ବାଣିଜ୍ୟ

ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା

ଭୁବନେଶ୍ୱର,୩୦।୬ : ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ଅବଧିରେ ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ହୁଡ୍‌କୋ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଏହାର ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ଏମ୍‌.ନାଗରାଜ...

୩୪.୬ ଲକ୍ଷ ଗ୍ରାହକ ହରାଇଲେ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୩୦।୬ : ଚଳିତ ବର୍ଷ ଫେବୃୟାରୀରେ ଭୋଡାଫୋନ ଆଇଡିଆ ୩୪.୬୭ ଲକ୍ଷ ଗ୍ରାହକ ହରାଇଛନ୍ତି। ଏହି ସମୟରେ ରିଲାଏନ୍ସ ଜିଓ ୬୨.୫୭ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ରିପୋର୍ଟରୁ ଜଣାପଡିଛି। ଓ୍ବେରଲେସ୍‌ ସବ୍‌ସ୍କ୍ରାଇବର ଯୋଡିବାରେ...

୨୦ହଜାରଙ୍କୁ ନିଯୁକ୍ତି ଦେବ ଆମାଜନ୍‌

ନୂଆଦିଲ୍ଲୀ,୨୯।୬: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ଇଣ୍ଡିଆ ପକ୍ଷରୁ ୨୦ ହଜାର କର୍ମଚାରୀଙ୍କୁ ସାମୟିକ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ କମ୍ପାନୀ ରବିବାର ସୂଚନା ଦେଇଛି। ଅନ୍‌ଲାଇନ ଶପିଙ୍ଗ୍‌ରେ ଅଭିଜ୍ଞତା ଥିବା ବ୍ୟକ୍ତି ବିଶେଷଙ୍କୁ କମ୍ପାନୀ ନିଯୁକ୍ତି...

ଭାରତକୁ ବିଶ୍ୱବ୍ୟାଙ୍କ ଦେଲା ୩୭ଶହ କୋଟି

ନୂଆଦିଲ୍ଲୀ,୨୯।୬: ଭାରତରେ ଶିକ୍ଷାର ଭିତ୍ତିଭୂମି ବିକାଶ ପାଇଁ ରବିବାର ବିଶ୍ୱବ୍ୟାଙ୍କ ୫୦୦ ନିୟୁତ ଡଲାର (୩୭ ଶହ କୋଟି) ର ଋଣ ସହାୟତା ପ୍ରଦାନ କରିଛି। ବ୍ୟାଙ୍କର ବୋର୍ଡ ଅଫ ଏକଜିକ୍ୟୁଟିଭ ଡାଇରେକ୍ଟର୍ସ ଏହି ଋଣ ରାଶିକୁ ମଞ୍ଜୁର କରିଥିବା...

ଶୀଘ୍ର ଆସିବ ଷ୍ଟାଣ୍ଡାର୍ଡ କୋଭିଡ ବୀମା

ନୂଆଦିଲ୍ଲୀ,୨୯।୬ : ଜୁଲାଇ ୧୦ ସୁଦ୍ଧା କୋଭିଡ ଷ୍ଟାଣ୍ଡାର୍ଡ ଚିକିତ୍ସା ବୀମା ଆଣିବାକୁ ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ପକ୍ଷରୁ ବୀମା କମ୍ପାନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଦେଶ ମଧ୍ୟରେ କୋଭିଡ ମାମଲା ବଢୁଥିବାରୁ ‘କୋଭିଡ...

ତୃତୀୟ ଥର ଲାଗି ଘୁଞ୍ଚିଲା ଏୟାର ଇଣ୍ଡିଆ ବିଡିଂ

ନୂଆଦିଲ୍ଲୀ,୨୯।୬ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ବିଡିଂ ସୀମାକୁ ସରକାର ତୃତୀୟ ଥର ଲାଗି ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଏହାକୁ ଆଗାମୀ ୨ ମାସ ବା ଅଗଷ୍ଟ ୩୧ ଯାଏ ଘୁଞ୍ଚାଯାଇଛି। କୋଭିଡ ଯୋଗୁ ସାରା ବିଶ୍ୱରେ ବର୍ତ୍ତମାନ...

