ବାଣିଜ୍ୟ

ବେଦାନ୍ତ ଆଲୁମିନିୟମକୁ ଜାତୀୟ ଶକ୍ତି ସଂରକ୍ଷଣରେ ୨ ପୁରସ୍କାର

ଭୁବନେଶ୍ୱର: ଆଲୁମିନିୟମ ଓ ମୂଲ୍ୟଯୁକ୍ତ ଉତ୍ପାଦ ଭାବରେ ଭାରତର ବୃହତ୍ତମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଲିମିଟେଡ ଶକ୍ତି ସଂରକ୍ଷଣ କ୍ଷେତ୍ରରେ ଉପଯୁକ୍ତ ପ୍ରୟାସ, ଉନ୍ନତ ପ୍ରଯୁକ୍ତିବିଦ୍ୟା ପ୍ରୟୋଗ ଓ ଅଭିନବ ସମାଧାନ ପନ୍ଥା ପାଇଁ ସମ୍ମାନଜନକ ଜାତୀୟ ଶକ୍ତି ସଂରକ୍ଷଣ ପୁରସ୍କାର…

କୋଭିଡ୍‌ ମୁକାବିଲା ଲାଗି ଭାରତ ନିର୍ଣ୍ଣାୟକ ପଦକ୍ଷେପ ନେଇଛି

ନୂଆଦିଲ୍ଲୀ: କୋଭିଡ୍‌-୧୯ ମୁକାବିଲା ଏବଂ ଆର୍ଥତ୍କ ସମସ୍ୟା ସମାଧାନ ଦିଗରେ ଭାରତ ନିର୍ଣ୍ଣାୟକ ପଦକ୍ଷେପ ନେଇଥିବା ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ଶନିବାର କହିଛି। ଆଇଏମ୍‌ଏଫ୍‌ ଏମ୍‌ଡି କ୍ରିଷ୍ଟଲିନା ଜିଓଜିଏଭା କହିଛନ୍ତି, ଜାନୁୟାରୀ ୨୬ରେ ଓ୍ବାର୍ଲଡ ଇକୋନୋମିକ ରିପୋର୍ଟ ପ୍ରକାଶ ପାଇବ। ଭାରତର ଅର୍ଥନୈତିକ…

ହ୍ବାଟ୍ସଆପ୍‌ ୟୁଜରଙ୍କୁ ଆଶ୍ୱସ୍ତି; ମେ ୧୫ ଯାଏ ଲାଗୁ ହେବନି ପ୍ରିଭେସି ପଲିସି

ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ନୂଆ ପ୍ରଭେସି ନୀତି ଏବଂ ସେବା ସଂକ୍ରାନ୍ତ ଅନ୍ୟ ନିୟମ ଚଳିତ ବର୍ଷ ମେ ମାସ ୧୫ ଯାଏ ଲାଗୁ ହେବ ନାହିଁ। କମ୍ପାନୀ ପକ୍ଷରୁ ଶନିବାର ଏ ନେଇ ଘୋଷଣା କରାଯାଇଛି। ପ୍ରିଭେସି ନିୟମ ସମ୍ପର୍କରେ କୌଣସି…

ଭୋଡାଫୋନ୍‌ ଆଇଡିଆର ଧମାକା ଅଫର୍‌: ମାତ୍ର ୨.୮ ଟଙ୍କାରେ ମିଳୁଛି ୧ ଜିବି ଡାଟା

ନୂଆଦିଲ୍ଲୀ,୧୬।୧: ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ପ୍ରିପେଡ୍‌ ଗ୍ରାହକଙ୍କ ପାଇଁ ଏକ ଉତ୍ତମ ପ୍ଲାନ୍‌ ଆଣିଛି। ଏହି ଯୋଜନାରେ ବ୍ୟବହାରକାରୀଙ୍କୁ ମାତ୍ର ୨.୦୮ ଟଙ୍କାରେ ୧ଜିବି ଡାଟା ମିଳିବ। ଏହାଛଡ଼ା ଓଟିଟି ସବ୍‌ସ୍କ୍ରିପ୍‌ସନ ସମେତ ଅନେକ ସୁବିଧାର ଲାଭ ମଧ୍ୟ ମିଳିବ। ତେବେ…

ୟୁଜରଙ୍କ ଅସନ୍ତୋଷ ଆଗରେ ମୁଣ୍ଡ ନୁଆଁଇଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୧୬।୧: ମେସେଜିଂ ଆପ୍‌ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ଅପ୍‌ଡେଟ୍‌ କରିବାର ଘୋଷଣା କରିଥିଲା। ଏହାକୁ ନେଇ ବ୍ୟବହାରକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏପରିକି ଲୋକମାନେ ଅନ୍ୟ ଆପ୍‌ଆଡକୁ ମୁହାଁଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍ସଆପ୍‌ ଏବେ ନିଜର ପ୍ରିଭେସି ଅପ୍‌ଡେଟ୍‌କୁ…

