ବାଣିଜ୍ୟ

ସୁଧାର ପଥରେ ଅର୍ଥ ବ୍ୟବସ୍ଥା: ଅର୍ଥ ସଚିବ

ନୂଆଦିଲ୍ଲୀ: ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ସୁଧାର ପରିଲକ୍ଷିତ ହେଉଛି। ଅକ୍ଟୋବର ମାସରେ ପରୋକ୍ଷ ଟିକସ ସଂଗ୍ରହ ବଢିଛି। କୋଭିଡ-୧୯ ଯୋଗୁ ଦେଶ ମଧ୍ୟରେ ଉପୁଜିଥିବା ସମସ୍ୟା ସମାଧାନ ପାଇଁ ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାଜେକର ଲାଭ ଅର୍ଥ ବ୍ୟବସ୍ଥାକୁ ମିଳୁଥିବା…

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି ଟଙ୍କା ଛୁଇଁଛି। ସେହିଭଳି ଗତ ବର୍ଷ ତୁଳନାରେ ଚଳିତ ବର୍ଷ ସେପ୍ଟେମ୍ବରରେ ରାଜ୍ୟରେ ପରୋକ୍ଷ…

ଆଜିଠାରୁ ୧୯ କୋଇଲା ବ୍ଲକ ନିଲାମ

ନୂଆଦିଲ୍ଲୀ: ସୋମବାରଠାରୁ ୧୯ କୋଇଲା ବ୍ଲକ ନିଲାମ ଆରମ୍ଭ ହେଉଛି। ବାଣିିଜି୍ୟକ ଖଣି ଅଧୀନରେ ଏହି ନିଲାମ ପ୍ରକ୍ରିୟା ସମ୍ପାଦନ ହେବ। ଏହି ବର୍ଗରେ ଏହା ପ୍ରଥମ ନିଲାମ ହୋଇଥିବା ବେଳେ ବେଦାନ୍ତ, ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ, ଆଦାନୀ…

ଆଦାନୀ ହାତକୁ ଗଲା ମାଙ୍ଗାଲୋର ବିମାନବନ୍ଦର

ନୂଆଦିଲ୍ଲୀ: ମାଙ୍ଗାଲୋର ବିମାନ ବନ୍ଦର ଲିଜ ଆଦାନୀ ଗ୍ରୁପ ନିକଟକୁ ଆସିଛି। ଏହି ବିମାନ ବନ୍ଦର କୁ ଗ୍ରୁପ ୫୦ ବର୍ଷିଆ ଲିଜ୍‌ରେ ନେଇଥିବା ଜଣାପଡିଛି। ଏୟାର ପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଶୁକ୍ରବାର ମଧ୍ୟ ରାତ୍ରିରେ ଏ ସଂକ୍ରାନ୍ତ କାଗଜପତ୍ରକୁ…

ଜମା, ଉଠାଣରେ ଚାର୍ଜ ନେବେ ବ୍ୟାଙ୍କ;କଂଗ୍ରେସ କହିଲା ସରକାରଙ୍କ ‘କମର ତୋଡ ତୋଫା’

ନୂଆଦିଲ୍ଲୀ: ଜମା ଏବଂ ଉଠାଣ କ୍ଷେତ୍ରରେ କିଛି ବ୍ୟାଙ୍କ ଗ୍ରାହକଙ୍କଠାରୁ ଚାର୍ଜ ଆଦାୟ କରିବେ। ରିପୋର୍ଟ ମୁତାବକ ବ୍ୟାଙ୍କ ଅଫ୍‌ ବରୋଦା ନିର୍ଦ୍ଧାରିତ ନେଣଦେଣଠାରୁ ଅଧିକ ଥର ନେଣଦେଣରେ ନଭେମ୍ବର ପହିଲାରୁ ଏଭଳି ନିୟମ ଲାଗୁ କରିଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ,…

ଜିଏସ୍‌ଟି ସଂଗ୍ରହ ଲକ୍ଷେ କୋଟି ଟପିଲା

ନୂଆଦିଲ୍ଲୀ: ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ବାବଦକୁ ସରକାର ଲକ୍ଷେ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ସଂଗ୍ରହ କରିଛନ୍ତି। ଗତ ୮ ମାସ ମଧ୍ୟରେ ପ୍ରଥମ ଥର ଲାଗି ପରୋକ୍ଷ ଟିକସ ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ଟପିଛି।…

