ବାଣିଜ୍ୟ

ସମବାୟ ବ୍ୟାଙ୍କରେ ଗଭର୍ନାନ୍ସ ଉନ୍ନତୀକରଣ ଲକ୍ଷ୍ୟ: ସୀତାରାମନ

ନୂଆଦିଲ୍ଲୀ,୧୭।୯: ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ଆଇନରେ ସଂଶୋଧନ ଆଣିବା ଦିଗରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି। ସମବାୟ ବ୍ୟାଙ୍କଗୁଡିକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଆଣିବା ଦିଗରେ ଯୋଜନା ଗ୍ରହଣ କରାଯାଇଛି। ଜମାକାରୀଙ୍କ ସ୍ବାର୍ଥ ରକ୍ଷା ଏବଂ ସମବାୟ ବ୍ୟାଙ୍କରେ ଗଭର୍ନାନ୍ସକୁ…

ଟିକସ ସଂଗ୍ରହ ୨୨.୫% କମିଲା

ନୂଆଦିଲ୍ଲୀ,୧୭।୯: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସ ଶେଷ ସୁଦ୍ଧା କେନ୍ଦ୍ର ସରକାରଙ୍କ ମୋଟ ଟିକସ ସଂଗ୍ରହ ୨୨.୫% ହ୍ରାସ ଘଟିଛି। ସେପ୍ଟେମ୍ବର ୧୫ ସୁଦ୍ଧା ସରକାର ୨.୫୩ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ସକ୍ଷମ ହୋଇଛନ୍ତି। ଏହା ମଧ୍ୟରେ…

ମିଶ୍ରଣ ସୁଯୋଗ ଖୋଜୁଛି ପିଏମ୍‌ସି ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୯: ଋଣ ଠକେଇ ଦ୍ୱାରା ପ୍ରଭାବିତ ସ୍ଥିତିରେ ରହିଥିବା ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ଏହାର ପରିଚାଳନାକୁ ଉନ୍ନତ କରିବାକୁ ଯୋଜନା ରଖିଛି। ବ୍ୟାଙ୍କର ସ୍ଥିତି ବିଗିଡ଼ିଯାଇଥିବା ବେଳେ ଅନ୍ୟ ବ୍ୟାଙ୍କ ସହ ମିଶ୍ରଣ ଲାଗି ଏହା ବର୍ତ୍ତମାନ…

ବନ୍ଦେ ଭାରତରୁ ଏୟାର ଇଣ୍ଡିଆକୁ ୨୫୫୬ କୋଟି ରାଜସ୍ବ

ନୂଆଦିଲ୍ଲୀ,୧୭।୯: ଲକ୍‌ଡାଉନରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ଆରମ୍ଭ କରିଥିବା ‘ବନ୍ଦେ ଭାରତ ମିଶନ’ରେ ଏୟାର ଇଣ୍ଡିଆ ବିମାନ ସେବା ଯୋଗାଣ କରିଥିଲା। ଏହାଦ୍ୱାରା ଏୟାର ଇଣ୍ଡିଆକୁ ଅଗଷ୍ଟ ୩୧ ସୁଦ୍ଧା ୨,୫୫୬ କୋଟି ଟଙ୍କାର…

ଏସ୍‌ବିଆଇ-ଟାଇଟାନର କଣ୍ଟାକ୍ଟଲେସ୍‌ ପେମେଣ୍ଟ ଓ୍ବାଚ୍‌

ଭୁବନେଶ୍ୱର,୧୭।୯: ଟାଇଟନ କମ୍ପାନୀ ଲିମିଟେଡ୍‌ ପକ୍ଷରୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସହଯୋଗରେ ଏକ ଭିନ୍ନ ଧରଣର ଓ୍ବାଚ୍‌ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା କଣ୍ଟାକ୍ଟଲେସ୍‌ ପେମେଣ୍ଟ ସୁବିଧା ମିଳିପାରିବ। ୟୁନୋ ଏସ୍‌ବିଆଇ ଦ୍ୱାରା ‘ଟାଇଟାନ ପେ’କୁ ଆରମ୍ଭ କରାଯାଇଛି। ଏହା…

ଖୋଲିଲା ଉତ୍କଳ ଗ୍ୟାଲେରିଆର ଫୁଡ୍‌ କୋର୍ଟ

ଭୁବନେଶ୍ୱର, ୧୬।୯ : କରୋନା କଟକଣା କାରଣରୁ ବନ୍ଦ ହୋଇ ରହିଥିବା ଉତ୍କଳ କନିକା ଗ୍ୟାଲେରିଆର ଫୁଡ୍‌ କୋର୍ଟ ଗ୍ରାହକଙ୍କ ପାଇଁ ଖୋଲାଯାଇଛି। ସରକାରଙ୍କ ଗାଇଡ୍‌ଲାଇନ ସହ ଫୁଡ୍‌ କୋର୍ଟ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜେଶନ ବ୍ୟବସ୍ଥା ସହ ଗ୍ରାହକଙ୍କ ସୁରକ୍ଷାକୁ ପ୍ରାଥମିକତା…

