ବାଣିଜ୍ୟ

ଭାରତରେ ନିବେଶ ଲାଗି ମୋଦିଙ୍କ ଆହ୍ବାନ

ନୂଆଦିଲ୍ଲୀ: ଭାରତରେ ନିବେଶ କରିବା ଲାଗି ପ୍ରଧାନମନ୍ତ୍ରୀ ବିଶ୍ୱ ସ୍ତରୀୟ ନିବେଶକଙ୍କୁ ଆହ୍ବାନ ଜଣାଇଛନ୍ତି। ଦୀର୍ଘ ମିଆଦିରେ ରିଟର୍ନ ଲାଭ କରିବା ଦିଗରେ ଭାରତ ଏକ ପ୍ରମୁଖ ନିବେଶ ସ୍ଥଳ । ସାରା ବିଶ୍ୱରେ ଭାରତ ଏଭଳି ଏକମାତ୍ର ଦେଶ ଯେଉଁଠାରେ…

ଜ୍ୟାକ୍‌ ମାଙ୍କ ଅଢ଼େଇ ଲକ୍ଷ କୋଟିର ଆଇପିଓ ଅଟକିଲା

ନୂଆଦିଲ୍ଲୀ: ଚାଇନାର ସବୁଠାରୁ ଧନୀ ବ୍ୟକ୍ତି ଜ୍ୟାକ ମା ୨.୫ ଲକ୍ଷ କୋଟି ମୂଲ୍ୟର ଇନିସିଆଲ ପବ୍ଲିକ ଅଫରିଂ (ଆଇପିଓ) ଆଣିବା ନେଇ ଯୋଜନା ରଖିଥିଲେ। ଏହା ଦୁନିଆର ସବୁଠାରୁ ବଡ ଆଇପିଓ ହୋଇଥାନ୍ତି। ଆଣ୍ଟ ଗ୍ରୁପ୍‌ର ଏହି ଆଇପିଓ ଯୋଜନା…

ଫେବୃୟାରୀ ଯାଏ ୬୦% କ୍ଷମତାରେ ବିମାନ ସେବା

ନୂଆଦିଲ୍ଲୀ: ଆସନ୍ତା ଫେବୃୟାରୀ ମାସ ଯାଏ ଦେଶ ମଧ୍ୟରେ ବିମାନ ସେବା ୬୦% କ୍ଷମତାରେ ଚାଲିବ। କରୋନାକୁ ନଜରରେ ରଖି ୬୦%ସୀମା ମଧ୍ୟରେ ସେବା ଯୋଗାଇଦେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀ ପରେ ଅଧିକ ବିମାନ ଚଳାଚଳ ନେଇ ସରକାର…

୩୫୫ ପଏଣ୍ଟ ଉଚ୍ଚରେ ସେନ୍‌ସେକ୍ସ

ମୁମ୍ବାଇ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବର୍ତ୍ତମାନ ସାରା ବିଶ୍ୱ ଅପେକ୍ଷା କରିଛି। ଏଭଳି ସ୍ଥିତିରେ ଭାରତୀୟ ଶେୟାର ବଜାର ବୁଧବାର ପ୍ରାୟ ୧% ଉଚ୍ଚରେ ରହି ବନ୍ଦ ହୋଇଛି। ସଦ୍ୟ ସୂଚନା ମୁତାବକ ବାଇଡେନ୍‌ ୨୨୫ ଇଲେକ୍ଟୋରାଲ ଭୋଟ ଗ୍ରହଣ…

ଭିଜିଆଇଆର୍‌ରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବରରେ ଏକ ଭର୍ଚୁଆଲ ଗ୍ଲୋବାଲ ଇନ୍‌ଭେଷ୍ଟର ରାଉଣ୍ଡଟେବୁଲ (ଭିଜିଆଇଆର୍‌)ରେ ଅଧ୍ୟକ୍ଷତା କରିବେ। କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଏବଂ ଜାତୀୟ ନିବେଶ ଓ ଭିତ୍ତିଭୂମି ପାଣ୍ଠି ପକ୍ଷରୁ ଏହା ଆୟୋଜନ କରାଯାଉଛି। ଏଥିରେ ବିଶ୍ୱର…

କପିଲ, ଧୀରଜ ଓ୍ବାଧଓ୍ବାନଙ୍କ ଜାମିନ ଆବେଦନ ଖାରଜ

ମୁମ୍ବାଇ: ୟେସ୍‌ ବ୍ୟାଙ୍କ ଋଣ ଠକେଇ ମାମଲାରେ ଅଭିଯୁକ୍ତ କପିଲ ଏବଂ ଧୀରଜ ଓ୍ବାଧଓ୍ବାନଙ୍କ ଜାମିନ ଆବେଦନକୁ ବମ୍ବେ କୋର୍ଟ ଖାରଜ କରି ଦେଇଛନ୍ତି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଏମାନଙ୍କ ବିରୋଧରେ ମାମଲା ଦାଏର କରିବା ସହ ତଦନ୍ତ ଚଳାଇଛି। ଏହି…

