ବାଣିଜ୍ୟ

କୋର୍‌ ସେକ୍ଟରରେ ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ: ଦେଶର ୮ କୋର୍‌ ସେକ୍ଟର ଗତ ୭ ମାସ ଧରି ପ୍ରଭାବିତ ସ୍ଥିତିରେ ରହିଛି। କରୋନା ମହାମାରୀ ଯୋଗୁ ଏଭଳି ସ୍ଥିତି ଉପୁଜିଛି। ମାତ୍ର ଅନ୍‌ଲକ ପରେ ଏଥିରେ ପ୍ରଭାବ କମୁଥିବା ନଜରକୁ ଆସିଛି। କୋର ସେକ୍ଟର କାର୍ଯ୍ୟକଳାପ ପୁଣି…

ଇଥାନଲ ମୂଲ୍ୟ ବୃଦ୍ଧିକୁ ମଞ୍ଜୁରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ପକ୍ଷରୁ ୩ ବଡ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକରେ ଇଥାନଲ ମୂଲ୍ୟ ବୃଦ୍ଧି, ଝୋଟ ପ୍ୟାକେଜିଂ ଏବଂ ଡ୍ୟାମ୍‌ଗୁଡିକର ସୁରକ୍ଷା ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଟାଟା ହାତ ଛାଡ଼ିବ ଏସ୍‌ପି ଗ୍ରୁପ୍‌;ସୁପ୍ରିମକୋର୍ଟଙ୍କୁ ଦେଲା ଚୂଡ଼ାନ୍ତ ପ୍ଲାନ୍‌

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଛାଡ଼ିବାକୁ ସାପୋରଜୀ ପାଲୋନଜି(ଏସ୍‌ପି ) ଗ୍ରୁପ୍‌ ଯୋଜନା ରଖିଛି। ଏଥିଲାଗି ଚୂଡ଼ାନ୍ତ ପ୍ଲାନ୍‌କୁ ସୁପ୍ରିମକୋର୍ଟଙ୍କୁ ପ୍ରଦାନ କରିଥିବା ଗ୍ରୁପ କହିଛି। ଯୋଜନା କାର୍ଯ୍ୟକ୍ଷମ ହେଲେ ୨ ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ମଧ୍ୟରେ ରହିଥିବା ୭୦ ବର୍ଷର ସମ୍ପର୍କରେ…

ଛୋଟ ସହରରେ ସ୍ମାର୍ଟ ସ୍ପିକର ଚାହିଦା ବଢୁଛି

ଭୁବନେଶ୍ୱର: ଦେଶର ଅଣମେଟ୍ରୋ ଏବଂ ଛୋଟ ସହରଗୁଡ଼ିକରେ ସ୍ମାର୍ଟ ସ୍ପିକର ଚାହିଦା ଏବେ ଦ୍ରୁତ ହାରରେ ବଢୁଛି। ଏହି ସ୍ଥାନଗୁଡିକରେ ଲୋକମାନେ ସ୍ମାର୍ଟ ହୋମ୍‌, ସ୍ମାର୍ଟ ଲର୍ନିଂ ଏବଂ ସ୍ମାର୍ଟ ମ୍ୟୁଜିକ ଲାଗି ସ୍ମାର୍ଟ ସ୍ପିକରକୁ ବ୍ୟବହାର କରୁଥିବା ଜଣାପଡିଛି। ଏହି…

ନଭେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବାତିଲ

ନୂଆଦିଲ୍ଲୀ: ନଭେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବାକୁ ସରକାର ବାତିଲ କରିଛନ୍ତି। କରୋନା ମାମଲା ବର୍ତ୍ତମାନ ନିୟନ୍ତ୍ରଣକୁ ଆସି ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ କୁହାଯାଇଛି ଯେ, କେତେକ ବଛାବଛା…

ବିଗ୍‌ ବାସ୍କେଟରେ ଅଂଶଧନ କିଣିପାରେ ଟାଟା ଗ୍ରୁପ୍‌

ନୂଆଦିଲ୍ଲୀ: ଅନ୍‌ଲାଇନରେ ଗ୍ରସେରି କ୍ଷେତ୍ରରେ ପ୍ରମୁଖ କମ୍ପାନୀ ବିଗ୍‌ ବାସ୍କେଟରେ ଟାଟା ଗ୍ରୁପ୍‌ ଅଂଶଧନ ହାସଲ କରିବା ନେଇ ଚର୍ଚ୍ଚା ଜୋର ଧରିଛି। ବିଗ୍‌ ବାସ୍କେଟ ଏହାର ବୃହତ୍‌ ପରିମାଣର ଅଂଶଧନକୁ ଟାଟାକୁ ବିକିପାରେ ବୋଲି ଶୁଣାଯାଉଛି। ଏହି ଡିଲ ଲାଗି…