ନିବେଶକଙ୍କ କ୍ଷତି ୨.୩୩ ଲକ୍ଷ କୋଟି

ମୁମ୍ବାଇ: ଶୁକ୍ରବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ( ଏନ୍‌ଏସ୍‌ଇ)ରେ କାରବାର ପ୍ରଭାବିତ ହୋଇଛି। ଗତ ୪ ସପ୍ତାହ ମଧ୍ୟରେ ପ୍ରଥମ ଥର ଲାଗି…

ରେକର୍ଡ ଭାଙ୍ଗୁଛି ତେଲ, କମୁନି ଟିକସ

ମୁମ୍ବାଇ: ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ ଦର ରେକର୍ଡ ଭାଙ୍ଗିଛି। ନୂଆଦିଲ୍ଲୀରେ ପେଟ୍ରୋଲ ୮୪ ଟଙ୍କା ଟପିଥିବା ବେଳେ ମୁମ୍ବାଇରେ ୯୧ ଟଙ୍କାରୁ ଊର୍ଦ୍ଧ୍ୱରେ ରହିଛି। ଭୁବନେଶ୍ୱରରେ ତେଲ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଦିଲ୍ଲୀରେ ଡିଜେଲ ୭୪.୮୮ ଟଙ୍କା…

ଭୁବନେଶ୍ୱରରେ ଟୋଟାଲ ଏଲ୍‌ପିଜି ସେବା

ଭୁବନେଶ୍ୱର: ଫ୍ରାନ୍ସ ଭିତ୍ତିକ ତୈଳ ଏବଂ ଗ୍ୟାସ୍‌ କମ୍ପାନୀ ‘ଟୋଟାଲ’ ଭୁବନେଶ୍ୱର ବଜାରରେ ଏଲ୍‌ପିଜି ବିତରଣ ବାଣିଜ୍ୟ କ୍ଷେତ୍ରରେ ପ୍ରବେଶ କରିଛି। ଖୋର୍ଦ୍ଧା ଜିଲା ପାଇଁ କମ୍ପାନୀ ପକ୍ଷରୁ ‘ଆବ୍‌ସୋଲ୍ୟୁଟ ଟୋଟାଲ ଡିଷ୍ଟ୍ରିବ୍ୟୁଟର୍ସ’କୁ ଅଧିକୃତ ବିତରକ ଭାବେ ନିଯୁକ୍ତ କରାଯାଇଛି। ଶୁକ୍ରବାର…

୨୯ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଚଳିତ ମାସ ୨୯ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହିଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିବ। ବଜେଟ ଅଧିବେଶନ ଏପ୍ରିଲ ୮…

ବନ୍ଦ ହେବ ସ୍କୁଟର ଇଣ୍ଡିଆ, ଭାରତ ପମ୍ପସ୍‌

ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ କମ୍ପାନୀ ସ୍କୁଟର ଇଣ୍ଡିଆ ଏବଂ ଭାରତ ପମ୍ପସ୍‌ ଆଣ୍ଡ କମ୍ପ୍ରେସର ବନ୍ଦ ହୋଇଯିବ। ଏହି କମ୍ପାନୀଗୁଡିକୁ ପରିଚାଳନା ଲାଗି ଯୋଗ୍ୟ ସଂସ୍ଥା ନ ପାଇବାରୁ ସରକାର ବାଧ୍ୟ ହୋଇ ଏଥିରେ ତାଲା ପକାଇବେ। ଏହି ୨ କମ୍ପାନୀର ମୁଖ୍ୟ…

ସେଲ୍‌ରୁ ୧୦% ଅଂଶଧନ ଖସାଇବେ ସରକାର

ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଇସ୍ପାତ ପ୍ରସ୍ତୁତକାରୀ କମ୍ପାନୀ ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌(ସେଲ୍‌)ରୁ ସରକାର ୧୦% ଅଂଶଧନ ଖସାଇବେ। ଏ ନେଇ ପ୍ରସ୍ତାବ ଦିଆଯାଇଥିବା ସରକାର ବୁଧବାର ସୂଚନା ଦେଇଛନ୍ତି। ଏଥିଲାଗି ଅଫର ଫର୍‌ ସେଲ୍‌ (ଓଏଫ୍‌ଏସ୍‌) ଗୁରୁବାରଠାରୁ ଆରମ୍ଭ ହୋଇଛି।…

ଆରମ୍ଭ ହେଲା ଏୟାର ଟ୍ୟାକ୍ସି ସେବା

ଚଣ୍ଡିଗଡ଼,୧୪।୧: କେନ୍ଦ୍ର ସରକାରଙ୍କ ‘ଉଡ଼ାଣ’ ଯୋଜନା ଅନ୍ତର୍ଗତ ଗୁରୁବାର ଦେଶର ପ୍ରଥମ ଏୟାର ଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଚଣ୍ଡିଗଡ଼ ବିମାନ ବନ୍ଦରରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଚଣ୍ଡିଗଡ଼ରୁ ହିସାର ମଧ୍ୟରେ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?