ବାଣିଜ୍ୟ

ଛ’ଦିନରେ ପେଟ୍ରୋଲ ୩.୩୧ଟଙ୍କା ବଢିଲା

ନୂଆଦିଲ୍ଲୀ,୧୩।୬: ଦେଶରେ ତେଲ ଦର ବର୍ତ୍ତମାନ ବଢି ଚାଲିଥିବା ବେଳେ ଶୁକ୍ରବାର ପୁଣି ଥରେ ଏଥିରେ ବୃଦ୍ଧି ଘଟିଛି। ବିଗତ ୬ଦିନ ମଧ୍ୟରେ ଦେଶର ତେଲ ଦର ପେଟ୍ରୋଲ ଉପରେ ୩.୩୧ଟଙ୍କା ଏବଂ ଡ଼ିଜେଲରେ ୩.୪୨ଟଙ୍କା ବୃଦ୍ଧି ପାଇଛି ।...

ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ଠପ୍‌

ମୁମ୍ବାଇ,୧୩।୬: କରୋନାକୁ ରୋକିବା ଲାଗି ସାରା ଦେଶରେ ମାର୍ଚ୍ଚ ୨୫ଠାରୁ ଘୋଷଣା ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା। ଏହି ସମୟରେ ଦେଶର ଶିଳ୍ପ ୟୁନିଟଗୁଡିକରୁ ଉତ୍ପାଦନ ରେକର୍ଡ ହ୍ରାସ ପାଇଛି। ଏଭଳି କାରଣ ଲାଗି ଏପ୍ରିଲରେ...

ପରଟାରେ ଲାଗିବ ୧୮% ଜିଏସ୍‌ଟି:ଏଏଆର୍‌

ମୁମ୍ବାଇ,୧୩।୬: ପରଟା ରୁଟି ନୁହେଁ। ଏଥିରେ ୧୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବ। ଜିଏସ୍‌ଟି ବ୍ୟବସ୍ଥାରେ ଥିବା ଅଥରିଟି ଅଫ୍‌ ଆଡଭାନ୍ସ ରୁଲିଂସ(ଏଏଆର୍‌)ର କର୍ନାଟକ ବେଞ୍ଚ ରୁଟି ଏବଂ ପରଟା ମଧ୍ୟରେ ପାର୍ଥକ୍ୟ ଦର୍ଶାଇବା ସହ ସର୍ବୋଚ୍ଚ...

ବିଳମ୍ବ ଜିଏସ୍‌ଟି ଫାଇଲିଂରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୬: କରୋନା ଯୋଗୁ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। କାରବାର ପ୍ରଭାବିତ ହୋଇଥିବା ଲୋକମାନେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଫାଇଲିଂ କରିବାରେ ନାନା ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ବିଚାର କରି ସରକାର ଟିକସଦାତାଙ୍କ...

ଏଜିଆର୍‌ ଦେୟ ପ୍ରଦାନ ମାମଲା: ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତି ଲାଗି ଟେଲିକମ୍‌ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨।୬ – ଟେଲିକମ୍‌ କମ୍ପାନୀଗୁଡ଼ିକ ସରକାରଙ୍କୁ ପ୍ରଦାନ କରିବାକୁ ଥିବା ଆଡଜଷ୍ଟେଟେଡ୍‌ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌) ମାମଲା ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଥିଲେ। ଏହି ଦେୟ ପ୍ରଦାନ କରିବା ଲାଗି ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବାକୁ ଭୋଡାଫୋନ-ଆଇଡିଆ ଏୟାରଟେଲ...

ଆସନ୍ତା ସପ୍ତାହରେ ବାଣିଜ୍ୟିକ କୋଇଲା ଖଣିର ନିଲାମ ଆରମ୍ଭ

ନୂଆଦିଲ୍ଲୀ,୧୨।୬ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ବାଣିଜି୍ୟକ କୋଇଲା ଖଣିର ନିଲାମ ପ୍ରକ୍ରିୟାକୁ ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଯୋଗେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଜଣାପଡିଛି। ଆତ୍ମନିର୍ଭର ଭାରତ କ୍ଷେତ୍ରରେ କୋଇଲା କ୍ଷେତ୍ରର ଯୋଗଦାନ...

ନୀରବ ମୋଦିଙ୍କ ହାଜତ ମିଆଦ ବଢ଼ିଲା

ଲଣ୍ଡନ,୧୨।୬ – ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ୧୩ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତଳ ଘୋଷିତ ବ୍ୟବସାୟୀ ନୀରବ ମୋଦିଙ୍କ ନାମରେ ବର୍ତ୍ତମାନ ପ୍ରତ୍ୟର୍ପଣ ମାମଲା ଜାରି ରହିଛି। ଉକ୍ତ ମାମଲାରେ ଲଣ୍ଡନ କୋର୍ଟଙ୍କ ପକ୍ଷରୁ ତାଙ୍କୁ...

ଏମ୍‌ଏସ୍‌ଏମ୍‌ଇଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୨।୬ – ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ୩ ଲକ୍ଷ କୋଟି ଟଙ୍କାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ୍‌(ଇସିଏଲ୍‌ଜିଏସ୍‌) ଯୋଜନା ଅନ୍ତର୍ଗତ ଏହି ଋଣ...

ମେ’ରେ ଯାନ ବିକ୍ରି ୮୮% କମିଲା

ନୂଆଦିଲ୍ଲୀ,୧୨।୬ – ମେ ମାସରେ ଅଟୋମୋବାଇଲ କ୍ଷେତ୍ରରେ ରିଟେଲ ବିକ୍ରି ୮୮.୮୭% ହ୍ରାସ ଘଟିଥିବା ଜଣାପଡିଛି। ଏହି ସମୟ ମଧ୍ୟରେ ପାସେଞ୍ଚର ଯାନ ବିକ୍ରି ୮୬.୯୭% କମିଥିବା ବେଳେ ଦୁଇଚକିଆ ଯାନ ବିକ୍ରି ୮୮.୮୦% ଖସିଛି। କରୋନା ଭାଇରସ ଲକ୍‌ଡାଉନ...

ଚାଇନା ସାମଗ୍ରୀ ବର୍ଜନ ବୁମେରାଂ ସାଜିବ

ନୂଆଦିଲ୍ଲୀ,୧୧ା୬ : ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତି ଉଦ୍ଦେଶ୍ୟରେ ସମ୍ବୋଧିତ କରି ‘ଆମତ୍ନିର୍ଭର ଭାରତ’ ଗଠନର ଆହ୍ବାନ ଦେଇଥିଲେ। ସେବେଠୁ ଭାରତୀୟଙ୍କ ମନରେ ଆମେ ଆମଦାନୀ କରୁଥିବା ସାମଗ୍ରୀଗୁଡ଼ିକ ବିରୋଧରେ ଏକ ଅନ୍ତଃକ୍ରୋଧ ଜାତ ହୋଇଛି। ଏହି...

ରାଜ୍ୟଗୁଡ଼ିକୁ ମିଳିଲା ୬,୧୯୫ କୋଟି

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସରକାର ବୁଧବାର ରାଜ୍ୟଗୁଡିକୁ ୬,୧୯୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ଟିକସରେ ରାଜ୍ୟଗୁଡିକର ଅଂଶ ବାଦ୍‌ ରାଜସ୍ବ କ୍ଷତି ଅନୁଦାନ ବାବଦରେ ୧୪ ରାଜ୍ୟକୁ ଏଭଳି ଅର୍ଥ ପ୍ରଦାନ କରାଯାଇଛି। ରାଜ୍ୟଗୁଡିକ ସହୁଥିବା ରାଜସ୍ବ କ୍ଷତିକୁ...

ଆଉଟଲୁକ୍‌ ସ୍ଥିର ରଖିଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୧।୬: ରେଟିଂ ଏଜେନ୍ସି ଏସ୍‌ ଆଣ୍ଡ ପି ଭାରତର ଆଉଟଲୁକ୍‌କୁ ବୁଧବାର ସ୍ଥିର ରଖିଛି। ଏହି ଏଜେନ୍ସି ଭାରତ ଲାଗି ରେଟିଂକୁ ବିବିବିରେ ସ୍ତରରେ ରଖିଛି। ଘରୋଇ ବଜାର ଲାଗି ଅଭିବୃଦ୍ଧିକୁ ନେଇ ଚ୍ୟାଲେଞ୍ଜ ରହିଥିବା ବେଳେ ଭାରତୀୟ ଅର୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri