8th Pay Commissionକୁ ନେଇ ଆସିଲା ବଡ଼ ଅପ୍ଡେଟ: ଜାନୁଆରୀରେ ବଢିଯିବ…
ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧ ଡିସେମ୍ବର, ୨୦୨୫ ରେ ଶେଷ ହେବ ଏବଂ ସମସ୍ତ ଧ୍ୟାନ ଏବେ ୮ମ ବେତନ…
Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍
ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ଏକ ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍…
AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼ ଡିଲ୍ କରିଛି। କମ୍ପାନୀ ସ୍ୱଚ୍ଛ ଶକ୍ତି ବିକାଶକାରୀ ସଂସ୍ଥା ‘ଇଣ୍ଟରସେକ୍ଟ ପାୱାର’କୁ ୪.୭୫ ବିଲିୟନ…
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ଦଳ ଅଭିଯୋଗ କରିଛି। ‘ଡବଲ…
ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍, ଜାଣିରଖନ୍ତୁ…
ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଏହାର ଲକ୍ଷ୍ୟ ହେଉଛି ପେନସନ ରେକର୍ଡ ସଂଶୋଧନ କରିବା…
UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ
ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ବିଶେଷ କରି UPIର ଟଙ୍କା ମାଗିବା ଏବଂ ‘Autopay’ (ସ୍ୱୟଂଚାଳିତ…
ଡେବିଟ୍ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?
ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ ବର୍ଷରେ ଜାନୁଆରୀ ୧୦ ତାରିଖରୁ ବ୍ୟାଙ୍କ ଏହାର ଡେବିଟ୍ କାର୍ଡ ଲାଉଞ୍ଜ ଆକ୍ସେସ ନିୟମ…
୩ ଲକ୍ଷ ପାର୍ କରିବ ସୁନା ଦାମ୍! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ
ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ ବୃଦ୍ଧି ଘଟିପାରେ। ରିପୋର୍ଟ ଅନୁଯାୟୀ, ୟାରଡେନି ରିସର୍ଚ୍ଚର ସଭାପତି ୟାରଡେନି କହିଛନ୍ତି ଯେ ୨୦୨୯…
ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍ ଉପରେ ପଡିବ ବଡ଼ ପ୍ରଭାବ
ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ୍କୁ ପ୍ରଭାବିତ କରିବ। ବ୍ୟାଙ୍କିଂ ନିୟମ ଠାରୁ ଆରମ୍ଭ କରି…
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର ହ୍ୟାଣ୍ଡସେଟ୍ ଥେଟ୍ ଆଣ୍ଡ ଲସ୍ ଇନ୍ସୁରାନ୍ସ ସ୍କିମ୍ ଲଞ୍ଚ କରିଛି।ଏହି ସ୍କିମ୍ ମୋବାଇଲ ରିଚାର୍ଜ…
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…
ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍! ଭାରତ ସଂସଦୀୟ ଇତିହାସରେ ପ୍ରଥମ?
ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ ପ୍ରତିବର୍ଷ ଫେବୃଆରୀ ୧ ତାରିଖ ସକାଳ ୧୧ଟାରେ ବଜେଟ ଉପସ୍ଥାପନ ହୋଇଆସୁଛି। କିନ୍ତୁ, ଏହି…