ଜିଡିପିର ଭରସା ଦେଲେ ରାଜୀବ କୁମାର

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷରେ କରୋନା ମହାମାରୀ ପ୍ରଭାବ ଯୋଗୁ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ଲଗାତର ଖସିଚାଲିଛି। ଏହାକୁ ନେଇ ଚିନ୍ତା ପ୍ରକଟ କରାଯାଉଛି। ଏଭଳି ସ୍ଥିତିରେ ଦେଶର ଜିଡିପିକୁ ନେଇ ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଭରସା…

ଏୟାର ଇଣ୍ଡିଆ ବିମାନ ବାତିଲ କଲା ହଂକଂ

ନୂଆଦିଲ୍ଲୀ:ହଂକଂ ଚତୁର୍ଥ ଥର ଲାଗି ଏୟାର ଇଣ୍ଡିଆ ବିମାନକୁ ବାତିଲ କରିଛି। ଏହି ବିମାନ କମ୍ପାନୀ ଫ୍ଲାଇଟ୍‌ରେ ଜଣେ କୋଭିଡ୍‌-୧୯ ସଂକ୍ରମିତ ଯାତ୍ରୀ ବାହାରିବାରୁ କଟକଣା ଲଗାଯାଇଥିବା ଜଣାପଡିଛି। ନଭେମ୍ବର ୧୦ ଯାଏ ମୁମ୍ବାଇରୁ ଯାଉଥିବା ବିମାନଗୁଡିକ ଏଭଳି ନିୟମ ଲାଗୁ…

ନିବେଶକଙ୍କ କ୍ଷତି ୧.୫୬ ଲକ୍ଷ କୋଟି

ନୂଆଦିଲ୍ଲୀ: ବିଶ୍ୱ ବଜାରରେ ପ୍ରଭାବ ଯୋଗୁ ଭାରତୀୟ ପୁଞ୍ଜିବଜାରରେ ନିବେଶକଙ୍କୁ ବୁଧବାର ବୃହତ୍‌ କ୍ଷତି ସହିବାକୁ ପଡିଛି। ନିବେଶକ ୧.୫୬ ଲକ୍ଷ କୋଟି ଟଙ୍କା କ୍ଷତି ସହିଥିବା ଜଣାପଡିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ୫୯୯.୬୪ ପଏଣ୍ଟ (୧.୪୯%)…

ପନିପରିବା ଉପରେ କେରଳ ଦେବ ଏମ୍‌ଏସ୍‌ପି

ଥିରୁଭାନନ୍ତପୁରମ: ପନିପରିବା ଉପରେ କେରଳ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରିବ। ଏଭଳି ବ୍ୟବସ୍ଥା ଗ୍ରହଣ କ୍ଷେତ୍ରରେ କେରଳ ପ୍ରଥମ ରାଜ୍ୟ ବୋଲି ଜଣାପଡିଛି। ନୂଆ ବ୍ୟବସ୍ଥା ସମ୍ପର୍କରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଘୋଷଣା କରାଯାଇଛି। ଏହା ମଧ୍ୟରେ ୧୬ଟି…

ଚକ୍ରବୃଦ୍ଧି ସୁଧ ଫେରାଇବେ ବ୍ୟାଙ୍କ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଦେଖାଦେବାରୁ ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ଚକ୍ରବୃଦ୍ଧି ସୁଧ ଲଗାଇଥିବା ଦେଖାଯାଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର…

ରାଜ୍ୟଗୁଡ଼ିକ ପାଇଁ ସ୍ଥିତି ଅଧିକ ଚ୍ୟାଲେଞ୍ଜିଂ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବଜାର ସ୍ଥିତି ସଙ୍କଟାପନ୍ନ ହୋଇଛି। କୋଭିଡ୍‌-୧୯ ଯୋଗୁ ରାଜ୍ୟଗୁଡିକର ବିତ୍ତୀୟ ସ୍ଥିତି ମଧ୍ୟ ଦୋହଲିଯାଇଛି। ଟିକସ ସଂଗ୍ରହ ଉନ୍ନତ ନ ଥିବା ବେଳେ ରାଜ୍ୟଗୁଡିକୁ ଅଧିକ ଖର୍ଚ୍ଚ କରିବାକୁ ପଡୁଛି। ଏଥିଲାଗି ବଜାରରୁ ଅଧିକ ପରିମାଣରେ ଋଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?