ବାଣିଜ୍ୟ

ଟିକ୍‌ଟକ୍‌କୁ ଜୋରଦାର୍‌ ଟକ୍କର ଦେବ ଏହି ସ୍ବଦେଶୀ ଆପ୍‌

ନୂଆଦିଲ୍ଳୀ,୨୪।୬ : ଚାଇନାର ଭାରତ ବିରୋଧୀ କାର୍ଯ୍ୟକଳାପ ଏବଂ ୨୦ ଯବାନ ଶହୀଦ ହେବା ଘଟଣାକୁ ନେଇ ଦେଶ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଇନା ସାମଗ୍ରୀର ବୟକଟ କରିବା ନେଇ ସାରା ଦେଶରେ କ୍ୟାମ୍ପେନ ହେଉଥିବା ଦେଖାଯାଇଛି।...

ହିନ୍ଦୁଜା ପରିବାରରେ ସମ୍ପତ୍ତି ବିବାଦ; କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୫।୬ : ବ୍ରିଟେନର ହିନ୍ଦୁଜା ଗ୍ରୁପ୍‌ର ଜଡ଼ିତ ଭାଇଙ୍କ ମଧ୍ୟରେ ସମ୍ପତ୍ତି ବିବାଦ ଦେଖାଯାଇଛି। ଏହି ବିବାଦ ବର୍ତ୍ତମାନ ବ୍ରିଟେନର ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଥିବା ଜଣାପଡ଼ିଛି। ଏହି ପରିବାର ବ୍ରିଟେନର ବିଲିୟନେୟାରଙ୍କ ତାଲିକାରେ ରହିଛି। ପରିବାରର ସଂରକ୍ଷକ କୁହାଯାଉଥିବା ୮୪...

ଜିଓରେ ଫେସ୍‌ବୁକ୍‌ ଅଂଶଧନ ହାସଲକୁ ସିସିଆଇ ମଞ୍ଜୁରୀ

ନୂଆଦିଲ୍ଲୀ,୨୫।୬ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଜିଓ ପ୍ଲାଟ୍‌ଫର୍ମରେ ଫେସ୍‌ବୁକ୍‌ ୯.୯୯% ଅଂଶଧନ ହାସଲ କରିଛି। ଏହାକୁ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏପ୍ରିଲରେ ରିଲାଏନ୍ସ ଏବଂ ଫେସ୍‌ବୁକ୍‌ ମଧ୍ୟରେ ୫.୭ ବିଲିୟନ ଡଲାର(୪୩,୫୭୪...

ଚିନ୍ତା ବଢାଇଲାଣି ତେଳ ଦର; ଜାଣନ୍ତୁ ଦର ବୃଦ୍ଧିର କାରଣ

ନୂଆଦିଲ୍ଲୀ,୨୫।୬: ଘରୋଇ ବଜାରରେ ପ୍ରଥମ ଥର ପାଇଁ ପେଟ୍ରୋଲଠାରୁ ଡିଜେଲର ଦର ମହଙ୍ଗା ହୋଇଛି। ବୁଧବାର ଡିଜେଲ ଉପରେ ଲିଟର ପିଛା ଦର ୪୮ ପଇସା ବୃଦ୍ଧି ପାଇଛି। ସେହି ହିସାବରେ ପୂର୍ବ ତୁଳନାରେ ପେଟ୍ରୋଲ ଦର ମଧ୍ୟ ସ୍ଥିର...

ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ: ପ୍ରମୁଖ ଏଜେନ୍ସି ଆଶଙ୍କା ପ୍ରକଟ କଲେ

ନୂଆଦିଲ୍ଲୀ,୨୫।୬ : ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ନକାରାତ୍ମକ ରହିବ। ଅର୍ଥାତ୍‌ ଏହି ସମୟରେ ଅଭିବୃଦ୍ଧି ଗଭୀର ଭାବେ ଖସିଯିବ। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ୪.୫% ଖସିଯିବ ବୋଲି ଅନ୍ତର୍ଜାତୀୟ...

ମହାମାରୀ ଯୋଗୁ ଜଟିଳ ହେଉଛି ବିଶ୍ୱ ବଜାର ସ୍ଥିତି; ଜାଣନ୍ତୁ କ’ଣ କହିଲା ଆଇଏମ୍‌ଏଫ୍‌

ଓ୍ବାଶିଂଟନ,୨୫।୬ : ବିଶ୍ୱ ବଜାର ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ବଜାର ପ୍ରଭାବିତ ହୋଇ ରହିଛି। ହେଲେ ମାନ୍ଦାବସ୍ଥାର ପ୍ରଭାବ ଯେତିକି ରହିବ ବୋଲି ଆକଳନ କରାଯାଇଥିଲା ତା’ଠାରୁ ସ୍ଥିତି ଏବେ ଅଧିକ ଜଟିଳ ହେଉଥିବା ଅନ୍ତର୍ଜାତୀୟ ମୁଦ୍ରା...

ଆର୍‌ବିଆଇ ପରିସରକୁ ଆସିଲା ସମବାୟ ବ୍ୟାଙ୍କ; ଅଧିକ ଦକ୍ଷ ହେବ ପରିଚାଳନା

ନୂଆଦିଲ୍ଲୀ,୨୫।୬ : ସମବାୟ ବ୍ୟାଙ୍କଗୁଡ଼ିକର ପରିଚାଳନାକୁ ନେଇ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାଦ୍ୱାରା ଦେଶରେ ଥିବା ୧୪୮୨ ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଏବଂ ୫୮ ମଲ୍ଟି ଷ୍ଟେଟ କୋ-ଅପରେଟିଭ ବ୍ୟାଙ୍କ ରିଜର୍ଭ ବ୍ୟାଙ୍କ...

ଅଲ୍‌ଟୋ ଭାରତରେ ସର୍ବାଧିକ ବିକ୍ରି ହେଉଥିବା କାର

ଭୁବନେଶ୍ୱର,୨୫।୬: ମାରୁତି ସୁଜୁକି ଅଲ୍‌ଟୋ କ୍ରମାଗତ ଭାବେ ୧୬ ବର୍ଷ ଧରି ଭାରତର ସର୍ବାଧିକ ବିକ୍ରି ହେଉଥିବା କାରର ମାନ୍ୟତା ହାସଲ କରିଛି। କମ୍ପାନୀର ଏହି ମଡେଲ ଗ୍ରାହକଙ୍କ ପାଇଁ ପ୍ରଥମ ପସନ୍ଦର କାର ଭାବେ ନିଜର ସ୍ଥାନ ବଜାୟ...

ନୂଆ ହୋମ୍‌ ଆପ୍ଲାଏନ୍ସ ଆଣିଲା ତୋଷିବା

ନୂଆଦିଲ୍ଲୀ,୨୫।୬ : ଜାପାନ ଭିତ୍ତିକ ପ୍ରମୁଖ କମ୍ପାନୀ ତୋଷିବା ପକ୍ଷରୁ ବଜାରକୁ ନୂଆ ହୋମ୍‌ ଆପ୍ଲାଏନ୍ସର ୨୦୨୦-୨୧ ରେଞ୍ଜ ପ୍ରବେଶ କରାଯାଇଛି। ଭର୍ଚୁଆଲ ଇଭେଣ୍ଟ ଦ୍ୱାରା କମ୍ପାନୀ ଏହାର ପ୍ରଡକ୍ଟ ଉନ୍ମୋଚନ କରିଛି। ନୂଆ ଉତ୍ପାଦ ଶୃଙ୍ଖଳା ମଧ୍ୟରେ ମଲ୍ଟି...

ଜୁଲାଇ ପହିଲାରୁ ବଦଳିବ ଏସବୁ ବ୍ୟାଙ୍କିଂ ନିୟମ

ନୂଆଦିଲ୍ଲୀ,୨୪।୬: ବ୍ୟାଙ୍କିଂ ସେବା ସହ ଜଡ଼ିତ ଏକାଧିକ ନିୟମ ଜୁଲାଇ ୧ରୁ ପରିବର୍ତ୍ତନ ହେବାକୁ ଯାଉଛି। ଆସନ୍ତା ମାସରୁ ଏଟିଏମ୍‌ରୁ ଟଙ୍କା ଉଠାଣ, ସୁଧହାର, ଖାତାରେ ସର୍ବନିମ୍ନ ବାଲାନ୍ସ ଭଳି ନିୟମ ବଦଳିବ। ସେ ବିଷୟରେ ଜାଣି ରଖନ୍ତୁ.. –...

ଏମ୍‌ଏସ୍‌ଏମ୍‌ଇଙ୍କୁ ୭୯ହଜାର କୋଟି ଟଙ୍କା ଋଣ ପ୍ରଦାନ

ନୂଆଦିଲ୍ଲୀ,୨୪।୬: ଚଳିତ ମାସ ୨୦ ସୁଦ୍ଧା ଦେଶର ବ୍ୟାଙ୍କଗୁଡିକ ୧୯ ଲକ୍ଷ ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଙ୍କୁ ପ୍ରାୟ ୭୯ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏହି ସମୟରେ ବ୍ୟାଙ୍କ ୩୫ହଜାର କୋଟି ଟଙ୍କାର ଋଣ ଅନ୍ୟ...

ଡିଜେଲ ଲିଟର ପିଛା ୧୦ଟଙ୍କା ବଢିଲାଣି

ନୂଆଦିଲ୍ଲୀ,୨୪।୬: ମଙ୍ଗଳବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୨୦ ପଇସା ଏବଂ ଡିଜେଲ ୫୬ ପଇସା ବୃଦ୍ଧି ପାଇଛି। ଫଳରେ ଡିଜେଲ ଦର ଲିଟର ପିଛା ୧୦.୨ ଟଙ୍କା ବୃଦ୍ଧି ପାଇଛି। ସେହିଭଳି ପେଟ୍ରୋଲ ଲିଟର ପିଛା ୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri