ନିର୍ମାଣ ଶ୍ରମିକଙ୍କୁ ଦିଅ ଆର୍ଥିକ ସହାୟତା: ଶ୍ରମ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୫-୩: ଦେଶର ୩.୫ କୋଟି ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ଲାଗି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ମଙ୍ଗଳବାର କହିଛନ୍ତି। ବର୍ତ୍ତମାନ କରୋନା ବ୍ୟାପିଥିବା ବେଳେ ବିଭିନ୍ନ କ୍ଷେତ୍ର ପ୍ରଭାବିତ ହେବାକୁ ଯୋଗୁ ନିର୍ମାଣ...
ସାନିଟାଇଜର,ଭେଣ୍ଟିଲେଟର ରପ୍ତାନି ବନ୍ଦ
ନୂଆଦିଲ୍ଲୀ,୨୫-୩: ସମସ୍ତ ପ୍ରକାରର ସାନିଟାଇଜର ଏବଂ ଭେଣ୍ଟିଲେଟର ରପ୍ତାନିକୁ ତୁରନ୍ତ ଭିତ୍ତିରେ ବନ୍ଦ କରିବାକୁ କେନ୍ଦ୍ର ସରକାର ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ବ୍ୟାପୁଥିବାରୁ ଏହାକୁ ଧ୍ୟାନରେ ରଖି ସରକାର ପଦକ୍ଷେପ ଗ୍ରହଣ କରିଥିବା ବିଦେଶୀ ବାଣିଜ୍ୟ ମହାନିର୍ଦ୍ଦେଶାଳୟ (ଡିଜିଏଫ୍ଟି)...
ନିବେଶକଙ୍କ ୫୨ ଲକ୍ଷ କୋଟି କ୍ଷତି
ମୁମ୍ବାଇ,୨୫-୩: କରୋନା ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ କେତେ ପରିମାଣର କ୍ଷତି ହୋଇଛି ତାହାର ସମ୍ପୂର୍ଣ୍ଣ ଆକଳନ କରିବା ବର୍ତ୍ତମାନ କଷ୍ଟକର ବ୍ୟାପାର। ମାତ୍ର ଭାରତୀୟ ପୁଞ୍ଜି ବଜାରକୁ କରୋନାର ପ୍ରଭାବ ସମ୍ପୂର୍ଣ୍ଣ ଦୋହଲାଇ ଦେଇଛି। ଚଳିତ ଆର୍ଥତ୍କ ବର୍ଷରେ...
ସ୍ଥିତି ପାଇଁ ସଂଗ୍ରାମ କରୁଛନ୍ତି କ୍ଷୁୁଦ୍ର, ମଧ୍ୟମ ଶିଳ୍ପ
ନୂଆଦିଲ୍ଲୀ,୨୫-୩: କରୋନା ଭାଇରସର ପ୍ରଭାବରେ ଦେଶର କ୍ଷୁଦ୍ର ଶିଳ୍ପଗୁଡିକର ଅଣ୍ଟା ଭାଙ୍ଗିଯାଇଛି। ନିଜର ସ୍ଥିତି ବଜାୟ ରଖିବା ଲାଗି ଦେଶର କ୍ଷୁଦ୍ର ମଧ୍ୟମ ଶିଳ୍ପଗୁଡିକ ଏବେ ସଂଗ୍ରାମ ଜାରି ରଖିଛନ୍ତି। ସରକାର ଯଦି ଏହି ଶିଳ୍ପ ଅନ୍ତର୍ଜାତୀୟ ସ୍ତରରେ ଗ୍ରହଣ...
ଶୀଘ୍ର ଆସିବ ଆର୍ଥିକ ପ୍ୟାକେଜ: ସୀତାରାମନ୍
ନୂଆଦିଲ୍ଲୀ,୨୫-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି କେନ୍ଦ୍ର ସରକାର ଶୀଘ୍ର ଏକ ଆର୍ଥତ୍କ ପ୍ୟାକେଜ...
ରେଲଓ୍ବେ ଆଣିବ ପ୍ରଥମ ପଡ୍ ହୋଟେଲ
ମୁମ୍ବାଇ,୨୪-୩: ଭାରତୀୟ ରେଳପଥ ପକ୍ଷରୁ ଦେଶର ପ୍ରଥମ ପଡ୍ ହୋଟେଲ ବା କ୍ୟାପସୁଲ ରୁମ୍ ବିଶିଷ୍ଟ ହୋଟେଲ ମୁମ୍ବାଇରେ ସ୍ଥାପନ କରାଯିବ। ମୁମ୍ବାଇର ସେଣ୍ଟ୍ରାଲ ରେଲଓ୍ବେ ଷ୍ଟେଶନରେ ଏହି ହୋଟେଲ ଖୋଲିବାକୁ ଥିବା ବେଳେ ଏହା ଦ୍ୱାରା ଶୀଘ୍ର ଯାତ୍ରୀମାନେ...
