ବାଣିଜ୍ୟ

ମୁକେଶ ବିଶ୍ୱର ୫ମ ଧନୀ

ନୂଆଦିଲ୍ଲୀ,୨୨।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବିଶ୍ୱର ୫ମ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଛନ୍ତି। ଜୁଲାଇ ଦ୍ୱିତୀୟ ସପ୍ତାହରେ ସେ ବିଶ୍ୱ ଧନୀ ତାଲିକାରେ ୬ ନମ୍ବର ସ୍ଥାନରେ ରହିଥିଲେ। ସେହି ସମୟରେ ତାଙ୍କ ସମ୍ପତ୍ତି ୭୨.୪...

୪୦% ବେତନ ହ୍ରାସ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୨।୭: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ପକ୍ଷରୁ ଏହାର କ୍ୟାବିନ କ୍ରିଉ ଏବଂ କକ୍‌ପିଟ୍‌ରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ବେତନ ଏପ୍ରିଲ ପହିଲାଠାରୁ ହ୍ରାସ କରିଛି। ଏହି ବର୍ଗରେ ୪୦% ବେତନ ହ୍ରାସ କରାଯାଇଥିବା ବିମାନ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।...

୫୦,୯୨୦ ଟଙ୍କା ଛୁଇଁଲା ସୁନା

ନୂଆଦିଲ୍ଲୀ,୨୨।୭: ଗତ ୨ ଦିନ ଧରି ଅନ୍ତର୍ଜାତୀୟ ବଜାରରେ ସୁନା ଦରରେ ବୃଦ୍ଧି ପରିଲକ୍ଷିତ ହେବା ସହ ୧୦ ଗ୍ରାମ ପିଛା ଦର ୫୦ ହଜାର ଟଙ୍କା ଟପିଛି। ବୁଧବାର ନୂଆଦିଲ୍ଲୀରେ ସୁନା ଦର ୫୦,୯୨୦ ଟଙ୍କା ଛୁଇଁଥିବା ଜଣାପଡିଛି।...

ଏନ୍‌ପିଏ ସ୍ଥିତି ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ; ପ୍ରମୋଟରଙ୍କ ବ୍ୟକ୍ତିଗତ ଗ୍ୟାରେଣ୍ଟି କାହିଁକି ରଖାଯାଉନାହିଁ

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନ ବ୍ୟାଙ୍କଗୁଡିକରେ ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିଯୋଗୁ ବ୍ୟାଙ୍କଗୁଡ଼ିକ ବିଭିନ୍ନ ଚ୍ୟାଲେଞ୍ଜ ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ ଏନ୍‌ପିଏ ଉପରେ ଏକ ମାମଲାର ଶୁଣାଣିକରି ସୁପ୍ରିମକୋର୍ଟ ମଙ୍ଗଳବାର ଉଦ୍‌ବେଗ ପ୍ରକାଶ...

ଏମ୍‌ଏସ୍‌ଏମ୍‌ଇ ଲାଗି ୧.୨୭ ଲକ୍ଷ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୨୧।୭: କରୋନା ପାଇଁ ନଗଦ ସମସ୍ୟା ସହ ଜୁଝୁଥିବା ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ଲାଗି ଦେଶର ବ୍ୟାଙ୍କଗୁଡ଼ିକ ୧.୨୭ ଲକ୍ଷ କୋଟି ଟଙ୍କାର ଋଣ ମଞ୍ଜୁର କରିଥିବା ଜଣାପଡିଛି। ଏହି ଋଣ କେନ୍ଦ୍ର ସରକାରଙ୍କ ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ୍‌ ଦ୍ୱାରା...

ବାହାର ବ୍ୟକ୍ତି ହୋଇପାରିବେ ଟାଟା ଟ୍ରଷ୍ଟର ମୁଖ୍ୟ: ରତନ ଟାଟା

ନୂଆଦିଲ୍ଲୀ,୨୧।୭: ଟାଟା ଟ୍ରଷ୍ଟ ଉପରେ ଟାଟା ପରିବାରର କୌଣସି ବିଶେଷ ଅଧିକାର ନାହିଁ। ଭବିଷ୍ୟତରେ କୌଣସି ବାହାର ବ୍ୟକ୍ତି ଏହାର ମଙ୍ଗ ସମ୍ଭାଳିପାରିବେ। ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ରତନ ଟାଟା ନିକଟରେ ସୁପ୍ରିମକୋର୍ଟଙ୍କୁ ଏହା କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ...

ବଜାଜ ଫାଇନାନ୍ସ ଅଧ୍ୟକ୍ଷ ପଦବୀରୁ ଓହରିଲେ ରାହୁଲ ବଜାଜ

ନୂଆଦିଲ୍ଲୀ,୨୧।୭: ପ୍ରତିଷ୍ଠିତ ଉଦ୍ୟୋଗପତି ରାହୁଲ ବଜାଜ, ବଜାଜ ଫାଇନାନ୍ସର ଅଣକାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପବଦୀରୁ ଓହରିଯାଇଛନ୍ତି। ଚଳିତ ମାସ ଶେଷ ଯାଏ ସେ ଏହି ପଦବୀରେ ରହିବେ। ଗତ ୩ ଦଶନ୍ଧି ଧରି କମ୍ପାନୀର ମଙ୍ଗ ସମ୍ଭାଳିବା ପରେ ସେ ପଦବୀ...

୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ସୁନା

ନୂଆଦିଲ୍ଲୀ,୨୧।୭: ଅନ୍ତର୍ଜାତୀୟ ବଜାରରେ ମଙ୍ଗଳବାର ସୁନା ଦର ୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ରହିଛି। ନୂଆଦିଲ୍ଲୀରେ ଏହା ମଙ୍ଗଳବାର ୧୯୨ ଟଙ୍କା ବୃଦ୍ଧି ହୋଇଥିବା ଜଣାପଡିଛି। ମଙ୍ଗଳବାର ୧୦ ଗ୍ରାମ ପିଛା ସୁନା ଦର ୫୦,୨୧୪ ଟଙ୍କାରେ ବିକ୍ରି...

ପାସେଞ୍ଜର ଯାନ ବିକ୍ରି ୩୮% କମିଲା

ନୂଆଦିଲ୍ଲୀ,୨୧।୭: ଅଟୋମୋବାଇଲ ବଜାର ଉପରେ କରୋନାର ପ୍ରଭାବ ଜାରି ରହିଛି। ଗତ କିଛି ମାସ ଧରି ଘରୋଇ ବଜାରରେ ଯାନ ବିକ୍ରି କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ଜୁନ ମାସରେ ପାସେଞ୍ଜର ଯାନର ରିଟେଲ ବିକ୍ରି ୩୮.୩୪% ହ୍ରାସ ଘଟି ୧.୨୬...

ମୋଦି ସରକାରଙ୍କ ଅମଳରେ ୨୭ରୁ ୫ ହେବାକୁ ଯାଉଛି ସରକାରୀ ବ୍ୟାଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨୧।୭: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଦେଶରେ ସରକାରୀ ବ୍ୟାଙ୍କର ସଂଖ୍ୟାକୁ କମାଇ ୫ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏକ ରିପୋର୍ଟ ମୁତାବକ ସରକାର ବ୍ୟାଙ୍କକୁ ନ ମିଶାଇ ଏହାର ଘରୋଇକରଣ କରିବାକୁ ଚାହୁଁଛନ୍ତି। ଯଦି ଏପରି...

୧୨ ପଇସା ବଢ଼ିଲା ଡିଜେଲ

ଭୁବନେଶ୍ୱର,୨୦।୭: କରୋନା ମହାମାରୀ ସମୟରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରିଛି। ପେଟ୍ରୋଲ ଦର ଗତ କିଛିଦିନ ଧରି ବୃଦ୍ଧି ହୋଇ ନ ଥିବା ବେଳେ ଡିଜେଲ ଦରରେ ବିରତି ଲାଗୁ ନାହିଁ। ସୋମବାର ଭୁବନେଶ୍ୱରରେ ଡିଜେଲ ଦର...

ଆମାଜନ ଗ୍ଲୋବାଲରେ ଏମ୍‌ଏସ୍‌ଏମ୍‌ଇଙ୍କ ୨ ବିଲିୟନ ଡଲାର ରପ୍ତାନି

ନୂଆଦିଲ୍ଲୀ,୨୦।୭: ପ୍ରମୁଖ ଇ-କମର୍ସ କମ୍ପାନୀର ବିଶ୍ୱ ବଜାର ବିକ୍ରି କାର୍ଯ୍ୟକ୍ରମ ଆମାଜନ ଗ୍ଲୋବାଲରେ ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକ ୨ ବିଲିୟନ ଡଲାର ସାମଗ୍ରୀ ରପ୍ତାନି କରିବାକୁ ସକ୍ଷମ ହୋଇଛନ୍ତି। ୨୦୧୫ରେ ଏହି କାର୍ଯ୍ୟକ୍ରମକୁ କମ୍ପାନୀ ଆରମ୍ଭ କରିଥିଲା। ଆମାଜନର ୧୫ ଓ୍ବେବ୍‌ସାଇଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri