ବାଣିଜ୍ୟ

୧୧ଦିନ ହେଲା ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୮।୬: ଦେଶରେ ତେଲ ଦର କ୍ରମାଗତ ଭାବରେ ୧୧ ଦିନ ହେଲା ବୃଦ୍ଧି ପାଉଛି। ଜୁନ ୭ ରୁ ୧୭ ମଧ୍ୟରେ ଘରୋଇ ବଜାରରେ ତେଲ ଦର ପେଟ୍ରୋଲ ଉପରେ ୬.୦୨ଟଙ୍କା ଏବଂ ଡ଼ିଜେଲ ୬.୪୯ ଟଙ୍କା ବୃଦ୍ଧି ହୋଇଥିବା...

୧୬.୬% ଖସିଯିବ ରାଜ୍ୟ ଜିଡିପି

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱ ଲାଗି ସଙ୍କଟ ଭାବେ ଉଭାହୋଇଛି। ଏହା କେବଳ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିନାହିଁ ବରଂ ବିଶ୍ୱ ଅର୍ଥ ବ୍ୟବସ୍ଥାକୁ ଗଭୀର ଭାବେ ବିପର୍ଯ୍ୟସ୍ତ କରିଛି। ଜୀବନ ଏବଂ ଜୀବିକା ମହାମାରୀ ଯୋଗୁ ଗଭୀର...

ଋଣ ମୋରାଟୋରିୟମ ସ୍କିମ୍‌ର ତର୍ଜମା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୬: ମିଆଦୀ ଋଣ ଉପରେ ସରକାର ପ୍ରଦାନ କରିଥିବା ମୋରାଟୋରିୟମ ସୁବିଧାକୁ ତର୍ଜମା କରିବା ଲାଗି ବୁଧବାର ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ସରକାର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି କ୍ଷେତ୍ର ସମେତ ଅନ୍ୟ କ୍ଷେତ୍ରଗୁଡିକ ଲାଗି ବିଭିନ୍ନ...

ତେଲ ଦର ସହ ବୃଦ୍ଧି ହେଲା ଏଟିଏଫ ଦର

ନୂଆଦିଲ୍ଲୀ,୧୭।୬: ଦେଶରେ ତେଲ ଦର କ୍ରମାଗତ ଭାବେ ୧୦ ଦିନ ହେଲା ବୃଦ୍ଧି ପାଉଥିବା ବେଳେ ଏହି ସମୟରେ ବିମାନ ଇନ୍ଧନ(ଏଟିଏଫ)ର ଦର ପ୍ରାୟ ୧୬.୩% ବୃଦ୍ଧି ଘଟିଛି। ଫଳରେ ଏହାର ଦାମ କିଲୋ ଲିଟର ୫୪୯୪.୫ ଟଙ୍କା ବୃଦ୍ଧି...

୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍‌

ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍‌ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,କୋଭିଡ୍‌-୧୯ ସଂକମ୍ରଣ ଜନୀତ ସମସ୍ୟା...

ଅନ୍ତର୍ଜାତୀୟ ବିମାନ ସେବା ନେଇ ଜୁଲାଇରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୭।୬: ବର୍ତ୍ତମାନ କରୋନା ସ୍ଥିତି ସୁଧୁରି ନ ଥିବାରୁ ସରକାର ଅନ୍ତର୍ଜାତୀୟ ବିମାନ ସେବାକୁ ଅନୁମତି ଦେଇ ନାହାନ୍ତି। ମେ ୨୫ଠାରୁ ଦେଶ ମଧ୍ୟରେ ବିମାନ ସେବାକୁ ଅନୁମତି ମିଳିଛି। ସ୍ଥିତି ଠିକ୍‌ଠାକ୍‌ ହେଲେ ବିଦେଶକୁ ବିମାନ ସେବା ନେଇ...

ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତା ସୂଚକାଙ୍କରେ ଭାରତର ସ୍ଥାନ ୪୩

ନୂଆଦିଲ୍ଲୀ,୧୭।୬: ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାଜେନମେଣ୍ଟ ଡେଭଲପମେଣ୍ଟ ପକ୍ଷରୁ ପ୍ରକାଶ ପାଇଥିବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତା ସୂଚକାଙ୍କରେ ଭାରତର ସ୍ଥାନ ୪୩ ରହିଛି। ଭିତ୍ତିଭୂମିରେ ଦୁର୍ବଳତା ଏବଂ ଶିକ୍ଷା କ୍ଷେତ୍ରରେ ନିବେଶ କମ୍‌ ରହିବା ଯୋଗୁ ର଼୍ୟାଙ୍କିଙ୍ଗରେ ଭାରତ ପଛୁଆ ରହିଥିବା ରିପୋର୍ଟରେ...

ଭାରତ-ଚାଇନା ଦ୍ୱିପାକ୍ଷିକ ବାଣିଜ୍ୟ ପ୍ରଭାବିତ ଆଶଙ୍କା

ନୂଆଦିଲ୍ଲୀ,୧୭।୬: ଚାଇନା ସହ ସୀମା ବିବାଦ ଲଗାତର ବଢ଼ିଚାଲିଛି। ଲଦାଖ ସୀମାରେ ଚାଇନା ସେନାର ବଳପୂର୍ବକ ପ୍ରବେଶ ଯୋଗୁ ଭାରତର ୩ ଯବାନ ଶହୀଦ ହୋଇଛନ୍ତି। ଏହାର ପ୍ରଭାବ ଦୁଇ ଦେଶର ଦ୍ୱିପାକ୍ଷିକ ବାଣିଜ୍ୟ ଉପରେ ପଡ଼ିବ ବୋଲି ବଜାର...

ବହୁସ୍ଥାନୀୟ ଦାବି ସମାଧାନ ସୁବିଧା ଦେଲା ଇପିଏଫ୍‌ଓ

ନୂଆଦିଲ୍ଲୀ,୧୫।୬: ଦେଶରେ ସେବା ପ୍ରଦାନର ଏକ ବ୍ୟବସ୍ଥିତ ମାନକ ସୁନିଶ୍ଚିତ କରିବା ତଥା କୋଭିଡ୍‌-୧୯ ମହାମାରୀ ସମୟରେ କର୍ମଚାରୀଙ୍କ ସଂଖ୍ୟାର ଠିକ୍‌ ଉପଯୋଗ ଲକ୍ଷ୍ୟରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫଓ) ପକ୍ଷରୁ ବହୁ ସ୍ଥାନୀୟ ଦାବି ସମାଧାନ ସୁବିଧାର ଶୁଭାରମ୍ଭ...

ସିବିଆଇସି ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୬: ଦେଶର ୫ଶହରୁ ଊର୍ଦ୍ଧ୍ୱ ସିଜିଏସ୍‌ଟି ଏବଂ ବର୍ହିଶୁକ୍ଲ କାର୍ଯ୍ୟାଳୟ ଗୁଡିକରେ ଇ-ଅଫିସ ବ୍ୟବସ୍ଥାର ପ୍ରୟୋଗ ସୋମବାରଠାରୁ ଆରମ୍ଭ ହୋଇଛି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ବର୍ହିଶୁକ୍ଲ ବୋର୍ଡ(ସିବିଆଇସି)ର ଅଧ୍ୟକ୍ଷ ଏମ୍‌ ଅଜିତ କୁମାର ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ...

ନଅ ଦିନ ହେଲା ଲଗାତର ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୫।୬: ଦେଶରେ ତେଲ ଦର ଗତ ୯ ଦିନ ହେଲା ଲଗାତର ବୃଦ୍ଧି ପାଉଛି। ବର୍ତ୍ତମାନ ଦେଶର ପରିସ୍ଥିତି ଭଲ ନଥିବା ବେଳେ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କ ଉପରେ ବୋଝ ଉପରେ ଲଳିତା ବିଡା ପରି...

ଫଳ,ପନିପରିବା ହୋମ ଡେଲିଭରି ଦେଲା ଜମାଟୋ

ନୂଆଦିଲ୍ଲୀ,୧୫।୬: ପ୍ରମୁଖ ଦୁଗ୍ଧଜାତ ଉତ୍ପାଦ ଯୋଗାଣକାରୀ ସଂସ୍ଥା ମଦର ଡେରୀ’ର ଫଳ ଓ ପନିପରିବା ୟୁନିଟ ‘ସଫଲ’ ଦିଲ୍ଲୀ ଏନ୍‌ସିଆରରେ ହୋମ୍‌ ଡେଲିଭରି ସେବା ଆରମ୍ଭ କରିଛି। ଏହି ସେବା ଯୋଗାଣ ଲାଗି ମଦର ଡେରୀ ଫୁଡ ଡେଲିଭରୀ ଦେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri