ବାଣିଜ୍ୟ

ପ୍ରାଇମ୍‌ ରେସିଡେନ୍ସିଆଲ ମାର୍କେଟ ତାଲିକାରେ ଦିଲ୍ଲୀ, ମୁମ୍ବାଇ

ନୂଆଦିଲ୍ଲୀ: ବିଶ୍ୱର ପ୍ରାଇମ୍‌ ରେସିଡେନ୍ସିଆଲ ମାର୍କେଟ ବା ବିଳାସପୂର୍ଣ୍ଣ ପ୍ରପର୍ଟି ବଜାର ତାଲିକାରେ ନୂଆଦିଲ୍ଲୀ ୨୭ତମ,ମୁମ୍ବାଇ ୩୩ ଏବଂ ବାଙ୍ଗାଲୋର ୩୪ ତମ ସ୍ଥାନରେ ରହିଛି। ସାରା ବିଶ୍ୱର ଦାମୀ ପ୍ରପର୍ଟି କ୍ଷେତ୍ରରେ ମୂଲ୍ୟ ବୃଦ୍ଧିକୁ ନେଇ ନାଇଟ ଫ୍ରାଙ୍କ ନାମକ…

୪୪୬ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ମଙ୍ଗଳବାର ଦେଶର ପୁଞ୍ଜିବଜାରରେ କାରବାର ଉନ୍ନତ ରହିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ଏହି ସମୟରେ ପ୍ରାୟ ୪୪୬ ପଏଣ୍ଟ ବଢିଥିବା ନଜରକୁ ଆସିଛି। ବିଶ୍ୱ ବଜାରରେ କାରବାର ଉନ୍ନତ ହେବା ଯୋଗୁ ବିଏସ୍‌ଇରେ ଷ୍ଟକ୍‌ କାରବାର ବେଶ୍‌ ଉନ୍ନତ…

ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ଏନ୍‌ପିଏ ବଢ଼ିବ

ମୁମ୍ବାଇ: କରୋନା ମହାମାରୀ ଚାପ ବଜାର ଉପରେ ପଡିଛି। ବଜାର ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ସ୍ଥିତିକୁ ଫେରିନାହିଁ। ଭାରତୀୟ ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ଆଗାମୀ ୧୨ରୁ ୧୮ ମାସରେ ଅନାଦାୟ ଋଣ(ଏନ୍‌ପିଏ) ପରିମାଣ ଆହୁରି ବଢିବ ବୋଲି ଏସ୍‌ଆଣ୍ଡପି ଗ୍ଲୋବାଲ ରେଟିଂ ଏଜେନ୍ସି…

୬୯ ହଜାର ପେଟ୍ରୋଲ ପମ୍ପରେ ରହିବ ଇ-ଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ: ସାରା ଦେଶର ୬୯ ହଜାର ପେଟ୍ରୋଲ ପମ୍ପରେ ଅନ୍ତତଃ ପକ୍ଷେ ଗୋଟିଏ ଲେଖାଏ ଇ-ଚାର୍ଜିଂ ଷ୍ଟେଶନ ସ୍ଥାପନ କରିବା ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏ ନେଇ ମଙ୍ଗଳବାର…

ବିଶ୍ୱର ଦ୍ୱିତୀୟ ଧନଶାଳୀ ହେଲେ ଏଲନ୍‌ ମସ୍କ

ନୂଆଦିଲ୍ଲୀ: ଟେସ୍‌ଲା କମ୍ପାନୀର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ଏହି ସ୍ଥାନରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ରହିଥିଲେ। ଏଲନ୍‌ ମସ୍କ ତାଙ୍କୁ ଟପି ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି।…

୧୨ ଶହ ଟଙ୍କା କମିଲା ସୁନା

ଭୁବନେଶ୍ୱର: ମଙ୍ଗଳବାର ସୁନା ଦର ୧୨ ଶହ ଟଙ୍କା ହ୍ରାସ ଘଟିଛି। ଫଳରେ ଭୁବନେଶ୍ୱର ଓ ଏହାର ଦର ୪୯,୪୨୦ ଟଙ୍କା ସ୍ତରକୁ ଖସିଛି। ସପ୍ତାହ ମଧ୍ୟରେ ସୁନା ଦର ପ୍ରାୟ ପ୍ରାୟ ୩୨ ଶହରୁ ୩୫ ଶହ ଟଙ୍କା କମିଛି।…

ଲ୍ୟାଣ୍ଡଲାଇନରୁ କଲ୍‌ ତରିକା ବଦଳିବ

ନୂଆଦିଲ୍ଲୀ: ଜାନୁୟାରୀ ପହିଲାରୁ ଲ୍ୟାଣ୍ଡଲାଇନରୁ କଲ୍‌ର ତରିକା ବଦଳିବ। ସାରା ଦେଶରେ ଲୋକଙ୍କୁ ଲ୍ୟାଣ୍ଡଲାଇନରୁ ମୋବାଇଲକୁ ଫୋନ କରିବାକୁ ହେଲେ ନମ୍ବର ପୂର୍ବରୁ ଶୂନ ଲଗାଇବାକୁ ପଡିବ। ଏ ନେଇ ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ଟେଲିକମ୍‌ ବିଭାଗକୁ ପ୍ରସ୍ତାବ ଦେଇଥିଲା।…

ବାଇଡେନ ଟ୍ରାଞ୍ଜିଶନ: ରେକର୍ଡ ସ୍ତରରେ ୟୁଏସ୍‌ ଶେୟାର ବଜାର

ନୂଆଦିଲ୍ଲୀ: ନୂଆ କରି ରାଷ୍ଟ୍ରପତି ଭାବେ ନିର୍ବାଚିତ ବାଇଡେନଙ୍କ ଟ୍ରାଞ୍ଜିଶନ ଖବର ଆସିବା ପରେ ଆମେରିକାର ଶେୟାର ବଜାର ରେକର୍ଡ ସ୍ତରରେ ବନ୍ଦ ହୋଇଛି। ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବାଇଡେନଙ୍କୁ ଶୀଘ୍ର କ୍ଷମତା ହସ୍ତାନ୍ତର କରିବେ ବୋଲି ଜଣାପଡିଛି। ଏହି…

୪ ଦିନ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢ଼ି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢ଼ିବା ଯୋଗୁ…

ନୂଆ ବ୍ୟାଙ୍କିଙ୍ଗ୍‌ ପ୍ରସ୍ତାବକୁ ସମାଲୋଚନା

ନୂଆଦିଲ୍ଲୀ: ଦେଶର ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ବଡ଼ କର୍ପୋରେଟ ହାଉସଗୁଡ଼ିକୁ ସୁଯୋଗ ଦେବା ଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଆଭ୍ୟନ୍ତରୀଣ କାର୍ଯ୍ୟକାରୀ ଗ୍ରୁପ୍‌(ଆଇଜିଆଇ) ନିକଟରେ ପ୍ରସ୍ତାବ ଦେଇଛି। ଆର୍‌ବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ ଏବଂ ପୂର୍ବତନ ଡେପୁଟି ଗଭର୍ନର ବିରଳ…

ମୋବାଇଲ୍‌ ଟାରିଫ ବୃଦ୍ଧିର ଆବଶ୍ୟକତା ରହିଛି: ସୁନୀଲ ମିତ୍ତଲ

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶ ମଧ୍ୟରେ ଲାଗୁ ହେଉଥିବା ମୋବାଇଲ୍‌ ଟାରିଫ ଯୁକ୍ତିଯୁକ୍ତ ନୁହେଁ ବୋଲି ଭାରତୀ ଏୟାରଟେଲର ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲ ରବିବାର କହିଛନ୍ତି। ମୋବାଇଲ ସେବା ଯୋଗାଇ ଦେବା ଲାଗି ବର୍ତ୍ତମାନ ଯେଉଁ ଦର ଲାଗୁ ହେଉଛି ସେଥିରେ…

ଆର୍‌ବିଆଇ ଟୁଇଟରରେ ୧୦ ଲକ୍ଷ ଫଲୋଅର

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଟୁଇଟର ହ୍ୟାଣ୍ଡେଲରେ ଫଲୋଅରଙ୍କ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ରବିବାର ଏ ନେଇ ସୂଚନା ଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ରୀୟ ବ୍ୟାଙ୍କର ସମସ୍ତ କର୍ମକର୍ତ୍ତା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?