ବାଣିଜ୍ୟ

ସେପ୍ଟେମ୍ବର ୩୦ ଯାଏ ବିଦେଶ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୧।୯: ସରକାର ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇଛନ୍ତି। ଏହି ସମୟ ମଧ୍ୟରେ ବିଦେଶକୁ ବିମାନ ସେବା ଉପଲବ୍ଧ ହେବ ନାହିଁ ବୋଲି ଜଣାପଡିଛି। ଅପରପକ୍ଷରେ ଆମେରିକା, ଜର୍ମାନୀ, ଫ୍ରାନ୍ସ ଏବଂ ବ୍ରିଟେନ ଲାଗି ଅନ୍ତର୍ଜାତୀୟ…

ରିଲାଏନ୍ସ ରିଟେଲ ଅଂଶଧନ ବିକିପାରନ୍ତି ମୁକେଶ

ନୂଆଦିଲ୍ଲୀ,୧।୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଂଶ ବିଶେଷ ରିଲାଏନ୍ସ ରିଟେଲରୁ ଅଂଶଧନ ବିକ୍ରି ହୋଇପାରେ। କମ୍ପାନୀ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏ ନେଇ ବିଚାର କରୁଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଫ୍ଲିପ୍‌କାର୍ଟକୁ କିଣି ଥିବା ଆମେରିକା ଭିତ୍ତିକ କମ୍ପାନୀ ଓ୍ବାଲ୍‌ମାର୍ଟ ସହ…

ବିକ୍ରିହେବ କିଶୋର ବିୟାନୀଙ୍କ ବୀମା କମ୍ପାନୀ

ନୂଆଦିଲ୍ଲୀ,୧।୯: ଫ୍ଲିପ୍‌କାର୍ଟର ସହ ପ୍ରତିଷ୍ଠାତା ସଚିନ ବଂଶଲ ଫ୍ୟୁଚର ଗ୍ରୁପ୍‌ର ବୀମା କମ୍ପାନୀ ଫ୍ୟୁଚର ଜେନେରାଲି ଇଣ୍ଡିଆ ଲାଇଫ ଇନ୍‌ସ୍ୟୁରାନ୍ସ ଲିମିଟେଡ୍‌କୁ କିଣିବାକୁ ଯାଉଛନ୍ତି। ଏହି ଡିଲ୍‌କୁ ନେଇ ଫ୍ୟୁଚର ଗ୍ରୁପ୍‌ ଏବଂ ସଚିନ ବଂଶଲଙ୍କ ନେତୃତ୍ୱାଧୀନ କମ୍ପାନୀ ନାବୀ ଟେକ୍ନୋଲୋଜି…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୪.୯%

  ଭୁବନେଶ୍ୱର,୧।୯: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଜୁନ୍‌ ମାସରେ ୩୩୨ ପଏଣ୍ଟ ଥିଲା। ଜୁଲାଇରେ ଏହା ୪ ପଏଣ୍ଟ ବଢ଼ି ୩୩୬ ପଏଣ୍ଟ ଛୁଇଁଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୫୫ ପଏଣ୍ଟ ଥିଲା।…

ଜିଓ ଫାଇବରର ନୂଆ ଟାରିଫ୍‌ ପ୍ଲାନ୍‌

ମୁମ୍ବାଇ,୧।୯: ରିଲାଏନ୍ସ ଜିଓର ସଫଳତା ପରେ କମ୍ପାନୀ ତା’ର ନୂଆ ବ୍ରଡ୍‌ବ୍ୟାଣ୍ଡ ସେବା ‘ଜିଓ ଫାଇବର’ ଜରିଆରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ପ୍ରଦାନ କରୁଛି। ‘ନୂଆ ଭାରତର ନୂଆ ଜୋଶ’(ନିୟୁ ଇଣ୍ଡିଆ କା ନୟା ଜୋଶ୍‌)କୁ ପାଳନ କରି ପ୍ରତିଟି ଭାରତୀୟଙ୍କ…

୬୫ ବର୍ଷରେ ପଦାର୍ପଣ କଲା ଏଲ୍‌ଆଇସି

ନୂଆଦିଲ୍ଲୀ,୧।୯: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ୬୫ ବର୍ଷରେ ପଦାର୍ପଣ କରିଛି। ଦେଶ ମଧ୍ୟରେ ଜୀବନ ବୀମା ସେବା ଯୋଗାଣ କ୍ଷେତ୍ରରେ ଏହା ଏକ ପ୍ରମୁଖ ସ୍ଥାନ ହାସଲ କରିଛି। ଏଲ୍‌ଆଇସି ବର୍ତ୍ତମାନ ୧୪ଟି ଦେଶର ନିଜର ଉପସ୍ଥିତି ଜାହିର…

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ ଟଙ୍କା ଛପା ୪ ଦିନ ପାଇଁ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ…

ପ୍ରଥମ ତ୍ରୈମାସ ଜିଡିପି ୩୫% ଖସିପାରେ

ନୂଆଦିଲ୍ଲୀ,୩୧।୮: ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ(ଜିଡିପି) ୩୫% ଖସିପାରେ ବୋଲି ବଜାର ବିଶେଷଜ୍ଞ ଆଶଙ୍କା ପ୍ରକଟ କରିଛନ୍ତି। ମାତ୍ର ପରିସଂଖ୍ୟାନ କାର୍ଯ୍ୟାଳୟ ଏହାକୁ ୧୫ରୁ ୧୬% ଦର୍ଶାଇପାରେ। କୋଭିଡ୍‌ ଯୋଗୁ ଅଣସଙ୍ଗଠିତ କ୍ଷେତ୍ର ଡାଟା…

ଜିଏସ୍‌ଟି ଋଣ ଭାର ରାଜ୍ୟ ଉପରେ ଲଦିବା କେନ୍ଦ୍ରର ବର୍ବରତା ହେବ: ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ

କୋଲକାତା,୩୧।୮: କୋଭିଡ୍‌-୧୯ ଯୋଗୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ସଂଗ୍ରହ ଅଢ଼େଇ ଲକ୍ଷ କୋଟି କମିବ। ଅପରପକ୍ଷରେ ରାଜ୍ୟଗୁଡିକ କ୍ଷତିପୂରଣ ଦେବା ଲାଗି ୩ ଲକ୍ଷ କୋଟି ଟଙ୍କା ନିଅଣ୍ଟ ପଡ଼ିବ। ରାଜ୍ୟଗୁଡିକ କ୍ଷତିପୂରଣ ବାବଦ ଅର୍ଥ ପ୍ରଦାନ କରିବା ଲାଗି…

ଚଳିତ ସପ୍ତାହରେ ହୋଇପାରେ ଏଜିଆର୍‌ ଶୁଣାଣି

ନୂଆଦିଲ୍ଲୀ,୩୧।୮: ଚଳିତ ସପ୍ତାହରେ ଟେଲିକମ୍‌ କମ୍ପାନୀଗୁଡିକର ଆଡ୍‌ଜଷ୍ଟେଡ ଗ୍ରସ ରେଭେନ୍ୟୁ(ଏଜିଆର୍‌) ମାମଲାର ଶୁଣାଣି ହୋଇପାରେ ବୋଲି ଆଶା କରାଯାଉଛି। ଏହି ମାମଲା ଭୋଡାଫୋନ-ଆଇଡିଆ କମ୍ପାନୀର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି କୁହାଯାଉଛି। କମ୍ପାନୀ ବର୍ତ୍ତମାନ କ୍ଷତିରେ ଚାଲୁଛି। ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ…

ଏନ୍‌ସିଏଲ୍‌ଟି ମାମଲାରେ ଅନୀଲ ଅମ୍ବାନୀଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୩୧।୮: ଅନୀଲ ଅମ୍ବାନୀଙ୍କ ଗ୍ରୁପ କମ୍ପାନୀକୁ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)କୁ ପଠାଇବା ମାମଲାରେ ତାଙ୍କୁ ବର୍ତ୍ତମାନ ଆଶ୍ୱସ୍ତି ମିଳିଛି। ଅନୀଲଙ୍କ ଗ୍ରୁପର ରିଲାଏନ୍ସ ହୋମ୍‌ ଫାଇନାନ୍ସ ଲିମିଟେଡ(ଆର୍‌ଏଚ୍‌ଏଫ୍‌ଏଲ୍‌) ଏବଂ ରିଲାଏନ୍ସ କମର୍ସିଆଲ ଫାଇନାନ୍ସ ଲିମିଟେଡ(ଆର୍‌ସିଏଫ୍‌ଏଲ୍‌) ଭଳି ୨ କମ୍ପାନୀକୁ ଏନ୍‌ସିଏଲ୍‌ଟିକୁ…

ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା ହେବ ବୋଲି ଜଣାପଡିଛି। ଋଣ ପୁନର୍ଗଠନ ଯୋଜନା କାର୍ଯ୍ୟକାରୀ ହେଲେ ଏହା ଦ୍ୱାରା ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?