ବାଣିଜ୍ୟ

କେନ୍ଦ୍ରର ବଜାର ଋଣ ୭.୦୬ ଲକ୍ଷ କୋଟି

ନୂଆଦିଲ୍ଲୀ : ଚଳିତ ଆର୍ଥତ୍କ ବର୍ଷର ଅଦ୍ୟାବଧି କେନ୍ଦ୍ର ସରକାରଙ୍କ ବଜାର ଋଣ ୭.୦୬ ଲକ୍ଷ କୋଟି ଟଙ୍କା ଛୁଇଁଛି। ସରକାର ବର୍ତ୍ତମାନ ସୁଦ୍ଧା ୮୪,୦୨୩ କୋଟି ଟଙ୍କାର ଅଣ ଟିକସ ରାଜସ୍ବ ସଂଗ୍ରହ କରିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର…

ଜିଏସ୍‌ଟି କ୍ଷତିପୂରଣ ବିକଳ୍ପ; ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋ ସପକ୍ଷରେ ୨୧ ରାଜ୍ୟ

  ନୂଆଦିଲ୍ଲୀ : ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ନେଇ କେନ୍ଦ୍ର ଏବଂ ରାଜ୍ୟଗୁଡିକ ମଧ୍ୟରେ ଚୂଡାନ୍ତ ନିଷ୍ପତ୍ତି ହୋଇ ପାରିନାହିଁ। କେନ୍ଦ୍ର ସରକାର ରାଜ୍ୟଗୁଡିକୁ ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋ ଦ୍ୱାରା ୯୭ ହଜାର କୋଟି କିମ୍ବା ବଜାରରୁ ୨.୩୫…

ବାଣିଜ୍ୟ ସୁବିଧା ଲାଗି କମ୍ପାନୀ ଆଇନରେ ସଂଶୋଧନ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଂ ବିଜନେସ ବାଣିଜ୍ୟ ସୁବିଧାକୁ ତ୍ୱରାନ୍ବିତ କରିବା ଲାଗି କମ୍ପାନୀ ଆଇନକୁ ସଂଶୋଧନ କରିଛନ୍ତି। କମ୍ପାନୀ ଆଇନରେ ରହିଥିବା ବିଭିନ୍ନ ଆପରାଧିକ ପ୍ରସଙ୍ଗକୁ ବର୍ତ୍ତମାନ ବାଦ ଦେବା ଉପରେ ଏବେ…

ନେଟ୍‌ ପ୍ରତ୍ୟକ୍ଷ ଟିକସ ଆଦାୟ ୩୧% କମିଲା

  ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲରୁ ଅଗଷ୍ଟ ମାସ ମଧ୍ୟରେ ନେଟ୍‌ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୩୧.୧% ହ୍ରାସ ଘଟିଛି। ଏହି ଅବଧିରେ ୧.୯୨ ଲକ୍ଷ କୋଟି ଟଙ୍କାର ଟିକସ ଆଦାୟ କରିବାକୁ ସରକାର ସକ୍ଷମ ହୋଇଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ…

ବ୍ୟାଙ୍କରେ ପୁଣି ୨୦ ହଜାର କୋଟିର ଠକେଇ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ବର୍ତ୍ତମାନ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ ବ୍ୟାଙ୍କଗୁଡିକରେ ପୁଣି ୧୯,୯୬୪ କୋଟି ଟଙ୍କାର ଠକେଇ ଖବର ନଜରକୁ ଆସିଛି। ଗତ ୩ ମାସରେ ଏ ନେଇ ମୋଟ ୨,୮୬୭ ମାମଲା…

ଭାରତରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ଟପିଲା

ନୂଆଦିଲ୍ଲୀ, ୨୦।୯: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ୩୦ ଲକ୍ଷରୁ ଅଧିକରେ ପହଞ୍ଚିଛି। ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ଏଭଳି ହୋଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ହୋଇଥିବା ତ୍ରୟମାସିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେଥିମଧ୍ୟରେ ଓ୍ବେରଲେସ୍‌ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ…

୪୨ ପ୍ରତିଶତ କମିଲା ରାଜସ୍ବ ଆଦାୟ:ଯାନବାହନ କ୍ଷେତ୍ର ବିପର୍ଯ୍ୟସ୍ତ

ଭୁବନେଶ୍ୱର,୨୦। ୯(ବ୍ୟୁରୋ): କରୋନା ମହାମାରୀ ସ୍ବାସ୍ଥ୍ୟ ସେବା ସହିତ ଆର୍ଥିକ ଅବସ୍ଥାକୁ କ୍ଷତିଗ୍ରସ୍ତ କରିଛି। ଲୋକମାନଙ୍କର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଥିବା ବେଳେ ରାଜକୋଷ ଉପରେ ଏହାର ପ୍ରଭାବ ପଡିଛି। ମାର୍ଚ୍ଚ ମାସ ଲକ୍‌ଡାଉନ ପରଠାରୁ ଯାନବାହନ ବିକ୍ରି ଏକ ପ୍ରକାର…

କୋଭିଡ୍‌ ବିଗାଡ଼ିଦେଲା ବାଣିଜ୍ୟ; ସବୁ କିଛି ବିକିଦେବାକୁ ୟୁଏସ୍‌ ବିଲିୟନେୟାରଙ୍କ ଯୋଜନା

ନୂଆଦିଲ୍ଲୀ,୨୦।୯: ସାରା ବିଶ୍ୱରେ କରୋନା ମହାମାରୀର ପ୍ରକୋପ ସାମ୍ନାକୁ ଆସିଛି। ଏହାର କରାଳରେ ଆସି ଅନେକ ବାଣିଜି୍ୟକ ସଂସ୍ଥା ଦେବାଳିଆ ହୋଇଯାଉଥିବା ବେଳେ ବୃହତ୍‌ ସଂଖ୍ୟାରେ କମ୍ପାନୀ ବନ୍ଦ ହୋଇଯାଉଛି। କମ୍ପାନୀଗୁଡିକରେ ଛଟେଇ ମଧ୍ୟ ଜାରି ରହିଛି। ଏଭଳି ସ୍ଥିତିରେ କରୋନା…

କେନ୍ଦ୍ର ଋଣ ବୋଝ ୧୦୧ ଲକ୍ଷ କୋଟିକୁ ବଢ଼ିଲା

ନୂଆଦିଲ୍ଲୀ,୨୦।୯: ଚଳିତ ବର୍ଷ ଜୁନ୍‌ ଶେଷ ସୁଦ୍ଧା କେନ୍ଦ୍ର ସରକାରଙ୍କ ଲାଏବିଲିଟି ବା ଋଣ ବୋଝ ୧୦୧.୩ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ଘଟିଛି। ଏହା ୨୦୨୦ ମାର୍ଚ୍ଚ ସୁଦ୍ଧା ୯୪.୬ ଲକ୍ଷ କୋଟି ଟଙ୍କା ରହିଥିବା ସରକାରୀ ଡାଟାରୁ ସାମ୍ନାକୁ…

୨୦୦୦ ଟଙ୍କିଆ ପ୍ରିଣ୍ଟ ବନ୍ଦ ହେବନି

ନୂଆଦିଲ୍ଲୀ,୨୦।୯: ୨୦୦୦ ଟଙ୍କିଆ ନୋଟ୍‌ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେବେ ବୋଲି ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏହି ପ୍ରସଙ୍ଗ ଉପରୁ ସରକାର ଶନିବାର ପରଦା ହଟାଇଛନ୍ତି। ୨୦୦୦ ଟଙ୍କିଆ ନୋଟ୍‌ ପ୍ରିଣ୍ଟ ବନ୍ଦ ହେବ ନାହିଁ। ଏହି…

ରାଜ୍ୟ ସଭାରେ ଇନ୍‌ସଲ୍‌ଭେନ୍ସି କୋଡ୍‌ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୨୦।୯:ଇନ୍‌ସଲ୍‌ଭେନ୍ସି ଆଣ୍ଡ ବ୍ୟାଙ୍କ୍ରପ୍ସି କୋଡ୍‌ (ଦ୍ୱିତୀୟ ସଂଶୋଧନ) ବିଲ୍‌ ୨୦୨୦କୁ ଶନିବାର ରାଜ୍ୟ ସଭାରେ ଅନୁମୋଦନ ମିଳିଛି। ଫଳରେ କରୋନା ଭାଇରସ ଯୋଗୁ ଉପୁଜିଥିବା ସ୍ଥିତିରେ ମାର୍ଚ୍ଚଠାରୁ ଅନ୍ତତଃ ପକ୍ଷେ ଆଗାମୀ ୬ ମାସ ଯାଏ କୌଣସି ଦେବାଳିଆ ମାମଲାର ଅଗ୍ରଗତି…

ଜିଏସ୍‌ଟି କ୍ଷତିପୂରଣ ଦେବ କେନ୍ଦ୍ର

ନୂଆଦିଲ୍ଲୀ,୨୦।୯: ସାମଗ୍ରୀ ଓ ସେବା ଟିକସ( ଜିଏସ୍‌ଟି) କ୍ଷତିପୂରଣ ପ୍ରଦାନ ନେଇ କେନ୍ଦ୍ରର ଉତ୍ତରଦାୟିତ୍ୱ ରହିଛି। ଏହାକୁ ସରକାର ଅଗ୍ରାହ୍ୟ କରିନାହାନ୍ତି। ଏ ପ୍ରସଙ୍ଗରେ ଜିଏସ୍‌ଟି ପରିଷଦ ବୈଠକରେ ଆଲୋଚନା କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ସ୍ପଷ୍ଟୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?