ଇଏମ୍ଆଇରେ ୩ ମାସର ଆଶ୍ୱସ୍ତି; ରେପୋ କମାଇଲା ଆର୍ବିଆଇ
ମୁମ୍ବାଇ,୨୮। ୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ଦିନିଆ ଲକ୍ଡାଉନ ଘୋଷଣା କରିଥିବାରୁ ଏହାଦ୍ୱାରା ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହୋଇଛି। ଏହାକୁ କମ୍ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଗଭର୍ନର...
କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବ ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି।...
ରେପୋ ରେଟ୍ କମାଇଲା ଆର୍ବିଆଇ: ୩ ମାସ ଋଣ କିସ୍ତି ବନ୍ଦ
ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ...
ପିଡିଏସ୍ରେ ମିଳିବ ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ
ନୂଆଦିଲ୍ଲୀ,୨୭। ୩: ଲକ୍ଡାଉନ ସମୟରେ ଦେଶର ୮୦ କୋଟି ରାଶନକାର୍ଡଧାରୀ ଯେଭଳି କେହି ଭୋକିଲା ନ ରୁହନ୍ତି ତାକୁ ଧ୍ୟାନରେ ରଖି ସରକାର ଗୁରୁବାର ଅତିରିକ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ବ୍ୟକ୍ତିପିଛା ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ ଏବଂ ପରିବାର...
ପିଏମ୍-କିଷାନରେ ୮ କୋଟି କୃଷକଙ୍କୁ ଆର୍ଥିକ ସହାୟତା
ନୂଆଦିଲ୍ଲୀ,୨୭। ୩: ଲକ୍ଡାଉନରେ ପ୍ରଭାବିତ କୃଷକଙ୍କୁ ସହାୟତା କରିବା ଲାଗି ସରକାର ଗୁରୁବାର ପଦକ୍ଷେପ ଘୋଷଣା କରିଛନ୍ତି। ଏପ୍ରିଲ ପ୍ରଥମ ସପ୍ତାହରେ ଦେଶର ୮.୬୯ କୋଟି କୃଷକଙ୍କୁ ସରକାର ୨୦୦୦ ଟଙ୍କାର ଆର୍ଥତ୍କ ସହାୟତା ରାଶି ପ୍ରଦାନ କରିବେ। ପିଏମ୍...
ନିବେଶକଙ୍କ ୧୧.୧୨ ଲକ୍ଷ କୋଟି ଲାଭ
ନୂଆଦିଲ୍ଲୀ,୨୭। ୩: ଗତ ୩ ଦିନ ଧରି ଦେଶର ପୁଞ୍ଜି ବଜାର କାରବାର ଉନ୍ନତ ରହିବା ଯୋଗୁ ଏହି ସମୟରେ ନିବେଶକଙ୍କୁ ୧୧.୧୨ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର କାରବାର ୧୪୧୦.୯୯ ପଏଣ୍ଟ...
ଉଜ୍ଜ୍ୱଳା ହିତାଧିକାରୀଙ୍କୁ ମିଳିବ ୩ ମାଗଣା ସିଲିଣ୍ଡର
ନୂଆଦିଲ୍ଲୀ,୨୭। ୩: ଉଜ୍ଜ୍ୱଳା ହିତାଧିକାରୀଙ୍କୁ ଏପ୍ରିଲ ମାସଠାରୁ ଜୁନ ଯାଏ ୩ ମାଗଣା ସିଲିଣ୍ଡର ଉପଲବ୍ଧ ହେବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ ଗୁରୁବାର ସ୍ପଷ୍ଟ କରାଯାଇଛି। ଏହିି ପଦକ୍ଷେପ ଦ୍ୱାରା ରାଜକୋଷକୁ ୧୩ ହଜାର କୋଟି ଟଙ୍କାର...
