ବାଣିଜ୍ୟ

୩ ବର୍ଷରେ ସବୁ ଗାଁ କୁ ହାଇସ୍ପିଡ୍‌ ଇଣ୍ଟରନେଟ: ମୋଦି

ନୂଆଦିଲ୍ଲୀ: ମୋବାଇଲ ମାନୁଫାକଚରିଂ କ୍ଷେତ୍ରରେ ଭାରତ ସାରା ବିଶ୍ୱରେ ଏକ ପ୍ରମୁଖ ସ୍ଥଳ ହୋଇପାରିଛି। ସାରା ଦେଶରେ ଡିଜିଟାଲ ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ସରକାର ଏବେ ଧ୍ୟାନ କେନ୍ଦ୍ରିତ କରିଛନ୍ତି। ଇଣ୍ଡିଆ ମୋବାଇଲ କଂଗ୍ରେସ(ଆଇଏମ୍‌ସି) ୨୦୨୦କୁ ଭିଡିଓକନଫରେନ୍ସ ଯୋଗେ…

ଯାତ୍ରୀବାହୀ ଯାନ ରିଟେଲ ବିକ୍ରି ୪% ବଢ଼ିଲା

ନୂଆଦିଲ୍ଲୀ:ନଭେମ୍ବର ମାସରେ ଯାତ୍ରୀବାହି ଯାନର ରିଟେଲ ବିକ୍ରି ୪.୧୭% ବଢିଛି। ଦିଓ୍ବାଲି ଏବଂ ଧନ୍‌ତେରସ୍‌ ଅବସରରେ ଯାନ ପଞ୍ଜୀକରଣରେ ଏଭଳି ଉନ୍ନତି ଆସିଥିବା ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ(ଫାଡା) ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ନଭେମ୍ବରରେ ଉକ୍ତ ବର୍ଗରେ ୨.୯୧…

ଅର୍ଥ ବ୍ୟବସ୍ଥାକୁ ୩୨ ହଜାର କୋଟିର କ୍ଷତି

ନୂଆଦିଲ୍ଲୀ: ସରକାରଙ୍କ କୃଷକ ବିରୋଧୀ ନୀତିକୁ ପ୍ରତ୍ୟାହାର କରିବା ଲାଗି ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ମଙ୍ଗଳବାର ଦେଶବ୍ୟାପୀ ଦିନିକିଆ ଧର୍ମଘଟ କରାଯାଇଛି। ଧର୍ମଘଟର ପ୍ରଭାବ ସାରା ଦେଶରେ ରହିଥିଲା। ଦେଶର ୧୦ ପ୍ରମୁଖ ଶ୍ରମିକ ସଙ୍ଗଠନ ଏବଂ ବିରୋଧୀ ଦଳଗୁଡ଼ିକ…

ଖର୍ଚ୍ଚ ଜାରି ରଖିବେ ସରକାର

ନୂଆଦିଲ୍ଲୀ: ବଜେଟରେ ଧାର୍ଯ୍ୟ ହୋଇଥିବା ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ଟପିବାକୁ ନେଇ ସରକାର ବେଶି ଚିନ୍ତିତ ନୁହନ୍ତି। କାରଣ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ସରକାର ପଦକ୍ଷେପ ନେଉଛନ୍ତି। ଏଥିଲାଗି ସରକାର ଖର୍ଚ୍ଚ ଜାରି ରଖିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା…

୨୦୨୧ ଦ୍ୱିତୀୟାର୍ଦ୍ଧରେ ଜିଓ ଆଣିପାରେ ୫ଜି ସେବା

ନୂଆଦିଲ୍ଲୀ: ୨୦୨୧ ଦ୍ୱିତୀୟାର୍ଦ୍ଧରେ ଦେଶରେ ୫ଜି ସେବା ଉପଲବ୍ଧ ହେବ। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ମଙ୍ଗଳବାର ଆଭାସ ଦେଇଛନ୍ତି। ଅଲଟ୍ରା ହାଇସ୍ପିଡ୍‌ ୫ଜି ସେବାକୁ ସାରା ଦେଶରେ ଆରମ୍ଭ କରିବା ଲାଗି ନୀତିଗତ ଭାବେ ପଦକ୍ଷେପ…

ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ, କିରନ ମଜୁମଦାର ସ

ନୂଆଦିଲ୍ଲୀ : ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ବାୟୋକନର ପ୍ରତିଷ୍ଠାତା କିରନ ମଜୁମଦାର ସ ଏବଂ ଏଚ୍‌ସିଏଲ୍‌ ଟେକ୍ନୋଲୋଜିର ସିଇଓ ରୋଶନୀ ନାଦାର ମାଲହୋତ୍ରା ସାମିଲ ହୋଇଛନ୍ତି। ତାଲିକାର ପ୍ରଥମ ସ୍ଥାନରେ…

୩୦୦ କର୍ମଚାରୀ ଛଟେଇ କଲା ଓୟୋ

ନୂଆଦିଲ୍ଲୀ: ହସ୍ପିଟାଲିଟି ଫାର୍ମ ଓୟୋ ୩୦୦ କର୍ମଚାରୀଙ୍କୁ ଛଟେଇ କରିଛି। ଅପରେଶନ ଏବଂ ରିନୋଭେସନ ବିଭାଗରୁ ଏହି ଛଟେଇ ହୋଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। ବର୍ତ୍ତମାନର ବାଣିଜି୍ୟକ ସ୍ଥିତିକୁ ବିଚାର କରି କମ୍ପାନୀ ଏଭଳି ନିଷ୍ପତ୍ତି ନେଇଛି।…

ସୁଧ ଛାଡ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କୁ ଉତ୍ତର ରଖିଲା କେନ୍ଦ୍ର

ନୂଆଦିଲ୍ଲୀ: ସବୁ ବର୍ଗର ଋଣ ଉପରେ ସୁଧ ଛାଡ ପ୍ରସଙ୍ଗରେ କେନ୍ଦ୍ର ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ନିକଟରେ ପକ୍ଷ ରଖିଛନ୍ତି। ସବୁ ବର୍ଗର ଋଣ ଏବଂ ଅଗ୍ରୀମ ଉପରେ ଯଦି ସୁଧ ଛାଡ ହୁଏ ତେବେ ଏଥି ଲାଗି ୬ ଲକ୍ଷ…

ଡିସେମ୍ବର ୧୪ ମଧ୍ୟରାତ୍ରରୁ ବଦଳିଯିବ ଟଙ୍କା ନେଣଦେଶ ସମ୍ପର୍କିତ ଏସବୁ ନିୟମ, ଲାଭବାନ ହେବେ..

ମୁମ୍ବାଇ,୮।୧୨: କରୋନା କାଳରେ ଡିଜିଟାଲ ନେଣଦେଣ ପ୍ରକ୍ରିୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିଅଲ ଟାଇମ୍‌ ଗ୍ରସ୍‌ ସେଟଲମେଣ୍ଟ(ଆର୍‌ଟିଜିଏସ୍‌) ସିଷ୍ଟମ୍‌ ଡିସେମ୍ବର ୧୪ ତାରିଖରୁ ୨୪ ଘଣ୍ଟା ଧରି କାମ କରିବ ବୋଲି କହିଥିଲା। ଏବେ…

ମୁକେଶ ଅମ୍ବାନିଙ୍କ ବଡ଼ ଘୋଷଣା: ୨୦୨୧ରେ ଜିଓ ଆଣିବ ୫-ଜି

ନୂଆଦିଲ୍ଲୀ,୮।୧୨: ଦେଶର ଜିଓ ଉପଭୋକ୍ତା ୨୦୨୧ରେ ୫-ଜି ସୁବିଧା ପାଇପାରିବେ। ଏନେଇ ମୁକେଶ ଅମ୍ବାନି ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଭାରତୀୟ ମୋବାଇଲ କଂଗ୍ରେସର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ମୁକେଶ ଏଭଳି କହିଛନ୍ତି। ଦେଶର ୩୦ କୋଟି ୨-ଜି ଉପଭୋକ୍ତାଙ୍କୁ ସ୍ମାର୍ଟଫୋନ୍‌…

ଘର କ୍ରେତାଙ୍କ ସମସ୍ୟା ଦୂରକରିବ ରେରା:ମୋଦି

ଲକ୍ଷ୍ନୌ : ବିଲ୍ଡର ଏବଂ ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ବିଶ୍ୱାସ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଛି। ଏଭଳି ବିଭିନ୍ନ ଆନୁଷଙ୍ଗିକ ସମସ୍ୟା ଦୂରକରିବା ଲାଗି ରିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ରେରା) ଗଠନ କରାଯାଇଛି। ଏହା ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ସମସ୍ୟା…

ଏପ୍ରିଲରେ ଉଡ଼ିପାରେ ଜେଟ୍‌ ଏୟାର

ନୂଆଦିଲ୍ଲୀ: ଦେବାଳିଆ ହୋଇଯାଇଥିବା ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ ପୁଣି ଥରେ ଉଡ଼ାଣ ଭରିବା ଲାଗି ପ୍ରସ୍ତୁତ ହେଉଛି। ଏହି କମ୍ପାନୀ ଆସନ୍ତା ଗ୍ରୀଷ୍ଣ ସମୟ ସୁଦ୍ଧା ପୁଣି ଥରେ ବିମାନ ସେବା ଯୋଗାଇ ଦେବାର ବିଶେଷ ସମ୍ଭାବନା ରହିଛି। ଆର୍ଥତ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?