ବାଣିଜ୍ୟ

ସବୁ ରେକର୍ଡ ଭାଙ୍ଗିଲା ବିଟ୍‌ କଏନ୍‌

ନୂଆଦିଲ୍ଲୀ: କ୍ରିପ୍ଟୋ କରେନ୍ସି ବିଟ୍‌ କଏନ୍‌ ବୁଧବାର ସମସ୍ତ ରେକର୍ଡକୁ ଭାଙ୍ଗି ଦେଇଛି। ପ୍ରଥମଥର ଲାଗି ଏହି କ୍ରିପ୍ଟୋ କରେନ୍ସିର ମୂଲ୍ୟ ୨୦ ହଜାର ଡଲାର (ପ୍ରାୟ ୧୫ ଲକ୍ଷ) ଟପିଛି। ଚଳିତ ବର୍ଷ ଏହାର ମୂଲ୍ୟ ପ୍ରାୟ ୧୭୦%ରୁ ଊର୍ଦ୍ଧ୍ୱ…

ଏନ୍‌ପିଏ ସମାଧାନ ପାଇଁ ଏସ୍‌ବିଆଇର ପଦକ୍ଷେପ

ଭୁବନେଶ୍ୱର: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ସମସ୍ତ ଋଣଗ୍ରହୀତାଙ୍କ ଅବଗତି ନିମନ୍ତେ ସୂଚାଇ ଦିଆଯାଉଛି କି ଚଳିତ ମାସ ୧୯ ତାରିଖରେ ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଷ୍ଟେଟ୍‌ ବ୍ୟାଙ୍କ…

ରେକର୍ଡ ସ୍ତରରେ ଶେୟାର ବଜାର

ନୂଆଦିଲ୍ଲୀ: ଭାରତୀୟ ପୁଞ୍ଜିବଜାରରେ ଊର୍ଦ୍ଧ୍ୱଗାମୀ ଧାରା ଲାଗି ରହିଛି। ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ବର୍ତ୍ତମାନର ରେକର୍ଡ ସ୍ତରରେ ରହିଛି। ସେନ୍‌ସେକ୍ସ ୨୨୩.୮୮ ପଏଣ୍ଟ(୦.୪୮%) ଊର୍ଦ୍ଧ୍ୱରେ ରହିବା ଯୋଗୁ ୪୬,୮୯୦ ପଏଣ୍ଟ ସ୍ତରରେ କାରବାର ବନ୍ଦ…

୨ ବର୍ଷରେ ଉଠିଯିବ ଟୋଲ୍‌ ପ୍ଲାଜା

ନୂଆଦିଲ୍ଲୀ: ସାରା ଦେଶରେ ଯାନବାହନ ଚଳାଚଳକୁ ବାଧାମୁକ୍ତ କରିବା ଲାଗି ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ୨ ବର୍ଷରେ ସରକାର ସାରା ଦେଶରେ ରହିଥିବା ଟୋଲ୍‌ ପ୍ଲାଜାଗୁଡିକୁ ଉଠାଇଦେବେ। କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ…

ଇଣ୍ଡିଆନ ବ୍ୟାଙ୍କରୁ ଠକେଇ କରିଛି ଆଇଏଫ୍‌ଆଇଏନ୍‌

ଚେନ୍ନାଇ: ରାଷ୍ଟ୍ରାୟତ୍ତ ଇଣ୍ଡିଆନ ବ୍ୟାଙ୍କ ଆଇଏଲ୍‌ ଆଣ୍ଡ ଏଫ୍‌ଏସ୍‌ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଆଇଏଫ୍‌ଆଇଏନ୍‌) ଆକାଉଣ୍ଟରୁ ଠକେଇ ନେଇ ଘୋଷଣା କରିଛି। ଏହି କମ୍ପାନୀର ଆକାଉଣ୍ଟ ବର୍ତ୍ତମାନ ଏନ୍‌ପିଏ ଘୋଷଣା କରାଯାଇଛି। ଏହା ଉପରେ ୪୦୮ କୋଟି ଟଙ୍କା ବକେୟା ରହିଛି। ରିଜର୍ଭ…

ଚାଇନା ଟେଲିକମ୍‌ ଯନ୍ତ୍ରାଂଶ ଉପରେ କଟକଣା ଲାଗିପାରେ

ନୂଆଦିଲ୍ଲୀ: ଗଲ୍‌ଓ୍ବାନ ଘାଟିରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ଚାଇନା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଜାରି ରଖିଛି। ଏହି ଦିଗରେ ସରକାର ପୁଣି ଥରେ ନୂଆ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ଯାଉଛନ୍ତି। ଚଳିତ ଥର ଟେଲିକମ୍‌ ଯନ୍ତ୍ରାଂଶ…

