ଏନ୍ବିଏଫ୍ସିକୁ ମିଳିବ ୩୦ ହଜାର କୋଟି
ନୂଆଦିଲ୍ଲୀ,୧୪।୫: ଦେଶର ଅଣ ବ୍ୟାଙ୍କିଙ୍ଗ୍ ବିତ୍ତ ପ୍ରତିଷ୍ଠାନ(ଏନ୍ବିଏଫ୍ସି)ଗୁଡିକ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୦ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ସଂସ୍ଥାଗୁଡିକୁ ନଗଦ ସହାୟତା ପ୍ରଦାନ ଲାଗି ସରକାର ଏଭଳି ଯୋଜନା ହାତକୁ ନେଇଛନ୍ତି। ଏନ୍ବିଏଫ୍ସି, ହାଉସିଂ...
ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ
ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ୬୪୨ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ବିଭିନ୍ନ ରାଜ୍ୟରୁ ୮ ଲକ୍ଷ ପ୍ରବାସୀଙ୍କୁ...
ପ୍ୟାକେଜରେ ନୂଆ ସହାୟତା ପ୍ରାୟ ୧୩ ଲକ୍ଷ କୋଟି
ନୂଆଦିଲ୍ଲୀ,୧୪।୫: କରୋନା ଭାଇରସ୍ ବିରୋଧରେ ଲଢ଼ିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହା ମଧ୍ୟରେ ନୂଆ ସହାୟତା ପ୍ରାୟ ୬୦% ବା ୧୨ରୁ ୧୩ ଲକ୍ଷ କୋଟି ଟଙ୍କା ହେବ...
ଆୟକର ରିଟର୍ନ ଅବଧି ବଢ଼ିଲା
ନୂଆଦିଲ୍ଲୀ,୧୪।୫: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ ପ୍ରଦାନ କରିବା ସୀମାକୁ ଚଳିତ ବର୍ଷ ୩୦ ନଭେମ୍ବର ଯାଏ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ପ୍ରଭାବିତ ସ୍ଥିତିରେ ରହିଥିବାରୁ ଉଭୟ ବାଣିଜ୍ୟ ଏବଂ ବ୍ୟକ୍ତି...
କମ୍ପାନୀଙ୍କ ଇପିଏଫ୍ ଯୋଗଦାନରେ ସହାୟତା
ନୂଆଦିଲ୍ଲୀ,୧୪।୫: ସବୁ କମ୍ପାନୀଙ୍କ ଲାଗି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍)ର ଷ୍ଟାଚୁଟୋରି ଦେୟକୁ ୧୨%ରୁ ୧୦%କୁ ହ୍ରାସ କରାଯାଇଛି। ଏହା ଦ୍ୱାରା କର୍ମଚାରୀ ଏବଂ ନିଯୁକ୍ତିଦାତାଙ୍କୁ ଆଗାମୀ ୩ ମାସ ମଧ୍ୟରେ ୬,୭୦୦ କୋଟି ଟଙ୍କାର ନଗଦ ସହାୟତା ପ୍ରଦାନ କରିବ।...
ଏମ୍ଏସ୍ଏମ୍ଇଙ୍କୁ ମିଳିବ ୩ ଲକ୍ଷ କୋଟିର ଋଣ
ନୂଆଦିଲ୍ଲୀ,୧୪।୫: କୋଭିଡ୍-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା ପରେ ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ବିସ୍ତୃତ ବିବୃତି...
ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୬ ମାସ ସମୟ
ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀଙ୍କ ଘୋଷଣାରୁ ରିୟଲ ଇଷ୍ଟେଟ କ୍ଷେତ୍ରକୁ ଆଶ୍ୱସ୍ତି ମିଳିଛି। ଏହି କ୍ଷେତ୍ରର ବିଭିନ୍ନ ପରିଯୋଜାନକୁ ସମ୍ପୂର୍ଣ୍ଣ କରିବା ଲାଗି ସରକାର ଅତିରିକ୍ତ ୬ ମାସ ସମୟ ଦେଇଛନ୍ତି। ଏହା ଦ୍ୱାରା ବିଲ୍ଡରଙ୍କ ଯୋଜନା ପୂରା କରିବା ଲାଗି ସମୟ...
୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍ଏସ୍ଏମ୍ଇ ସୁଧାର ପାଇଁ ୬ ପଦକ୍ଷେପ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି...
ଚାଇନା ଛାଡୁଥିବା କମ୍ପାନୀଙ୍କ ନେଇ ମତ ରଖିଲେ ଅଭିଜିତ
ନୂଆଦିଲ୍ଲୀ,୧୩।୫: ଚାଇନା ଛାଡୁଥିବା କମ୍ପାନୀ ଭାରତ ଆସିଲେ ଏହାର ଲାଭ ଭାରତକୁ ହେବ କି ନାହିଁ ସେ ନେଇ ନିଶ୍ଚିତ ନୁହେଁ ବୋଲି ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ କହିଛନ୍ତି। କରୋନା ଯୋଗୁ ବର୍ତ୍ତମାନ ସ୍ଥିତି ବିଗିଡିଛି। ଏଭଳି...
ବିମାନ ଚଳାଚଳ କ୍ଷେତ୍ର ପାଇଁ ଆସିଲା ଏସ୍ଓପି
ନୂଆଦିଲ୍ଲୀ,୧୩।୫: ଲକ୍ଡାଉନ ପରେ ବିମାନ ଚଳାଚଳକୁ ସୁରକ୍ଷିତ କରିବା ଲାଗି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରାଯାଇଛି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜ୍ୟୁର(ଏସ୍ଓପି) ଜାରି କରାଯାଇଛି। ଏଥିରେ କଡ଼ାକଡ଼ି ଭାବେ...
୧୬.୭% କମିଲା ଶିଳ୍ପ ଉତ୍ପାଦନ
ନୂଆଦିଲ୍ଲୀ,୧୩।୫: ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ମାର୍ଚ୍ଚ ମାସରେ ୧୬.୭% କମିଛି। ଲକ୍ଡାଉନ ଯୋଗୁ ଖଣି,ମାନୁଫାକ୍ଚରିଂ ଏବଂ ଇଲେକ୍ଟ୍ରିସିଟି କ୍ଷେତ୍ରର ଉତ୍ପାଦନ କମିଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାର ଜାରି କରିଥିବା ରିପୋର୍ଟରୁ ଏହା ଜଣାପଡିଛି। ଔଦ୍ୟୋଗିକ ଉତ୍ପାଦନ ସୂଚୀ(ଆଇଆଇପି)...
‘ବ୍ୟାଙ୍କିଙ୍ଗ୍ ଶିଳ୍ପ ସାମ୍ନାରେ ଅନେକ ଚ୍ୟାଲେଞ୍ଜ’
ନୂଆଦିଲ୍ଲୀ,୧୩।୫: ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଏଭଳି ସ୍ଥିତିରେ ଦେଶର ବ୍ୟାଙ୍କିଙ୍ଗ୍ ଶିଳ୍ପ ସାମ୍ନାରେ ବିଭିନ୍ନ ଚ୍ୟାଲେଞ୍ଜ ରହିଥିବା ବନ୍ଧନ ବ୍ୟାଙ୍କର ଏମ୍ଡି ତଥା ସିଇଓ ଚନ୍ଦ୍ରଶେଖର ଘୋଷ ସୂଚନା ଦେଇଛନ୍ତି। ସେ କହିଛନ୍ତି...
Archives


