ବାଣିଜ୍ୟ

ଅଗଷ୍ଟରେ ୬୮୬ କୋଟି ରାଜ୍ୟ ଜିଏସ୍‌ଟି

ଭୁବନେଶ୍ୱର,୪।୯: ୨୦୨୦ ଅଗଷ୍ଟ ମାସରେ ଓଡିଶାରେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ବାବଦକୁ ପ୍ରାୟ ୬୮୬.୧୫ କୋଟି ଟଙ୍କା ଆଦାୟ ହୋଇଛି। ଏହା ଗତ ବର୍ଷ ଅଗଷ୍ଟ ତୁଳନାରେ ପ୍ରାୟ ୧.୭୬% କମ୍‌ ବୋଲି ଜଣାପଡିଛି। ସେହିଭଳି ଚଳିତ ବର୍ଷ ଏହାର ପରିମାଣ…

ଯୋଗ୍ୟ ଆକାଉଣ୍ଟକୁ ଋଣ ମିଳିବ ପୁନର୍ଗଠନ ସୁବିଧା

ନୂଆଦିଲ୍ଲୀ,୪।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍‌-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା ଏବଂ ମୋରାଟୋରିୟମ ପରବର୍ତ୍ତୀ ସମୟରେ ଋଣ ପୁନର୍ଗଠନ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ସମୀକ୍ଷା…

ଓଡ଼ିଶାରେ ଜିଏସ୍‌ଟି ୬% କମିଲା

ନୂଆଦିଲ୍ଲୀ,୨।୯: ଚଳିତ ବର୍ଷ ଅଗଷ୍ଟ ମାସରେ ଓଡିଶାରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ୬% ହ୍ରାସ ପାଇଛି। ଗତ ବର୍ଷ ଅଗଷ୍ଟରେ ୨୪୯୭ ଟଙ୍କା ଜିଏସ୍‌ଟି ସଂଗ୍ରହ ହୋଇଥିବା ବେଳେ ଚଳିତ ବର୍ଷ ଅଗଷ୍ଟରେ ଏହା ୨୩୪୮ କୋଟି ଟଙ୍କାକୁ…

ବ୍ୟାଙ୍କ ସହ ସୂଚନା ବିନିମୟ କରିବ ଆୟକର ବିଭାଗ

ନୂଆଦିଲ୍ଲୀ,୨।୯: ଆୟକର ବିଭାଗ ପକ୍ଷରୁ ବ୍ୟାଙ୍କଗୁଡିକ ସହ ସୂଚନା ବିନିୟମ ହୋଇ ପାରିବ। ଟିଡିଏସ୍‌ କ୍ଷେତ୍ରରେ ରହୁଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ସୂଚନା ଦିଆଯାଇଛି। ଏ ସଂକ୍ରାନ୍ତରେ…

୧୦.୯% ଖସିପାରେ ରିୟଲ ଜିଡିପି

ନୂଆଦିଲ୍ଲୀ,୨।୯: ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି)୨୩.୯% ଖସିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ରିୟଲ ଜିଡିପି ୧୦.୯% ଖସିପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଏହାର ଇକୋରାପ୍‌ ରିପୋର୍ଟରେ ପ୍ରକାଶ କରିଛି। ଚଳିତ ଆର୍ଥତ୍କ…

ଟେଲିକମ କମ୍ପାନୀଗୁଡିକୁ ବଡ ଆଶ୍ୱସ୍ତି;୧୦ ବର୍ଷରେ ପଇଠ କରିବେ ଏଜିଆର୍‌ ଦେୟ

ନୂଆଦିଲ୍ଲୀ,୨।୯: ଆଡ୍‌ଜଷ୍ଟେଡ୍‌ ଗ୍ରସ ରେଭେନ୍ୟୁ (ଏଜିଆର୍‌) ମାମଲାରେ ଟେଲିକମ କମ୍ପାନୀଙ୍କୁ ବଡ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ମଙ୍ଗଳବାର ଏହି ମାମଲାର ଶୁଣାଣି କରି କମ୍ପାନୀଗୁଡିକୁ ୧୦ ବର୍ଷ ସମୟ ଦେଇଛନ୍ତି। ଏହି ଅବଧି ମଧ୍ୟରେ ଟେଲିକମ କମ୍ପାନୀଗୁଡିକ ଏଜିଆର୍‌ ଦେୟ ବାବଦକୁ…

ମାସ ଆରମ୍ଭରୁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨।୯: ଅଗଷ୍ଟ ମାସରେ ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢାଇଥିଲା। ହେଲେ ସେପ୍ଟେମ୍ବର ପହିଲାରୁ ପୁଣି ଥରେ ତେଲ ଦର ବଢିବା ଆରମ୍ଭ ହେଲାଣି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୫ ପଇସା ବୃଦ୍ଧି ଘଟି ୮୨.୬୪ ଟଙ୍କା…

ମୋରାଟୋରିୟମ ୨ ବର୍ଷ ଯାଏ ବଢିପାରିବ; ସୁପ୍ରିମକୋର୍ଟରେ ପକ୍ଷ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨।୯: କରୋନା ପାଇଁ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଉପୁଜୁଛି। ବଜାର ବର୍ତ୍ତମାନ ପ୍ରଭାବିତ ହୋଇ ରହିଥିବା ବେଳେ ଶୀଘ୍ର ସ୍ଥିତି ଟ୍ରାକ୍‌କୁ ଫେରିବା ଭଳି ପ୍ରତୀୟମାନ ହେଉନାହିଁ। ଏଭଳି ସମୟରେ କିସ୍ତି ପଇଠ ଲାଗି ରିଜର୍ଭ ବ୍ୟାଙ୍କ ପ୍ରଦାନ…

୨୩.୯% ଖସିଲା ଜିଡିପି

ନୂଆଦିଲ୍ଲୀ,୧।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ଏପ୍ରିଲ-ଜୁନ ତ୍ରୈମାସରେ ଭାରତର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ୨୩.୯% ଖସିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ସୋମବାର ଏ ସଂକ୍ରାନ୍ତ ତଥ୍ୟ ପ୍ରକାଶ ପାଇଛି। ଗତ ଆର୍ଥତ୍କ ବର୍ଷ ସମାନ ସମୟ ତୁଳନାରେ…

କୋର୍‌ ସେକ୍ଟର ୯.୬% ହ୍ରାସ

ନୂଆଦିଲ୍ଲୀ,୧।୯: ଦେଶର ପ୍ରମୁଖ ଶିଳ୍ପକ୍ଷେତ୍ର ବା କୋର୍‌ ସେକ୍ଟର ଅଭିବୃଦ୍ଧି ଗତ କିଛି ମାସ ହେବ ପ୍ରଭାବିତ ସ୍ଥିତିରେ ରହିଛି। କରୋନା ଯୋଗୁ ବଜାର କ୍ଷତିଗ୍ରସ୍ତ ହୋଇ ରହିବା କାରଣରୁ କୋର୍‌ ସେକ୍ଟରର ପରଫରମାନ୍ସ ନିମ୍ନରେ ରହିଛି। ଗତ ୫ ମାସ…

ବଜେଟ ଧାର୍ଯ୍ୟ ଲକ୍ଷ୍ୟ ଟପିଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧।୯: ସରକାର ସାରା ବର୍ଷ ଲାଗି ବଜେଟରେ ଧାର୍ଯ୍ୟ କରିଥିବା ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ମାତ୍ର ୪ ମାସରେ ଟପିଯାଇଛି। ଜୁଲାଇ ଶେଷ ସୁଦ୍ଧା ବିତ୍ତୀୟ ନିଅଣ୍ଟ ୮.୨୧ ଲକ୍ଷ କୋଟି ଟଙ୍କା ରହିଛି। ଏହା ବଜେଟ ଲକ୍ଷ୍ୟର ୧୦୩.୧% ବୋଲି…

ସେପ୍ଟେମ୍ବର ୩୦ ଯାଏ ବିଦେଶ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୧।୯: ସରକାର ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇଛନ୍ତି। ଏହି ସମୟ ମଧ୍ୟରେ ବିଦେଶକୁ ବିମାନ ସେବା ଉପଲବ୍ଧ ହେବ ନାହିଁ ବୋଲି ଜଣାପଡିଛି। ଅପରପକ୍ଷରେ ଆମେରିକା, ଜର୍ମାନୀ, ଫ୍ରାନ୍ସ ଏବଂ ବ୍ରିଟେନ ଲାଗି ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?