ବାଣିଜ୍ୟ

ଜିଏସ୍‌ଟି କ୍ଷତିପୂରଣ ଦେବ କେନ୍ଦ୍ର

ନୂଆଦିଲ୍ଲୀ,୨୦।୯: ସାମଗ୍ରୀ ଓ ସେବା ଟିକସ( ଜିଏସ୍‌ଟି) କ୍ଷତିପୂରଣ ପ୍ରଦାନ ନେଇ କେନ୍ଦ୍ରର ଉତ୍ତରଦାୟିତ୍ୱ ରହିଛି। ଏହାକୁ ସରକାର ଅଗ୍ରାହ୍ୟ କରିନାହାନ୍ତି। ଏ ପ୍ରସଙ୍ଗରେ ଜିଏସ୍‌ଟି ପରିଷଦ ବୈଠକରେ ଆଲୋଚନା କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ସ୍ପଷ୍ଟୀକରଣ…

ଚାଇନାରୁ କେମିକାଲ ଆମଦାନୀ କମିବ;ପ୍ରସ୍ତୁତ ହେଉଛି ୨୫ ହଜାର କୋଟିର ଯୋଜନା

ନୂଆଦିଲ୍ଲୀ,୧୯।୯: ଚାଇନାରୁ କେମିକାଲ ଆମଦାନୀ କମାଇବା ଲାଗି କେନ୍ଦ୍ର ସରକାର ଏବେ ଚିନ୍ତା କରୁଛନ୍ତି। ଏଥିଲାଗି ୨୫ ହଜାର କୋଟି ଟଙ୍କାର ଏକ ଯୋଜନା ପ୍ରସ୍ତୁତ ହେଉଥିବା ଜଣାପଡିଛି। ଏ କ୍ଷେତ୍ରରେ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ବ୍ୟବସ୍ଥା ଆଣିବା ଲାଗି ସରକାର…

ପ୍ରାଇଭେଟ ଟ୍ରେନ୍‌ ଯାତ୍ରୀଭଡ଼ା ନିର୍ଦ୍ଧାରଣ କରିବେ କମ୍ପାନୀ

ନୂଆଦିଲ୍ଲୀ,୧୯।୯: ଘରୋଇ ବଜାରରେ ପ୍ରାଇଭେଟ ଟ୍ରେନ୍‌ ଚଳାଇବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଟ୍ରେନଗୁଡିକ ଚଳାଚଳ ଆରମ୍ଭ ହେଲେ ପ୍ରାଇଭେଟ ପ୍ଳେୟର ଯାତ୍ରୀଭଡା ନିର୍ଦ୍ଧାରଣ କରିବେ। ଏଥିଲାଗି ସରକାର ପ୍ରାଇଭେଟ ଟ୍ରେନ ପରିଚାଳନା କରୁଥିବା କମ୍ପାନୀଗୁଡିକୁ ଅନୁମତି ପ୍ରଦାନ କରିବେ…

୧୪% ପର୍ଯ୍ୟନ୍ତ ହ୍ରାସ ହୋଇପାରେ ଜିଡିପି

ନୂଆଦିଲ୍ଲୀ,୧୯।୯: କୋଭିଡ୍‌-୧୯ ସଂକ୍ରମଣ ବର୍ତ୍ତମାନ ଦ୍ରୁତ ହୋଇଛି। ଗତ ୬ ମାସ ଧରି କ୍ଷତିଗ୍ରସ୍ତ ହୋଇ ରହିଥିବା ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରିବାରେ ଏହା ଆହୁରି ସମସ୍ୟା ସୃଷ୍ଟି କରୁଛି। ଭାରତ କୋଭିଡ୍‌-୧୯ର ଏକ ନୂଆ ହଟ୍‌ସ୍ପଟ୍‌ ଭାବେ ଉଭା ହୋଇଛି।…

୨୩ରୁ ଆପଲ୍‌ ଅନ୍‌ଲାଇନ ଷ୍ଟୋର

ନୂଆଦିଲ୍ଲୀ,୧୯।୯ : ପ୍ରମୁଖ ସ୍ମାର୍ଟ ଫୋନ ବ୍ରାଣ୍ଡ ଆପଲ୍‌ ଖୁବ୍‌ଶୀଘ୍ର ଭାରତ ବଜାରରେ ଅନ୍‌ଲାଇନ ଷ୍ଟୋର ଖୋଲିବାକୁ ଯାଉଛି। ଭାରତୀୟ ଗ୍ରାହକଙ୍କ ଚାହିଦାକୁ ନଜରରେ ରଖି କମ୍ପାନୀ ଏହି ସେବା ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି। ଚଳିତ ମାସ ୨୩ରେ…

ଅଟୋମେଟିକ ରୁଟ୍‌ରେ ବଢ଼ିଲା ପ୍ରତିରକ୍ଷା ଏଫ୍‌ଡିଆଇ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରତିରକ୍ଷା କ୍ଷେତ୍ର ଲାଗି ଅଟୋମେଟିକ୍‌ ରୁଟ୍‌ରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ୪୯%ରୁ ୭୪%କୁ ବଢ଼ାଯାଇଛି। ସେହିଭଳି ୭୪%ରୁ ଊର୍ଦ୍ଧ୍ୱ ଏଫ୍‌ଡିଆଇ ଲାଗି ସରକାରଙ୍କ ଅନୁମତି ଆବଶ୍ୟକ ହେବ ବୋଲି ଜଣାପଡିଛି। ସରକାରଙ୍କ ଏଭଳି ପଦକ୍ଷେପ ଦ୍ୱାରା…

ଏୟାର ଇଣ୍ଡିଆ ଏକ୍ସପ୍ରେସକୁ ୧୫ ଦିନ ବାତିଲ କଲା ଦୁବାଇ

ନୂଆଦିଲ୍ଲୀ,୧୯।୯: ଦୁବାଇ କର୍ତ୍ତୃପକ୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ସେବାକୁ ୧୫ ଦିନ ପାଇଁ ବାତିଲ କରିଛନ୍ତି। ଏହି ବିମାନରେ ଯାତ୍ରା କରିଥିବା ଜଣେ ଯାତ୍ରୀ କୋଭିଡ୍‌-୧୯ ସଂକ୍ରମିତ ଜଣାପଡିବା ପରେ ବିମାନ କମ୍ପାନୀ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏମ୍‌ଡି ଆଦିତ୍ୟ ପୁରୀଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୯।୯: ଆମେରିକା ଭିତ୍ତିକ ଲ ଫାର୍ମ ରୋଜେନ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ବିରୋଧରେ ପୁଣି ଥରେ ମାମଲା ଦାଏର କରିଛି। ନିବେଶକଙ୍କୁ ହୋଇଥିବା କ୍ଷତିର ଭରଣା ଲାଗି ଏହି ମାମଲା କରାଯାଇଥିବା ଜଣାପଡିଛି। ଏହା ପୂର୍ବରୁ ଉକ୍ତ ଫାର୍ମ ଜୁଲାଇରେ ଏକ ମାମଲା…

ପ୍ଲେ ଷ୍ଟୋରରୁ ହଟିବା ପରେ ପୁଣି ଫେରିଲା ପେଟିଏମ୍‌ ଆପ୍‌

ନୂଆଦିଲ୍ଲୀ,୧୯।୯: ପେମେଣ୍ଟ ଏବଂ ଫାଇନାନ୍ସ ସେବା ଯୋଗାଉଥିବା ଆପ୍ଲିକେଶନ ପେଟିଏମ୍‌କୁ ଗୁଗଲ ଏହାର ପ୍ଲେ ଷ୍ଟୋରରୁ ଶୁକ୍ରବାର ହଟାଇଦେଇଥିଲା। ଏହାର ଘଣ୍ଟାଏ ପରେ ଉକ୍ତ ଆପ୍‌ ପୁଣିଥରେ ପ୍ଲେ ଷ୍ଟୋରରେ ଉପଲବ୍ଧ ହେଉଥିବା ପେଟିଏମ୍‌ ସୂଚନା ଦେଇଛନ୍ତି। ଅପରପକ୍ଷରେ ପେଟିଏମ୍‌ର ଅନ୍ୟ…

ଗୁଗଲ ପ୍ଲେ ଷ୍ଟୋରରୁ ହଟିଲା ‘ପେଟିଏମ୍‌ ଆପ୍‌’: ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮।୯: ଗୁଗଲ ନିଜ ପ୍ଲେ ଷ୍ଟୋରରୁ ଶୁକ୍ରବାର ପେଟିଏମ୍‌ ଆପ୍‌କୁ ହଟାଇ ଦେଇଛି। ଏନେଇ ପ୍ରତିକ୍ରିୟା ରଖି ଗୁଗଲ କହିଛି, କମ୍ପାନୀ ନିଜର ପ୍ଲାଟଫର୍ମରେ କୌଣସି ଜୁଆ ଖେଳକୁ ସମର୍ଥନ କରିବ ନାହିଁ। ପେଟିଏମ୍‌ ସହ କଥାବାର୍ତ୍ତା ଚାଲିଛି। ସେମାନଙ୍କଠାରୁ ଅଧିକ…

ଟିଭିଏସ୍‌କୁ ଲକ୍ଷେ ମାସ୍କ ଦେଲା ଦକ୍ଷିଣ କୋରିଆ

ନୂଆଦିଲ୍ଲୀ : ଦକ୍ଷିଣ କୋରିଆର ଅଙ୍ଗୁକ ଜେନ ସେଣ୍ଟର ପକ୍ଷରୁ ଟିଭିଏସ୍‌ ମୋଟର କମ୍ପାନୀକୁ ୧ଲକ୍ଷ ମାସ୍କ ପ୍ରଦାନ କରାଯାଇଛି। ଏହି ମାସ୍କ ଭାରତରେ ମାଗଣା ବଣ୍ଟନ କରାଯିବ। ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ରହିଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କର ନିଦର୍ଶନ…

ଓ୍ବାଲ୍‌ମାର୍ଟ ପକ୍ଷରୁ କ୍ଷୁଦ୍ରଚାଷୀଙ୍କୁ ସହାୟତା

ନୂଆଦିଲ୍ଲୀ: ଭାରତ କୋଭିଡ୍‌ ମହାମାରୀ କାରଣରୁ ଅନେକ ସମସ୍ୟା ସାମ୍ନା କରୁଛି। ଏହି ମହାମାରୀ ସମୟରେ ଦେଶର କ୍ଷୁଦ୍ରଚାଷୀମାନଙ୍କର ବିକାଶ ଲାଗି ଓ୍ବାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ୨ଟି ନୂତନ ଅନୁଦାନ ଘୋଷଣା କରାଯାଇଛି। ଭାରତର ଚାଷୀମାନଙ୍କର ଜୀବିକାରେ ଉନ୍ନତ ଲାଗି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?