ଜିଡିପି ୯% ଖସିବ:ଏଡିବି

ନୂଆଦିଲ୍ଲୀ, ୧୬।୯ : ଚଳିତ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ୯% ଖସିଯିବ। କରୋନା ମହାମାରୀ ଯୋଗୁ ଘରୋଇ ବଜାରର କାର୍ଯ୍ୟକଳାପ ଏବଂ ଚାହିଦା ପ୍ରଭାବିତ ହୋଇ ରହିଥିବାରୁ ଏହା ଜିଡିପି ଉପରେ ଗଭୀର ଭାବେ ପ୍ରଭାବ ପକାଉଥିବା ଏସିଆନ…

ଏସ୍‌ବିଆଇ ଓଟିପି ଭିତ୍ତିକ ଉଠାଣ ୨୪ ଘଣ୍ଟିଆ ହେଲା

ଭୁବନେଶ୍ୱର, ୧୬।୯ : ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏହାର ଓଟିପି ଭିତ୍ତିକ ଏଟିଏମ୍‌ ଉଠାଣ ବ୍ୟବସ୍ଥାକୁ ଚବିଶ ଘଣ୍ଟିଆ କରାଯାଇଛି। ଚଳିତ ବର୍ଷ ସେପ୍ଟେମ୍ବର ୧୮ରୁ ଲୋକମାନେ ଏହି ସେବା ଲାଭ କରିପାରିବେ। ୨୦୨୦ ଜାନୁୟାରୀ ପହିଲାରୁ…

ଘରୋଇକରଣ ନତୁବା ବନ୍ଦ ହେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୧୬।୯ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଲାଗି ସରକାରଙ୍କ ସାମ୍ନାରେ ୨ଟି ବିକଳ୍ପ ରହିଛି। ଏହି ବିମାନ କମ୍ପାନୀକୁ ସରକାର ଘରୋଇକରଣ କରିବେ ନ ହେଲେ ସମ୍ପୂର୍ଣ୍ଣ ବନ୍ଦ କରିଦେବେ। କମ୍ପାନୀ ଉପରେ ବର୍ତ୍ତମାନ ବୃହତ୍‌ ପରିମାଣର…

ମହାମାରୀ ବେଳେ ସୁଧ ଛାଡ଼ ପ୍ରସଙ୍ଗ ବିଚାର କରିବ କମିଟି

ନୂଆଦିଲ୍ଲୀ,୧୬।୯: କୋଭିଡ୍‌-୧୯ ମହାମାରୀ ସମୟରେ ଋଣ କିସ୍ତି ଉପରେ ଲାଗୁ ହେଉଥିବା ସୁଧ ଛାଡ଼ ଉପରେ ସରକାରୀ କମିଟି ବିଚାର କରିବ। ଲୋକସଭାକୁ ଏକ ଲିଖିତ ଉତ୍ତରରେ ସରକାର ଏହି ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତ ବିଭିନ୍ନ ପ୍ରଶ୍ନ ଉପରେ ଉତ୍ତର…

୩ ହଜାର କ୍ଷୁଦ୍ର ବାଣିଜ୍ୟକୁ ସହାୟତା କରିବ ଫେସ୍‌ବୁକ୍‌

ନୂଆଦିଲ୍ଲୀ,୧୬।୯:ଦେଶର ୩ ହଜାର କ୍ଷୁଦ୍ର ବାଣିଜ୍ୟକୁ ସହାୟତା କରିବା ଲାଗି ଫେସ୍‌ବୁକ୍‌ ଇଣ୍ଡିଆ ଯୋଜନା ରଖିଛି। ଦିଲ୍ଲୀ, ଗୁରୁଗ୍ରାମ, ମୁମ୍ବାଇ, ହାଇଦ୍ରାବାଦ ଏବଂ ବାଙ୍ଗାଲୋର ଭଳି ସ୍ଥାନରେ କମ୍ପାନୀ ଏହି ଯୋଜନାକୁ କାର୍ଯ୍ୟକାରୀ କରାଇବ। ଏଥିଲାଗି ୩୨ କୋଟି ଟଙ୍କାର ଏକ…

୧୬ ଶହ କମ୍ପାନୀ ପାଇଛନ୍ତି ଚାଇନା ଏଫ୍‌ଡିଆଇ

ନୂଆଦିଲ୍ଲୀ,୧୬।୯: ଘରୋଇ ବଜାରର ପ୍ରାୟ ୧୬ରୁ ଊର୍ଦ୍ଧ୍ୱ କମ୍ପାନୀ ଚାଇନାର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ(ଏଫ୍‌ଡିଆଇ) ଲାଭ କରିଛନ୍ତି। ୨୦୧୬ ଏପ୍ରିଲରୁ ମାର୍ଚ୍ଚ ୨୦୨୦ ମଧ୍ୟରେ ଏହି କମ୍ପାନୀଗୁଡିକରେ ପ୍ରାୟ ୧ ବିଲିୟନ ଡଲାର ନିବେଶ ହୋଇଥିବା ସରକାରୀ ଡାଟାରୁ ଜଣାପଡିଛି। ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?