ନିରନ୍ତର ଏଲ୍ପିଜି ଯୋଗାଣ ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନର ଲକ୍ଡାଉନ ସମୟରେ ଲୋକଙ୍କ ନିକଟରେ ନିରନ୍ତର ଏଲ୍ପିଜି ଯୋଗାଣ ଦିଗରେ ଦେଶର ତୈଳ ବିପଣନ କମ୍ପାନୀଗୁଡ଼ିକ ଫୋକସ ରଖିଛନ୍ତି। ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରତିନିଧିଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଲ୍ପିଜି ଯୋଗାଣ ସାଧାରଣ ଭାବେ ଚାଲିଛି। ଏଲ୍ପିଜି...
ନାଲ୍କୋ ସହାୟତାରେ ସ୍ବତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ
ଭୁବନେଶ୍ୱର,୧୨।୪: ନାଲ୍କୋ ପକ୍ଷରୁ ନବରଙ୍ଗପୁରଠାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ଖ୍ରୀଷ୍ଟିଆନ ହସ୍ପିଟାଲ ଏବଂ ନାଲ୍କୋ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୋଭିଡ୍-୧୯ ସଂକ୍ରମଣଜନିତ ଚିକିତ୍ସା...
ପ୍ରିମିୟମ ଦେୟ ସମୟସୀମା କୋହଳକଲା ଏଲ୍ଆଇସି
ଭୁବନେଶ୍ୱର,୧୨।୪: କରୋନା ପାଇଁ ଲୋକମାନେ ଏବେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଲାଇଫ ଇନ୍ସ୍ୟୁରାନ୍ସ କର୍ପୋରେଶନ ଅଫ୍ ଇଣ୍ଡିଆ(ଏଲ୍ଆଇସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଚଳିତ ବର୍ଷ ମାର୍ଚ୍ଚ ଏବଂ ଏପ୍ରିଲ ଲାଗି ଦେୟ...
ଆବଶ୍ୟକ ସାମଗ୍ରୀ ପରିବହନରେ ରେଲଓ୍ବେ
ଭୁବନେଶ୍ୱର,୧୨।୪: ଲକ୍ଡାଉନ ସ୍ଥିତିରେ ଆବଶ୍ୟକ ସାମଗ୍ରୀ ପରିବହନ ଲାଗି ରେଲଓ୍ବେ ପକ୍ଷରୁ ନିରନ୍ତର ସେବା ଯୋଗାଣ ହେଉଛି। ଶନିବାର ସକାଳୁ ବିଶାଖାପାଟଣା ରେଳଷ୍ଟେଶନରୁ ସ୍ବତନ୍ତ୍ର ପାର୍ସଲ ଏକ୍ସପ୍ରେସ ଦ୍ୱାରା ଔଷଧ ସାମଗ୍ରୀ ବୋଝେଇ କରି ପଲାସା, ବ୍ରହ୍ମପୁର, ବଲାଙ୍ଗୀର, ବରଗଡ଼,...
ଗରିବଙ୍କୁ ୨୮ ହଜାର କୋଟିର ସହାୟତା
ନୂଆଦିଲ୍ଲୀ,୧୨।୪: କୋଭିଡ୍-୧୯ ଯୋଗୁ ସାରା ଦେଶରେ ଉପୁଜିଥିବା ଲକ୍ଡାଉନ ସ୍ଥିତିରେ ଏବେ ଲୋକମାନେ ହଇରାଣ ହେଉଛନ୍ତି। ବିଶେଷକରି ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ଏବଂ ଗରିବ ଲୋକମାନେ ଲକ୍ଡାଉନ ସମୟରେ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି...
ଭାଙ୍ଗିଲା ଆସ୍ ଡ୍ୟାମ୍: ୨ ମୃତ; ୪ ନିଖୋଜ
ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍ର ଆସ୍ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର...
ଏବେ ଆରମ୍ଭ ହେବନି ଟ୍ରେନ୍ ସେବା
ନୂଆଦିଲ୍ଲୀ,୧୧।୪: ଟ୍ରେନ ଯାତ୍ରୀଙ୍କ ଲାଗି ଯାତ୍ରା କାର୍ଯ୍ୟସୂଚୀ ଓ ପୁନର୍ବାର ଟ୍ରେନ ସେବା ଆରମ୍ଭ ନେଇ ଗତ ୨ ଦିନ ହେବ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏକ ନିର୍ଦ୍ଦିଷ୍ଟ ତାରିଖରୁ କେତେ ସଂଖ୍ୟକ ଟ୍ରେନ ଚଳାଚଳ କରିବ ବୋଲି...
୧.୩୭ ଲକ୍ଷ ଇପିଏଫ୍ ଉଠାଣ ଆବେଦନର ଫଇସଲା
ନୂଆଦିଲ୍ଲୀ,୧୧।୪: କୋଭିଡ୍-୧୯ର ମୁକାବିଲା ଲାଗି ୧୦ ଦିନରୁ କମ୍ ସମୟ ମଧ୍ୟରେ ୧.୩୭ ଲକ୍ଷ ଇପିଏଫ୍ ଉଠାଣ ଆବେଦନର ଫଇସଲା କରାଯାଇଛି। କଓ୍ବୋଇସି ଜରିଆରେ ୭୨ ଘଣ୍ଟାରେ ଆବେଦନ ପତ୍ରର ଫଇସଲ କରାଯାଉଥିବା ଜଣାପଡିଛି। କୋଭିଡ୍-୧୯ ମୁକାବିଲାକୁ ଧ୍ୟାନରେ ରଖି...
୧.୫ କୋଟି ନିଯୁକ୍ତି ଉପରେ କଳାବାଦଲ
ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ରହିଥିବାରୁ ରପ୍ତାନି କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୧.୫ କୋଟି ନିଯୁକ୍ତି ଉପରେ ଏବେ କଳାବାଦଲ...
ରିଲିଫ ପାଣ୍ଠିକୁ ଫ୍ରିଡମ ଅଏଲର ୨୫ ଲକ୍ଷ
ଭୁବନେଶ୍ୱର,୧୧।୪: ଫ୍ରିଡମ ବ୍ରାଣ୍ଡର ମୂଳ କମ୍ପାନୀ ଜେମିନି ଏଡିବଲସ୍ ଆଣ୍ଡ ଫ୍ୟାଟ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। କୋଭିଡ୍-୧୯ ଲଢ଼େଇରେ ସରକାରଙ୍କ ସହ ଯୋଗଦାନ ଅନ୍ତର୍ଗତ କମ୍ପାନୀ ଏଭଳି...
୨.୨ ବିଲିୟନ ସହାୟତା ଦେବ ଏଡିବି
ନୂଆଦିଲ୍ଲୀ,୧୧।୪: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୨.୨ (ପ୍ରାୟ ୧୬ ହଜାର କୋଟି) ବିଲିୟନ ଡଲାରର ଋଣ ସହାୟତା ପ୍ରଦାନ କରିବ। କୋଭିଡ୍-୧୯ ବିରୋଧୀ ଲଢ଼େଇ ଲାଗି ଏହି ଋଣ ପ୍ରଦାନ କରାଯାଉଥିବା ଜଣାପଡ଼ିଛି। ଏଡିବି ସଭାପତି ମାସାତସୁଗୁ ଆସାକାଓ୍ବା...
୫ ଲକ୍ଷ କୋଟି ଡଲାର କ୍ଷତି ସହିବ ବିଶ୍ୱ
ନୂଆଦିଲ୍ଲୀ,୧୧।୪: କରୋନା ଭୂତାଣୁ ବ୍ୟାପିବା ଯୋଗୁ ଏବେ ସାରା ବିଶ୍ୱର ସ୍ଥିତି ବେହାଲ ହୋଇଯାଇଛି। ଏଥିରେ ଅନେକ ସଂଖ୍ୟାରେ ଲୋକ ମୃତ୍ୟୁବରଣ କରିଥିବା ବେଳେ ଲକ୍ଷ ଲକ୍ଷ ସଂଖ୍ୟାରେ ଆକ୍ରାନ୍ତ ହୋଇଛନ୍ତି। ସାରା ବିଶ୍ୱରେ ବିଭିନ୍ନ ଦେଶ ଏହି ଭୂତାଣୁକୁ...
Archives


