ବାଣିଜ୍ୟ

ଏମ୍‌ଏସ୍‌ଏମ୍‌ଇକୁ ୧.୧୮ ଲକ୍ଷ କୋଟିର ସହାୟତା

ନୂଆଦିଲ୍ଲୀ, ୧୪।୯: ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲଜିଏସ୍‌)ରେ ଦେଶର ୨୫ ଲକ୍ଷ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ୧.୧୮ ଲକ୍ଷ କୋଟି ଟଙ୍କାର ଋଣ ସହାୟତା ଯୋଗାଇ ଦିଆଯାଇଛି। ଆତ୍ମନିର୍ଭର ଭାରତ ଯୋଜନାରେ ସରକାର ଏହି ବର୍ଗରେ…

୩ ପେଟ୍ରୋଲିୟମ ପ୍ରକଳ୍ପ ଲୋକାର୍ପଣ କଲେ ମୋଦି

ନୂଆଦିଲ୍ଲୀ, ୧୪।୯: ବିହାରରେ ୩ ପେଟ୍ରୋଲିୟମ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଭିଡିଓକନଫରେନ୍ସି ଯୋଗୁ ଏହି ପ୍ରକଳ୍ପଗୁଡିକୁ ଲୋକାର୍ପଣ କରାଯାଇଥିଲା। ପାରାଦୀପ-ହଳଦିଆ-ଦୁର୍ଗାପୁର ପାଇପଲାଇନ ପ୍ରକଳ୍ପର ସମ୍ପ୍ରସାରଣ କାର୍ଯ୍ୟ ଅନ୍ତର୍ଗତ ଦୁର୍ଗାପୁର-ବାଙ୍କା ସେକ୍ସନ ସହ ୨…

ଭୁବନେଶ୍ୱରରେ ରାଜରତନ ଶୋ’ରୁମ

ଭୁବନେଶ୍ୱର,୧୪।୯ : କଟକର ପ୍ରମୁଖ ଫ୍ୟାଶନ ଶୋ’ରୁମ୍‌ ରାଜରତନ ତାର ୨ୟ ଶୋ ରୁମ ଭୁବନେଶ୍ୱରର ଶ୍ରୀୟା ଛକଠାରେ ଶୁଭାରମ୍ଭ କରିଛି। ସଂସ୍ଥାର ଏହି ନୂଆ ଷ୍ଟୋରଟି ୩ ମହଲା ବିଶିଷ୍ଟ ଏବଂ ୧୦ ହଜାର ବର୍ଗଫୁଟ ପରିମିତ ସ୍ଥାନରେ ପ୍ରତିଷ୍ଠା…

‘ଜେଇଇ ମେନ୍‌’ରେ ଆକାଶର ବାଜିମାତ

ଭୁବନେଶ୍ୱର,୧୪।୯ : ନ୍ୟାଶନାଲ ଟେଷ୍ଟି ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ-୨୦୨୦ ପରୀକ୍ଷାରେ ଆକାଶ ଇନଷ୍ଟିଚ୍ୟୁଟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଜେଇଇ ମେନ୍‌ ଫଳାଫଳର ପ୍ରଥମ ୨୦ ଜଣଙ୍କ ମଧ୍ୟରେ ଆକାଶରୁ ଜଣେ ଥିବା ବେଳେ, ଟପ୍‌…

ଫ୍ଲିପ୍‌କାର୍ଟର ବିଗ୍‌ ସେଭିଂ ଡେଜ୍‌: ମାତ୍ର ୧ଟଙ୍କାରେ କରିପାରିବେ ବୁକିଂ, ଜାଣନ୍ତୁ କେଉଁଥିରେ ମିଳିବ ଅଫର..

ନୂଆଦିଲ୍ଲୀ,୧୩।୯: ଲୋକପ୍ରିୟ ଇ-କମର୍ସ ଓ୍ବେବ୍‌ସାଇଟ୍‌ ‘ଫ୍ଲିପ୍‌କାର୍ଟ’ ସେପ୍ଟେମ୍ବର ୧୮ ତାରିଖରୁ ବିଗ୍‌ ସେଭିଂ ଡେଜ୍‌ ସେଲ୍‌ ଆରମ୍ଭ କରିବାକୁ ଯାଉଛି। ଏଣୁ ଯଦି ଆପଣ ଶସ୍ତାରେ ଜିନିଷ କିଣିବାକୁ ଚାହାନ୍ତି ତେବେ ଆପଣଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ। ସେପ୍ଟେମ୍ବର ୧୮ରୁ…

୮୫ ଟଙ୍କା ଛୁଇଁଲା ଟମାଟୋ

ନୂଆଦିଲ୍ଲୀ, ୧୩।୯ : ଦିଲ୍ଲୀରେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏଠାରେ ଟମାଟୋର ଖୁଚୁରା ଦର ୮୦ରୁ ୮୫ ଟଙ୍କା ଛୁଇଁଥିବା ଜଣାପଡିଛି। ଜୁନ ମାସ ପରଠାରୁ ଟମାଟୋ କିଲୋ ପ୍ରତି ଦର ୫୦ରୁ ୬୦ ଟଙ୍କା ମଧ୍ୟରେ ବିକ୍ରି…

