ଏଟିଏମ୍ରୁ ନକଲି ନୋଟ ବାହାରିଲେ କରିବେ କ’ଣ…କିପରି ଫେରି ପାଇବେ ଟଙ୍କା ଜାଣନ୍ତୁ
ଆଜିର ଅତ୍ୟାଧୁନିକ ସମୟରେ ଡିଜିଟାଲ ନେଣଦେଣ ଜନଆଦୃତି ଲାଭ କଲାଣି। ବିଶେଷକରି ଏଟିଏମ୍ର ବ୍ୟବହାର ଦିନକୁ ଦିନ ବଢ଼ୁଛି। ଏହାଦ୍ୱାରା ଦରକାର ସମୟରେ ଟଙ୍କା ଉଠାଯାଇପାରୁଛି। ହେଲେ ବେଳେବେଳେ ଏଟିଏମ୍ରୁ ଟଙ୍କା ଉଠାଇବା ବେଳେ ନକଲି ନୋଟ ବାହାରିଥାଏ। ଏହାକୁ...
୪୧ ବାଣିଜି୍ୟକ କୋଇଲା ଖଣି ନିଲାମ ଆରମ୍ଭ
ନୂଆଦିଲ୍ଲୀ,୧୯।୬: ଦେଶରେ ବହୁଳ ପରିମାଣରେ କୋଇଲା ଗଚ୍ଛିତ ଥିବାରୁ ଆଗାମୀ ଦିନରେ ଏ କ୍ଷେତ୍ରର ସମ୍ଭାବନାକୁ ପରଖିବା ଆବଶ୍ୟକ। ବିଶ୍ୱର ସର୍ବବୃହତ୍ କୋଇଲା ରପ୍ତାନିକାରୀ ହେବାକୁ ଭାରତ ଲକ୍ଷ୍ୟ ରଖିବା ଉଚିତ। ଗୁରୁବାର କୋଇଲା କ୍ଷେତ୍ରରେ ସଂସ୍କାର ପଦକ୍ଷେପ ସ୍ବରୂପ...
ପ୍ରବାସୀଙ୍କ ଲାଗି ଆସିବ ନିଯୁକ୍ତି ଗ୍ୟାରେଣ୍ଟି ସ୍କିମ୍
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀକୁ ରୋକିବା ଲାଗି ସରକାର ସାରା ଦେଶକୁ ଲକ୍ଡାଉନ କରିଥିଲେ। ଏହି ସମୟରେ ପ୍ରବାସୀ ଶ୍ରମିକ ନାହିଁ ନ ଥିବା ସମସ୍ୟା ସାମ୍ନା କରିଛନ୍ତି। ଶ୍ରମିକମାନେ ହଜାର ହଜାର କି.ମି. ପାଦରେ ଚାଲି ଘରକୁ ଫେରିଛନ୍ତି। ପ୍ରବାସୀ...
ଜିଓରେ ନିବେଶ କଲା ପିଆଇ୍ଏଫ
ମୁମ୍ବାଇ,୧୯।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ’ର ଡିଜିଟାଲ ପ୍ଲାଟଫର୍ମ ଜିଓରୁ ସାଉଦି ଆରବର ପିଆଇ୍ଏଫ ସଂସ୍ଥା୨.୩% ଅଂଶଧନ କ୍ରୟ କରିଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ସାଉଦି ଆରବର ପବ୍ଲିକ ଇନଭେଷ୍ଟମେଣ୍ଟ ଫଣ୍ଡ (ପିଆଇଏଫ୍) ନାମକ ସଂସ୍ଥା ଜିଓ...
ଚାଇନା କମ୍ପାନୀର ଚୁକ୍ତି ରଦ୍ଦ କଲା ରେଲଓ୍ବେ
ନୂଆଦିଲ୍ଲୀ,୧୯।୬: ସୀମାରେ ଭାରତ ଓ ଚାଇନା ସେନା ମଧ୍ୟରେ ତିକ୍ତତା ଲାଗି ରହିଛି। ୨୦ ଭାରତୀୟ ଯବାନ ଶହୀଦ ହେବା ଘଟଣା କେନ୍ଦ୍ର ସରକାରଙ୍କଠାରୁ ନେଇ ଦେଶବାସୀଙ୍କୁ ମର୍ମାହତ କରିଛି। ଏହି ସମୟରେ ଚାଇନାକୁ ଉଚିତ ଯବାବ ଦେବା ଲାଗି...
ତେଲ ଦର ବୃଦ୍ଧିରେ ବିରତି ନାହିଁ
ନୂଆଦିଲ୍ଲୀ,୧୮।୬: ଦେଶରେ ତେଲ ଦର କେବେ ହ୍ରାସ ହେବ ଏହାକୁ ନେଇ ଗ୍ରାହକ ଚିନ୍ତାରେ ପଡିଯାଇଛନ୍ତି। କାରଣ ଗତ ୧୨ ଦିନ ହେଲା ତେଲ ଦର ଲାଗାତର ବୃଦ୍ଧି ପାଇ ଚାଲିଛିି। ଚଳିତ ମାସ ୭ ରୁ ଗୁରୁବାର ପର୍ଯ୍ୟନ୍ତ...
ଭାରତ ଲାଗି ଆଉଟଲୁକ୍ ନକାରାତ୍ମକ କଲା ଫିଚ୍
ନୂଆଦିଲ୍ଲୀ,୧୮।୬: ଫିଚ୍ ରେଟିଂ ଏଜେନ୍ସି ଗୁରୁବାର ଭାରତର ଆଉଟଲୁକ୍କୁ ନକାରାତ୍ମକ ରହିବା ନେଇ ଆକଳନ କରିଛି। ଭାରତର ଆଉଟଲୁକ୍ ସ୍ଥିର ରହିବ ବୋଲି ଏହା ପୂର୍ବରୁ କହିଥିବା ବେଳେ ବର୍ତ୍ତମାନ ଏହାକୁ ନକାରାତ୍ମକ କରିଥିବା ଜଣାପଡ଼ିଛି। ଏହି ଏଜେନ୍ସି ଗତ...
ଏଜିଆର୍ ମାମଲାର ଶୁଣାଣି ଜୁଲାଇରେ
ନୂଆଦିଲ୍ଲୀ,୧୮।୬: ଦେଶର ଟେଲିକମ୍ କମ୍ପାନୀଗୁଡ଼ିକ ସେମାନଙ୍କ ଆର୍ଥତ୍କ ଷ୍ଟେଟମେଣ୍ଟକୁ ସୁପ୍ରିମକୋର୍ଟଙ୍କୁ ପ୍ରଦାନ କରିବେ। ଗୁରୁବାର ଏ ସମ୍ପର୍କରେ କମ୍ପାନୀଗୁଡିକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆଡଜଷ୍ଟେଟ ଗ୍ରସ୍ ରେଭିନ୍ୟୁ(ଏଜିଆର୍) ସମ୍ପର୍କିତ ମାମଲାର ଶୁଣାଣି ଜୁଲାଇରେ ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ...
ଭାରତର ଜିଡିପି ୪% ଖସିବ:ଏଡିବି
ନୂଆଦିଲ୍ଲୀ,୧୮।୬: ୨୦୨୦ରେ ଏସିଆର ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥାଗୁଡିକ ବିଶେଷ ଭାବେ ଅଭିବୃଦ୍ଧି କରିପାରିବେ ନାହିଁ। ଏଭଳି ସ୍ଥିତିରେ ଚଳିତ ଆର୍ଥତ୍କ ବର୍ଷରେ ଭାରତର ବିକାଶ ହାର ପ୍ରାୟ ୪% ଖସିଯିବ ବୋଲି ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ପକ୍ଷରୁ ଆକଳନରେ କୁହାଯାଇଛି।...
ପୁଣି ଫେରିଲା ନୋକିଆ ୫୩୧୦
ନୂଆଦିଲ୍ଲୀ,୧୮।୬: ଏଚ୍ଏମ୍ଡି ଗ୍ଲୋବାଲ ପକ୍ଷରୁ ଭାରତ ବଜାର ଲାଗି ନୂଆ ନୋକିଆ ୫୩୧୦ ଶୁଭାରମ୍ଭ କରାଯାଇଛି। ମୂଳ ନୋକିଆ ୫୩୧୦ ଏକ୍ସପ୍ରେସ ମ୍ୟୁଜିକକୁ ନୂଆ କରି ନୂଆ ନୋକିଆ ୫୩୧୦ରେ ଏକ ଏମ୍ପି ୩ ପ୍ଲେୟର, ଏଫ୍ଏମ୍ ରେଡିଓ, ଶକ୍ତିଶାଳୀ...
୩୫ହଜାରଙ୍କୁ ଛଟେଇ କରିବ ଏଚ୍ଏସ୍ବିସି
ଲଣ୍ଡନ,୧୮।୬: ଇଂଲଣ୍ଡ ଭିତ୍ତିକ ଦି ହଂକଂ ଆଣ୍ଡ ସାଂଘାଇ ବ୍ୟାଙ୍କିଙ୍ଗ୍ କର୍ପୋରେଶନ (ଏଚ୍ଏସ୍ବିସି) ମଧ୍ୟବର୍ତ୍ତୀ କାଳୀନ ସମୟ ପାଇଁ ତା’ର ପ୍ରାୟ ୩୫ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀଙ୍କୁ ଛଟେଇ କରିବ ବୋଲି ଜଣାପଡିଛି। ବୁଧବାର ରଏଟର୍ସକୁ ବ୍ୟାଙ୍କ ଏ ନେଇ ସୂଚନା...
ଚାଇନା ବିରୋଧରେ ଏକାଠି ହେଲେ ବ୍ୟବସାୟୀ
ନୂଆଦିଲ୍ଲୀ,୧୮।୬: ଚାଇନା ସେନା ଦ୍ୱାରା ଭାରତୀୟ ସୈନିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ନିନ୍ଦା କରାଯାଇଛି। ଚାଇନାର ଏଭଳି ନୀତିକୁ ନେଇ କ୍ରୋଧ ପ୍ରକାଶ କରିବା ସହ ଚାଇନା ସାମଗ୍ରୀକୁ ବର୍ଜନ,ଭାରତୀୟ ସାମଗ୍ରୀକୁ ଉତ୍ସାହିତ...
Archives