କରୋନା ବିରୋଧୀ ଲଢେଇ: ଜୁନ ୩୦ ଯାଏ ବଢିଲା ଆଇଟି ରିଟର୍ନ ଅବଧି, ବିନା ଚାର୍ଜରେ ବ୍ୟବହାର କରିହେବ ବିଭିନ୍ନ ଏଟିଏମ୍
ନୂଆଦିଲ୍ଲୀ,୨୪-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି କେନ୍ଦ୍ର ସରକାର ଶୀଘ୍ର ଏକ ଆର୍ଥତ୍କ ପ୍ୟାକେଜ...
ବଢ଼ିଲା କ୍ଲୋରୋକ୍ୱିନ୍ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍ ମେଡ଼ିକାଲ୍ କାଉନସିଲ୍ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ କ୍ଲୋରୋକ୍ୱିନ୍ର ଚାହିଦା ଯଥେଷ୍ଟ ବଢ଼ିବାରେ ଲାଗିଛି। ଏହା ସହିତ ଏହାର ନିର୍ମାତା କମ୍ପାନୀ...
କର୍ମଚାରୀଙ୍କୁ ପୂର୍ଣ୍ଣ ବେତନ ଦେବ ଟାଟା ଗ୍ରୁପ
ନୂଆଦିଲ୍ଲୀ,୨୪-୩: କରୋନା ଭୂତାଣୁ ସଙ୍କଟ ସମୟରେ କର୍ମଚାରୀଙ୍କୁ ପୂର୍ଣ୍ଣ ବେତନ ପ୍ରଦାନ କରାଯିବ ବୋଲି ଟାଟା ଗ୍ରୁପ ପକ୍ଷରୁ କୁହାଯାଇଛି। ଏ ନେଇ ସତର୍କତା ଅବଲବ୍ଧନ କରିବାକୁ ଗ୍ରୁପର ସମସ୍ତ କମ୍ପାନୀକୁ କୁହାଯାଇଛି। କର୍ମଚାରୀଙ୍କ ଲାଗି ଓ୍ବାର୍କ ଫ୍ରମ ହୋମ...
୧୦୦ କୋଟି ଟଙ୍କାର ପାଣ୍ଠି ଗଠନ କଲା ବେଦାନ୍ତ
ନୂଆଦିଲ୍ଲୀ,୨୩-୩ କରୋନା ଦ୍ୱାରା ପ୍ରଭାବିତ ନିଷ୍ପେସିତ ବର୍ଗର ବ୍ୟକ୍ତି ବିଶେଷଙ୍କ ସହାୟତା କରିବା ଲାଗି ବେଦାନ୍ତ ଗ୍ରୁପ ପକ୍ଷରୁ ୧୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଛି। ସରକାରଙ୍କ କରୋନା ବିରୋଧି ପଦକ୍ଷେପ ଅନ୍ତର୍ଗତ ଯୋଗଦାନ ରଖିଥିବା କମ୍ପାନୀ ପକ୍ଷରୁ...
ନିବେଶକଙ୍କୁ ୧୪.୨୨ ଲକ୍ଷ କୋଟି କ୍ଷତି
ନୂଆଦିଲ୍ଲୀ,୨୪-୩: କରୋନା ପ୍ରଭାବରେ ଭାରତୀୟ ପୁଞ୍ଜି ବଜାର କାରବାର ଲଗାତାର ଭାବେ ଖସୁଥିବା ବେଳେ ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ନିବେଶକଙ୍କୁ ରେକର୍ଡ ସ୍ତର ୧୪.୨୨ ଲକ୍ଷ କୋଟି କ୍ଷତି ହୋଇଛି। କରୋନା ଯୋଗୁ ଷ୍ଟକ ବଜାରକୁ ଝଟକା...
ମାସ୍କ ଉତ୍ପାଦନ ବଢାଇବ ରିଲାଏନ୍ସ
ନୂଆଦିଲ୍ଲୀ,୨୪-୩: କରୋନା ବିରୋଧୀ ଲଢେଇ ଜୋରଦାର କରିବା ସ୍ବରୂପ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଫେସ୍ ମାସ୍କ ଉତ୍ପାଦନ ବୃଦ୍ଧି କରିବା ନେଇ ସୋମବାର ଘୋଷଣା କରାଯାଇଛି। ଏହାବାଦ ଠିକା କର୍ମଚାରୀଙ୍କ ପ୍ରାପ୍ୟ ବନ୍ଦ କରାଯିବ ନାହିଁ ବୋଲି ଗ୍ରୁପ ପକ୍ଷରୁ...
Archives


