ବାଣିଜ୍ୟ

୫୨ ହଜାର ଟପିପାରେ ସୁନା

ନୂଆଦିଲ୍ଲୀ,୨୭।୬ : କରୋନା ମାମଲା ଯେଭଳି ଭାବେ ବଢୁଛି ସେଭଳି ତା’ର ପ୍ରଭାବ ନିବେଶକଙ୍କ ମନୋଭାବ ଉପରେ ପଡୁଛି। ଏଭଳି ସ୍ଥିତିରେ ସାରା ଦୁନିଆର ନିବେଶକ ନିବେଶର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ବର୍ତ୍ତମାନ ସୁନାର ଚାହିଦା ବଢୁଥିବାରୁ ଦାମରେ...

ଏମ୍‌ଏସ୍‌ଏମ୍‌ଇ ଲାଗି ଏସ୍‌ବିଆଇର ସ୍ବତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର,୨୭।୬(ବ୍ୟୁରୋ) : ଦେଶର ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ଏବଂ ନିଯୁକ୍ତି ସୃଷ୍ଟିରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଲାଗି ଏହି ଶିଳ୍ପର ଅବସ୍ଥା ବିଗିଡ଼ିଯାଇଛି। ବିଭିନ୍ନ ସମସ୍ୟା ଦେଇ...

ପରଟା ପରେ ଏବେ ପପ୍‌କର୍ଣ୍ଣ ଉପରେ ଲାଗିଲା ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୬।୬: କର୍ଣ୍ଣାଟକରେ ମାଲାବାର ପରଟା ଉପରେ ୧୮% ଜିଏସ୍‌ଟି ଲଗାଯାଇଥିଲା। ଏବେ ଗୁଜରାଟରେ ପପ୍‌କର୍ଣ୍ଣ ଉପରେ ୧୮% ଜିଏସ୍‌ଟି ନେଇ ବିଜ୍ଞପ୍ତି ଦିଆଯାଇଛି। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ପ୍ୟାକେଟ୍‌ ହୋଇ ବିକ୍ରି ହେଉଥିବା ପପ୍‌କର୍ଣ୍ଣ...

ଟିକ୍‌ଟକ୍‌କୁ ଟକ୍କର ଦେବ ୟୁଟ୍ୟୁବ୍‌

ନୂଆଦିଲ୍ଲୀ,୨୬।୬: ଟିକ୍‌ଟକ୍‌ର ଲୋକପ୍ରିୟତାକୁ ଦେଖି ଅନ୍ୟ ବଡ କମ୍ପାନୀଗୁଡିକ ସମାନ ଧରଣର ଆପ୍‌ ଆଣିବାକୁ ଚେଷ୍ଟା କରୁଛନ୍ତି। ଉଭୟ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ କ୍ରମାଗତ ଭାବରେ ଛୋଟ ଭିଡିଓ ପ୍ଲାଟଫର୍ମ ମାଧ୍ୟମରେ ଟିକଟକ୍‌ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚେଷ୍ଟା କରୁଛନ୍ତି।...

ଲଗାତାର ୨୦ ଦିନ ପାଇଁ ବଢ଼ିଲା ତେଲଦର

ନୂଆଦିଲ୍ଲୀ,୨୬।୬: କରୋନା ସଂକ୍ରମଣ ଜନିତ ସମସ୍ୟା ମଧ୍ୟରେ ଦେଶରେ କ୍ରମାଗତ ଭାବେ ତୈଳଦର ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲଗାତାର ୨୦ ଦିନ ପାଇଁ ତେଲ ଦର ବଢ଼ିଛି। ପେଟ୍ରୋଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ସେହିଭଳି...

ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବେ ସରକାର;ଅର୍ଥ ବ୍ୟବସ୍ଥାକୁ ଗତି ଦେବା ଲାଗି ପ୍ରୟାସ

ନୂଆଦିଲ୍ଲୀ,୨୬।୬ : କରୋନା ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପଡିଛି। ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି( ଆଇଏମ୍‌ଏଫ୍‌) ପୂର୍ବାନୁମାନ କରିଛି। ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବା...

ନିଜେ ସ୍ଥାପନ କରିଥିବା ବ୍ୟାଙ୍କରେ ଜାଲିଆତି କରି ଫସିଲେ; ରାଣା କପୁରଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ମୁମ୍ବାଇ,୨୬।୬ : ଋଣ ଠକେଇ ମାମଲାରେ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ଚାର୍ଜଶିଟ ଦାୟର କରିଛି। ଏହା ପୂର୍ବରୁ ଇଡି ମଧ୍ୟ ଉକ୍ତ ମାମଲାରେ ଚାର୍ଜଶିଟ୍‌ ଦାଖଲ କରିସାରିଛି। ମୁମ୍ବାଇର...

ଭାରତୀୟଙ୍କ ସୁଇସ୍‌ ବ୍ୟାଙ୍କ ଜମା ୬% ହ୍ରାସ

ଜୁରିକ,୨୬।୬ : ଭାରତୀୟ ବ୍ୟକ୍ତି ବିଶେଷ ଏବଂ କମ୍ପାନୀଙ୍କ ସୁଇସ୍‌ ବ୍ୟାଙ୍କ ଜମାରେ ୨୦୧୯ରେ ୬% ହ୍ରାସ ଦେଖାଯାଇଛି। ଏହି ସମୟରେ ଭାରତୀୟ ମାନେ ସୁଇସ ବ୍ୟାଙ୍କ ତଥା ଭାରତ ଭିତ୍ତିକ ସୁଇସ ବ୍ୟାଙ୍କଗୁଡିକରେ ୮୯୯ ନିୟୁତ ସୁଇସ ପ୍ରାଙ୍କ୍‌ସ...

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’; ଜାଣନ୍ତୁ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୬।୬ : ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି...

୮୦ ଟପିଲା ଡିଜେଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୯ ସଂକ୍ରମଣ ଜନିତ ସମସ୍ୟା ଦେଶର ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗି ଦେଇଛି। ଏହି ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ଡରେ ଚଡକ ପକାଇଛି। ଗୁରୁବାର ତୈଳ ଦର ଡିଜେଲ ଲିଟର ପିଛା ୧୪ ପଇସା...

୧୨ ଅଗଷ୍ଟ ପର୍ଯ୍ୟନ୍ତ ରେଗୁଲାର ଟ୍ରେନ ବାତିଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୦ ସଂକ୍ରମଣ ଜନିତ ସମସ୍ୟା ସାଙ୍ଗକୁ କରୋନା କଟକଣା ପାଇଁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ସମସ୍ତ ରେଗୁଲାର ଟ୍ରେନ ଚଳାଚଳ ବନ୍ଦ ରହିବ। ଏହି ଟ୍ରେନଗୁଡିକର ଟାଇମ ଟେବୁଲକୁ ପରିବର୍ତ୍ତନ କରାଯିବା ସହ ପାସେଞ୍ଜର, ଏକ୍ସପ୍ରେସ ଏବଂ ଯାତ୍ରୀବାହୀ...

ପିଏମ୍‌ କିଷାନ ଖାତାର ବାଲାନ୍ସ ଜାଣିବାର ସହଜ ଉପାୟ

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଦ୍ୱାରା କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୯ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ କୃଷକମାନଙ୍କ ଖାତାକୁ ବର୍ଷକୁ ୬ହଜାର ଟଙ୍କା ପଠାଯାଉଛି। ଏହା ୨ହଜାର ଲେଖାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri