ବାଣିଜ୍ୟ

ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ପଦ ଛାଡ଼ିଥିଲେ ଉର୍ଜିତ

ନୂଆଦିଲ୍ଲୀ,୧।୮ : ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଉର୍ଜିତ ପଟେଲ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ। ଉର୍ଜିତ ସିଧାସଳଖ ଭାବେ ପୀୟୂଷ ଗୋୟଲଙ୍କ ନାମ ନ ଉଠାଇ କହିଛନ୍ତି ଯେ, ତତ୍କାଳୀନ ଅର୍ଥମନ୍ତ୍ରୀଙ୍କ ସହ…

୫୪,୫୩୮ ଟଙ୍କା ଛୁଇଁଲା ସୁନା

ନୂଆଦିଲ୍ଲୀ,୩୧।୭ : ଅନ୍ତର୍ଜାତୀୟ ବଜାରରେ ସୁନା ଚାହିଦା ଲାଗି ରହିବାରୁ ସୁନା ଦରରେ ବୃଦ୍ଧି ଘଟିଥିବା ଜଣାପଡିଛି। ଶୁକ୍ରବାର ଦିଲ୍ଲୀରେ ୧୦ ଗ୍ରାମ ପିଛା ସୁନା ଦର ୮୬୭ ଟଙ୍କା ବଢ଼ିଛି। ସେହିଭଳି ରୁପା ଦର କିଲୋ ପିଛା ୨୮୫୪ ଟଙ୍କା…

ଭାରତରେ ଲଞ୍ଚ ହେଲା କୋ ଆପ୍‌, ଟୁଇଟରକୁ ଦେବ ଟକ୍କର

ନୂଆଦିଲ୍ଲୀ,୧।୮ : ଭାରତ ବଜାରରେ କୋ ମୋବାଇଲ ଆପ୍‌ ଲଞ୍ଚ ହୋଇଛି। ଏହା ଘରୋଇ ବଜାରରେ ବିକଶିତ ହୋଇଛି। ଏଥିରେ ଟୁଇଟର ଭଳି ସୁବିଧା ଉପଲବ୍ଧ ହେବ। ନୂଆ ଆପ୍‌ଟି ଟୁଇଟରକୁ ଟକ୍କର ଦେବ ବୋଲି କୁହାଯାଉଛି। ନିଜ ଭାଷାରେ ନିଜର…

ଜିଏମ୍‌ଆର୍‌ ଅଧିଗ୍ରହଣ ଡିଲ୍‌ରୁ ଓହରିଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧।୮ : ଜିଏମ୍‌ କମଳାଙ୍ଗ ଏନର୍ଜିକୁ ଅଧିଗ୍ରହଣ କରିବା ଲାଗି ଜେଏସ୍‌ଡବ୍ଲ୍ୟୁ ଏନର୍ଜି ଗତ ୫ ମାସ ତଳେ ଘୋଷଣା କରିଥିଲା। ବର୍ତ୍ତମାନ ଏହି ଡିଲ୍‌ରୁ ଜେଏସ୍‌ଡବ୍ଲ୍ୟୁ ଓହରିଯାଇଥିବା ଜଣାପଡ଼ିଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ ଉପୁଜିଥିବା ଅନିଶ୍ଚିତତା ଏହି ଡିଲ୍‌…

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୨୦.୭୯%

ଭୁବନେଶ୍ୱର,୧।୭: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ମେ ମାସରେ ୩୩୦ ପଏଣ୍ଟ ଥିଲା। ଜୁନ୍‌ରେ ଏହା ୨ ପଏଣ୍ଟ ବଢି ୩୩୨ ପଏଣ୍ଟ ଛୁଇଁଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୫୦ ପଏଣ୍ଟ ଥିଲା। ଏଥିରେ…

ଅଗଷ୍ଟ ୩୧ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୧।୮ : ବର୍ତ୍ତମାନ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ହୋଇପାରିନାହିଁ। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ଅନ୍ତର୍ଜାତୀୟ ବିମାନ ସେବାକୁ ଅଗଷ୍ଟ ମାସ ୩୧ ଯାଏ ବାତିଲ କରିଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ଶୁକ୍ରବାର ଏ ସମ୍ପର୍କରେ ସୂଚନା…

ଅଗଷ୍ଟରେ ୧୭ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ଆପଣଙ୍କର ଯଦି ବ୍ୟାଙ୍କରେ ଜରୁରୀ କାମ ଥାଏ ତେବେ ଆଜି ହିଁ ସାରିଦିଅନ୍ତୁ। କାରଣ ଅଗଷ୍ଟ ମାସରେ ପ୍ରାୟ ୧୭ ଦିନ ବ୍ୟାଙ୍କ ବନ୍ଦ ରହିବ। ଏମିତିରେ ସମସ୍ତେ ଜାଣନ୍ତି ପ୍ରତି ସପ୍ତାହର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ବ୍ୟାଙ୍କ ବନ୍ଦ…

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ…

ଏଲ୍‌ଆଇସିର ଆର୍ଥତ୍କ ଫଳାଫଳ

ନୂଆଦିଲ୍ଲୀ,୩୧।୭ -ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଲ୍‌ଆଇସି) ପକ୍ଷରୁ ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟରେ କମ୍ପାନୀ ନୂଆ ବାଣିଜ୍ୟ ପର୍‌ଫରମାନ୍ସରେ ଅଭିବୃଦ୍ଧି କରିଛି। ପ୍ରଥମ ବର୍ଷ ପ୍ରିମିୟମରେ ଏହା ୨୫.୧୭% ଅଭିବୃଦ୍ଧି କରିବା…

ଆଦାନୀର ଓପିଜିସି ଅଂଶଧନ ଅଧିଗ୍ରହଣକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୭-ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ ଲିମିଟେଡ୍‌ (ଓପିଜିସି)ର ୪୯% ଇକ୍ୱିଟି ଶେୟାର ଅଧିଗ୍ରହଣକୁ କମ୍ପିଟିସନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ)ଗୁରୁବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦାନୀ ପାଓ୍ବାର ଲିମିଟେଡ୍‌(ଏପିଏଲ୍‌) ଆଦାନୀ ଗ୍ରୁପ୍‌ର ଏକ କମ୍ପାନୀ ହୋଇଥିବା ବେଳେ ଏହା ମୁଖ୍ୟତଃ ଶକ୍ତି ଉତ୍ପାଦନ…

୨୦୧୮-୧୯ ଆଇଟିଆର୍‌ ପଇଠ ସୀମା ବଢ଼ିଲା

ନୂଆଦିଲ୍ଲୀ,୩୧।୭ -ଆର୍ଥତ୍କ ବର୍ଷ ୨୦୧୮-୧୯ ଲାଗି ଆୟକର ରିଟର୍ନ (ଆଇଟିଆର୍‌) ପଇଠ କରିବା ସୀମାକୁ ସରକାର ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ବଢ଼ାଇଛନ୍ତି। ବର୍ତ୍ତମାନ କରୋନା ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଆୟକରଦାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା…

ଋଣ ସୁଝି ପାରିଲେନି ଅନିଲ ଅମ୍ବାନୀ; ଗ୍ରୁପ ମୁଖ୍ୟାଳୟକୁ କବ୍‌ଜା କଲା ବ୍ୟାଙ୍କ

ମୁମ୍ବାଇ,୩୧।୭ : ୟେସ୍‌ ବ୍ୟାଙ୍କରୁ ଆଣିଥିବା ଋଣ ଅନିଲ ଅମ୍ବାନୀ ଶୁଝିବାକୁ ସକ୍ଷମ ହୋଇ ନ ହେବାରୁ ତାଙ୍କ କମ୍ପାନୀର ମୁ୍‌ମ୍ବାଇ କାର୍ଯ୍ୟାଳୟକୁ ବ୍ୟାଙ୍କ ପକ୍ଷରୁ କବ୍‌ଜା କରାଯାଇଛି। ଅନିଲ ଧୀରୁ ଭାଇ ଅମ୍ବାନୀ ଗ୍ରୁପର ମୁଖ୍ୟ କାର୍ଯ୍ୟାଳୟ କୁହାଯାଉଥିବା ରିଲାଏନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?