ବେତନ ବୃଦ୍ଧି ଲାଗି ୯୦% କମ୍ପାନୀଙ୍କ ଯୋଜନା

ନୂଆଦିଲ୍ଲୀ: ଦେଶର ଶିଳ୍ପ କ୍ଷେତ୍ରରେ କାମ କରୁଥିବା କର୍ମଚାରୀଙ୍କ ଲାଗି ଖୁସି ଖବର। ୨୦୨୧ରେ ପ୍ରାୟ ୯୦% କମ୍ପାନୀ ବେତନ ବଢାଇବା ଲାଗି ଯୋଜନା ରଖିଥିବା ଗ୍ଲୋବାଲ ପ୍ରଫେଶନାଲ ସର୍ଭିସ ଫାର୍ମ ଆୟନ ପକ୍ଷରୁ ହୋଇଥିବା ଏକ ସର୍ଭେରେ ପ୍ରକାଶ କରାଯାଇଛି।…

ଅଭିବୃଦ୍ଧିଶୀଳ ବଜାରକୁ ମିଶ୍ରିତ ଫଳାଫଳ

ମୁମ୍ବାଇ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲାଗି ଚୂଡ଼ାନ୍ତ ମତଦାନ ଶେଷ ହୋଇଛି। ଜାନୁୟାରୀରେ ଔପଚାରିକ ଭାବେ ରାଷ୍ଟ୍ରପତିଙ୍କ ନାମ ଘୋଷଣା କରାଯିବ। ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଆଶାୟୀ ବାଇଡେନ୍‌ଙ୍କ ମଧ୍ୟରେ ଚଳିତ ଥର ଜୋର୍‌ଦାର ଟକ୍କର ଦେଖିବାକୁ ମିଳିଛି।…

୧.୨୯ ଲକ୍ଷ କୋଟି ଟଙ୍କା ରିଫଣ୍ଡ ଦେଲା ସିବିଡିଟି

ନୂଆଦିଲ୍ଲୀ: କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ୧.୨୯ ଲକ୍ଷ କୋଟି ଟଙ୍କା ଟିକସଦାତାଙ୍କୁ ରିଫଣ୍ଡ ପ୍ରଦାନ କରାଯାଇଛି। ଏପ୍ରିଲରୁ ନଭେମ୍ବର ମଧ୍ୟରେ ୩୯.୪୯ ଲକ୍ଷ ଟିକସଦାତାଙ୍କୁ ଏହି ରିଫଣ୍ଡ ଜାରି କରାଯାଇଥିବା ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୭.୫୫…

ଅକ୍ଟୋବର ସର୍ଭିସ ସେକ୍ଟରରେ ଉନ୍ନତି

ମୁମ୍ବାଇ: ଗତ ୮ ମାସରେ ଦେଶର ସର୍ଭିସ ସେକ୍ଟରରେ ପ୍ରଥମ ଥର ଲାଗି ଉନ୍ନତି ପରିଲକ୍ଷିତ ହୋଇଛି। ଚାହିଦା ବଢିବା ଯୋଗୁ ଏଭଳି ସ୍ଥିତି ସାମ୍ନାକୁ ଆସିଛି। ମାତ୍ର କରୋନା କବଳରୁ ବଜାର ସମ୍ପୂର୍ଣ୍ଣ ଭାବେ ମୁକୁଳିବାକୁ ସକ୍ଷମ ହୋଇ ନ…

ଦିଲୀପ ରଥ ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡକୁ ମନୋନୀତ

ଭୁବନେଶ୍ୱର: ଜାତୀୟ ଦୁଗ୍ଧ ବିକାଶ ବୋର୍ଡ (ଏନ୍‌ଡିଡିବି)ର ଅଧ୍ୟକ୍ଷ ଦିଲୀପ ରଥଙ୍କୁ ୨ ନଭେମ୍ବର ୨୦୨୦ରେ ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡକୁ ମନୋନୀତ କରାଯାଇଛି। ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡର ସାଧାରଣ ବୈଠକରେ ଏହା ସମ୍ପନ୍ନ ହୋଇଛି। ସେ ଅନ୍ତର୍ଜାତୀୟ ଦୁଗ୍ଧ…

ଏସ୍‌ବିଆଇର ଦ୍ୱିତୀୟ ତ୍ରୈମାସ ଲାଭ ୫୨% ବଢ଼ିଲା

ମୁମ୍ବାଇ: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏହାର ଦ୍ୱିତୀୟ ତ୍ରୈମାସ ଫଳାଫଳ ବୁଧବାର ଘୋଷଣା କରାଯାଇଛି। ବ୍ୟାଙ୍କର ଲାଭ ଏହି ଅବଧିରେ ୫୨% ବଢ଼ି ୪୫୭୪.୧୬ କୋଟି ଟଙ୍କା ଛୁଇଁଛି। ଗତ ଆର୍ଥତ୍କ ବର୍ଷ ଏହି ସମୟରେ ବ୍ୟାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?