ଫେସ୍ମାସ୍କର ମୂଲ୍ୟ ଉପରେ ଜୁନ ଯାଏ କଟକଣା
ନୂଆଦିଲ୍ଲୀ,୨୭। ୩: ୩ ପ୍ଲାଏ ଫେସ୍ମାସ୍କର ମୂଲ୍ୟ ଉପରେ ସରକାର ସୀମା ନିର୍ଦ୍ଧାରଣ କରିଛନ୍ତି। ଏହି ମାସ୍କଗୁଡିକ ମେଲ୍ଟ ବ୍ଲାଉନ ନନ୍-ଓଭନ ଫ୍ୟାବ୍ରିକରେ ପ୍ରସ୍ତୁତ ହେଉଛି। ଏହାର ପ୍ରତି ମାସ୍କ ପିଛା ମୂଲ୍ୟ ଜୁନ ଶେଷ ଯାଏ ୧୬ ଟଙ୍କା...
କର୍ମଚାରୀ ଭବିଷ୍ୟନିଧି ଯୋଗଦାନ ଦେବେ ସରକାର
ନୂଆଦିଲ୍ଲୀ,୨୭। ୩: ବର୍ତ୍ତମାନ ସମୟରେ ସରକାର କର୍ମଚାରୀଙ୍କ ଭବିଷ୍ୟନିଧି ପାଣ୍ଠିରେ ଆଗୀମୀ ୩ ମାସ ଲାଗି ଦେୟର ଯୋଗଦାନ ଦେବେ। ଉଭୟ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ଯୋଗଦାନ ସରକାର ରଖିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହା ଦ୍ୱାରା...
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଓଏସ୍ବିସିଏଲ୍ ଦେଲା ୫ କୋଟି
ଭୁବନେଶ୍ୱର,୨୭। ୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରିଲିଫ୍ ପାଣ୍ଠିକୁ ଓଡ଼ିଶା ଷ୍ଟେଟ ବେଭରେଜେସ କର୍ପୋରେଶନ ଲିମିଟେଡ(ଓଏସ୍ବିସିଏଲ୍)ପକ୍ଷରୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ-୧୯ର ପ୍ରତିରୋଧ କରିବା ଲାଗି କମ୍ପାନୀ ପକ୍ଷରୁ ଏଭଳି ଯୋଗଦାନ ରଖାଯାଇଥିବା କୁହାଯାଇଛି। ବାତ୍ୟା ଫନୀ ସମୟରେ...
ବନ୍ଦ ହୋଇପାରେ ବ୍ୟାଙ୍କ ସେବା
ନୂଆଦିଲ୍ଲୀ,୨୭। ୩: କରୋନା ପ୍ରଭାବକୁ କମ୍ କରିବା ଲାଗି ସରକାର ଏବେ ସାରା ଦେଶରେ କଟକଣା ଲାଗୁ କରୁଛନ୍ତି। ଏହି ସମୟରେ କିଛି ବଛାବଛା ବ୍ୟାଙ୍କ ଶାଖା ଲୋକଙ୍କୁ ବ୍ୟାଙ୍ଗିଙ୍ଗ ସେବା ପ୍ରଦାନ କରୁଛି। ଅତି ଆବଶ୍ୟକ ନ ହେଲେ...
ସାନିଟାଇଜର ପ୍ରସ୍ତୁତି ଲାଗି ଅଧିକ କମ୍ପାନୀଙ୍କୁ ଅନୁମତି
ନୂଆଦିଲ୍ଲୀ,୨୭। ୩: କରୋନା ପାଇଁ ଏବେ ସାରା ଦେଶରେ ସାନିଟାଇଜର ଚାହିଦା ପ୍ରବଳମାତ୍ରାରେ ବୃଦ୍ଧି ଘଟିଛି। ଏବେ ଲକ୍ଡାଉନ ଚାଲିଥିବା ବେଳେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ ଲାଭ କରିବାକୁ ଯେଭଳି କୌଣସି ଅସୁବିଧା ସାମ୍ନା ନ କରନ୍ତି ତାକୁ ସରକାର...
Archives