୩,୫୦୦ କୋଟିର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ୩,୫୦୦ କୋଟି ଟଙ୍କାର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଚିନି ମିଲ୍‌ଗୁଡିକୁ ଏହି ସବ୍‌ସିଡି ପ୍ରଦାନ କରାଯିବାର ଯୋଜନା ରଖାଯାଇଛି। ୨୦୨୦-୨୧ ମାର୍କେଟିଂ ବର୍ଷରେ ଚିନି ମିଲ୍‌ଗୁଡିକ ୬୦ ଲକ୍ଷ ଟନ୍‌ ଚିନି…

୪୦୩ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ବୁଧବାର ଭଲ କାରବାର କରିବାକୁ ସକ୍ଷମ ହୋଇଛି। କୋଭିଡ୍‌ ଭାକ୍ସିନ ଆସିବାକୁ ଥିବାରୁ ନିବେଶକଙ୍କ ମନୋଭାବ ଦୃଢ ରହିଛି। ଫଳରେ ସେନ୍‌ସେକ୍ସ ୪୦୩ ପଏଣ୍ଟ ଉଚ୍ଚରେ ରହିଛି। ସୂଚକାଙ୍କ ୦.୮୭% ଊର୍ଦ୍ଧ୍ୱରେ ରହିବା ଯୋଗୁ…

ଅଟୋ ଶିଳ୍ପରେ ଚାକିରି ହରାଇଛନ୍ତି ୩.୪୫ ଲକ୍ଷ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏହାଦ୍ୱାରା ଦେଶର ଅଟୋମୋବାଇଲ ଶିଳ୍ପରେ ୩.୪୫ ଲକ୍ଷ ନିଯୁକ୍ତି ହରାଇଛନ୍ତି। ସେହିଭଳି ଲକ୍‌ଡାଉନରେ ଅଟୋ କମ୍ପାନୀଗୁଡିକର ଦୈନିକ କ୍ଷତି ୨୩୦୦ କୋଟି ଟଙ୍କା ରହିଥିବା ପାର୍ଲାମେଣ୍ଟ…

ରୁପେ କାର୍ଡରେ ଅଫ୍‌ଲାଇନ ପେମେଣ୍ଟ

ନୂଆଦିଲ୍ଲୀ: ରୁପେ କାର୍ଡଧାରୀଙ୍କ ଲାଗି ଖୁସି ଖବର। ଏବେ ବିନା ଇଣ୍ଟରନେଟରେ ମଧ୍ୟ ଲୋକମାନେ ଏହି କାର୍ଡ ଦ୍ୱାରା ପେମେଣ୍ଟ କରିବାର ସୁବିଧା ପାଇପାରିବେ। ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) କହିଛି, ରୁପେ କଣ୍ଟାକ୍ଟଲେସ କାର୍ଡରେ ଅଫ୍‌ଲାଇନ ପେମେଣ୍ଟ ଲାଗି…

ଆରମ୍ଭ ହେବ ବ୍ରାଣ୍ଡ ଇଣ୍ଡିଆ ମିଶନ

ନୂଆଦିଲ୍ଲୀ: ଆଗାମୀ ଦିନରେ ବ୍ରାଣ୍ଡ ଇଣ୍ଡିଆ ମିଶନ ଆରମ୍ଭ କରିବା ଲାଗି ସରକାର ପ୍ରକ୍ରିୟା ଜୋର୍‌ଦାର କରିଛନ୍ତି। ଦେଶରେ ଉତ୍ପାଦନ ହେଉଥିବା ଗୁଣବତ୍ତା ବିଶିଷ୍ଟ ପ୍ରଡକ୍ଟଗୁଡିକୁ ପ୍ରୋତ୍ସାହନ ଯୋଗାଇଦେବା ଲାଗି ସରକାର ଏଭଳି ପଦକ୍ଷେପ ହାତକୁ ନେବେ। ଆମେରିକା, ସୁଇଜରଲାଣ୍ଡ, ଜର୍ମାନୀ…

ପରବର୍ତ୍ତୀ ପର୍ଯ୍ୟାୟ ସ୍ପେକ୍ଟ୍ରମ ନିଲାମକୁ ମଞ୍ଜୁରୀ

ନୂଆଦିଲ୍ଲୀ: ପରବର୍ତ୍ତୀ ପର୍ଯ୍ୟାୟ ସ୍ପେକ୍ଟ୍ରମ ନିଲାମକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁର ପ୍ରଦାନ କରିଛି। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଏ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ଟେଲିକମ୍‌ ବିଭାଗ ଅଧୀନ ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?