ନିର୍ମଳାଙ୍କ ସହ ମତଭେଦରୁ ପଦ ଛାଡିଥିଲେ ସୁଭାଷ ଗର୍ଗ

ମୁମ୍ବାଇ: ପୂର୍ବତନ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ ତାଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ କାହିଁକି ଏଭଳି ନିଷ୍ପତ୍ତି ନେଇଥିଲେ ସେ ସମ୍ପର୍କରେ ଶନିବାର ଏକ ବ୍ଲଗ୍‌ ଲେଖାରେ ବଡ ଖୁଲାସା କରିଛନ୍ତି। ଅର୍ଥମନ୍ତ୍ରୀ…

୮୦% ଟପିବ ସରକାରଙ୍କ ଋଣ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ଲଗାତର ଖସିଚାଲିଛି। ଟିକସ ସଂଗ୍ରହ ହ୍ରାସ ହୋଇଥିବା ବେଳେ ଚଳିତ ଆର୍ଥତ୍କ ବର୍ଷରେ ମିଳିତ ବିତ୍ତୀୟ ନିଅଣ୍ଟ ୧୩%ରୁ ଊର୍ଦ୍ଧ୍ୱ ରହିପାରେ। ଏହା…

ପ୍ଲାଟ୍‌ଫର୍ମ ଟିକେଟ ହେବ ମହଙ୍ଗା

ମୁମ୍ବାଇ: ପ୍ଲାଟ୍‌ଫର୍ମ ଟିକେଟ ମୂଲ୍ୟ ବୃଦ୍ଧି ଦ୍ୱାରା ରାଜସ୍ବ ବଢ଼ାଇବା ଲାଗି ରେଲଓ୍ବେ ଯୋଜନା ରଖିଛି। ଦେଶର ବଛା ବଛା ଷ୍ଟେଶନରେ ପ୍ଲାଟ୍‌ଫର୍ମ ଟିକେଟ ମୂଲ୍ୟ ଦୁଇଗୁଣା ବଢ଼ାଇବା ଲାଗି ରେଲଓ୍ବେ ବିଚାର କରୁଛି। ଫଳରେ ଟିକେଟ ମୂଲ୍ୟ ୧୦ରୁ ୨୦…

ଫ୍ୟୁଚର ଗ୍ରୁପ୍‌ ବିରୋଧରେ ସେବି ଦ୍ୱାରସ୍ଥ ହେଲା ଆମାଜନ

ମୁମ୍ବାଇ : ଫ୍ୟୁଚର ଗ୍ରୁପ୍‌ ଏବଂ ରିଲାଏନ୍ସ ଡିଲ୍‌କୁ ନେଇ ଆମାଜନ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)ର ଦ୍ୱାରସ୍ଥ ହୋଇଛି। ଫ୍ୟୁଚର ଗ୍ରୁପ୍‌ ମିଛ କହି ଶେୟାରଧାରକଙ୍କୁ ବୋକା ବନାଇଥିବା ଆମାଜନ ଅଭିଯୋଗରେ କହିଛି। ଗତ କିଛି ମାସ ହେବ…

ହରପ୍ରୀତ ସିଂ ଆଲାଏନ୍ସ ଏୟାର ସିଇଓ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ସହଯୋଗୀ କମ୍ପାନୀ ଆଲାଏନ୍ସ ଏୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ହରପ୍ରୀତ ସିଂ ଅବସ୍ଥାପିତ ହୋଇଛନ୍ତି। ଭାରତୀୟ ବିମାନ ଶିଳ୍ପରେ ଏକ କମ୍ପାନୀର ମଙ୍ଗ ସମ୍ଭାଳିବାରେ ସେ ହେଉଛନ୍ତି ପ୍ରଥମ ମହିଳା। ସିଂ ବର୍ତ୍ତମାନ ଏୟାର ଇଣ୍ଡିଆର…

ବିତ୍ତୀୟ ନିଅଣ୍ଟ ୯.୧୪ ଲକ୍ଷ କୋଟି ଛୁଇଁଲା

  ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଗତ ତ୍ରୈମାସ ସୁଦ୍ଧା ସରକାରଙ୍କ ବିତ୍ତୀୟ ନିଅଣ୍ଟ(ଆୟ ଏବଂ ବ୍ୟୟ ମଧ୍ୟରେ ପାର୍ଥକ୍ୟ) ୯.୧୪ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହା ବଜେଟ ଧାର୍ଯ୍ୟ ଲକ୍ଷ୍ୟ ତୁଳନାରେ ପ୍ରାୟ ୧୧୪.୮% ସ୍ତରରେ ରହିଛି। ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?