ପିଏମ୍‌ ସ୍ବନିଧିରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଯୋଗଦାନ ଉନ୍ନତ

ନୂଆଦିଲ୍ଲୀ,୧୩।୯:ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ବ୍ୟାଙ୍କଗୁଡିକ ବର୍ତ୍ତମାନ ସୁଦ୍ଧା ଉକ୍ତ ବର୍ଗରେ ପ୍ରାୟ ୯୦%ରୁ ଊର୍ଦ୍ଧ୍ୱ ଋଣ ମଞ୍ଜୁର କରିଥିବା ଜଣାପଡିଛି। କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ହୋଇଥିବା ଉଠାଦୋକାନୀଙ୍କୁ ସହାୟତା କରିବା ଲାଗି ସରକାର…

କ୍ଷତିପୂରଣ ନ ମିଳିଲେ ଖର୍ଚ୍ଚ କମାଇବେ ରାଜ୍ୟ

ନୂଆଦିଲ୍ଲୀ,୧୩।୯:ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣକୁ ନେଇ କେନ୍ଦ୍ର ରାଜ୍ୟ ମଧ୍ୟରେ ସହମତି ହୋଇପାରିନାହିଁ। ଏ ସଂକ୍ରାନ୍ତ କ୍ଷତିପୂରଣ ଯଦି ନ ମିଳେ ତେବେ ରାଜ୍ୟଗୁଡିକ ବାଧ୍ୟହୋଇ ଖର୍ଚ୍ଚ କମାଇବେ। ରାଜ୍ୟ ସ୍ତରରେ ମୋଟ୍‌ ୩.୪ ଲକ୍ଷ କୋଟି ଟଙ୍କାର ଖର୍ଚ୍ଚ…

ବିମାନରେ ଫଟୋଗ୍ରାଫି କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୯:ବିମାନ ଭିତରେ ଫଟୋଗ୍ରାଫି କଲେ ସେହି ବିମାନ କମ୍ପାନୀ ବିରୋଧରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) କଟକଣା ଲଗାଇବ। ଏଭଳି ମାମଲା କ୍ଷେତ୍ରରେ ଉକ୍ତ ବିମାନ କମ୍ପାନୀକୁ ନିର୍ଦ୍ଦିଷ୍ଟ ରୁଟ୍‌ରେ ୨ ସପ୍ତାହ ଲାଗି ଚଳାଚଳ ଉପରେ ବ୍ୟାନ୍‌ ଲଗାଯିବ। ବଲିଉଡ୍‌…

ଟୟୋଟା ପକ୍ଷରୁ ରେସ୍‌ପେକ୍ଟ ପ୍ୟାକେଜ

ନୂଆଦିଲ୍ଲୀ, ୧୩।୯ : ଟୟୋଟା କିଲୋସ୍କର ମୋଟର ପକ୍ଷରୁ ଏହାର ବହୁ ପ୍ରତୀକ୍ଷିତ କମ୍ପାକ୍ଟ ଏସ୍‌ୟୁଭି ସେଗ୍‌ମେଣ୍ଟ ଅନ୍ତର୍ଗତ ଅଲ୍‌ ନିୟୁ ଟୟୋଟା ଅର୍ବାନ କ୍ରୁଏଜରର ବୁକିଂରେ ଗ୍ରାହକଙ୍କ ଉସତ୍ାହକୁ ଦୃଷ୍ଟିରେ ରଖି ରେସ୍‌ପେକ୍ଟ ପ୍ୟାକେଜର ଘୋଷଣା କରାଯାଇଛି। ଟୟୋଟା କଷ୍ଟମର…

ସାପୁରଜୀ ଗ୍ରୁପ୍‌ ବିରୋଧରେ ସୁପ୍ରିମକୋର୍ଟରେ ଟାଟା ସନ୍ସ

ନୂଆଦିଲ୍ଲୀ,୧୩।୯:ଟାଟା ଗ୍ରୁପ୍‌ କମ୍ପାନୀ ପରିଚାଳନା କରୁଥିବା ଟାଟାସନ୍ସର ୨% ଅଂଶଧନ ବନ୍ଧକ ରଖିବା ଲାଗି ସାପୁରଜୀ ଗ୍ରୁପ୍‌ ଚାହୁଁଛି। ଏହାକୁ ନେଇ ପୁଣି ଥରେ ଦୁଇ ଅଂଶୀଦାରଙ୍କ ମଧ୍ୟରେ ରହିଥିବା ଅସନ୍ତୋଷ ସାମ୍ନାକୁ ଆସିଛି। ସାପୁରଜୀ ଗ୍ରୁପ୍‌ର ଏହି କାର୍ଯ୍ୟକଳାପ ବିରୋଧରେ…

ଜିଡିପି ଆକଳନ କମାଇଲା କେୟାର ରେଟିଂସ

ନୂଆଦିଲ୍ଲୀ, ୧୩।୯ : ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ପୂର୍ବାନୁମାନକୁ ରେଟିଂ ଏଜେନ୍ସି କେୟାର ଖସାଇ ଦେଇଛି। ୨୦୨୦-୨୧ରେ ଭାରତର ଜିଡିପି ୮ରୁ ୮.୨% ହ୍ରାସ ଘଟିବ ବୋଲି ଏହା ଶନିବାର ମତ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?