ବାଣିଜ୍ୟ

୧୨୬% ସ୍ତରରେ ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୨୭।୧୧: ଦେଶର ବିତ୍ତୀୟ ନିଅଣ୍ଟ ୭ ମାସରେ ୯.୫୩ ଲକ୍ଷ କୋଟି ଟଙ୍କା ଛୁଇଁଛି। ଚଳିତ ଆର୍ଥିକ ବର୍ଷ ବଜେଟରେ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ଏହା ୧୨୬.୭% ସ୍ତରରେ ରହିଛି। ସରକାରଙ୍କ ଆୟ ଏବଂ ବ୍ୟୟ ମଧ୍ୟରେ ରହିଥିବା ପାର୍ଥକ୍ୟକୁ ବିତ୍ତୀୟ…

ପାର୍ବଣରେ ଇ-କମର୍ସ ବିକ୍ରି ୫୮ ହଜାର କୋଟି

ନୂଆଦିଲ୍ଲୀ,୨୮।୧୧- ଚଳିତ ବର୍ଷ ପାର୍ବଣରେ ଦେଶର ଇ-କମର୍ସ କମ୍ପାନୀଗୁଡିକରେ ଜୋରଦାର କାରବାର ହୋଇଛି। କମ୍ପାନୀଗୁଡିକ ପ୍ରାୟ ୫୮ ହଜାର କୋଟି ଟଙ୍କାର ମୋଟ କାରବାର ହାସଲ କରିଛନ୍ତି। କରୋନା ମହାମାରୀ ଯୋଗୁ ବଜାର ପ୍ରଭାବିତ ରହିଥିଲା। ଏଭଳି ସ୍ଥିତିରେ ଇ-କମର୍ସର ଏଭଳି…

୭.୫% ଖସିଲା ଜିଡିପି

ନୂଆଦିଲ୍ଲୀ,୨୮।୧୧ – କରୋନା ମହାମାରୀ ସାରା ବିଶ୍ୱକୁ କବଳିତ କରି ରଖିଛି। ଏହା ଦ୍ୱାରା ବିଶ୍ୱର ଅର୍ଥ ବ୍ୟବସ୍ଥାଗୁଡିକ ସଙ୍କଟ ଦେଇ ଗତି କରୁଛନ୍ତି। ଭାରତୀୟ ଅର୍ଥ ବ୍ୟବସ୍ଥା ମଧ୍ୟ ଏଥିରୁ ବର୍ତ୍ତିପାରିନାହିଁ। ଏଭଳି ସ୍ଥିତିରେ ଚଳିତ ଆର୍ଥିକ ବର୍ଷ ଦ୍ୱିତୀୟ…

ପେଟ୍ରୋଲ ୧୯, ଡିଜେଲ ୨୭ ପଇସା ବଢ଼ିଲା

ଭୁବନେଶ୍ୱର,୨୮।୧୧: କରୋନା ମହାମାରୀ ସମୟରେ ଲଗାତର ତେଳ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଉଛି। ଗତ ସପ୍ତାହ ଶୁକ୍ରବାରଠାରୁ ତେଲ ଦର ବଢି ଚାଲିଛି। କେବଳ ବୁଧବାରକୁ ଛାଡି ଅନ୍ୟ ସବୁଦିନ ଇନ୍ଧନ ଦର ବଢିଛି। ଗତ ୮ ଦିନ ମଧ୍ୟରେ…

ପିଜିଆଇ ଇଣ୍ଡିଆର ‘ମେନ୍‌ ଅଫ୍‌ ପ୍ଲାଟିନମ’ କଲେକ୍ସନ

ଭୁବନେଶ୍ୱର,୨୮।୧୧: ପ୍ଲାଟିନମ୍‌ ଗିଲ୍ଡ ଇଣ୍ଡିଆ (ପିଜିଆଇ) ପକ୍ଷରୁ ପୁରୁଷମାନଙ୍କ ପାଇଁ ଏହାର ନୂଆ କଲେକ୍ସନ‘ ମେନ ଅଫ୍‌ ପ୍ଲାଟିନମ୍‌’ ରେଞ୍ଜ ବଜାରକୁ ଆସିଛି। ଏହି ନୂତନ କଲେକ୍ସନରେ ଥିବା ପ୍ରତ୍ୟେକ ସୂକ୍ଷ୍ମ ପିସ୍‌ଗୁଡିକୁ ଅତି ଯତ୍ନର ସହ ଡିଜାଇନ କରାଯାଇଛି। ଷ୍ଟାଇଲର…

ମାଲିକଙ୍କ ଏପରି ନିଷ୍ପତ୍ତି ବଦଳାଇଦେଲା କର୍ମଚାରୀଙ୍କ ଭାଗ୍ୟ, ରାତାରାତି ସବୁ ପାଲଟିଲେ କୋଟିପତି

ଲଣ୍ଡନ,୨୭ା୧୧: ମାଲିକ ହେବ ତ ଏମିତି। ନିଜ କମ୍ପାନୀର ଲାଭ ସହିତ କମର୍ଚାରୀଙ୍କ ଲାଭ କଥା ଯିଏ ଭାବନ୍ତି। ଆଉ କମ୍ପାନୀର ଶେୟାର ବି ଦିଅନ୍ତି କର୍ମଚାରୀଙ୍କୁ। ଫଳରେ ସମସ୍ତ କର୍ମଚାରୀ ଏବେ କୋଟିପତି ହୋଇଯାଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।…

ଆଜିଠାରୁ ଅସ୍ତିତ୍ୱ ହରାଇବ ୯୪ ବର୍ଷ ପୁରୁଣା ଏହି ବ୍ୟାଙ୍କ: ୭ ଲୋକ ମିଶି କରିଥିଲେ ଆରମ୍ଭ

ନୂଆଦିଲ୍ଲୀ,୨୫।୧୧: ସଙ୍କଟ ମଧ୍ୟରେ ଫସିଥିବା ୯୪ ବର୍ଷ ପୁରୁଣା ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କର ମିଶ୍ରଣ ଡିବିଏସ ବ୍ୟାଙ୍କ ଇଣ୍ଡିଆ ସହ ହୋଇଛି। ଏହି ମିଶ୍ରଣକୁ କେନ୍ଦ୍ର କ୍ୟାବିନେଟ କମିଟିରେ ମଞ୍ଜୁରୀ ମିଳିଛି। ଆଜି ଅର୍ଥାତ ନଭେମ୍ବର ୨୭ଠାରୁ ଲକ୍ଷ୍ମୀ ବିଳାସ…

ଅର୍ଥ ବ୍ୟବସ୍ଥାରେ ସୁଧାର ଆଶାଠାରୁ ଉନ୍ନତ: ଶକ୍ତିକାନ୍ତ

ନୂଆଦିଲ୍ଲୀ: କରୋନା ଯୋଗୁ ଭାରତ ବଜାର ସଙ୍କଟ ଦେଇ ଗତି କରୁଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) -୨୩.୯% ହ୍ରାସ ପାଇଥିଲା। ବଜାର ପ୍ରଭାବିତ ହୋଇ ରହିଥିବା ବେଳେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ…

୪୩୨ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ଗୁରୁବାର ୪୩୨ ପଏଣ୍ଟ ବଢ଼ିଛି। ମେଟାଲ ଏବଂ ବ୍ୟାଙ୍କିଙ୍ଗ୍‌ ଷ୍ଟକ୍‌ କାରବାର ଉନ୍ନତ ହେବାରୁ ବଜାରରେ ଏଭଳି ସ୍ଥିତି ଦେଖାଯାଇଛି। ଭାରତ ଶେୟାର ବଜାରରେ ବିଦେଶୀ ନିବେଶକମାନେ ନିବେଶ ବଢାଇବା ନେଇ ଆଶା ଜନ୍ମିଛି।…

ତେଲ ଦର ବୃଦ୍ଧିରେ ଲଗାମ ଲାଗିପାରୁନି

ଭୁବନେଶ୍ୱର: ଗୋଟିଏ ଦିନ ବ୍ୟବଧାନ ପରେ ଗୁରୁବାର ପୁଣିଥରେ ତେଲ ଦର ବୃଦ୍ଧି ପାଇଛି। ଏହି ସମୟରେ ଭୁବନେଶ୍ୱରରେ ପେଟ୍ରୋଲ ୧୩ ଏବଂ ଡିଜେଲ ୨୩ ପଇସା ବଢ଼ିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୮୨.୩୧ ଟଙ୍କା ଏବଂ ଡିଜେଲ…

ଶ୍ରମିକ ଧର୍ମଘଟ: ରାଜ୍ୟରେ ୧୦୦ କୋଟିର କାରବାର କ୍ଷତିଗ୍ରସ୍ତ

ଭୁବନେଶ୍ୱର: ଶ୍ରମିକ ଧର୍ମଘଟ ପ୍ରଭାବ ଯୋଗୁ ରାଜ୍ୟର ପ୍ରମୁଖ ସ୍ଥାନଗୁଡ଼ିକରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଅନ୍ୟ ସବୁ ସ୍ଥାନରେ ଆଂଶିକ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବନ୍ଦ କାରଣରୁ ରାଜ୍ୟରେ ପ୍ରାୟ ୧୦୦ କୋଟି ଟଙ୍କାର କାରବାର କ୍ଷତିଗ୍ରସ୍ତ…

ପରଲୋକରେ ଟିସିଏସ୍‌ର ପ୍ରତିଷ୍ଠାତା ଫକୀର ଚାନ୍ଦ କୋହଲି

ନୂଆଦିଲ୍ଲୀ,୨୬।୧୧-ଭାରତର ପ୍ରମୁଖ ଆଇଟି କମ୍ପାନୀ ଟାଟା କନ୍ସଲଟାନ୍ସ ସର୍ଭିସେସ (ଟିସିଏସ)ର ପ୍ରତିଷ୍ଠାତା ଫକୀର ଚାନ୍ଦ କୋହଲିଙ୍କର ଗୁରୁବାର ପରଲୋକ ହୋଇଯାଇଛି। ୯୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଭାରତର ସଫ୍ଟୱେର୍‌ ଇଣ୍ଡଷ୍ଟ୍ରିର ଜନକ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?