ବାଣିଜ୍ୟ

ସପ୍ତାହରେ ୨୨୭୯ ପଏଣ୍ଟ ବଢିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବିଶ୍ୱ ବଜାରର ଦୃଢ ସ୍ଥିତି ଯୋଗୁ ଭାରତୀୟ ଶେୟାର ବଜାର କାରବାର ଉନ୍ନତ ରହିଛି। ଗତ ଗୋଟିଏ ସପ୍ତାହ ମଧ୍ୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ୨୨୭୯ ପଏଣ୍ଟ ବୃଦ୍ଧି ପାଇଛି। ସପ୍ତାହର ଶେଷ କାରବାର ଦିବସରେ ବିଏସ୍‌ଇ ସେନ୍‌ସେକ୍ସ…

ହ୍ବାଟ୍ସ ଆପ୍‌ ପେମେଣ୍ଟ ସର୍ଭିସ ଆରମ୍ଭ

ନୂଆଦିଲ୍ଲୀ: ମେସେଜିଂ ସେବା ଯୋଗାଣକାରୀ କମ୍ପାନୀ ହ୍ବାଟ୍ସଆପ୍‌ ପକ୍ଷରୁ ସାରା ଦେଶରେ ପେମେଣ୍ଟ ସର୍ଭିସ ଶୁଭାରମ୍ଭ କରାଯାଇଛି। ଏକ ବ୍ଲଗ ପୋଷ୍ଟରେ କମ୍ପାନୀ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ଗୁରୁବାର ସଂଧ୍ୟାରେ କମ୍ପାନୀର…

ବଡ ଏନ୍‌ବିଏଫ୍‌ସି ପାଇଁ କଡାକଡି ହେଉ ନିୟମ

ନୂଆଦିଲ୍ଲୀ: ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଦୃଢତା ବଜାୟ ରଖିବା ଲାଗି ବଡ ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକ ଲାଗି ନିୟମ କଡାକଡି ହେବାର ଆବଶ୍ୟକତା ରହିଥିବା ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ଏମ୍‌.ରାଜେଶ୍ୱର ରାଓ ଶୁକ୍ରବାର କହିଛନ୍ତି। ବ୍ୟାଙ୍କ ଭଳି ଏହି…

ଅକ୍ଟୋବରରେ ୫.୫ ଲକ୍ଷ ନିଯୁକ୍ତି କମିଲା

ନୂଆଦିଲ୍ଲୀ: କରୋନା ମହାମାରୀ ନିୟନ୍ତ୍ରଣ କରିବା ଲାଗି ସରକାର ଜାରି କରିଥିବା ଲକ୍‌ଡାଉନ କଟକଣା ବର୍ତ୍ତମାନ କୋହଳ ହେଉଛି। ଫଳରେ ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ସୁଧାର ପରିଲକ୍ଷିତ ହେଉଛି। ଏଭଳି ସ୍ଥିତିରେ ଦେଶ ମଧ୍ୟରେ ରୋଜଗାରକୁ ନେଇ ଏକ ଖରାପ ଖବର…

ଜିଓର ୩ ନୂଆ ‘ଅଲ୍‌ ଇନ୍‌ ଓ୍ବାନ୍‌’ ପ୍ଲାନ୍‌: ମାଗଣା କଲ୍‌ ସହ ୩୩୬ ଦିନ ପର୍ଯ୍ୟନ୍ତ ମିଳିବ ଡାଟା, ଜାଣନ୍ତୁ..

ନୂଆଦିଲ୍ଲୀ,୬।୧୧: ଦେଶରେ ଗୋଟିଏ ପଟେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ, ଅନ୍ୟପକ୍ଷେ ଗ୍ରାହକଙ୍କ ମଧ୍ୟରେ ଇଣ୍ଟରନେଟ ଡାଟାର ଚାହିଦା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଟେଲିକମ କମ୍ପାନୀଗୁଡିକ ଗ୍ରାହକଙ୍କ ପାଇଁ ଏକାଧିକ ଯୋଜନା ଆରମ୍ଭ କରିଛନ୍ତି। ଏହି…

ଏବେ ‘ହ୍ବାଟ୍ସଆପ୍‌’ରୁ ମଧ୍ୟ ପଠାଇପାରିବେ ଟଙ୍କା, ଜାଣନ୍ତୁ କିଭଳି

ନୂଆଦିଲ୍ଲୀ,୬।୧୧: ଦୀର୍ଘ ବର୍ଷ ଧରି ଆଇନଗତ ପ୍ରତିବନ୍ଧକକୁ ସାମ୍ନା କରିବା ପରେ ଗୁରୁବାର ରାତିରେ ‘ହ୍ବାଟ୍ସଆପ୍‌’ ପେମେଣ୍ଟ ସର୍ଭିସ(ଟଙ୍କା ନେଣଦେଣ ସେବା)ରେ ପ୍ରବେଶ କରିବାର ସୁଯୋଗ ପାଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରାୟ ୪୦୦ ନିୟୁତ ଉପଭୋକ୍ତାଙ୍କ ମଧ୍ୟରୁ ୨୦ ନିୟୁତ ଗ୍ରାହକଙ୍କୁ…

