ବାଣିଜ୍ୟ

ଭବିଷ୍ୟନିଧି ପାଣ୍ଠିରୁ ଉଠାଇଲେ ୩ ହଜାର କୋଟି

ନୂଆଦିଲ୍ଲୀ,୨୯।୪: ବର୍ତ୍ତମାନ ଲକ୍‌ଡାଉନ ଲାଗି ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଲୋକଙ୍କର ଆର୍ଥତ୍କ ସ୍ଥିତିକୁ କରୋନା ଖରାପ କରିଥିବା ନଜରକୁ ଆସିଛି। ଲକ୍‌ଡାଉନର ବର୍ତ୍ତମାନ ସମୟ ଯାଏ ଲୋକମାନେ ସେମାନଙ୍କ ଭବିଷ୍ୟନଧି ପାଣ୍ଠି ଖାତାରୁ ଟଙ୍କା ଉଠାଉଥିବା ଦେଖାଯାଉଛି।...

ଏଡିବି ଦେଲା ୧୨ ହଜାର କୋଟି ଋଣ ସହାୟତା

ନୂଆଦିଲ୍ଲୀ,୨୯।୪: କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୧.୫ ବିଲିୟନ ଡଲାର( ପ୍ରାୟ ୧୨ ହଜାର କୋଟି ଟଙ୍କା)ର ଋଣ ସହାୟତା ସମ୍ପର୍କରେ ମଙ୍ଗଳବାର ଘୋଷଣା କରିଛି। ଗରିବ, ସାମାଜିକ ଦୁର୍ବଳ ବର୍ଗ...

ଭାରତର ରେଟିଂ ଉପରେ ଚାପ ଆସିପାରେ

ନୂଆଦିଲ୍ଲୀ,୨୯।୪: ଭାରତର ସୋଭରେନ ରେଟିଂ ଉପରେ ଚଳିତ ବର୍ଷ ଚାପ ଆସିପାରେ। ଭାରତ ଚଳିତ ବର୍ଷ ନିମ୍ନ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଏହାଦ୍ୱାରା ଦେଶର ବିତ୍ତୀୟ ପରିଦୃଶ୍ୟ ଖରାପ ହେବା ନେଇ ଆଶଙ୍କା ଉପୁଜିଛି। ବିତ୍ତୀୟ...

ଭବିଷ୍ୟତ ବିକ୍ରିକୁ ନେଇ ଚିନ୍ତାରେ ଅଟୋ କମ୍ପାନୀ

ନୂଆଦିଲ୍ଲୀ,୨୯।୪: ସାରା ଦେଶରେ ଲକ୍‌ଡାଉନ ଏବଂ ଚାହିଦା ହ୍ରାସ ଭଳି ସମସ୍ୟା ସହ ଦେଶର ଅଟୋ କମ୍ପାନୀଗୁଡ଼ିକ ଜୁଝିହେଉଛନ୍ତି। ମାନ୍ଦାବସ୍ଥା ଲାଗି ଗତ ଗୋଟିଏ ବର୍ଷ ହେବ ଦେଶର ଅଟୋ କମ୍ପାନୀ ସମସ୍ୟାରେ ଅଛନ୍ତି। ବର୍ତ୍ତମାନର କୋଭିଡ୍‌-୧୯ ସ୍ଥିତି କମ୍ପାନୀଗୁଡିକର...

ମାନ୍ଦା ପଡ଼ିବ ଆଇଟି କମ୍ପାନୀଙ୍କ ନିଯୁକ୍ତି

ବାଙ୍ଗାଲୋର,୨୯।୪: ଚଳିତ ବର୍ଷ ଦେଶର ଆଇଟି କମ୍ପାନୀଗୁଡ଼ିକରେ ନିଯୁକ୍ତି ଫିକା ପଡ଼ିପାରେ। ସେହିଭଳି ବରିଷ୍ଠ କର୍ମଚାରୀଙ୍କ ବେତନ ୨୦ରୁ ୨୫% ହ୍ରାସ ହୋଇ ପାରେ। ମହାମାରୀ ଯୋଗୁ କମ୍ପାନୀଗୁଡିକ ଏଭଳି ନିଷ୍ପତ୍ତି ନେବେ ବୋଲି ଆଇଟି ଶିଳ୍ପ ବିଶେଷଜ୍ଞ ଟି.ଭି.ମୋହନଦାସ...

ଖିଲାପକାରୀଙ୍କ ୬୮ ହଜାର କୋଟିର ଋଣ ରାଇଟଅଫ୍‌

ନୂଆଦିଲ୍ଲୀ,୨୮।୪: ମେହୁଲ ଚୋକ୍‌ସୀଙ୍କ ସମେତ ୫୦ ପ୍ରମୁଖ ଇଚ୍ଛାକୃତ ଖଲାପକାରୀଙ୍କ ୬୮ ହଜାର କୋଟି ଟଙ୍କାର ଋଣ ରାଇଟଅଫ୍‌ କରାଯାଇଛି। ଏହି ଖଲାପକାରୀଙ୍କ ଉପରେ ରହିଥିବା ୬୮,୬୦୭ କୋଟି ଟଙ୍କା ବ୍ୟାଙ୍କଗୁଡିକ ସେମାନଙ୍କ ଋଣ ଖାତାରୁ ବହିର୍ଭୂତ କରିଥିବା ରିଜର୍ଭ...

ମେ’ରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮।୪: ବିଭିନ୍ନ ଛୁଟି ଲାଗି ମେ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ। ଏଣୁ ନିଜର ଜରୁରୀ କାମ କରିବାକୁ ଥିଲେ ଶୀଘ୍ର ସାରିବାକୁ ଲୋକଙ୍କୁ ପରାମର୍ଶ ରହିଛି। ପହିଲାରେ ଶ୍ରମିକ ଦିବସ...

ଲକ୍‌ଡାଉନ ଘୁଞ୍ଚିଲେ ଗରିବଙ୍କ ସଙ୍କଟ ବଢ଼ିଯିବ:ଡି. ସୁବାରାଓ

ନୂଆଦିଲ୍ଲୀ,୨୮।୪: କରୋନା ରୋକିବାକୁ ଏବେ ଲକ୍‌ଡାଉନ ଭଳି ପଦକ୍ଷେପ ନିଆଯାଇଛି। ସରକାର ଲକ୍‌ଡାଉନକୁ ମେ ମାସ ୩ ଯାଏ ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଗରିବଙ୍କ ଜୀବନ ଜୀବିକା ଗଭୀର ଭାବେ ପ୍ରଭାବିତ ହୋଇଛି। ଲକ୍‌ଡାଉନ ଅବଧି ବଢିଲେ ଏହି ଲୋକଙ୍କ ସ୍ଥିତି...

ଆଇଟି ଶିଳ୍ପରେ ଜାରି ରହିପାରେ ଓ୍ବାର୍କଫ୍ରମ୍‌ ହୋମ

ନୂଆଦିଲ୍ଲୀ,୨୮।୪: ଏବେ କୋଭିଡ୍‌ ସ୍ଥିତି ସୁଧୁରି ନ ଥିବା ବେଳେ ଲକ୍‌ଡାଉନ ଉଠିଲେ ମଧ୍ୟ ଆଇଟି ଶିଳ୍ପରେ ଓ୍ବାର୍କଫ୍ରମ୍‌ ହୋମ ସ୍ଥିତି ଜାରି ରହିପାରେ। ଲକ୍‌ଡାଉନ ଉଠିଲେ ମଧ୍ୟ ଆଇଟି ଶିଳ୍ପର ପ୍ରାୟ ୧୦ ଲକ୍ଷ କର୍ମଚାରୀ ଘରୁ କାମ...

ବିତ୍ତୀୟ ନିଅଣ୍ଟ ହାସଲ ଏବେ ବଡ଼ ଚ୍ୟାଲେଞ୍ଜ

ମୁମ୍ବାଇ,୨୮।୪: ଚଳିତ ଆର୍ଥତ୍କ ବର୍ଷରେ ଧାର୍ଯ୍ୟ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବା ବଡ଼ ଚ୍ୟାଲେଞ୍ଜ ହେବ। ମନେଟାଇଜେଶନ ନେଇ କେନ୍ଦ୍ରୀୟ ବ୍ୟାଙ୍କ ବର୍ତ୍ତମାନ କୌଣସି ନିଷ୍ପତ୍ତି ନେଇ ନ ଥିବା ବୋଲି ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ...

ରିଲାଏନ୍ସ ଦେଉଛି କିରାନା ସାମଗ୍ରୀ ଅର୍ଡର ସୁବିଧା

ନୂଆଦିଲ୍ଲୀ,୨୮।୪: ହ୍ବାଟ୍ସଆପ୍‌ ମାଧ୍ୟମରେ କିରାନା ସାମଗ୍ରୀ ଅର୍ଡର କରିବା ଲାଗି ରିଲାଏନ୍ସ ପକ୍ଷରୁ ସେବା ଭାରତରେ ଆରମ୍ଭ ହୋଇଛି। ଏହାକୁ ପ୍ରାଥମିକ ପର୍ଯ୍ୟାୟରେ ମୁମ୍ବାଇରେ ଶୁଭାରମ୍ଭ କରାଯାଇଛି। ପରୀକ୍ଷଣ ଭିତ୍ତିରେ ଏହି ସେବା ଶୁଭାରମ୍ଭ ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା...

ନିବେଶକଙ୍କ ଅର୍ଥ ଫେରାଇବ ଫ୍ରାଙ୍କ୍‌ଲିନ ଟେମ୍ପଲଟନ

ନୂଆଦିଲ୍ଲୀ,୨୮।୪: ବଣ୍ଡ ବଜାରରେ ନଗଦ ସମସ୍ୟା ଯୋଗୁ ଫ୍ରାଙ୍କ୍‌ଲିନି ଟେମ୍ପଲଟନ ଏହାର ୬ ସ୍କିମ୍‌କୁ ବନ୍ଦ କରିବା ନେଇ ନିଷ୍ପତ୍ତି ନେଇଛି। ଏହି ସ୍କିମ୍‌ଗୁଡିକରେ ଲାଗିଥିବା ନିବେଶ ଅର୍ଥ ଫେରିବ କି ନାହିଁ ତାକୁ ନେଇ ନିବେଶକ ଚିନ୍ତାରେ ରହିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri