ମଧ୍ୟ ଏହା ଅଧିକ ସଂଖ୍ୟକ ଉପଭୋକ୍ତାଙ୍କୁ ଯୋଡିବାକୁ ସକ୍ଷମ ହୋଇ ପାରିଛି ବୋଲି ଜଣାପଡିଛି। ଏଥିରେ ୨୧୮%...
ଅସାବଧାନତା ଯୋଗୁ ଭୁଲ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର୍ କରି ଦେଇଛନ୍ତି କି? ଜାଣନ୍ତୁ କିପରି ଫେରି ପାଇବେ
ନୂଆଦିଲ୍ଲୀ,୨୪।୭: ଆଜିକାଲି ବ୍ୟାଙ୍କ ନଚେତ ଏଟିଏମ୍ରେ ଟଙ୍କା ନେଣଦେଣ ସାଧାରଣ କଥା ପାଲଟିଲାଣି। ହେଲେ ବେଳେବେଳେ ଆମେ ଭୁଲବଶତଃ ନିଜ ଆକାଉଣ୍ଟ ବଦଳରେ ଅନ୍ୟ ଆକାଉଣ୍ଟରେ ଟଙ୍କା ଡିପୋଜିଟ୍ କରିଦେଇଥାଉ। ଅନ୍ଲାଇନ୍ ଏବଂ ଅଫ୍ଲାଇନ୍ ଟ୍ରାଞ୍ଜାକ୍ସନରେ ଏଭଳି ଅସୁବିଧା ଦେଖିବାକୁ...
୫୦% ଭତ୍ତା କାଟିବ ଏୟାର ଇଣ୍ଡିଆ
ନୂଆଦିଲ୍ଳୀ,୨୪।୭: ଅନ୍ୟ ବିମାନ କମ୍ପାନୀଙ୍କ ଭଳି ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ଏହାର କର୍ମଚାରୀଙ୍କୁ ଛଟେଇ କରିବ ନାହିଁ। କମ୍ପାନୀ ପକ୍ଷରୁ ଗୁରୁବାର ଏ ନେଇ ସ୍ପଷ୍ଟ କରାଯାଇଛି। ଅପରପକ୍ଷରେ କର୍ମଚାରୀଙ୍କ ଭତ୍ତା ୫୦% ହ୍ରାସ ହେବ ବୋଲି ଏହା ଟୁଇଟ...
ଓ୍ବାଲ୍ମାର୍ଟ ଇଣ୍ଡିଆକୁ ଅଧିଗ୍ରହଣ କଲା ଫ୍ଲିପ୍କାର୍ଟ
ନୂଆଦିଲ୍ଳୀ,୨୪।୭: ଇ-କମର୍ସ କମ୍ପାନୀ ଫ୍ଲିପ୍କାର୍ଟ ଓ୍ବାଲ୍ମାର୍ଟ ଇଣ୍ଡିଆ ହୋଲ୍ସେଲ୍ ବିଜ୍ନେସର ୧୦୦% ଅଂଶଧନ ହାସଲ କରିଛି। ଏହା ବାଦ୍ କମ୍ପାନୀ ଭାରତରେ ଫ୍ଲିପ୍କାର୍ଟ ହୋଲ୍ସେଲ ଶୁଭାରମ୍ଭ କରିବା ଲାଗି ଘୋଷଣା କରିଛି। ଅଗଷ୍ଟରେ ଏହି ସେବାର ଆରମ୍ଭ ହେବ ବୋଲି...
ସତର୍କ କରାଇଲେ ରଘୁରାମ ରାଜନ
ନୂଆଦିଲ୍ଳୀ,୨୪।୭: ସରକାରଙ୍କ କରଜ ବୃଦ୍ଧିକୁ ନେଇ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ସତର୍କ କରାଇଛନ୍ତି। ବୁଧବାର ରାଜନ କହିଛନ୍ତି ଯେ, ଆର୍ଥତ୍କ ମାନ୍ଦାବସ୍ଥା ସ୍ଥିତିରେ ନିଜ ପାଖରେ ନଗଦ ରହିବା ଯୋଗୁ ରିଜର୍ଭ ବ୍ୟାଙ୍କ ସରକାରଙ୍କ ଋଣକୁ...
ମାଲ୍ୟାଙ୍କ ପ୍ରତ୍ୟର୍ପଣ ସମୟ ଧାର୍ଯ୍ୟ ହୋଇନି
ନୂଆଦିଲ୍ଳୀ,୨୪।୭: ବ୍ୟାଙ୍କ ଋଣ ଖିଲାପି ମାମଲାରେ ପଳାତକ ଘୋଷିତ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି ଲଣ୍ଡନର ଏକ ନ୍ୟାୟାଳୟ କରୁଛନ୍ତି। ମାମଲା ଶେଷକରି ମାଲ୍ୟାଙ୍କୁ ବ୍ରିଟେନ କେବେ ଭାରତ ପଠାଇବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏଭଳି...
ଶୀଘ୍ର ଆସିବ ବାଧ୍ୟତାମୂଳକ ଇ-ଇନ୍ଭଏସିଂ
ମାଙ୍ଗାଲୋର,୨୪।୭: ଇ-ଇନଭଏସିଂ ସ୍କିମାକୁ ଶୀଘ୍ର ବାଧ୍ୟତାମୂଳକ କରାଯିବ। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି) ପକ୍ଷରୁ ଏ ନେଇ ଗୋଟିଏ ସପ୍ତାହ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ ପାଇବ। ବାର୍ଷିକ ୫୦୦ କୋଟି କିମ୍ବା ଏହାଠାରୁ ଅଧିକ ପରିମାଣର...
ମାନୁଫାକ୍ଚରିଂକୁ ମିଳିବ ଅଧିକ ପ୍ରୋତ୍ସାହନ
ନୂଆଦିଲ୍ଲୀ,୨୪।୭: ଘରୋଇ ମାନୁଫାକ୍ଚରିଂକୁ ଉତ୍ସାହିତ କରିବା ଲାଗି ସରକାର ଅଧିକ କ୍ଷେତ୍ରକୁ ପ୍ରୋତ୍ସାହିତ କରିବାକୁ ଯୋଜନା କରୁଛି। ଏହି କ୍ଷେତ୍ରଗୁଡ଼ିକୁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ସୁବିଧା କରାଯିବାକୁ ଲକ୍ଷ୍ୟ ରଖାଯାଇଛି। କରୋନା ଭାଇରସ୍ ଦ୍ୱାରା ଦେଶର ଅର୍ଥ ବ୍ୟବସ୍ଥା ପ୍ରଭାବିତ...
ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ରିଲାଏନ୍ସ
ଭୁବନେଶ୍ୱର,୨୩।୭: ଭାରତର ସୁପ୍ରତିଷ୍ଠିତ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ସମସ୍ତ ରେକର୍ଡ ଭଙ୍ଗ କରି ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ସାମିଲ ହୋଇଛି। ଦେଶର କୌଣସି ଏକ କମ୍ପାନୀ ପ୍ରଥମ ଥର ପାଇଁ ଏହି ସଫଳତା...
୬% ଖସିଯିବ ଜିଡିପି
ମୁମ୍ବାଇ,୨୩।୭: ଦେଶ ମଧ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁନାହିଁ। ଏଥି ଲାଗି ରାଜ୍ୟଗୁଡିକ ସ୍ତରରେ ପୁଣି ଥରେ ଲକଡାଉନ କରିବାକୁ ପଡୁଛି। ଏଥି ଯୋଗୁ ବିଗିଡିଥିବା ବଜାର ସ୍ଥିତି ଠିକ୍ ହେବା ଲାଗି ଅଧିକ ସମୟ ଲାଗୁଛି। ଏଭଳି ସ୍ଥିତିରେ...
୧୫% ବଢ଼ିବ ବ୍ୟାଙ୍କ କର୍ମଚାରୀଙ୍କ ବେତନ
ମୁମ୍ବାଇ,୨୨।୭: ବ୍ୟାଙ୍କ କର୍ମଚାରୀଙ୍କ ଲାଗି ଖୁସି ଖବର। ଏହି କର୍ମଚାରୀଙ୍କ ବେତନ ୧୫% ବଢ଼ିବ ବୋଲି ଜଣାପଡ଼ିଛି। ସେହିଭଳି ଏମାନେ ୨୦୧୭ ନଭେମ୍ବରରୁ ଏରିୟର ପାଇବେ। ଏହି ସମୟରେ ଇନ୍ସେଣ୍ଟିଭର ଫାଇଦା ମଧ୍ୟ କର୍ମଚାରୀଙ୍କୁ ମିଳିବ। ବ୍ୟାଙ୍କର୍ସ ପର୍ଫରମାନ୍ସ ଲିଙ୍କ୍ଡ...
ଏଚ୍ସିଏଲ୍ ଦେବ ୧୫ ହଜାର ନିଯୁକ୍ତି
ନୂଆଦିଲ୍ଲୀ,୨୨।୭: ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ଏଚ୍ସିଏଲ୍ ଚଳିତ ବର୍ଷ ୧୫ ହଜାର ନିଯୁକ୍ତି ଦେବ। ଗତ ବର୍ଷ କମ୍ପାନୀ ୯ ହଜାର ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିଥିଲା। ଚଳିତ ବର୍ଷ ଏହା ତୁଳନାରେ ଅଧିକ ୬ ହଜାର ଲୋକଙ୍କୁ ନିଯୁକ୍ତି...
Archives