ପିଲାମାନଙ୍କ କଥା ଶୁଣି ପୁରା ସ୍କୁଲର ଟାଇମ୍‌ଟେବୁଲ ବଦଳାଇ ଦେଇଥିଲେ ନୀତା ଅମ୍ବାନୀ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ନୀତା ଅମ୍ବାନୀ ବ୍ୟବସାୟରେ ଦୂରଦର୍ଶିତା ପାଇଁ ବେଶ୍‌ ଜଣାଶୁଣା। ଆଗାମୀ ସମୟ ଯୁବକଙ୍କର। ତେଣୁ ଆମକୁ ସେମାନଙ୍କ ପରି ଭାବିବାକୁ ହେବ ବୋଲି ଉଭୟ…

ଅଷ୍ଟ୍ରେଲିଆରେ ନାମ ବଦଳାଇଲା ଆଦାନୀ ମାଇନିଂ

ନୂଆଦିଲ୍ଲୀ: ଆଦାନୀ ମାଇନିଂ ଏହାର ନାମକୁ ପରିବର୍ତ୍ତନ କରି ବ୍ରାଭୁସ୍‌ ମାଇନିଂ ଆଣ୍ଡ ରିସୋର୍ସେସ ରଖିଛି। ଅଷ୍ଟ୍ରେଲିଆରେ ଏହି କମ୍ପାନୀର ୧୦ ବର୍ଷ ପୂର୍ତ୍ତି ଅବସରରେ ଏଭଳି ନୂଆ ନାମ ରଖାଯାଇଛି। ସେଠାକାର ସେଣ୍ଟ୍ରାଲ କ୍ୱିନ୍ସଲାଣ୍ଡସ୍ଥିତ କାର୍ମିସେଲ ଥର୍ମାଲ ମାଇନିଂକୁ ନେଇ…

ମାଲ୍ୟା, ନୀରବଙ୍କ ପ୍ରତ୍ୟର୍ପଣ ତ୍ୱରାନ୍ବିତ ହେବ

ମୁମ୍ବାଇ: ପଳାତକ ବିଜୟ ମାଲ୍ୟା ଏବଂ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ତ୍ୱରାନ୍ବିତ ହେବାକୁ ଯାଉଛି। ଏହି ଧାରାକୁ ଆହୁରି ତ୍ୱରାନ୍ବିତ କରିବା ଲାଗି ଭାରତ ସରକାର ବ୍ରିଟେନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ଭାରତର ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା…

ଚନ୍ଦା କୋଚ୍ଚର, ସ୍ବାମୀଙ୍କ ବିରୋଧରେ ଇଡି ଚାର୍ଜଶିଟ୍‌

ମୁମ୍ବାଇ: ଆଇସିଆଇସିଆଇ ବ୍ୟାଙ୍କ ଏବଂ ଭିଡିଓକନ ଋଣ ମାମଲାରେ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାର୍ଜଶିଟ କରିଛି। ଚାର୍ଜଶିଟରେ ଭିଡିଓକନ ଗ୍ରୁପ୍‌ ପ୍ରମୋଟର ବେଣୁଗୋପାଳ ଧୂତଙ୍କ ସମେତ ଅନ୍ୟ…

ଷ୍ଟକ୍‌ ବଜାରରେ ଉତ୍ସାହ; ୭୦୦ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ମୁମ୍ବାଇ: ଲଗାତର ୪ ସେସନ ଧରି ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ୭୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ଉଚ୍ଚରେ ରହିଛି। ବ୍ୟାଙ୍କିଙ୍ଗ୍‌, ମେଟାଲ ଏବଂ ମିଡିଆ ଷ୍ଟକ୍‌ କାରବାର ଉନ୍ନତ ହୋଇଥିବା ଜଣାପଡିଛି।…

ରିଲାଏନ୍ସ ରିଟେଲରେ ନିବେଶ କରିବ ପିଆଇଏଫ୍‌

ନୂଆଦିଲ୍ଲୀ: ରିଲାଏନ୍ସ ରିଟେଲ ଭେଞ୍ଚର୍ସରେ ପବ୍ଲିକ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ (ପିଆଇଏଫ୍‌) ୯୫୫୫ କୋଟି ଟଙ୍କା ନିବେଶ କରିବ। ଫଳରେ ଏହା ରିଲାଏନ୍ସ ରିଟେଲରେ ୨.୦୪% ଅଂଶଧନ ହାସଲ କରିବ। ଏଭଳି ନିବେଶ ଦ୍ୱାରା ଭାରତୀୟ ବଜାରରେ ନିଜର ଉପସ୍ଥିତି ବଢାଇବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?