ମହଙ୍ଗା ହେଲା ଇଲେକଟ୍ରୋନିକ୍ସ ପ୍ରଡକ୍ଟ

ନୂଆଦିଲ୍ଲୀ,୨୯।୬ : ଚାଇନା ସାମଗ୍ରୀ ଉପରେ ଭାରତ ବର୍ତ୍ତମାନ ନିର୍ଭରଶୀଳ ଥିବାରୁ ଚାହିଁଲେ ମଧ୍ୟ ରାତାରାତି ଏହାକୁ ନିଷେଧ କରି ପାରୁନାହିଁ। ଗଲଓ୍ବାନ ଘାଟିରେ ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ଯୋଗୁ ଭାରତର ସୀମାରେ...

ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି କ୍ଷେତ୍ର ବର୍ତ୍ତମାନ ଚାପରେ ରହିଛି। ଏଭଳି ସ୍ଥିତିରେ ଗତ...

ନୂଆ ଅବତାରରେ ଏସି ଟ୍ରେନ; ମିଳିବ ଓଟି ଭଳି ସ୍ବଚ୍ଛ ପବନ

ନୂଆଦିଲ୍ଲୀ,୨୯।୬: ଭାରତୀୟ ରେଲଓ୍ବେ ତା’ର ଶୀତତାପ ନିୟନ୍ତ୍ରିତ(ଏସି) ଟ୍ରେନ ଗୁଡିକରେ ଅପରେଶନ ଥିଏଟର(ଓଟି)ରେ ଉପଲବ୍ଧ ହେଉଥିବା ନିର୍ମଳ ବାୟୁ ସୁବିଧା ପ୍ରଦାନ କରିବ। ବର୍ତ୍ତମାନ ବ୍ୟବହାର ହେଉଥିବା ସର୍କୁଲେଟେଡ ଏୟାର ସୁବିଧା ପରିବର୍ତ୍ତେ ନୂଆ ବ୍ୟବସ୍ଥା ଲାଗୁ କରାଇବା ନେଇ...

ଯାତ୍ରା ଭତ୍ତା ଉପରେ ଆୟକର ଛାଡ ଦାବି କରିହେବ:ସିବିଡିଟି

ନୂଆଦିଲ୍ଲୀ,୨୯।୬ : କର୍ମଚାରୀ ନିଯୁକ୍ତିଦାତାଙ୍କଠାରୁ ଲାଭ କରୁଥିବା ଯାତ୍ରା ଭତ୍ତା ଉପରେ ଆୟକର ଛାଡ ପାଇବା ନେଇ ଦାବି କରିପାରିବେ। ନୂଆ ଟିକସ ବ୍ୟବସ୍ଥା ଅନ୍ତର୍ଗତ ସରକାର ଏହି ସୁବିଧା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)...

ତେଲ ଦର ବୃଦ୍ଧିରେ ବିରତି;୨୧ ଦିନ ଧରି ବଢି ଚାଲିଥିଲା

ନୂଆଦିଲ୍ଲୀ,୨୯।୬ : ଗତ ୨୧ ଦିନ ଧରି ତେଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତାକୁ ବଢାଇଛି। କରୋନା ସଙ୍କଟରେ ଏଭଳି ଲଗାତର ଦର ବୃଦ୍ଧିକୁ ନେଇ ସାରା ଦେଶରେ ଖାଉଟିଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ଜୁନ ୭...

ୟୁନିଲିଭର ପରେ ଲରିୟଲ ତା’ର ପ୍ରଶାଧନ ସାମଗ୍ରୀ ଉପରୁ ‘ହ୍ବାଇଟନିଂ’, ‘ଫେୟାର’ଶବ୍ଦ ଉଠାଇବାକୁ ନେଇଛି ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୬: ସୋସିଆଲ ମିଡିଆରେ ଭେଦଭାବକୁ ନେଇ ଏକ ଯୁକ୍ତି କିଛିଦିନ ତଳେ ଦେଖିବାକୁ ମିଳିଥିଲା। ଏଥିରେ ବିୟୁଟି ପ୍ରଡକ୍ଟ ପ୍ରସ୍ତୁତକାରୀ କମ୍ପାନୀ କଳା-ଗୋରା ମଧ୍ୟରେ ଭେଦଭାବ କରୁଛନ୍ତି ବୋଲି ଆଲୋଚନା ହୋଇଥିଲା। ଏହାକୁ ନେଇ କେତେଜଣ ୟୁଜର୍ସ ଫେୟାରନେସ୍‌ କ୍ରିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri